ସାରା ରାଜ୍ୟରେ ବଦଳିଛି ପାଗର ମିଜାଜ । ମେଘୁଆ ଆକାଶ ସାଙ୍ଗକୁ ଝିପିଝିପି ବର୍ଷାରେ ଭିଜୁଛି ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ।ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି । ଆସନ୍ତାକାଲି ଓଡ଼ିଶାର ଆଉ କିଛି ଅଞ୍ଚଳକୁ ଛୁଇଁବ ମୌସୁମୀ । ଓଡ଼ିଶାରେ ମୌସୁମୀ ପହଞ୍ଚି ସାରଥିଲେ ବି ଏପର୍ଯ୍ୟନ୍ତ ସବୁ ଅଞ୍ଚଳକୁ ଛୁଇଁ ନାହିଁ । ଆସନ୍ତାକାଲି ଆଡ଼କୁ ମହରାଷ୍ଟ୍ର, ତେଲେଙ୍ଗାନା, ଓଡ଼ିଶା, ଝାଡ଼ଖଣ୍ଡ, ବିହାରର ଏବଂ ଛତିଶଗଡ଼ର ଆଉ କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର […]
ମେଷବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ । ବୃଷ ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । […]
ଅଦ୍ୟ 21_6_2026 ଦିନ,ରାୟଗଡ ଜିଲ୍ଲା, ଅଲ ଓଡ଼ିଶା ଇ .ପି .ଏଫ୍ ପେନସନରସ ଆସୋସିଏସନ୍ ଆନୁକୁଲ୍ୟରେ, ବନ ଉନ୍ନୟନ ନିଗମ ର ଅନେକ ଅବସର ପ୍ରାପ୍ତ କର୍ମଚାରୀ ସମେତ ଅନ୍ୟ ସଂସ୍ଥା ର ପେନସନ ଭୋଗୀ ଙ୍କୁ ନେଇ ଏକ ସଭା ରାୟଗଡ,ଗାୟତ୍ରୀ ମନ୍ଦିର ହଲରେ ଅନୁଷ୍ଠିତ ହେଇଯାଇଛି,ଶ୍ରୀ ପ୍ରଶାନ୍ତ ପଟ୍ଟନାୟକ ସଭା ଦାୟିତ୍ୱ ତୁଲାଇଥିଲେ।ଆଲୋଚନାରେ ସୁପ୍ରିମ କୋର୍ଟ ର ଆଦେଶ ସତ୍ତ୍ୱେ ବର୍ଦ୍ଧିତ ପେନସନ ଦୀର୍ଘ 3 ବର୍ଷଧରି ମୁନିଗୁଡା ଡିଭିଜନର କୌଣସି କର୍ମଚାରୀଙ୍କୁ,ବର୍ଦ୍ଧିତ ପେନସନ […]
ନୟାଗଡ଼, (ଓଡ଼ିଶା ଦର୍ପଣ):ବିଶ୍ୱ ଯୋଗଦିବସ ନୟାଗଡ଼ ପୁରୁଣା ସହର ସାଗର ପୁଷ୍କରିଣୀ ନିକଟରେ ଥିବା ଥିବା ମୁନିସିପାଲିଟି ବୁଦ୍ଧ ମଣ୍ଡପ ଠାରେ ରେଡ଼କ୍ରସ ଓ ରେଡ଼କ୍ରସ ଭଲ୍ୟୁଣ୍ଟାରୀ ଫୋରମ ସହଯୋଗରେ ଶ୍ରୀରାଘୁନାଥ ଯୋଗାପୀଠରେ ନାମିତ ଯୋଗ ଶିବିରରେ ସକାଳ ୬ଘଣ୍ଟା ସମୟରେ ବିଶ୍ୱ ଯୋଗ ଦିବସ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ତଥା ଜିଲ୍ଲା ସାମ୍ବାଦିକ ସଙ୍ଗ ସଭାପତି ପ୍ରମୋଦ ପଟ୍ଟନାୟକ ଯୋଗ ଦେଇଥିଲେ।ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନିବେଦିତା ପତି, ଜିଲ୍ଲାର ୧୫ ଟି […]
ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ । ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]
