ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ । ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]
ପଶ୍ଚିମବଙ୍ଗ ରାଜନୀତିରେ ବିଜେପିର ଐତିହାସିକ ବିଜୟ । କଡ଼ା ମୁକାବିଲାରେ ଶାସକ ଟିଏମସି ୮୩ ଆସନରେ ବିଜୟୀ ହେବାକୁ ସକ୍ଷମ ହୋଇଛି । ବିଜେପି ୨୦୪ ଆସନ ହାତେଇବାରେ ସକ୍ଷମ ହୋଇଛି । ପ୍ରଥମ ଥର ପାଇଁ ବଙ୍ଗରେ ବିଜେପି ସରକାର ଗଠନ କରିବାକୁ ଯାଉଥିବାରୁ ଦଳୀୟ ଶିବିର ଉତ୍ସବ ମୁଖର ।ପ୍ରଧାନମନ୍ତ୍ରୀ ମୋଦି ପଶ୍ଚିମବଙ୍ଗ ଜନସାଧାରଣଙ୍କୁ ସମ୍ବୋଧିତ କରି କହିଛନ୍ତି, ଆଜି ଏକ ଐତିହାସିକ ଦିନ। ଯେତେବେଳେ ବର୍ଷ ବର୍ଷର ସମର୍ପଣ ଏବଂ କଠିନ ପରିଶ୍ରମ […]
ପଶ୍ଚିମବଙ୍ଗରେ ଜାରି ରହିଛି ଭୋଟ ଗଣତି । ଏଥର ପଶ୍ଚିମବଙ୍ଗରେ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ‘ଆଳୁ ହେଉ ବା ବିଭିନ୍ନ ପ୍ରସଙ୍ଗ ହେଉ ମମତା ଓଡ଼ିଶାବାସୀଙ୍କ ପ୍ରତି ନକାରାତ୍ମକ ମନୋଭାବର ପୂର୍ଣ୍ଣଚ୍ଛେଦ ପଡିଛି । ସେ ଆହୁରି କହିଛନ୍ତି, ‘ରାଷ୍ଟ୍ରର ରକ୍ଷା ପାଇଁ ଭୋଟ ଦେଇଛନ୍ତି । […]
ରାୟଗଡ,୪/୫(): ଶନିବାର ପ୍ରକାଶ ପାଇଛି ୨୦୨୬ ବର୍ଷର ହାଇସ୍କୁଲ ସାର୍ଟିଫିକେଟ (ମାଟ୍ରିକ୍) ପରୀକ୍ଷାଫଳ । ରାୟଗଡ ଜିଲ୍ଳାରେ ପାସ ହାର ୯୬.୫ପ୍ରତିଶତ ରହିଛି । ଚଳିତ ବର୍ଷ ଜିଲ୍ଳାରେ ୬ଜଣ ପରୀକ୍ଷାର୍ଥୀ ଏ ୧ ଗ୍ରେଡରେ ଉତୀର୍ଣ୍ଣ ହୋଇଥିବା ବେଳେ ସୋମବାର ଦିନ ରାୟଗଡ ଜିଲ୍ଳାପାଳ ଆଶୁତୋଷ କୁଲକର୍ଣ୍ଣି ନିଜ ଦପ୍ତରରେ ସେମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଉଜ୍ଜଳ ଭବିଷ୍ୟତ ଗଠନ ପାଇଁ ପରାମର୍ଶ ଦେଇ ଉତ୍ସାହିତ କରିଛନ୍ତି । ଏଥିସହ ମଧ୍ୟମା ଓ ରାଜ୍ୟ ମୁକ୍ତ […]
ଆସନ୍ତାକାଲି କୋଟିଆ ଯିବେ ରାଜସ୍ବ ମନ୍ତ୍ରୀ । ଜନ ଗଣନା କୁ ତ୍ୱରାନ୍ୱିତ ଓ ସମୀକ୍ଷା ପାଇଁ କୋଟିଆ ଯିବେ ରାଜସ୍ବ ମନ୍ତ୍ରୀ । କୋଟିଆ ରେ ନିର୍ମାଣ ଚାଲିଛି ଜଗନ୍ନାଥ ମନ୍ଦିର । ଏହି କାମ ଶେଷ ପର୍ଯାୟ ଅଛି । ଚଳିତ ବର୍ଷ କୋଟିଆ ରେ ବ୍ୟାପକ ଭାବରେ ହେବ ରଥଯାତ୍ରା | ଏଥିପାଇଁ ଜିଲ୍ଲାପାଳ ଙ୍କୁ ଦିଆଯାଇଛି ନିର୍ଦ୍ଧେଶ ।ସୂଚନା ଅନୁଯାୟୀ, ଜନଗଣନା କାମ ଚାଲିଥିବା ବେଳେ ପଡୋଶୀ ଆନ୍ଧ୍ର ପ୍ରଦେଶର କିଛି […]
