author

ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ ନଭଜୋତ କୌର ସିଦ୍ଧୁ ସୋମବାର କଂଗ୍ରେସରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ନଭଜୋତ ଦଳ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେବା ପରେ ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଜଣାପଡ଼ିଛି।ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ ନେତ୍ରୀ ନବଜୋତ କୌର ସିଦ୍ଧୁଙ୍କୁ ଦଳର […]

ଏସଆଇ କେଳେଙ୍କାରୀ: ଜେଲ୍ ଗଲା ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ

ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ସିବିଆଇର ତନାଘନା । ଜେଲ୍ ଗଲା ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ । ସିବିଆଇ ସ୍ୱତନ୍ତ୍ର କୋର୍ଟରେ ହାଜର ହେବା ପରେ ଜେଲ୍ ଗଲା ବିରଞ୍ଚି । ୪ ଦିନିଆ ରିମାଣ୍ଡ ପରେ କୋର୍ଟରେ ହାଜର କରିଥିଲା ସିବିଆଇ । ରିମାଣ୍ଡ ଆବେଦନ ନହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଗଲା । ୪ ଦିନିଆ ରିମାଣ୍ଡ ବେଳେ ବିରଞ୍ଚିଠୁ ତଥ୍ୟ ହାସଲ କରିଛି ସିବିଆଇ ।ବିରଞ୍ଚି ଲିଙ୍କରେ ଗିରଫ ହୋଇଥିବା ଦୁଇ ଅଭିଯୁକ୍ତ […]

Google Year in Search 2025: ଭାରତରେ କେଉଁ ବିଷୟରେ ଅଧିକ ସର୍ଚ୍ଚ କଲେ ୟୁଜର ?

2025 ସର୍ଚ୍ଚ ରିକ୍ୟାପ୍‌ ଭଳି ପ୍ରତିବର୍ଷ ଗୁଗଲ୍‌ ବର୍ଷ ସରିବା ପୂର୍ବରୁ ଏକ ତାଲିକା ଜାରି କରେ । ଏଥର ମଧ୍ୟ ଆସିଛି ବହୁ ପ୍ରତୀକ୍ଷିତ ଗୁଗଲ୍ ବର୍ଷର ସର୍ଚ୍ଚ ତାଲିକା । ଗୁଗଲ୍‌ର ଏହି ତାଲିକାରେ 2025 ମସିହାରେ ମନୋରଞ୍ଜନ, କ୍ରୀଡା, ଜୀବନଶୈଳୀ, ଗେମିଂ ଏବଂ ରାଜନୀତି ଜଗତରେ ସର୍ବାଧିକ ସର୍ଚ୍ଚ ହୋଇଥିବା ନାମ ଜାରି ହୋଇଛି ।ଚଳିତ ବର୍ଷ ସର୍ବୋତ୍ତମ ଟ୍ରେଣ୍ଡିଂ ସର୍ଚ୍ଚରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଶୀର୍ଷରେ ରହିଛି । କ୍ରିକେଟ୍ […]

ଶିକ୍ଷକ ସଂଘର ଆନ୍ଦୋଳନ ! ମୁହଁ ଖୋଲିଲେ ଗଣଶିକ୍ଷା ମନ୍ତ୍ରୀ

ବିଧାନସଭାରେ ଉଠିଲା ଶିକ୍ଷକ ଆନ୍ଦୋଳନ ପ୍ରସଙ୍ଗ , ଗୃହରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ । ଆନ୍ଦୋଳନକୁ ନେଇ ମନ୍ତ୍ରୀ କଡ଼ା ପ୍ରତିକ୍ରିୟା ରଖିଛନ୍ତି । ଗତ ୬ ତାରିଖରେ ଶିକ୍ଷକ ସଂଘର ନେତୃତ୍ବଙ୍କ ସହ ଆଲୋଚନା ହୋଇଥିଲା । ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ସକାରାତ୍ମକ ଆଲୋଚନା ହୋଇଥିଲା । ସେମାନେ ଆନ୍ଦୋଳନରୁ ହଟିବାକୁ କଥା ଦେଇଥିଲେ । ପୁଣି ଅନ୍ୟ କାହା ପ୍ରରୋଚନାରେ ଧାରଣାରେ ବସିଛନ୍ତି। ଗଣ ଶିକ୍ଷା ବିଭାଗ ସକାରାତ୍ମକ ରହିଛି । ଗୋଟିଏ […]

୫୨୪୮ ଡାକ୍ତର ପଦବୀ ପୂରଣ ପାଇଁ OPSCକୁ ଚିଠି-ସ୍ୱାସ୍ଥ୍ୟମନ୍ତ୍ରୀ

ଓଡ଼ିଶାରେ ଡାକ୍ତର ମରