author

ଦକ୍ଷିଣ ଆଣ୍ଡାମାନରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ ଯାଏଁ ରାଜ୍ୟରେ ବର୍ଷା

ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ରାଜ୍ୟରେ ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।ଓଡ଼ିଶା ସଂଲଗ୍ନ ଛତିଶଗଡ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି । ଏହାଉପରେ ଦେଇ ଆଉ ଏକ ଟ୍ରପ୍ ଲାଇନ୍ ଯାଇଛି । ଯାହାର ପ୍ରଭାବରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଛି ।ବିଶେଷ କରି ଉତ୍ତର […]

ରଥଯାତ୍ରା ପାଇଁ ପୁରୀକୁ ଚାଲିବ ୪ଶହ ସ୍ଵତନ୍ତ୍ର ଟ୍ରେନ୍

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ବସିଥିଲା ପ୍ରଥମ ସମନ୍ଵୟ କମିଟି ବୈଠକ ।କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ସୁଧାଂଶୁ ମୋହନ ସାମଲଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପାଇଁ ପ୍ରଥମ ସମନ୍ବୟ ବୈଠକରେ ରଥ ନିର୍ମାଣ, ସ୍ଵାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ ନେଇ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଛି । ଚଳିତ ବର୍ଷ ଢେଙ୍କାନାଳ ହିନ୍ଦୋଳରୁ ଅଧିକ ଏକ ସେଟ୍ ଚାରମାଳ ପାଇଁ ତାଳ କାଠ ଅଣାଯିବ। ରଥ ଦଉଡି଼ ପାଇଁ ଓଡ଼ିଶା ସମବାୟ କତା […]

ସଂଧ୍ୟା ଆକାଶରେ ରହସ୍ୟମୟ ଆଲୋକ

ସଂଧ୍ୟା ଆକାଶରେ ରହସ୍ୟମୟ ଆଲୋକ  ।  ଆକାଶରେ ହଠାତ ଦେଖାଗଲା ଉଜ୍ବଳ ଆଲୋକ ।  ସନ୍ଧ୍ୟା ପ୍ରାୟ ସାଢେ଼ ୬ଟା ସମୟରେ ଆକାଶରେ ଉଜ୍ବଳ ଆଲୋକ ଦେଖିବାକୁ ମିଳିଥିଲା ।  କିଛି ସମୟ ପରେ ପୁଣି କେଉଁଆଡ଼େ ଉଭାନ ହୋଇଯାଇଥିଲା। ରାଜ୍ୟର ବିଭିନ୍ନ ସ୍ଥାନରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଏହି ଆଲୋକ କଣ କିଛି ସ୍ପଷ୍ଟ ହୋଇନି ।  ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରରେ  ଭାରତୀୟ ପ୍ରତିରକ୍ଷା ଓ ଗବେଷଣା ଉନ୍ନୟନ ସଂସ୍ଥା (ଡିଆରଡିଓ) […]

ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ନୟାଗଡ଼,(ଓଡ଼ିଶା ଦର୍ପଣ): ବିଦ୍ଯାର୍ଥୀ ଶିଶୁ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନୈତିକତା, ଆଧ୍ୟାତ୍ମିକତା, ଅନୁଶାସନ ଓ ଦେଶପ୍ରେମ ଭଳି ସଦ୍‌ଗୁଣର ବିକାଶ ଉଦ୍ଦେଶ୍ୟରେ ନୟାଗଡ଼ ହାଉସିଂବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ତିନିଦିବସୀୟ “ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର” ଶୁକ୍ରବାର ଦିନ ଉଦଘାଟିତ ହୋଇଯାଇଛି। ବିଦ୍ୟାଳୟର ପ୍ରତିଷ୍ଠାତା ସମ୍ପାଦକ ଶ୍ରୀଧର ସାହୁଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉଦଘାଟନୀ ସଭାରେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟର ଏହି ମୂଲ୍ୟବୋଧ ଭିତ୍ତିକ […]

ଲଗଜରୀ କ୍ରୁଜ ସିପ୍ ରେ ହାଣ୍ଟାଭାଇରସ ସଂକ୍ରମଣ, ୩ ମୃତ, ଜାହାଜରେ ଅଛନ୍ତି ୨ ଭାରତୀୟ

ଆଟଲାଣ୍ଟିକ ମହାସାଗରରେ କେପ୍‌ ଭର୍ଡେ ନିକଟରେ ଅଟକି ରହିଥିବା କ୍ରୁଜ ଜାହାଜ ‘ଏମ୍‌ଭି ହଣ୍ଡିୟସ୍’ରେ ହଣ୍ଟାଭାଇରସ୍‌ ବ୍ୟାପିବା ଘଟଣା ଏବେ ସମସ୍ତଙ୍କୁ ଭୟଭୀତ କରିଛି ।ଜାହାଜରେ ଥିବା ଚାଳକଦଳ ସଦସ୍ୟଙ୍କ ମଧ୍ୟରେ ୨ ଜଣ ଭାରତୀୟ ମଧ୍ୟ ଅଛନ୍ତି। ଜାହାଜରେ ଏ ପର୍ଯ୍ୟନ୍ତ ୫ଟି ସଂକ୍ରମଣ ମାମଲା ପୁଷ୍ଟି ହୋଇଛି। ଏଥିରୁ ଏ ପର୍ଯ୍ୟନ୍ତ ୩ ଜଣଙ୍କ ମୃତ୍ୟୁ ହେଲାଣି। ସୂଚନା ଅନୁସାରେ ଓସନୱାଇଡ୍ ଏକ୍ସପେଡିସନସ୍ ଏହି ବିଳାଶମୟ କ୍ରୁଜ ସିପ୍ ଏପ୍ରିଲ ୧ ତାରିଖରେ ଆର୍ଜେଣ୍ଟିନାର […]

ଶୁଭେନ୍ଦୁ ଅଧିକାରୀ ହେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ । ବିଜେପି ବିଧାୟକ ଦଳ ବୈଠକରେ ନିଆଯାଇଛି ନିଷ୍ପତ୍ତି । ଶୁଭେନ୍ଦୁ ଅଧିକାରୀଙ୍କ ନାଁରେ ସମସ୍ତ ବିଧାୟକ ସହମତି ପ୍ରଦାନ କରିଛନ୍ତି ।ଶନିବାର ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶୁଭେନ୍ଦୁ। କୋଲକାତାର ବ୍ରିଗେଡ୍‌ ପରେଡ୍‌ ମଇଦାନରେ ଶପଥ ଗ୍ରହଣ ସମାରୋହ ଆୟୋଜନ କରାଯିବ। ରାଜ୍ୟରେ ଦୁଇ ଜଣ ଡେପୁଟୀ ସିଏମ୍ ମଧ୍ୟ କରାଯାଇ ପାରେ। ଏଥିରେ ଗୋଟିଏ ନାଁ ରୂପା ଗାଙ୍ଗୁଲୀଙ୍କର ହୋଇପାରେ। ହେଲେ ଆଉ ଦୁଇ […]

ଅଗ୍ରଗତି ପଥରେ ଓଡ଼ିଶା: ସୁଲଭ ସହରାଞ୍ଚଳ ଆବାସ କ୍ଷେତ୍ରରେ ଦେଶରେ ଶୀର୍ଷସ୍ଥାନରେ

 ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଓଡ଼ିଶା ଆଜି ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା–ସହରାଞ୍ଚଳ (PMAY-U 2.0)’ ଅଧୀନରେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନରେ ଦେଶର ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି। ସେପ୍ଟେମ୍ବର ୨୦୨୪ରେ PMAY-U 2.0 ର ଶୁଭାରମ୍ଭ ପରଠାରୁ ସହରାଞ୍ଚଳର ହିତାଧିକାରୀଙ୍କୁ ସୁଲଭ ଓ ଗୁଣାତ୍ମକ ବାସଗୃହ ଯୋଗାଇବାରେ ରାଜ୍ୟ ଉଲ୍ଲେଖନୀୟ ସଫଳତା ହାସଲ କରିଛି।ମାର୍ଚ୍ଚ ୨୦୨୫ ଠାରୁ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ଗୃହ ନିର୍ମାଣ ସମ୍ପୂର୍ଣ୍ଣ କରିବା କ୍ଷେତ୍ରରେ […]

ସମ୍ୱଲପୁରରେ ଦୁର୍ଘଟଣା ଘଟାଇଲା ଆମ ବସ୍

ସମ୍ୱଲପୁରରେ ଦୁର୍ଘଟଣା ଘଟାଇଲା ଆମ ବସ୍। ବୁର୍ଲା ପିସି ବ୍ରିଜ୍  ଉପରେ ସ୍କୁଟିକୁ ଧକ୍କା ଦେଲା । ସ୍କୁଟି ଆରୋହୀ ଗୁରୁତର ହୋଇ ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।ଦୁର୍ଘଟଣାରେ ବୁର୍ଲାର ସୁରେନ୍ଦ୍ର ମହାନନ୍ଦ ନାମକ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇ ବୁର୍ଲା ଭୀମ୍‌ସାରେ ଚିକିତ୍ସିତ ହେଉଛନ୍ତି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ତେବେ ମୁସ୍କାନ ମହାନନ୍ଦଙ୍କ ଏତଲା ଆଧାରରେ ବୁର୍ଲା ଥାନାରେ କେସ୍‌ ନମ୍ବର ୨୦୪/୨୬ରେ ଏକ ମାମଲା ରୁଜୁ କରି […]

ବାଲିଅନ୍ତା ଘଟଣାରେ ପୋଲିସ କଡ଼ା ପଦକ୍ଷେପ ନେଉଛି : ଉପ ମୁଖ୍ୟମନ୍ତ୍ରୀ କେଭି ସଂଦେଓ

ବାଲିଅନ୍ତା ହତ୍ୟା ଘଟଣାକୁ ନେଇ ସରକାରଙ୍କୁ ବିରୋଧୀ ଟାର୍ଗେଟ କରିଥିବା ବେଳେ ଜବାବ ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କେଭି ସଂଦେଓ। ସେ କହିଛନ୍ତି ଯେ ପୋଲିସ ଉପରେ ଡର କମିଯିବା କହିବା ଠିକ୍ ନୁହେଁ । ଅସାମାଜିକ ବ୍ୟକ୍ତିଙ୍କୁ କଠୋର ଭାବରେ ଦମନ କରାଯିବ । ବାଲିଅନ୍ତା ଘଟଣାରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜିଙ୍କୁ ତଦନ୍ତ କରି ଆକ୍ସନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ପୋଲିସ କଡା କାର୍ଯ୍ୟନୁଷ୍ଠାନ ନେଉଛି । ଦୋଷୀଙ୍କୁ ଛଡ଼ାଯିବ […]

ଆଜି ବଙ୍ଗରେ ମୁଖ୍ୟମନ୍ତ୍ରୀ ଚୟନ, ଉପସ୍ଥିତ ରହିବେ ଅମିତ ଶାହ ଓ ମୋହନ ଚରଣ ମାଝୀ

ପଶ୍ଚିମହଙ୍ଗରୁ ଦିଦି ବିଦା ହେବା ପରେ କିଏ ହେବେ ବିଜେପି ମୁଖ୍ୟମନ୍ତ୍ରୀ ତାକୁ ନେଇ ବଢ଼ିଛି ଉତ୍କଣ୍ଠା । ଏହାରି ଭିତରେ ବିଜେପି ବିଧାୟକ ଦଳ ନେତା ନିର୍ବାଚନ କରିବାକୁ ଓ ମୁଖ୍ୟମନ୍ତ୍ରୀ ଚେହେରା ବାଛିବାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ପର୍ଯ୍ୟବେକ୍ଷକ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛି ବିଜେପି ସଂସଦୀୟ ବୋର୍ଡ ।ଆଗାମୀ ୯ ତାରିଖରେ ବଙ୍ଗରେ ନୂଆ ସରକାର ଶପଥ ଗ୍ରହଣ କରିବାକୁ ଥିବାରୁ ଆଜି […]

ଆଇଏସ୍‌ଆଇ ଟାର୍ଗେଟରେ ଐତିହାସିକ ମନ୍ଦିର

ଆଇଏସଆଇ ଟାର୍ଗେଟ୍ ରେ ଦିଲ୍ଲୀ । ଦିଲ୍ଲୀ ଏବଂ ସୋନିପତର କିଛି ପ୍ରସିଦ୍ଧ ସ୍ଥାନରେ ଆକ୍ରମଣ ପାଇଁ ଷଡଯନ୍ତ୍ର । ୯ ଜଣ ଆତଙ୍କବାଦୀ ଗିରଫ ହେଲା ପରେ ସାମ୍ନାକୁ ଆସିଛି ସତ । ଯାହା ପଛରେ ପାକିସ୍ତାନର ହାତ ଥିବା ନେଇ ମଧ୍ୟ ପ୍ରମାଣ ମିଳୁଛି ।ଦିଲ୍ଲୀ ପୁଲିସର ସ୍ବତନ୍ତ୍ର ସେଲ୍‌ ଦ୍ବାରା ଗିରଫ ହୋଇଥିବା ପାକିସ୍ତାନ ସମର୍ଥିତ ଶେହଜାଦ୍‌ ଭଟ୍ଟି ମଡ୍ୟୁଲର ଆତଙ୍କବାଦୀମାନଙ୍କୁ ପଚରାଉଚରା ବେଳେ ଚକିତ କରିଦେବା ପରି ତଥ୍ୟ ସାମ୍‌ନାକୁ ଆସିଛି। […]

ସୌମ୍ୟରଞ୍ଜନଙ୍କୁ ହତ୍ୟା ଘଟଣା । ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଓଡ଼ିଶା ନମ୍ବର ୱାନ୍‌ : ଅରୁଣ ସାହୁ

ବାଲିଅନ୍ତା ବର୍ବରତା ନେଇ ରାଜନୀତି ସରଗରମ। ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ସରକାରଙ୍କ ଉପରେ ବର୍ଷିଲେ ବିଜେଡି ବିଧାୟକ ଅରୁଣ ସାହୁ।ସେ କହିଛନ୍ତି , ନିର୍ବାଚନ ବେଳେ ବିଜେପି ନେତା କହିଲେ ଓଡ଼ିଶା ଏକ ନମ୍ବର ହେବ । ଓଡ଼ିଶା ଅପରାଧ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ନମ୍ବର ୱାନ ହୋଇଛି । ହତ୍ୟା, ରେପ, କିଡନାପରେ ଓଡିଶା 1 ନମ୍ବର ହୋଇଛି । ହିଞ୍ଜିଳି, କଣାସ, ଢେଙ୍କାନାଳ ରେପ୍‌ ଘଟଣା ପରେ ବାଲିଅନ୍ତା ଘଟଣା , […]