ପଶ୍ଚିମବଙ୍ଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ବଙ୍ଗଳାର ବାୟୁମଣ୍ଡଳରେ ଏବେ ଏକ ନୂତନ ସତେଜତା ଦେଖାଯାଇଛି । ଭୂମିର ପ୍ରତ୍ୟେକ କୋଣରୁ ଏକ ନୂତନ ସୁଗନ୍ଧି ଉଠୁଛି । ଏହା ଅନୁଭବ କରୁଛି ଯେପରି ବଙ୍ଗଳା ତାର ଶିକୁଳିରୁ ମୁକ୍ତ ହୋଇଛି ଏବଂ ଏହାର ଗୌରବର ପୁନରୁଦ୍ଧାର ଆରମ୍ଭ ହୋଇଛି। ଆଜିର କାର୍ଯ୍ୟକ୍ରମ ଏହି ସତ୍ୟର ସାକ୍ଷ୍ୟ ଦିଏ ଯେ ଆମର ବଙ୍ଗଳା ଏକ ନୂତନ […]
ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ ଅବସରରେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ସ୍ୱତନ୍ତ୍ର ବାଲୁକା କଳା । ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି, ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ତଥା ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ସୁଦର୍ଶନ ପଟ୍ଟନାୟକ ।ଏହି ବାଲୁକା କଳାରେ “ଜୟ ଜଗନ୍ନାଥ” ଏବଂ “ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା, ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୀ” ବୋଲି ବାର୍ତ୍ତାକୁ ମଧ୍ୟ ସ୍ଥାନ ଦେଇଥିଲେ ।ଏହି ୬ […]
ରାୟଗଡ଼ା ଭିଡ଼ ହିଂସାକୁ ବିଜେଡିର କଡ଼ା ନିନ୍ଦା। ପ୍ରେସମିଟ୍ ରେ ବର୍ଷିଲା ବିରୋଧୀ ଦଳ। ।ଶଙ୍ଖ ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟସଭା ସାଂସଦ ଶ୍ରୀମତୀ ସୁଲତା ଦେଓ ଓ ବରିଷ୍ଠ ସାଧାରଣ ସମ୍ପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟରେ ପ୍ରତିଦିନ ଘଟୁଥିବା ଅମାନବୀୟ ଘଟଣା ଓ ରାଜ୍ୟ ସରକାରଙ୍କ ଦାୟିତ୍ୱହୀନତାକୁ ନେଇ ସମାଲୋଚନା କରିଥିଲେ ।ଶ୍ରୀମତୀ ସୁଲତା ଦେଓ କହିଛନ୍ତି, ଆଜି ରାଜ୍ୟ ସରକାର ଦୁଇ ବର୍ଷ ପୂର୍ତ୍ତି ପାଇଁ ବିଭିନ୍ନ ଉତ୍ସବ ପାଳନ, ଯୋଜନାର […]
