ରାୟଗଡ଼ (୨୮/୪) – ଅଲ ଓଡ଼ିଶା ଇପିଏଫ୍ ପେନସନରସ୍ ଆସୋସିଏସନ ରାୟଗଡ଼ ଜିଲ୍ଲା ଶାଖା କମିଟି ବୈଠକ ବରିଷ୍ଠ ସାଥୀ ପ୍ରଭାକର ଭୁକ୍ତାଙ୍କ ସଭାପତିତ୍ବରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସଭାପତି ସାଥି ପ୍ରଶାନ୍ତ ପଟ୍ଟନାୟକ, କେନ୍ଦ୍ର ଓ ରାଜ୍ୟ କମିଟି ସ୍ତରରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ଆଜିର ବୈଠକରେ ସର୍ବନିମ୍ନ ପେନସନ ୯ ହଜାର ଟଙ୍କାକୁ ବୃଦ୍ଧି କରିବା ସହ ମହଙ୍ଗା ଭତ୍ତା ଓ ନିଶୁଳ୍କ […]
ନୟାଗଡ଼,(ଓଡ଼ିଶା ଦର୍ପଣ): କଟକର ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ୩ୟ ରାଜ୍ୟସ୍ତରୀୟ ଓପନ ଟାଇକୋଣ୍ଡ ଚମ୍ପିୟନସିପ ୨୦୨୬ ଚଳିତ ଏପ୍ରିଲ ୨୪ ରୁ ୨୬ ମଧ୍ଯରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ନୟାଗଡ ମାର୍ଶାଲ ଆର୍ଟ ଏକାଡେମୀ, ନୂଆ ରାଜବାଟି, ନୟାଗଡର ମୋଟ ୭ ଜଣ ଖେଳାଳି ତଥା ଟିମକୋଚ ଶିବାନନ୍ଦ ରାୟଗୁରୁ, ଟିମ ମ୍ୟାନେଜର ସୌମ୍ୟରଞ୍ଜନ ସାହୁ ଏବଂ ଜାତୀୟ ରେଫରୀ ଆଶିଷ ଓମ ପ୍ରକାଶ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ କ୍ୟାଡେଟ ବିଭାଗରେ ଶାଶ୍ୱତ […]
ରାୟଗଡ଼ (୨୮/୪) – ଅଲ ଓଡ଼ିଶା ଇପିଏଫ୍ ପେନସନରସ୍ ଆସୋସିଏସନ ରାୟଗଡ଼ ଜିଲ୍ଲା ଶାଖା କମିଟି ବୈଠକ ବରିଷ୍ଠ ସାଥୀ ପ୍ରଭାକର ଭୁକ୍ତାଙ୍କ ସଭାପତିତ୍ବରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସଭାପତି ସାଥି ପ୍ରଶାନ୍ତ ପଟ୍ଟନାୟକ, କେନ୍ଦ୍ର ଓ ରାଜ୍ୟ କମିଟି ସ୍ତରରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ଆଜିର ବୈଠକରେ ସର୍ବନିମ୍ନ ପେନସନ ୯ ହଜାର ଟଙ୍କାକୁ ବୃଦ୍ଧି କରିବା ସହ ମହଙ୍ଗା ଭତ୍ତା ଓ ନିଶୁଳ୍କ […]
ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମ ପ୍ରବାହକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । କିଭଳି ଏହି ସମୟରେ ଏହାକୁ ସାମ୍ନା କରାଯିବ ସେ ନେଇ ସ୍ୱତନ୍ତ୍ର ପ୍ରସ୍ତୁତି ସରିଛି । ମନ୍ତ୍ରୀ କହିଛନ୍ତି ଯେ ପ୍ରକୃତି ଅସ୍ବାଭାବିକ ପ୍ରଭାବ ଦେଖାଉଛି। ସାରା ପୃଥିବୀରେ ଜଳବାୟୁ ପରିବର୍ତ୍ତନ ହେଉଛି । ଗ୍ରୀଷ୍ମ ପ୍ରବାହକୁ ନେଇ ୩୦ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ସରକାରଙ୍କ ତରଫରୁ ଅନେକ ସମୟରେ ବାରମ୍ବାର ଆଲୋଚନା ଜାରି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ସାମ୍ବାଦିକ ମାନଙ୍କର ବିଭିନ୍ନ ବହୁ ପ୍ରତୀକ୍ଷିତ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ନୟାଗଡ଼ ଜିଲ୍ଲାପାଳଙ୍କ ଜରିଆରେ ପ୍ରେରିତ ଏହି ସ୍ମାରକପତ୍ରରେ ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକମାନଙ୍କ ସୁରକ୍ଷା ଓ କଲ୍ୟାଣ ନେଇ ୪ ଦଫା ଦାବି ଉପସ୍ଥାପନ କରାଯାଇଛି।ସଂଘ ପକ୍ଷରୁ ଦର୍ଶାଯାଇଥିବା ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ରହିଛି ଅବସରପ୍ରାପ୍ତ ସାମ୍ବାଦିକମାନଙ୍କୁ ସମ୍ମାନଜନକ ପେନସନ ପ୍ରଦାନ କରିବା, କାର୍ଯ୍ୟରତ ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ […]
ଆସିଲା ବଡ଼ ଅପଡେଟ୍। ମେ’ ୧ରୁ କାର୍ଯ୍ୟକାରୀ ହେବ ଏହି ୮ ନିୟମ।ବର୍ଷରେ ୧୦ ଲକ୍ଷରୁ ଅଧିକ ନଗଦ ଜମା କରୁଥିବା କିମ୍ବା ଉଠାଉଥିବା ବ୍ୟକ୍ତିବିଶେଷଙ୍କ ପାଇଁ PAN ପ୍ରଦାନ କରିବା ବାଧ୍ୟତାମୂଳକ ହେବ। ପୂର୍ବରୁ, ଏହି ସୀମା ପ୍ରତିଦିନ ତଦାରଖ କରାଯାଉଥିଲା, କିନ୍ତୁ ଏବେ ବାର୍ଷିକ ଟ୍ରାକିଂ କରାଯିବ।”ସୋଭରେନ ଗୋଲ୍ଡ ବଣ୍ଡ (SGBs) ପାଇଁ ଟିକସ ନିୟମ ପରିବର୍ତ୍ତନ କରାଯାଇଛି। ଟିକସମୁକ୍ତ ପରିପକ୍ୱତା ଲାଭ ଏବେ କେବଳ ସିଧାସଳଖ କ୍ରୟ କରୁଥିବା ନିବେଶକମାନଙ୍କୁ ଉପଲବ୍ଧ ହେବ। […]
ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୬ ଆସନ୍ତା ମେ’ ୪ ତାରିଖରୁ ଆରମ୍ଭ ହେବ । ୧୦ ତାରିଖ ଯାଏ ୩ଟି ସିଫ୍ଟରେ ପରୀକ୍ଷା ହେବ । ପ୍ରଥମ ସିଫ୍ଟ ସକାଳ ୯ଟାରୁ ୧୧ଟା, ଦ୍ୱିତୀୟ ସିଫ୍ଟ ଅପରାହ୍ନ ୧ଟାରୁ ୩ଟା ଏବଂ ତୃତୀୟ ସିଫ୍ଟ ଅପରାହ୍ନ ସାଢ଼େ ୪ଟାରୁ ସାଢ଼େ ୬ଟା ଯାଏ ହେବ । ସମସ୍ତ ପରୀକ୍ଷା କମ୍ପ୍ୟୁଟର ବେସଡ୍ ଟେଷ୍ଟ (ସିବିଟି) ମୋଡରେ ହେବ ।ବିଜ୍ଞପ୍ତି ଅନୁଯାୟୀ, ମେ’ ୪ ତାରିଖରେ ତିନୋଟି […]