ସବୁଠାରୁ କମ ଉଚ୍ଚତା ବିଶିଷ୍ଟ ପରୀକ୍ଷାର୍ଥୀ ମାଟ୍ରିକ ପାସ୍। ପ୍ରକାଶ ପାଇଛି ଚଳିତ ବର୍ଷର ଦଶମ ଶ୍ରେଣୀ ପରୀକ୍ଷା ଫଳ । ଆଉ ପରୀକ୍ଷାରେ ପାସ ହୋଇଛନ୍ତି ବହୁ ଚର୍ଚ୍ଚିତ ସବୁଠାରୁ କମ ଉଚ୍ଚତା ବିଶିଷ୍ଟ ପରୀକ୍ଷାର୍ଥୀ (୧୮ ଇଞ୍ଚର ଛାତ୍ରୀ) ସୁନିତା ନାଏକ। ଏହି ଛାତ୍ରୀ ଜଣଙ୍କ ମହୁଲପାଳ ନିଗମାନନ୍ଦ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ପଢୁଥିଲେ । ସେ ମୋଟ ୩୦୯ ନମ୍ବର ରଖି “ସି “(C) ଗ୍ରେଡ଼ରେ ପାସ କରିଛନ୍ତି। ସେ ଜଣେ […]
ତାମିଲନାଡୁରେ ଶାସକ ଡିଏମକେକୁ ବଡ଼ ଝଟକା ଲାଗିଛି।ରାଜ୍ୟର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ୍ ହାରି ଯାଇଛନ୍ତି। ତାଙ୍କୁ ହରାଇଛନ୍ତି ଟିଭିକେ ପ୍ରାର୍ଥୀ ଭିଏସ୍ ବାବୁ। କୋଲାଥୁର ଆସନରୁ ଟିଭିକେ ପ୍ରାର୍ଥୀ ଭିଏସ୍ ବାବୁଙ୍କ ଠାରୁ ୯ ହଜାର ଭୋଟ୍ରେ ହାରିଯାଇଛନ୍ତି ଡିଏମ୍କେ ସୁପ୍ରିମ ତଥା ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ।ନୂଆ ଦଳ ଟିଭିକେ ତାମିଲନାଡୁରେ ଯେଉଁଭଳି ଭାବେ ଆଗ୍ରସର ହେଉଛି, ସେଥିରେ ସାରା ଦେଶ ଆଶ୍ଚର୍ଯ୍ୟ। ବିଜୟଙ୍କ ଲୋକପ୍ରିୟତା ବିପୁଳ ଜନମର୍ଥନରେ ପରିଣତ ହୋଇଛି। ବର୍ତ୍ତମାନ ଟିଭିକେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ପ୍ରତିବର୍ଷ ମଇ ମାସର ପ୍ରଥମ ରବିବାରକୁ ବିଶ୍ୱ ହାସ୍ୟ ଦିବସ ରୂପେ ପାଳନ କରାଯାଏ। ଏହି ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା ସାହିତ୍ୟ ସଂସ୍କୃତି ବିକାଶ ମଞ୍ଚ ପକ୍ଷରୁ ବିଶ୍ବ ହାସ୍ୟ ଦିବସ ବେଶ ଧୁମଧାମରେ ପାଳିତ ହୋଇଯାଇଛି । ନୟାଗଡ଼ ପୁରୁଣାସହର ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସାମନା ଯଦୁମଣି ମଣ୍ଡପଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ଏବଂ ବିଶିଷ୍ଟ ଅତିଥି ଭାବେ ଓଡ଼ିଶା ଚଳଚିତ୍ର ଜଗତର ଲୋକପ୍ରିୟ […]
ରାଜ୍ୟରେ ବର୍ତ୍ତମାନ ଚାଲୁଥିବା ତୀବ୍ର ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମଧୁ ବାବୁ ପେନ୍ସନ୍ ଯୋଜନା (MBPY) ଅଧୀନରେ ଭତ୍ତା ବଣ୍ଟନ ପ୍ରକ୍ରିୟାକୁ ନେଇ ଓଡ଼ିଶା ସରକାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି।ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରତିମାସ ୧୫ ତାରିଖରେ ହେଉଥିବା ଭତ୍ତା ବଣ୍ଟନ ସମୟରେ ଲୋକମାନଙ୍କ ଉପରେ ଅଂଶୁଘାତ, ଡିହାଇଡ୍ରେସନ୍, ହିଟ୍ ଏକ୍ସହଷ୍ଟିଅନର ଶିକାର ହେବା ଆଶଙ୍କା ରହିଛି। ଏହିପରି ପରିସ୍ଥିତିରେ ସମସ୍ତ ଜିଲ୍ଲା ପ୍ରଶାସନକୁ ବଣ୍ଟନ କେନ୍ଦ୍ରରେ ପିଇବା ପାଣି, […]
ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ଆସାମର ୧୨୬ ଆସନ ବିଶିଷ୍ଟ ରାଜ୍ୟ ବିଧାନସଭାରେ ବିଜେପି ଓ କଂଗ୍ରେସ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଛି । ଏପ୍ରିଲ ୯ ତାରିଖରେ ରାଜ୍ୟରେ ୧୨୬ ନିର୍ବାଚନମଣ୍ଡଳୀରେ ୭୨୨ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିଥିଲେ । ୮୫.୯୬ ପ୍ରତିଶତ ମତଦାନ ରେକର୍ଡ ହୋଇଥିଲା । ଆସାମର ସମସ୍ତ ୩୫ ଜିଲ୍ଲାରେ ବିସ୍ତାରିତ ୪୦ଟି ଗଣନା କେନ୍ଦ୍ରରେ କଡ଼ା ସୁରକ୍ଷା ମଧ୍ୟରେ ସକାଳ ୮ଟାରୁ […]
ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଭୋଟ ଗଣତି ଜାରି ରହିଛି । ଟିଏମସି କର୍ମୀ-ବିଜେପି କର୍ମୀଙ୍କ ମଧ୍ୟରେ ଚାଲିଛି ଛକାପଞ୍ଝା । କଲକାତା ଆଗେଇ ଚାଲିଛି ବିଜେପି । ଏହାରି ଭିତରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭୋଟ ଗଣନା ପ୍ରକ୍ରିୟାକୁ ଦୃଷ୍ଟିରେ ରଖି ପୁଲିସ୍ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । କଲକାତା ଆଜି ବିଜୟ ସେଲିବ୍ରେସନ କରିବାକୁ ମନା କରାଯାଇଛି । ଅନ୍ୟପଟେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି କ୍ଷମତା ହରାଇବା ପରି ମନେ ହେଉଛି। ପ୍ରାୟ […]
ବଞ୍ଚିତ ସୁଭଦ୍ରା ହିତାଧିକାରୀଙ୍କୁ ମିଳିଲା ଟଙ୍କା । ୩ୟ କିସ୍ତିରୁ ବଞ୍ଚିତ ଥିବା ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ଆଜି ଟଙ୍କା ମିଳିଛି।ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ କିସ୍ତିରୁ ବାଦ୍ ପଡ଼ିଥିବା ପ୍ରାୟ ୭୯ ହଜାରରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଖାତାକୁ ଆଜି ସୁଭଦ୍ରା ଅର୍ଥରାଶି ଆସିଛି । ମୋଟ ଉପରେ ୧ ଲକ୍ଷ ୨୩ ହଜାର ୮୪୯ ଜଣ ବଞ୍ଚିତ ହିତାଧିକାରୀଙ୍କୁ ମିଳିଛି ।ଅନ୍ୟପଟେ, ସୁଭଦ୍ରା ହେଲ୍ପ ଡେସ୍କରେ କାର୍ଯ୍ୟରତ ଦୁଇ […]