ଫିଲ୍ମ ‘ଇଥା’ ଜରିଆରେ ବଡ଼ ପରଦାକୁ ଆସିବେ ‘ସ୍ତ୍ରୀ’ ନାୟିକା ଶ୍ରଦ୍ଧା କପୁର । ଫିଲ୍ମଟି କିମ୍ବଦନ୍ତୀ ମରାଠୀ ଲାବଣୀ ନୃତ୍ୟଶିଳ୍ପୀ ବିଠାବାଈ ଭାଉ ମାଙ୍ଗ ନାରାୟଣଗାଓଁକରଙ୍କ ଜୀବନର ନାଟ୍ୟ ରୂପାନ୍ତର । ଶ୍ରଦ୍ଧାଙ୍କ ଇଥା’ ର ଟିଜର ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି, ଯେଉଁଥିରେ ତାଙ୍କର ଚମତ୍କାର ଲୁକ୍ ଦେଖିବାକୁ ମିଳିଛି । ଇଥା’ ର ଟିଜର ‘କକଟେଲ୍ 2’ ସହିତ ରିଲିଜ୍ କରାଯାଇଥିଲା, ଯାହା ପରେ ଲୋକମାନେ ଏହାକୁ ଇଣ୍ଟରନେଟରେ ଭାଇରାଲ କରିଦେଇଛନ୍ତି […]
ମହାରାଷ୍ଟ୍ର ପରଭଣୀ ଜିଲ୍ଲାର ମାନବତ ତହସିଲ ସ୍ଥିତ ପ୍ରସିଦ୍ଧ ଯଶୱାଡି ମାରୁତି ମନ୍ଦିର ପରସରରେ ବଡ଼ ଅଘଟଣ । ମନ୍ଦିର ସାମ୍ନାରେ ତିଆରି ହୋଇଥିବା ସଭା ମଣ୍ଡପ ଭୁଶୁଡ଼ି ପଡିବାରୁ ଅନେକ ଶ୍ରଦ୍ଧାଳୁ ଚାପି ହୋଇଥିବା ଆଶଙ୍କା କରାଯାଉଛି । ୩୦ରୁ ୪୦ ଜଣ ଶ୍ରଦ୍ଧାଳୁ ଚାପିହୋଇଥିବା ଆଶଙ୍କା କରାଯାଉଛି । ଦୁର୍ଘଟଣାରେ ବର୍ତ୍ତମାନ ୭ ଜଣଙ୍କର ମୃତ୍ୟୁ ହୋଇଛି |ଘଟଣା ପରେ ମନ୍ଦିର ପରିସରରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ସ୍ତାନୀୟ ପ୍ରଶାସନ ଏବଂ ଗାଁ […]
ଆଜି (ଶନିବାର, ୨୦ ଜୁନ) ପଶ୍ଚିମବଙ୍ଗର ହୁଗୁଳି ଜିଲା ଅନ୍ତର୍ଗତ ତାରକେଶ୍ୱରଠାରୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତି ଜାରି କରିବେ ପ୍ରଧାନମନ୍ତ୍ରୀ । ଡିବିଟି (Direct Benefit Transfer) ମାଧ୍ୟମରେ ଦେଶର ୯.୪୪ କୋଟିରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ୧୮,୮୮୦ କୋଟି ଟଙ୍କା ପଠାଯିବ। ଏହି କିସ୍ତି ଅନୁଯାୟୀ ପ୍ରତ୍ୟେକ ଚାଷୀଙ୍କ ଖାତାକୁ ୨,୦୦୦ ଟଙ୍କା ଲେଖାଏ ପ୍ରଦାନ କରାଯିବ।କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ସୂଚନା ଅନୁଯାୟୀ, […]
ଓଡିଶା ଦ୍ରୁତ ଗତିରେ ବିକାଶ ହେଉଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଗରିବ କଲ୍ୟାଣ ଯୋଜନାରେ ସାଧାରଣ ଲୋକଙ୍କ ଜୀବନ ବଦଳୁଛି । ଓଡିଶା ଅର୍ଥ ବ୍ୟବସ୍ଥା ମଜଭୂତ ହେଲେ ଭାରତ ମଜଭୂତ ହେବ । ଓଡ଼ିଶା ଗସ୍ତରେ ଆସି ରାଇରଙ୍ଗପୁରରେ ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଆହୁରି କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶା ଆଜି ପ୍ରଗତିର ଦ୍ବାର ହୋଇଛି। ଓଡ଼ିଶାରେ ଖଣିଜ ଶକ୍ତି, କୃଷି ଓ ଯୁବ ପ୍ରତିଭା […]