ପୁରୀ ଜ଼ିଲ୍ଲା ଡେଲାଙ୍ଗ ଥାନା ଅନ୍ତର୍ଗତ ରେଙ୍ଗଳ ଗ୍ରାମରେ ଡ୍ରାମା ପରିବେଷଣ ହେଉଥିବାବେଳେ ଗ୍ରାମ ଉପରସାହିର ୧୫ରୁ ଅଧିକ ଯୁବକ ମଞ୍ଚ ଉପରକୁ ଟେକା ପଥର ଫିଙ୍ଗିଛନ୍ତି। ପରେ ସେମାନେବିଭିନ୍ନ ମାରଣାସ୍ତ୍ର ଓ ଠେଙ୍ଗାବାଡ଼ି ଧରି ରଙ୍ଗମଞ୍ଚ ଉପରେ ଡ୍ରାମା ପରିବେଷଣ ବେଳେ ଦୁର୍ବୃତ୍ତଙ୍କ ଆତଙ୍କ ଦଳାଚକଟାରେ ଜଣେ ଗୁରୁତର । ଦୁଇସାହି ବିବାଦର ହିଂସାତ୍ମକ ପରିଣତି ମଞ୍ଚ ରେ ଚଢ଼ି ବ୍ୟାପକ ଭଙ୍ଗାରୁଜା କରିବା ସହ କଳାକାର ମାନଙ୍କୁ ମରଣାନ୍ତକ ଆକ୍ରମଣ କରି ଜିନିଷପତ୍ର ଲୁଟି […]
ଯାତ୍ରା ପଥରେ ୯୦ ବର୍ଷ ଅତିକ୍ରାନ୍ତ କରିଛି ଓଡ଼ିଆ ସିନେମା । ୧୯୩୬ ଏପ୍ରିଲ୍ ୨୮ରେ ପ୍ରଥମ ଓଡ଼ିଆ ସିନେମା ‘ସୀତା ବିବାହ’ର ମୁକ୍ତିଲାଭ ଦିନ ହିସାବରେ ସମଗ୍ର ଓଲିଉଡ୍ ଆଜି ଓଡ଼ିଆ ଚଳଚ୍ଚିତ୍ର ଦିବସ ପାଳୁଛି ।ସରକାର ୨୦୧୯ ମାର୍ଚ୍ଚ ୨ରେ ‘ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ନୀତି-୨୦୧୯’ ଆଣିଥିଲେ । ନୀତିଟି କାର୍ଯ୍ୟକାରୀ ହେବା ଆଗରୁ ୨୦୨୨ ମାର୍ଚ୍ଚ ୩୧ରେ ତା’ର ଅବଧି ସରିଗଲା । ସେ ବିଷୟରେ ବି କାହାରି ଚିନ୍ତା ନାହିଁ । […]
ମଧୁବାବୁଙ୍କ ଜନ୍ମ ୧୮୪୮ ମସିହା ଏପ୍ରିଲ ଅଠେଇଶ ତାରିଖରେ ସତ୍ୟଭାମାପୁରର ମର୍ଯ୍ୟାଦାପୂର୍ଣ୍ଣ ଚଉଧୁରୀ ସୁଦର୍ଶନ ଦାସ ଓ ସତୀ କୃଷ୍ଣା ଦେଇଙ୍କ ବଂଶର ରଘୁନାଥ ଓ ପାର୍ବତୀ ଦେବୀଙ୍କ ତୃତୀୟ ସନ୍ତାନ ତଥା ପ୍ରଥମ ପୁତ୍ର ଭାବେ। ଗାଁ ଅବଧାନଙ୍କ ଚାଟଶାଳୀରୁ ମହାସିଂପୁର ମିଡିଲ ସ୍କୁଲ, ସେଠାରୁ କଟକ ଉଚ୍ଚ ଇଂରାଜୀ ବିଦ୍ୟାଳୟ , ତାହା ପୁଣି ସାଆନ୍ତ ମାଆଙ୍କ ପାଇଁ, ବଡବାପା ଚଉଧୁରୀ ଲୋକନାଥ ଦାସଙ୍କ ପ୍ରାଥମିକ ଅନିଚ୍ଛା ସତ୍ତ୍ବେ। ଜାତକର ଶ୍ରଦ୍ଧା ନାମ ଗୋବିନ୍ଦ […]
ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ । ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ […]
କେନ୍ଦୁଝର ପାଟଣାରେ ଚାଞ୍ଚଲ୍ୟ । ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ । ଜଣେ ବୃଦ୍ଧ ନିଜ ମୃତ ଭଉଣୀଙ୍କ ଜମା ଟଙ୍କା ପାଇବା ପାଇଁ ମଶାଣିରୁ ଶବ ଖୋଳି ଆଣି ବ୍ୟାଙ୍କ ସମ୍ମୁଖରେ ରଖିବା ଘଟଣା ଘଟିଛି ପାଟଣା ବ୍ଲକ ମଲ୍ଲିପୋଷୀ ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାରେ ।ଖବରମୁତାବକ, ଡିଆନାଳି ଗାଁର ଜିତୁ ମୁଣ୍ଡା ଦୁଇ ଦିନ ପୂର୍ବରୁ ନିଜ ଭଉଣୀଙ୍କ ଜମା ଟଙ୍କା ପାଇଁ ବ୍ୟାଙ୍କ ଯାଇଥିଲେ। କିନ୍ତୁ […]
