author

ଆଜି ପବିତ୍ର ଅକ୍ଷୟ ତୃତୀୟା 

ହିନ୍ଦୁ ଧର୍ମରେ ଅକ୍ଷୟ ତୃତୀୟା ର ଖୁବ ମହତ୍ୱ ରହିଛି। ଏହିଦିନ ଟି ଚାଷ କାର୍ଯ୍ୟ ପାଇଁ ଖୁବ ଶୁଭ ଅଟେ l ଏବଂ ଜଗନ୍ନାଥ ସଂସ୍କୃତି ରେ ଅକ୍ଷୟ ତୃତୀୟା ରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ l ଏହିଦିନ ଟି ରେ ଲକ୍ଷ୍ମୀ ପୂଜନ ଦ୍ୱାରା ସୁଖ ସମୃଦ୍ଧି ର ଆଗମନ ହାଇଥାଏ lଅକ୍ଷିତୃତୀୟ ରେ ଦାନ ଧର୍ମର ବିଶେଷ ମହତ୍ୱ ରହିଛି l ତେଣୁ ଏହିଦିନ କିଛିଟା ବିଶେଷ ଜିନିଷ ଦାନ […]

ଆଜି ପବିତ୍ର ଅକ୍ଷୟ ତୃତୀୟା । ବଡ଼ଦାଣ୍ଡରେ ଅନୁକୁଳ ହେବ ରଥ ନିର୍ମାଣ କାମ

ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହେବ। ବିଧିବଦ୍ଧ ନୀକାନ୍ତି ସହ ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ବଡଦାଣ୍ଡରେ ରଥଖଳାରେ ରଥ ନିର୍ମାଣ କାମର ଶୁଭାରମ୍ଭ ହେବ ।ଦେଉଳ ପୁରୋହିତ, ଶ୍ରୀନଅର ରାଜଗୁରୁ, ଶୋସ୍ତ୍ରୀୟ ବ୍ରାହ୍ମଣମାନେ ସ୍ବତନ୍ତ୍ର ଭାବେ ନିର୍ମିତ ଯଜ୍ଞଶାଳାରେ ଯଜ୍ଞ କରିବେ । ବନଜାଗର ଇଷ୍ଟଦେବ ପ୍ରଭୁ ନୃସିଂହଙ୍କୁ ନୃସିଂହଙ୍କ ମନ୍ତ୍ରରେ ପୂଜାପାଠ ସହ ଯଜ୍ଞ ଆହୁତି ଦିଆଯିବ […]

ଆଜିର ରାଶିଫଳ(୨୦ ଏପ୍ରିଲ, ୨୦୨୬)

ମେଷ : ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ। ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି। ମିଥୁନ: ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି […]

୨୦ ରୁ ୨୩ ସମସ୍ତ ବିଦ୍ୟାଳୟ ଛୁଟି, ଶିକ୍ଷକ ମାନେ ବିଦ୍ୟାଳୟ ଆସିବେ

ନୟାଗଡ଼,(ଓଡ଼ିଶା ଦର୍ପଣ): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲ୍ଲା ପ୍ରଶାସନ ଜିଲ୍ଲାର ସମସ୍ତ ପ୍ରକାର ବିଦ୍ୟାଳୟ ଗୁଡ଼ିକୁ ଚଳିତ ମାସ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି। ଜିଲ୍ଲାପାଳଙ୍କ ଆଦେଶ କ୍ରମେ ଜିଲ୍ଲା ଶିକ୍ଷାଧିକାରୀ ଚିଠି ନମ୍ବର ୨୭୯୦ ତା ୧୯.୪. ୨୬ ମାଧ୍ୟମରେ ଜିଲ୍ଲାର ସମସ୍ତ ପ୍ରକାରର ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟ ଗୁଡ଼ିକ ଛୁଟି ରହିବ। ତେବେ ଏହି ସମୟ ମଧ୍ୟରେ ବିଦ୍ୟାଳୟର ଅଫିସ ଖୋଲା […]

ଆଜିର ରାଶିଫଳ(୧୯ ଏପ୍ରିଲ, ୨୦୨୬)

ମେଷଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି। ବୃଷରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ […]

ହୋଟେଲରେ ଚାଲିଥିଲା ଦେହ ବେପାର,ଦୁଇ ଯୁବତୀ ସମେତ ୫ ଗ୍ରାହାକ ଅଟକ

ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ଖୋର୍ଦ୍ଧା-ଜଟଣୀ ବାଇପାସ ନିକଟସ୍ଥ ଏକ ହୋଟେଲରେ ଚାଲିଥିଲା ଦେହ ବେପାର। ପୁଲିସ କୌଣସି ବିଶେଷ ସୂତ୍ରରୁ ଖବର ଚଢ଼ାଉ କରିଥିଲା । ଚଢାଉ ସମୟରେ ଦୁଇ ଯୁବତୀ ସମେତ ୫ ଗ୍ରାହାକଙ୍କୁ ପୁଲିସ ଥାନାକୁ ଉଠାଇ ଆଣିଛି । ଏହାସହ ହୋଟେଲ ମାଲିକ ଓ ରାଣୀ ମହୁମାଛି ମଧ୍ୟ ପୁଲିସ ହାତରେ ଧରାପଡଡ଼ିଛନ୍ତି ।ତେବେ ରାଣୀମହୁମାଛି ଦେହଜୀବୀ ଯୋଗାଡ଼ କରୁଥିବା ବେଳେ ହୋଟେଲ ମାଲିକ ତାଙ୍କୁ ଗ୍ରାହାକ ଯୋଗାଇବାରେ ସାହାର୍ଯ୍ୟ କରୁଥିବା […]

ଶେଷ ହୋଇଛି ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ନବମ ଦିନର ରତ୍ନ ଗଣତି

ଶେଷ ହୋଇଛି ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ନବମ ଦିନର ରତ୍ନ ଗଣତି । ଭିତର ଭଣ୍ଡାରରେ ଗଣତିର ଆଜି ଥିଲା ତୃତୀୟ ଦିନ । ମଧ୍ୟାହ୍ନ ୧୨.୦୧ ରୁ ଗଣତି ଆରମ୍ଭ ହୋଇ ସନ୍ଧ୍ୟା ୭.୨୫ ରେ ଶେଷ ହୋଇଥିଲା । ୧୯୭୮ ମସିହା ତାଲିକା ଅନୁଯାୟୀ ଆଜି ଯେଉଁ ମେଳକ ହୋଇଥିଲା ତାହା ଆଜି ଗଣତି ସହ ସଂପୂର୍ଣ୍ଣ ସମାନ ହୋଇଛି । ୯ ଦିନ ମଧ୍ୟରେ ସମୁଦାୟ ୫୭ ଘଣ୍ଟା ୮ ମିନିଟ ଗଣତି ମଣତି […]

ହର୍ମୁଜରେ ଦୁଇଟି ଜାହାଜ ଉପରେ ଗୁଳିମାଡ଼,ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ କଲା ଇରାନ

ଆମେରିକା-ଇରାନ ଯୁଦ୍ଧ ଆରମ୍ଭ ହେବା ପରଠାରୁ ହର୍ମୁଜ ପ୍ରଣାଳୀ ବିବାଦର କେନ୍ଦ୍ର ହୋଇ ରହିଛି। ତେବେ ଇରାନ ହର୍ମୁଜ ପ୍ରଣାଳୀରୁ କଟକଣା ପ୍ରତ୍ୟାହାର କରିଥିବାବେଳେ ଶନିବାର ପୁଣି ଥରେ କଟକଣା ଲାଗୁ କରିଛି। ଆମେରିକା ଯୁଦ୍ଧ ବିରତି ଉଲ୍ଲଂଘନ କରୁଥିବା ଇରାନ ଅଭିଯୋଗ କରିଛି। ଶନିବାର ହର୍ମୁଜ ପ୍ରଣାଳୀ ପାର୍‌ ହେବାକୁ ଚେଷ୍ଟା କରିବା ସମୟରେ ୨ଟି ଜାହାଜ ଉପରେ ଗୁଳିଚାଳନା ହୋଇଥିବା ଅଭିଯୋଗ ହୋଇଛି।ଇରାନୀ ସଂସଦର ରାଷ୍ଟ୍ରୀୟ ସୁରକ୍ଷା ସମିତିର ପ୍ରମୁଖ ଇବ୍ରାହିମ ଅଜିଜ କହିଛନ୍ତି, […]

ଖଣ୍ଡପଡ଼ା SDPOଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ !ରାତିଅଧ ଯାଏଁ କଲ୍ ଆଉ ମାଗୁଛନ୍ତି ଅଶ୍ଳୀଳ ଫଟୋ

ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଏସଡିପିଙ୍କ ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ଜଣେ ମହିଳା । ଫତେଗଡ଼ ଥାନାରେ ଏସଡିପିଙ୍କ ନାମରେ ଲିଖିତ ଅଭିଯୋଗ କରିବା ସହ ଏନେଇ ପୋଲିସ ମହାନିର୍ଦ୍ଦେଶକଙ୍କୁ ମଧ୍ୟ ଅଭିଯୋଗ କରିଛନ୍ତି ।ପୀଡ଼ିତାଙ୍କ ଅଭିଯୋଗ ଅନୁଯାୟୀ, ଗତବର୍ଷ ଜୁଲାଇ ୩ ତାରିଖରେ ଘଟିଥିବା ଏକ ଗଣ୍ଡଗୋଳ ଘଟଣାକୁ ନେଇ ଥାନାରେ ମାମଲା ରୁଜୁ ହୋଇଥିଲା। ପରବର୍ତ୍ତୀ ସମୟରେ ଏହି ମାମଲାରେ ଫତେଗଡ଼ ଜେଏମ୍ଏଫ୍‌ସି (JMFC) କୋର୍ଟରୁ ଏକ ସମନ୍ ମଧ୍ୟ ଆସିଥିଲା। ଏହି ଘଟଣାର […]

ନୀତିଶ କୁମାରଙ୍କ ପୁଅ ନିଶାନ୍ତଙ୍କୁ ମିଳିଲା Z ସିକ୍ୟୁରିଟି !ବିଜୟ ସିହ୍ନାଙ୍କ ସୁରକ୍ଷା Z ପ୍ଲସ୍‌ ବର୍ଗରୁ Z କୁ ହ୍ରାସ

ନୀତିଶ କୁମାର ରାଜ୍ୟସଭା ଯିବା ପରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ସମ୍ରାଟ ଚୌଧୁରୀ ବିହାର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ନୀତିଶ ଗାଦି ଛାଡ଼ିବା ପରେ, ତାଙ୍କ ପୁଅ ନିଶାନ୍ତ କୁମାର ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ କିଛି ହେଲା ନାହିଁ । ଏବେ ନିଶାନ୍ତ କୁମାରଙ୍କୁ Z ସିକ୍ୟୁରିଟି ପ୍ରଦାନ କରାଯାଇଛି । ତାଙ୍କୁ ଏହି ସୁରକ୍ଷା ଯୋଗାଇ ଦିଆଯାଇଥିବା ନେଇ ରାଜ୍ୟର ଗୃହ ବିଭାଗ ପକ୍ଷରୁ ସୂଚନା ମିଳିଛି […]

ରାତି ୮ଟା ୩୦ରେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି

ମହିଳା ସଂରକ୍ଷଣ ବିଲ୍ ଉପରେ ବିତର୍କ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାତି ୮ଟା ୩୦ ମିନିଟରେ ଦେଶକୁ ସମ୍ବୋଧନ କରିବେ । ସୁତ୍ର ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦି ମହିଳା ସଂରକ୍ଷଣ ବିଲ୍ ଉପରେ କହିବା ଆଶା କରାଯାଉଛି ।ତେବେ ପ୍ରଧାନମନ୍ତ୍ରୀ କେଉଁ ବିଷୟ ଉପରେ ଦେଶକୁ ସମ୍ବୋଧିତ କରିବେ ସେ ବିଷୟରେ ପ୍ରଧାନମନ୍ତ୍ରୀ କୌଣସି ନିର୍ଦ୍ଦିଷ୍ଟ ବିବରଣୀ ପ୍ରଦାନ କରିନାହାଁନ୍ତି । ଜାତୀୟ ଗଣମାଧ୍ୟମର ସୂଚନା ଅନୁସାରେ, ଶନିବାର ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ […]

ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଅଭିଯୋଗ

ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ହତ୍ୟା ଉଦ୍ୟମ । ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହେଲେ ତହସିଲଦାର । ଲଘୁ ଖଣିଜ ଲୁଟ୍ ହେଉଥିବା ନେଇ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ସମୟରେ ବ୍ୟାସନଗର ତହସିଲଦାରଙ୍କ ଉପରେ ଟ୍ରାକ୍ଟର ଚଢ଼ାଇ ଦେଲେ ଦୁର୍ବୃତ୍ତ ।ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି। ଏଭଳି ଘଟଣା ପ୍ରଶାସନ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି।ସୂଚନା ମୁତାବକ ବ୍ୟାସନଗର ତହସିଲ ଅଧିନ […]