ରାଜ୍ୟବାସୀଙ୍କ ପାଇଁ ବଡ଼ ବୋଝ ହେଲାଣି ପିଆଜ । ଆଜି କିଲୋ ୬୦ଟଙ୍କା ଛୁଇଁଛି । ଚଳିତ ସପ୍ତାହରେ କିଲୋ ପିଛା ଦର ୨୦ଟଙ୍କା ବଢ଼ିଛି । ସେପଟେ ୨ମାସ ମଧ୍ୟରେ କୁଇଣ୍ଟାଲ ପିଛା ପିଆଜ ଦର ୨୨ଶହ ଟଙ୍କାରୁ ବଢ଼ି ୩୫୦୦ ଟଙ୍କାରେ ପହଞ୍ଚିଛି । ପରିବହନ ଓ ଅନ୍ୟ ଖର୍ଚ୍ଚ ମିଶିଲେ ୪ହଜାର ।ସରକାର ଚିନ୍ତିତ ଯେ ଯଦି ଦରକୁ ଶୀଘ୍ର ନିୟନ୍ତ୍ରଣ କରାନଯାଏ, ତେବେ ଆଗାମୀ ଦିନରେ ପରିସ୍ଥିତି ଆହୁରି ଖରାପ ହୋଇପାରେ। […]
ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ ସକ୍ରିୟ ରହିଛି। ଏଥିସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ପ୍ରବାହ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି।ଆଜି ଅତି ଭୀଷଣ ବର୍ଷା ପାଇଁ ୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକ ହେଲା ଅନୁଗୁଳ ଢେଙ୍କାନାଳ, କଟକ, କଳାହାଣ୍ଡି ଓ […]
ମେଷଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି। ବୃଷରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ […]
ରାୟଗଡ଼ା ତା ୨୩/୦୮ (ନିପ୍ର) ପୋଲ ନଥିବାରୁ ବିପଦପୁଣ୍ଣ ଭାବେ ଭରା ନାଳ ପାର ହେଉଛନ୍ତି ଗ୍ରାମବାସୀ। ଅଘଟଣକୁ ଅପେକ୍ଷା କରିଛି ପ୍ରଶାସନ। ଲଗାଣ ବର୍ଷାରେ ଭରିଛି ନାଳ। ଆଉ ସେହି ଭରା ନାଳ ହିଁ ଏବେ ପଞ୍ଚୁପାଣ୍ଡବ ଗ୍ରାମବାସୀଙ୍କ ଯାତାୟାତର ଏକମାତ୍ର ଭରସା। ପ୍ରବଳ ଜଳସ୍ରୋତ ମଧ୍ୟରେ ମହିଳା, ଶିଶୁ, ବୃଦ୍ଧଙ୍କଠାରୁ ଆରମ୍ଭ କରି ଯୁବକମାନେ ମଧ୍ୟ ବିପଦସଂକୁଳ ଭାବେ ନାଳ ପାର ହେଉଛନ୍ତି। ବାରମ୍ବାର ଦାବି ସତ୍ତ୍ୱେ ନାଳ ଉପରେ ପୋଲ ନିର୍ମାଣ ହୋଇନଥିବାରୁ […]
ରାୟଗଡ () ୨୩/୦୮ – ରାୟଗଡ ଜିଲ୍ଲା ବିଜେପି ତରଫରୁ ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ୬୫୦ ତମ ଜୟନ୍ତୀ ଅବସରରେ ସମରସ ସଂକଳ୍ପ ଅଭିଯାନ ଅନ୍ତର୍ଗତ ପବିତ୍ର କଳସ ବନ୍ଦନ ଶୋଭାଯାତ୍ରା ସହିତ ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ସମ୍ମିଳନୀରେ ଏକାଧିକ ସାଧୁ ସନ୍ଥଙ୍କ ଯୋଗଦାନ ସହିତ ହଜାର ହଜାର ଶ୍ରଦ୍ଧାଳୁ ଓ କଳସ ଧାରୀ ସମ୍ମିଳନୀରେ ଯୋଗ ଦେଇଥିଲେ। ଉପସ୍ଥିତ ସାଧୁସନ୍ଥଗଣ ଆମମାନଙ୍କୁ ମାର୍ଗଦର୍ଶନ ପ୍ରଦାନ କରିଛନ୍ତି । ଏହି ଅବସରରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ […]
ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ। ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […]
ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା ଜଣାପଡ଼ିଛି। କିନ୍ତୁ ଆଜି କାର୍ଗୋ ଜାହାଜ ସମୁଦ୍ର ମଝିରେ ବୁଡ଼ିଯାଇଥିବା ଖବର ମିଳିଛି ।ମାଲବାହୀ ଜାହାଜ M/V ଓସେନ୍ ୱିନର ଲୁହା ପଥର ନେଇ ଯାଉଥିଲା। ଏଥିରେ ୨୪ ଜଣ କ୍ରୁ ସଦସ୍ୟ ଥିଲାବେଳେ, ସେମାନଙ୍କ ମଧ୍ୟରୁ ଅଧିକାଂଶ ଚୀନ୍ ନାଗରିକ ବୋଲି ସୂଚନା ମିଳିଛି। ଜାହାଜ ଓସେନ ଓ୍ବିନରରେ ପାନାମା […]
ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ମାମଲାରେ ପାକିସ୍ତାନରେ ଥିବା ଲସ୍କର-ଇ-ତୋଇବା (LeT) ର ପ୍ରତିଷ୍ଠାତା ହାଫିଜ୍ ସୟିଦ୍ ନାମରେ ସମନ ଜାରି କରିବାକୁ ଜାତୀୟ ଏନଆଇଏର ବିଶେଷ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି । ଜମ୍ମୁ ସ୍ଥିତ ସ୍ୱତନ୍ତ୍ର ଏନ୍ଆଇଏ କୋର୍ଟଙ୍କ ଆଦେଶକ୍ରମେ ଏହି ସମନ ଭାରତର ବୈଦେଶିକ ମନ୍ତ୍ରଣାଳୟ ମାଧ୍ୟମରେ ପାକିସ୍ତାନ ପଠାଯିବ | ଏହି କୋର୍ଟ ସମନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସୟିଦଙ୍କୁ କୋର୍ଟରେ ହାଜର ହେବା ପାଇଁ ଆନୁଷ୍ଠାନିକ ଭାବେ ଏକ ସୁଯୋଗ ଦେବା। ଯଦି […]
ଫିଟନେସ୍ ଟ୍ରାକିଂ ଦୁନିଆରେ ଏବେ କ୍ରାନ୍ତି ଆସିବାକୁ ଯାଉଛି। ଏପର୍ଯ୍ୟନ୍ତ ହାତରେ ସ୍ମାର୍ଟୱାଚ୍ କିମ୍ବା ଫିଟନେସ୍ ବ୍ୟାଣ୍ଡ ପିନ୍ଧିବାର ଯେଉଁ କ୍ରେଜ୍ ରହିଥିଲା, ତାହାକୁ ସମ୍ପୂର୍ଣ୍ଣ ବଦଳାଇ ଦେବାକୁ ଆସୁଛି ଏକ ଭିନ୍ନ ଧରଣର ସ୍ମାର୍ଟ ଗ୍ୟାଜେଟ୍। ଜୋମାଟୋ ଏବଂ ଇଟର୍ନାଲର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ଏକ ନୂଆ ଏବଂ ଆଶ୍ଚର୍ଯ୍ୟଜନକ ଡିଭାଇସ୍ ‘ଟେମ୍ପଲ୍’ (Temple) ଲଞ୍ଚ କରିବାକୁ ଯାଉଛନ୍ତି।Templeକୁ ସାଧାରଣ ସ୍ମାର୍ଟୱାଚ୍ କିମ୍ବା ଫିଟନେସ୍ ବ୍ୟାଣ୍ଡ ଭଳି କେବଳ ହାର୍ଟରେଟ୍, ଷ୍ଟେପ୍ସ କିମ୍ବା ଶରୀରର ଗତିବିଧି […]
ପରିମଳ କର୍ମଚାରୀଙ୍କ ସୁରକ୍ଷା ଓ ସମ୍ମାନକୁ ସରକାରଙ୍କ ଗୁରୁତ୍ୱ । ଗରିମା କର୍ମଶାଳାରେ ଯୋଗଦେଇ ପରିମଳ କର୍ମଚାରୀଙ୍କ ସୁରକ୍ଷା, ସମ୍ମାନ ଓ କଲ୍ୟାଣ ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପରିମଳ କ୍ଷେତ୍ରରେ ଏବେ ମେସିନ ଓ ରୋବୋଟିକ୍ସର ବ୍ୟବହାର ହେଉଛି। ଆଗକୁ ଆହୁରି ନୂଆ ମେସିନ ଆସିବ। ‘ମିଶନ ଜିରୋ’ ଲକ୍ଷ୍ୟ ହାସଲ ପାଇଁ ଠିକ୍ ଲୋକଙ୍କ ପାଖରେ ଠିକ୍ ଟେକ୍ନୋଲୋଜି ପହଞ୍ଚାଇବା ସରକାରଙ୍କ ଦାୟିତ୍ୱ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।ଲୋକସେବା ଭବନ କନଭେନସନ୍ ସେଣ୍ଟର ଠାରେ ଗରିମା […]
କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ ଥଣ୍ଡା ଏବଂ କାଶ ଔଷଧକୁ ନିଷିଦ୍ଧ କରିଛନ୍ତି। ବିଶେଷକରି କ୍ଲୋରଫେନିରାମିନ ମାଲେଏଟ (Chlorpheniramine Maleate) ଏବଂ ଫେନାଇଲେଫ୍ରିନ ହାଇଡ୍ରୋକ୍ଲୋରାଇଡ(Phenylephrine Hydrochloride) ଯୁକ୍ତ ସମସ୍ତ ଫିକ୍ସଡ ଡୋଜ କମ୍ବିନେସନ୍ (FDCs) ନିଷେଧ କରାଯାଇଛି। ଏହି ପଦକ୍ଷେପ ଶିଶୁ ସୁରକ୍ଷା ସମ୍ପର୍କରେ ଚିନ୍ତା ଏବଂ ସମ୍ଭାବ୍ୟ ପ୍ରତିକୂଳ ପ୍ରଭାବ ବିଷୟରେ ଗମ୍ଭୀର ଅଭିଯୋଗ […]
୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନଜରରେ ରଖି ରାଜ୍ୟର ପ୍ରମୁଖ ରାଜନେତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯାଉଛି। ରିପୋର୍ଟ ଅନୁସାରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଓ ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀଙ୍କ ସମେତ ପ୍ରାୟ ୫୨ ଜଣ ନେତାଙ୍କୁ ଅତିରିକ୍ତ ସୁରକ୍ଷା କବଚ ଭାବେ ବୁଲେଟ୍ପ୍ରୁଫ୍ ଜାକେଟ୍ ଯୋଗାଇ ଦିଆଯିବ।ପ୍ରତ୍ୟେକ ଜାକେଟ୍ର ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା ବୋଲି ରିପୋର୍ଟରେ କୁହାଯାଇଛି। ରାଜ୍ୟର ୧୧ ଜଣ […]
