ରାୟଗଡ଼ (ନିପ୍ର) ୦୯/୧୨ – ପ୍ରକଳ୍ପ ଉଦ୍ୟମି ମାଧ୍ୟମରେ କ୍ଷୁଦ୍ର ଉଦ୍ୟୋଗୀଙ୍କୁ ଉତ୍ସାହିତ କରୁଛି ଉତ୍କଳ ଆଲୁମିନା । ଉତ୍କଳ ଆଲୁମିନା ସିଏସଆର୍ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ଉଦ୍ୟମି ଗ୍ରାମାଚଂଳରେ ଅର୍ଥନୈତିକ ଅଭିବୃଦ୍ଧି ଆଣିଛି । ଉତ୍କଳ ଆଲୁମିନା ସହଯୋଗରେ ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର ସୀମାନ୍ତ ୨ଟି ବ୍ଲକରେ ସୃଷ୍ଟି ହେଲାଣି ୩୦୧ କ୍ଷୁଦ୍ର ଉଦ୍ୟୋଗ । ଏଥିପାଇଁ ସ୍ୱାବଲମ୍ବୀ ହେଉଛନ୍ତି କ୍ଷୁଦ୍ର ଉଦ୍ୟୋଗୀ । ମାସିକ ରୋଜଗାରରେ ୧୨୦ ପ୍ରତିଶତରୁ ଉର୍ଦ୍ଧ୍ୱ ବୃଦ୍ଧି […]
ପୀତବାସ ପଣ୍ଡା ହତ୍ୟା ମାମଲାରେ କେସ୍ ଡାଏରୀ ଦାଖଲ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଅଭିଯୁକ୍ତ ବିକ୍ରମ ପଣ୍ଡାଙ୍କ ଓକିଲ ଦୀପକ ପଟ୍ଟନାୟକ । ଆସନ୍ତା ୧୨ରେ ବିକ୍ରମ ଓ ଅନ୍ୟ ୫ ଅଭିଯୁକ୍ତଙ୍କ ଜାମିନ ଆବେଦନର ଶୁଣାଣି ହେବ । ପୂର୍ବରୁ ଜାମିନ ଆବେଦନ ଖାରଜ କରିଥିଲେ ବ୍ରହ୍ମପୁର ଏସଡିଜେଏମ୍ କୋର୍ଟ । ଏହାକୁ ଚ୍ୟାଲେଞ୍ଜ କରି ଜିଲ୍ଲା ଜଜ୍ଙ୍କ କୋର୍ଟରେ ଆବେଦନ କରାଯାଇଥିଲା । ଜିଲ୍ଲା ଦୌରା ଜଜ୍ କୋର୍ଟରୁ ଏଡିଜେ-୩କୁ ମାମଲା […]
ଆଜି କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କ ଜନ୍ମଦିନ । ତେବେ ତାଙ୍କୁ ଆଜି ଲାଗିଛି ବଡ ଝଟକା | ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ ପାଇ ଭୋଟର ତାଲିକାରେ ତାଙ୍କ ନାମ ଅନ୍ତର୍ଭୁକ୍ତ କରିବା ଅଭିଯୋଗରେ କୋର୍ଟ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ଏବଂ ଦିଲ୍ଲୀ ପୋଲିସକୁ ନୋଟିସ ଜାରି କରିଛନ୍ତି। ଏହି ମାମଲା ଭାରତୀୟ ନାଗରିକତା ହାସଲ […]
ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ମାର୍ଚ୍ଚ ୧୧ ତାରିଖରେ ଓଡ଼ିଆକୁ ଛାଡ଼ି ଅନ୍ୟ ସମସ୍ତ ମାତୃଭାଷା ୨୩କୁ ଘୁଞ୍ଚିଲା। ସେହିପରି ସମସ୍ତ ବିଭାଗରେ ମାର୍ଚ୍ଚ ୨୧ ପରୀକ୍ଷା ୨୫ ତାରିଖକୁ ଘୁଞ୍ଚିଲା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ।ସୂଚନା ମୂତାବକ ଫେବୃଆରୀ ୧୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ସବୁ ପରୀକ୍ଷା […]
