ଓଡ଼ିଶାରେ ଆଉ ରହିବ ନାହିଁ ଆଳୁ ସମସ୍ୟା। ଏ ନେଇ ଗତକାଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଓ ତାଙ୍କ ପଶ୍ଚିମବଙ୍ଗ ପ୍ରତିପକ୍ଷ ଅଶୋକ କିର୍ତ୍ତନିଆଙ୍କ ମଧ୍ୟରେ ଗୁରୁତ୍ୱପୁର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଓଡ଼ିଶାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏବଂ ପଶ୍ଚିମବଙ୍ଗର ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ମଧ୍ୟରେ ହୋଇଥିବା ଏହି ଆଲୋଚନା ଫଳପ୍ରଦ ହୋଇଛି, ଯାହା ଫଳରେ ଏବେ ରାଜ୍ୟକୁ ବର୍ଷର ୧୨ ମାସ ଯାକ ବାଧାବିଘ୍ନ ହୀନ ଭାବେ ଆଳୁ ଯୋଗାଣ […]
ପୁଣି ଚର୍ଚ୍ଚାରେ ପୂର୍ବତନ OSAP କନେଷ୍ଟବଲ୍ ରୁଦ୍ର ନାରାୟଣ ଦାସ । ଦୁଇ ମାସ ମୋବାଇଲ ଟାୱାରରେ ଚଢିଥିଲେ । ଏବେ ଦଣ୍ଡବତ ଯାତ୍ରା ଆରମ୍ଭ କରିଛନ୍ତି । ନିଜ ମା’ଙ୍କ ଚିକିତ୍ସା ସହାୟତାପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବାକୁ ଢେଙ୍କାନାଳରୁ ଦଣ୍ଡବତ ଯାତ୍ରା ଆରମ୍ଭ କରିଛନ୍ତି ଯୁବକ ।ମୁଖ୍ୟମନ୍ତ୍ରୀଙ୍କୁ ମା’ଙ୍କ ଚିକିତ୍ସା ନିମନ୍ତେ ସହାୟତା ମାଗିବେ ବୋଲି ବୋଲି ପ୍ରକାଶ କରିଛନ୍ତି । ଗତ ୨୦୧୮ମସିହାରେ OSAP ଫାଷ୍ଟ ବଟାଲୀୟନରେ କନେଷ୍ଟବଳ ଭାବେ ନିଯୁକ୍ତି ପାଇଁ […]
ନୟାଗଡ଼(ଓଡ଼ିଶା ଦର୍ପଣ):ସ୍ଥାନୀୟ ଆଙ୍କୁଲାଇ ସରକାରୀ ଉଚ୍ଚ ବିଦ୍ୟାଳୟ, ମାନଧାତାପୁର ପରିସରରେ ବନମହୋତ୍ସବ ସପ୍ତାହ ବେଶ୍ ଉତ୍ସାହର ସହ ପାଳିତ ହୋଇଯାଇଛି। ବିଦ୍ୟାଳୟର ଇକୋ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀମାନେ ଜନସାଧାରଣଙ୍କ ମଧ୍ୟରେ ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ସଚେତନତା ବାର୍ତ୍ତା ବାଣ୍ଟିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରାୟ ୩୫୦ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ବିଦ୍ୟାଳୟର ଶିକ୍ଷକ ଶିବ ଶଙ୍କର ଦାଶ ଓ ନରହରି ସାମନ୍ତସିଂହାର ଏହି କାର୍ଯ୍ୟକ୍ରମର ନେତୃତ୍ୱ ନେଇଥିଲେ। ନୟାଗଡ଼ […]
ରାୟଗଡ଼ା ଜିଲ୍ଲାର ମାଗାବାଳି ନଦୀଗର୍ଭରେ ଜେକେ ପେପର୍ ମିଲ୍ ପକ୍ଷରୁ ବାଲିବସ୍ତା ପକାଇ ଆଡିବନ୍ଧ ନିର୍ମାଣ କରାଯାଉଥିବା ଅଭିଯୋଗକୁ ନେଇ ବିବାଦ ଦେଖାଦେଇଛି। ସ୍ଥାନୀୟ ଲୋକଙ୍କ ଅଭିଯୋଗ, ଏହା ଫଳରେ ନଦୀର ସ୍ୱାଭାବିକ ଗତିପଥ ବଦଳୁଛି, ତଳମୁଣ୍ଡ ଅଞ୍ଚଳକୁ ପାଣି ପହଞ୍ଚୁନାହିଁ ଏବଂ ଚାଷଜମି କ୍ଷତିଗ୍ରସ୍ତ ହେଉଛି। ତେବେ ଏହି ଅଭିଯୋଗକୁ ଜେକେ ପେପର୍ ମିଲ୍ କର୍ତ୍ତୃପକ୍ଷ ଖଣ୍ଡନ କରିଛନ୍ତି। ଅନ୍ୟପଟେ ଉପଜିଲ୍ଲାପାଳ କହିଛନ୍ତି, କେହି ନଦୀର ଗତିପଥ ପରିବର୍ତ୍ତନ କରିପାରିବେ ନାହିଁ କିମ୍ବା ବାଲିବସ୍ତା ପକାଇ […]
