author

ଓଡ଼ିଶା AI ସମ୍ମିଳନୀ-୨୦୨୫ ! ଓଡିଆ ଭାଷା କୁ AI ରେ ଆଣିବାକୁ ବ୍ୟବସ୍ଥା କରାଯିବ

ଭୁବନେଶ୍ୱର ରିଜୋନାଲ AI Impact summit ୨୦୨୫ ଆଜି ଭୁବନେଶ୍ୱର ସ୍ଥିତ ଲୋକସଭା କନଭେନ୍ସନ ହଲରେ ଅନୁଷ୍ଠିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭରଚୁଆଲି ଯୋଗଦେଇ ଥିଲେ । ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନର ଅଧ୍ୟାପକ ଓ ଛାତ୍ର ଛାତ୍ରୀ ଏହି ସମିଟରେ ଯୋଗ ଦେଇଛନ୍ତି ।ଡିଜିଟାଲ ଇଣ୍ଡିଆ କ୍ଷେତ୍ରରେ ଏଆଇର ଭୂମିକା,ଗୁରୁତ୍ୱ ବିଷୟରେ ଆଲୋଚନା କରାଯାଇଥିଲା । ଛାତ୍ରଛାତ୍ରୀ ମାନେ AI ବ୍ୟବହାରକୁ […]

ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ

ସରିଲା ସଂସଦର ଶୀତ ଅଧିବେଶନ । ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ସରିଲା ସଂସଦର ଶୀତକାଳୀନ ଅଧିବେଶନ । ୧୭ ତମ ଲୋକସଭାର ୬ଷ୍ଠ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି ଲୋକସଭା ଅଧ୍ୟକ୍ଷ ।ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ ଚାମ୍ବରରେ ଦଳୀୟ ନେତା ଏବଂ ସଂସଦ ସଦସ୍ୟଙ୍କ ସହିତ ଏକ ବୈଠକ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାରତୀୟ ଜାତୀୟ କଂଗ୍ରେସ ନେତା ତଥା ୱାୟାନାଡ ଏମ୍‌ପି […]

ଆଜି ବଉଳ ଅମାବାସ୍ୟା, ଜାଣିବା ଏହାର ବିଧି ଓ ପରମ୍ପରା ବିଷୟରେ

ଆମେ ଅନେକ ସମୟରେ ବୃକ୍ଷକୁ ବିଭିନ୍ନ ଠାକୁରଙ୍କ ପ୍ରତୀକ ଭାବରେ ପୂଜା କରିଥାଉ । ଏହି ପୂଜା ପାର୍ବଣ ମଧ୍ୟରେ ଏକ ପରମ୍ପରା ହେଉଛି ବଉଳ ଅମାବାସ୍ୟା । ଏଥିପାଇଁ ବେଶ ଉତ୍ସବ ମୁଖର ହୋଇଥାଏ ପୁରପଲ୍ଲୀ । ଏହି ପର୍ବରେ ଆମ୍ବ ଗଛ ମୂଳକୁ ଶୁଦ୍ଧ ପୂତ ଭାବରେ ଲିପା ପୋଛା କରିଥାନ୍ତି ମହିଳାମାନେ । ଗଛକୁ ବିଭିନ୍ନ ଫୁଲରେ ସଜାଇ ପୂଜା ପାଇଁ ପ୍ରସ୍ତୁତି କରନ୍ତି । ବିଭିନ୍ନ ପ୍ରକାର ପିଠା କରି ଭୋଗ […]

ଓଡ଼ିଶା ଜିଲ୍ଲା ଚେସ ପ୍ରିମିୟର ଲିଗ ଉଦଘାଟିତ, ସୃଷ୍ଟି ହେବେ ୧ଲକ୍ଷ ଚେସ ଖେଳାଳି

ଭୁବନେଶ୍ୱର,(ଓଡ଼ିଶା ଦର୍ପଣ): ରୋଟାରୀ ଓଡ଼ିଶା ଜିଲ୍ଲା ଚେସ ପ୍ରିମିୟର ଲିଗ ୟୁନିଟ-୯ ସ୍ଥିତ ରୋଟାରୀ ଭବନ ଠାରେ ଅନୁଷ୍ଠାନିକ ଭାବେ ଆଜି ଉଦଘାଟିତ ହୋଇଯାଇଛି। ଅଲ ଓଡ଼ିଶା ଚେସ ଆସୋସିଏସନ ଏବଂ ରୋଟାରୀ କ୍ଳବ ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ଦୁଇ ଦିନିଆ ଚେସ ପ୍ରିମିୟର ଲିଗର ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ଅଲମ୍ପିକ ଆସୋସିଏସନ ସଭାପତି ସମୀର ମହାନ୍ତି ଯୋଗଦାନ କରି ଆଜିର ମୋବାଇଲ ମନସ୍କ ଛାତ୍ର ସମାଜକୁ ମୋବାଇଲରୁ ଧ୍ୟାନ […]