ବିଧାନସଭା ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ। ୧୮ଟି କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ଗୃହ।ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଶେଷ ହୋଇଛି। ମୋଟ ୨୯ଟି କାର୍ଯ୍ୟ ଦିବସ ରହିଥିବା ବେଳେ ଗୃହ ମାତ୍ର ୧୧ ଦିନ କାର୍ଯ୍ୟ କରିଛି।ଅଧିବେଶନ ସମୟରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭,୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ସହିତ କେତେକ ଗୁରୁତ୍ୱପୂର୍ଣ୍ଣ ବିଲ୍ ପାରିତ […]
ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଶିକ୍ଷା ସହ ଜଡିତ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । । ମାଆର ଜାତି ଆଧାରରେ ଝିଅକୁ ଏସସି ସାର୍ଟିଫିକେଟ୍ ମିଳିବ ବୋଲି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ରିପୋର୍ଟ ଅନୁସାରେ, ମାଡ୍ରାସ ହାଇକୋର୍ଟ ପଣ୍ଡିଚେରୀର ଜଣେ ଛାତ୍ରୀଙ୍କୁ ମାଆଙ୍କ ଜାତି ଆଧାରରେ ଜାତିଗତ ପ୍ରମାଣ ପତ୍ର ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ମାଡ୍ରାସ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଚ୍ କରି ସୁପ୍ରିମକୋର୍ଟରେ ମାମଲା ହୋଇଥିଲା । ସୁପ୍ରିମକୋର୍ଟ […]
ପାଚିକାଙ୍କ ଦରମା ପ୍ରସଙ୍ଗରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ରଖି କହିଛନ୍ତି , ପାଚିକାଙ୍କ ଦରମା ୨୦୦୦ ଟଙ୍କା ଥିଲା । ବିଜେପି ସରକାର ୧୦୦୦ ଟଙ୍କା ବୃଦ୍ଧି କରିଛି । ବର୍ତ୍ତମାନ ପାଚିକାଙ୍କ ଦରମା ୩୦୦୦ ଟଙ୍କା ହୋଇଛି । ସବୁବେଳେ ଆନ୍ଦୋଳନରେ ବସିଲେ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହେବ। ଦରମା ତ ବୃଦ୍ଧି ହେଲା, ପୁଣି ଆନ୍ଦୋଳନ ଠିକ ନୁହେଁ। କିଛି ଦିନ କାମ କରନ୍ତୁ। ସବୁବେଳେ ଆନ୍ଦୋଳନ କରିବା […]
ସମବାୟ ବ୍ୟାଙ୍କ ଜରିଆରେ ମଣ୍ଡିରେ ଧାନ ବିକି ଟଙ୍କା ଦିଆଯାଉ। ଫଳରେ ଚାଷୀମାନେ ଉପକୃତ ହେବା ସହିତ ସମବାୟ ବ୍ୟାଙ୍କର କଳେବର ବୃଦ୍ଧି ଇବ ବୋଲି ବିଜେଡି ବିଧାୟକ ତୁଷାରକାନ୍ତି ବେହେରା ପଶ୍ନକାଳରେ ଭାଗ ନେଇ ଦାବି କରିଛନ୍ତି। ସୋମବାର ପ୍ରଶ୍ନକାଳ ବେଳେ ମୂଳ ପ୍ରଶ୍ନକର୍ତ୍ତା ପ୍ରଶାନ୍ତ ବେହେରା, ରାଜ୍ୟରେ କେଉଁ ବ୍ୟାଙ୍କର କେତୋଟି ଶାଖା ଖୋଲାଯାଇଛି। ଏହି ବ୍ୟାଙ୍କ ଗତ ୫ ବର୍ଷରେ କେତେ ଜମା ରାଶି ସଂଗ୍ରହ ହୋଇଛି। କେତେ କୃଷି ଋଣ ଦିଆଯାଇଛି। […]