ମଧୁମେହ ରୋଗୀଙ୍କ ଚିନ୍ତାକୁ ଦୂର କରିବା ପାଇଁ ଭାରତରେ ଏକ ବଡ଼ ପଦକ୍ଷେପ ନିଆଯାଇଛି । ଭାରତରେ ସପ୍ତାହକୁ ଥରେ କ୍ଲିନିକାଲ୍ ବ୍ୟବହାର ପାଇଁ ଅନୁମୋଦିତ ବାସାଲ୍ ଇନସୁଲିନ୍, ଆୱିକ୍ଲି (Awiqli) ପ୍ରଚଳନ ହୋଇଛି । ଏପରି କରିବାରେ ଭାରତ ଦୁନିଆର ପ୍ରଥମ ଦେଶ ପାଲଟିଛି । ଡେନମାର୍କର ଔଷଧ ନିର୍ମାତା ନୋଭୋ ନର୍ଡିସ୍କ ପକ୍ଷରୁ ଅବିକ୍ଲି ବା ଇନସୁଲିନ କୋଡେକ ଲଞ୍ଚ ହୋଇଛି । ଟାଇପ-୧ ଓ ଟାଇପ-୨ ଡାଏବେଟିସ ଲାଗି ଏହା ବ୍ୟବହୃତ ହେବ […]
ରାଜ୍ୟରେ ୨୦୨୭ ମସିହାରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ (PRI) ଏବଂ ପୌର ନିର୍ବାଚନ (ULB) ପାଇଁ ପ୍ରାକ-ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି ପରିପ୍ରେକ୍ଷୀରେ ଜୁଲାଇ ୨୧ ତାରିଖରେ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ଭିଡିଓ କନଫରେନ୍ସ ଅନୁଷ୍ଠିତ ହେବ । ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ୍ମାନଙ୍କୁ ଚିଠି ଲେଖି ଅବଗତ କରାଯାଇଛି ।୨୦୨୭ ଆଗାମୀ ସାଧାରଣ ନିର୍ବାଚନ ପାଇଁ ବୁଥ୍ […]
ରାଜସ୍ଥାନ ରାଜଧାନୀ ଜୟପୁରରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । ନିଜ ମା’ କୁ ହତ୍ୟା କରିବାକୁ ୭ ଲକ୍ଷର ସୁପାରୀ ଦେଇଥିବା ଝିଅ ଆୟୁଷୀ ଶର୍ମାର କଳା କାରନାମାର ପର୍ଦ୍ଦାଫାଶ ହୋଇଛି । ଗତ ଜୁଲାଇ ୩ ତାରିଖରେ କୋର୍ଟ କ୍ଲର୍କ ଭାବେ କାର୍ଯ୍ୟରତ ୪୫ ବର୍ଷୀୟା ମହିଳା ନୀରଜ ଶର୍ମା ପୁଅଙ୍କୁ କୋଚିଂରେ ଛାଡ଼ି ଘରକୁ ଫେରୁଥିବା ବେଳେ ଦ୍ରୁତଗତିରେ ଆସିଥିବା ଏକ ସ୍କର୍ପିଓ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସଦର ମହକୁମା ସ୍ଥିତ ଏନଏସି ସରକାରୀ ଉଚ୍ଚ ବିଦ୍ୟାଳୟରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ଖଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆଲୁମିନି କମିଟି ସଭାପତି ଲକ୍ଷ୍ମୀଧର ମହାପାତ୍ର ଅତିଥି ଭାବେ ଯୋଗଦାନ କରି ବୃକ୍ଷ ରୋପଣ କରିବା ଦ୍ୱାରା ପ୍ରକୃତିର ଭାରସାମ୍ୟ ବଜାୟ ରହିବା ସହିତ ଆମେ ବିଶୁଦ୍ଧ ଅମ୍ଳଜାନ ପାଇ ପରିବା ବୋଲି ମତବ୍ୟକ୍ତ କରିଥିଲେ। ଅନ୍ୟ ପକ୍ଷରେ […]