ସ୍ୱର୍ଗତ ଲାଲା କମଳାପତଳୀ ସିଂଘାନିଆଙ୍କ ୧୪୧ତମ ଜନ୍ମବାର୍ଷିକୀ ପାଳିତ

ରାୟଗଡ଼ (ନିପ୍ର) ୧୮/୧୨ – ଜେକେ କାଗଜ କଳର ପ୍ରତିଷ୍ଠାତା ସ୍ୱର୍ଗତ ଲାଲା କମଳାପତଳୀ ସିଂଘାନିଆଙ୍କ ୧୪୧ତମ ଜନ୍ମବାର୍ଷିକୀ ପାଳିତ ହୋଇଯାଇଛି । ଜେକେ ସଂଗଠନ ପକ୍ଷରୁ, ମୁଖ୍ୟ ଅତିଥ୍‌, କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ (କାର୍ଯ୍ୟ) ଶ୍ରୀ ବିନୟ ଦ୍ୱିବେଦୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସମାରୋହର ଆରମ୍ଭରେ ଜେକେ ଗ୍ରୁପର ବିଶ୍ୱସ୍ତରୀୟ ସଫଳତାକୁ ପ୍ରଦର୍ଶିତ କରୁଥିବା ଏକ ଅଡିଓ-ଭିଜୁଆଲ୍ ଉପସ୍ଥାପନା ହୋଇଥିଲା, ତା’ପରେ ମୁଖ୍ୟ ଅତିଥ୍ ଏବଂ ପରିଚାଳନା କତୃପକ୍ଷ, ଶ୍ରମିକ ଏବଂ ୟୁନିଅନର ପ୍ରତିନିଧୂମାନେ […]

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର

ସାଇବର କ୍ରାଇମ୍ (ଡିଜିଟାଲ୍ ଆରେଷ୍ଟ୍)ର ଶିକାର ହୋଇଛନ୍ତି ଜଣେ ଡାକ୍ତରାଣୀ । ସେ ହେଉଛନ୍ତି ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମମତା ଚୌଧୁରୀ । ତାଙ୍କ ବ୍ୟାଙ୍କ୍ ଆକାଉଣ୍ଟ୍‌ରୁ ୧୨ ଲକ୍ଷରୁ ଅଧିକ ଟଙ୍କା ଉଠାଇ ନେଇଛନ୍ତି ସାଇବର ଲୁଟେରା । ଏ ସମ୍ପର୍କରେ ମମତା ଟାଉନ୍ ଥାନାରେ ଏତଲା ଦେଇଛନ୍ତି ।ସୂଚନା ଅନୁସାରେ, କିଛି ଦିନ ତଳେ ତାଙ୍କୁ ଏକ ଫୋନ କଲ ଆସିଥିଲା। ବ୍ୟକ୍ତି ଜଣକ ଏକ କୋରିୟର ଅଫିସରୁ କହୁଥିବା ପରିଚୟ […]

ପୂର୍ବତନ ପତ୍ନୀ କହି ଦେଲେ ବଡ଼ କଥା, ତାଙ୍କ ନାଁରେ ୫୦ କୋଟି ଟଙ୍କାର ମାନହାନି ମକଦ୍ଦମା କଲେ କୁମାର ସାନୁ

ବଲିଉଡ୍‌ର ପ୍ରସିଦ୍ଧ ପ୍ରଚ୍ଛଦପଟ୍ଟ ଗାୟକ କୁମାର ସାନୁ ପୂର୍ବ ପତ୍ନୀ ରିତା ଭଟ୍ଟାଚାର୍ଯ୍ୟଙ୍କ ବିରୋଧରେ ବମ୍ବେ ହାଇକୋର୍ଟରେ ମାନହାନି ମକଦ୍ଦମା କରିଛନ୍ତି । ଏ ମାମଲାରେ ସେ ପତ୍ନୀଙ୍କଠୁ ୫୦ କୋଟି ଟଙ୍କା କ୍ଷତିପୂରଣ ଦାବି କରିଛନ୍ତି । ଏଥିସହିତ ତାଙ୍କର ସାକ୍ଷାତକାରକୁ ହଟାଇବାକୁ ଦାବି କରିଛନ୍ତି, ଯେଉଁଥିରେ ରିତା ସାନୁଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ କରିଛନ୍ତି । ଉଭୟଙ୍କ ଛାଡ଼ପତ୍ରର ପ୍ରାୟ ୨୪ ବର୍ଷ ପରେ ମାମଲା ସାମ୍ନାକୁ ଆସିଛି । ସେପ୍ଟେମ୍ବର ୨୦୨୫ରେ ରୀତାଙ୍କ […]

ବିଧାୟକଙ୍କ ଦରମା ବୃଦ୍ଧି ପୁନର୍ବିଚାର ହେଉ-ବିଜେଡି

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଥିବା ବେଳେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି ।ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବର୍ଦ୍ଧିତ ଦରମା ନେବାକୁ ମନା କରିବା ପରେ ଏବେ ବିଜେଡି ଦରମା ବୃଦ୍ଧି ପୁନର୍ବିଚାର କରିବା ପାଇଁ ବିଜେଡି ନିବେଦନ କରିଛି । ବିଜୁ ଜନତା ଦଳର ସଭାପତିଙ୍କ […]

ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ ମେଧାବୃତ୍ତି ଯୋଜନାରେ ମହାଦୁର୍ନୀତି

ଖୋର୍ଦ୍ଧାରେ ଜାଲ ସାର୍ଟିଫିକେଟ ଦେଇ ଟଙ୍କା ହଡପ ଘଟଣା । ୭ ଟି କଲେଜର ୧୪୯ ଛାତ୍ରଛାତ୍ରୀଙ୍କ ବିରୋଧରେ ରୁଜୁ ହେଲା ମାମଲା । ସମ୍ପୃକ୍ତ ଶିକ୍ଷାନୁଷ୍ଠାନ ଗୁଡ଼ିକ ହେଲା ଦି ଟେକ୍ନୋ ସ୍କୁଲ, ସୁବାସ ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି, ଗୁରୁକୁଳ ଇଞ୍ଜିନିୟରିଂ ସ୍କୁଲ, ଗୁରୁକୁଳ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ମହାବୀର ଇଞ୍ଜିନିୟରିଂ କଲେଜ, ମହାବୀର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ଏବଂ ଶିବାନୀ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ ଏଜୁକେଶନ। ଖୋର୍ଦ୍ଧା ଜିଲାପାଳଙ୍କ […]

ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା;  ଏଣିକି ଟୋଲ୍ ଟ୍ୟାକ୍ସ ଆଦାୟ କରିବ AI

୨୦୨୬ ଶେଷ ସୁଦ୍ଧା ସାରା ଦେଶରେ ଏକ ସାଟେଲାଇଟ୍-ଆଧାରିତ ଟୋଲ୍ ଆଦାୟ ବ୍ୟବସ୍ଥା କାର୍ଯ୍ୟକ୍ଷମ ହେବ, ଯାହା ଦ୍ୱାରା ଯାତ୍ରୀମାନଙ୍କୁ ଟୋଲ୍ ପ୍ଲାଜାରେ ଅପେକ୍ଷା କରିବାରୁ ରକ୍ଷା ମିଳିବ ଏବଂ ସରକାରଙ୍କ ପାଇଁ ଅଧିକ ରାଜସ୍ୱ ସୃଷ୍ଟି ହେବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଅନୁଯାୟୀ, ୨୦୨୬ ସୁଦ୍ଧା ଦେଶରେ ଏକ ସାଟେଲାଇଟ୍-ଆଧାରିତ ଟୋଲ୍ ଆଦାୟ ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବ, ଯାହା ଦ୍ୱାରା ଗାଡ଼ିଗୁଡ଼ିକ ଘଣ୍ଟା ପ୍ରତି ୮୦ କିଲୋମିଟର ବେଗରେ ଟୋଲ୍ ପ୍ଲାଜା […]

ମା’ହେଲେ ଦୁଷ୍କର୍ମ ପୀଡ଼ିତା ଦଶମ ଶ୍ରେଣୀ ଛାତ୍ରୀ ! ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ

କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ କଟକର ଏକ ଘରୋଇ ହସ୍ପିଟାଲରେ ଜିଲା ଶିଶୁ ମଙ୍ଗଳ ସମିତି (CWC)ର ହସ୍ତକ୍ଷେପ କ୍ରମେ ପୁଲିସ ଚଢ଼ଉ କରି ଉଭୟ ମା’ ଓ ଶିଶୁଙ୍କୁ ଉଦ୍ଧାର କରିଛି।। ପୁଲିସ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରି ତନାଘନା ଚଳାଇଛି। […]

ଆହୁରି ଦୁଇ ସପ୍ତାହ ପର୍ଯ୍ୟନ୍ତ ଶୀତ କମିବା ସମ୍ଭାବନା କମ୍

ରାଜ୍ୟରେ ଶୀତ ସାଙ୍ଗକୁ ଘନ କୁହୁଡି । ତଳମୁହାଁ ପାରଦ ଯୋଗୁଁ ସାରା ରାଜ୍ୟ ଜାଡ଼ରେ ଥରୁଛି । ରାତିର ତାପମାତ୍ରା ଅହେତୁକ ହ୍ରାସ ପାଇବା କାରଣରୁ ସନ୍ଧ୍ୟାରୁ ଶୀତ ମାଡ଼ି ଆସୁଛି । ଆହୁରି ଦୁଇ ସପ୍ତାହ ପର୍ଯ୍ୟନ୍ତ ଶୀତ କମିବା ସମ୍ଭାବନା କମ୍ । ପ୍ରାୟତଃ ରାତି ତାପମାତ୍ରା ସ୍ୱାଭାବିକଠାରୁ କମ୍ ରହିବ ।। ୨୦ ତାରିଖ ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ ଏବଂ ସମ୍ବଲପୁରରେ କୁହୁଡ଼ି ସମ୍ଭାବନା ରହିଛି । […]