ବଢିଲା ବିଧାନସଭା ଜନପ୍ରତିନିଧିଙ୍କ ଦରମା । ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟ ମାନଙ୍କ ଦରମା, ଭତ୍ତା ଓ ପେନସନ୍ ବିଲ ୨୦୨୫ ଗୃହରେ ପାରିତ ହୋଇଛି। ତେବେ ବିଧାନସଭା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ହେବା ପୂର୍ବରୁ ଏହି ବିଲ୍ ଗୃହରେ ପାରିତ ହୋଇଛି। ବାଚସ୍ପତିଙ୍କ ଦରମା ୪୦ ହଜାର ୫୦୦ରୁ ୯୮ ହଜାରକୁ ବୃଦ୍ଧି– ବୈଠକ ଭତ୍ତା ୮୦୦ ଟଙ୍କା ୨୦୦୦ ଟଙ୍କାକୁ ବୃଦ୍ଧି– କାର ଭତ୍ତା ମାସିକ ୧୭ ହଜାର ବଢି […]
ନୟାଗଡ଼ ଜିଲ୍ଲା ଓଡ଼ଗାଁ ଆଦର୍ଶ ଥାନା ବାହାଡ଼ା ଝୋଲା ଫାଣ୍ଡି ନିକଟସ୍ଥ ବେରୁଆବାରୀ ପଂଚାୟତର ତୋରିଗାଡିଆ ବ୍ରିଜ ନିକଟରେ ଦୁର୍ଘଟଣା ଘଟିଛି । ମୃତକମାନେ ହେଲେ ଧଝୋଲା ଗ୍ରାମର ଫକିର ନାୟକ ଏବଂ ରାଜେନ୍ଦ୍ର ନାୟକ। ଗତ ରାତିରେ ୨ ଜଣ ଯୁବକ ବାଇକ ଯୋଗେ ଓଡଗାଁ ଅଭିମୁଖେ ଆସୁଥିଲେ । ନିଶାସକ୍ତରେ ଥିବାରୁ ବ୍ରିଜରେ ବାଇକ ଦୁର୍ଘଟଣା ଘଟାଇ ବ୍ରିଜ ତଳେ ପଡି ମୃତ୍ୟୁବରଣ କରିଥିବା ସୂଚନା ରହିଛି । ଯୁବକ ପୋଲ ତଳେ ପଡିଥିବା […]
ରାଜ୍ୟ ବିଜେପିରେ ବିଭିନ୍ନ ମୋର୍ଚ୍ଚାର ନବକଳେବର । ମନମୋହନ ଗଢ଼ିଲେ ନୂଆ ଯୁବ ଟିମ୍ । କେବଳ ଯୁବ ମୋର୍ଚ୍ଚା ଏବଂ ମହିଳା ମୋର୍ଚ୍ଚା ସଭାପତି ରିପିଟ୍ । ବାକି ସବୁ ପରିବର୍ତ୍ତନ ହୋଇଛି । । ଅଭିଳାଷ ପଣ୍ଡା ହେଉଛନ୍ତି ଭାରତୀୟ ଯୁବ ମୋର୍ଚ୍ଚା ସଭାପତି । ଡ. ଐଶ୍ୱର୍ଯ୍ୟା ବିଶ୍ୱାଳ ହେଲେ ମହିଳା ମୋର୍ଚ୍ଚା ସଭାପତି । ଶୁଭାଂଶୁ ମୋହନ ପାଢୀ ହେଲେ କୃଷକ ମୋର୍ଚ୍ଚା ସଭାପତି । ସେହିପରି କାନ୍ଦେରା ସୋରେନ ହେଉଛନ୍ତି […]
ଆଜି ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି ସରକାର ସିବିଆଇ ତଦନ୍ତ କରିବା ଉଚିତ। ସେ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ ଓଡ଼ିଶାରେ ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ସିବିଆଇ ତଦନ୍ତ କରାଯିବ। ତାମିଲ ନେଇଗଲା ତାମିଲକୁ ଧର ଧର.. ଭଳି କଥା ବି କହିଥିଲେ ବିଜେଡି ବିଧାୟକ।ତା ସହ “ଆମ ସରକାର କାହାରିକୁ ରାଜନୈତିକ ସୁରକ୍ଷା […]