ବ୍ରହ୍ମପୁର ସହରରୁ ଆସିଛି ଏକ ଚାଞ୍ଚଲ୍ୟକର ଘଟଣା । ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ବାସୁଦେବ ନଗର ୩ୟ ଲାଇନରେ ଜଣେ ମହିଳା କୌଣସି କାରଣରୁ ମାନସିକ ଅବସାଦ କିମ୍ବା ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି ।। ସେ ହେଲେ ଦିଗପହଣ୍ଡି ନିକଟ ବଦ୍ରିଗୁମାର ରାଜଲକ୍ଷ୍ମୀ ମିଶ୍ର(୨୪) । ଗୁରୁତର ଅବସ୍ଥାର ତାଙ୍କୁ ଚିକିତ୍ସା ନିମନ୍ତେ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯିବା ପରେ […]
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ‘ଆମ ବସ୍’ । କଟକ ବାଦାମବାଡ଼ି ଥାନା ମଲାଚଣ୍ଡିଆ ଛକରେ ଘଟିଛି ଦୁର୍ଘଟଣା । ଗୁରୁତର ବାଇକ୍ ଆରୋହୀ ମେଡିକାଲ୍ରେ ଭର୍ତ୍ତି । ବସ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ।ସୂଚନା ଅନୁସାରେ କଟକ ସହରର ମଲା ଚଣ୍ଡିଆ ଛକ ରେ ଦୁର୍ଘଟଣା ଘଟାଇଲା ଆମ ବସ୍ । ୧୮ ନମ୍ବର୍ ରୁଟ୍ ରେ ଯାଉଥିବା ବସ୍ ଟି ନେତାଜୀ ବସ୍ ଟର୍ମିନାଲ ମଧ୍ୟକୁ ପ୍ରବେଶ କରିବା ବେଳେ ବାମ ପଟେ ଏକ […]
ଓଡ଼ିଶା ଗଭୀର ସମୁଦ୍ର ମାଛଧରା ମିଶନ୍ର ଶୁଭାରମ୍ଭ କରିଛନ୍ତି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍। ଏହି ଅବସରରେ ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ପ୍ରାଧିକରଣ ପତ୍ର ବାଣ୍ଟିଛନ୍ତି ଉପରାଷ୍ଟ୍ରପତି। ଓୟୁଏଟିରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟପାଳ ହରିବାବୁ କମ୍ଭମପାଟ୍ଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ମସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ ରାଜୀବ ରଞ୍ଜନ ସିଂହ ପ୍ରମୁଖ ଯୋଗ ଦେଇଥିଲେ।ଚଳିତ ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତ ପ୍ରାୟ ୭୩, ୮୯୦ କୋଟି […]
ନାବାଳିକା ଝିଆରୀ ଘରେ ରହି ପାଠ ପଢୁଥିଲା I ମଉସା ଜବରଦସ୍ତ ବଳାହାର କରିବା ସହ ଅଶ୍ଳୀଳ ଭିଡିଓ ରେକର୍ଡିଂ କରୁଥିଲା। ମଉସାକୁ ସହଯୋଗ କରିବାକୁ ଝିଆରୀକୁ ବାଧ୍ୟ କରୁଥିଲା ମାଉସୀ । ପରେ ଭିଡିଓ ଭାଇରାଲ୍ କରି ବ୍ଲାକ୍ ମେଲିଂ କରିଥିଲେ। ତେବେ ଅଭିଯୋଗ ପରେ ପୋଲିସ ବୁଧବାର ଅଭିଯୁକ୍ତ ମଉସା ଜୟକୃଷ୍ଣ ନାୟକ ଓ ମାଉସୀ ଫୁଲନ୍ଧିନୀ ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।ପୋଲିସ ସୂଚନା ଅନୁଯାୟୀ, ନାବାଳିକାଙ୍କ ଘର କନ୍ଧମାଳ ଜିଲାରେ […]
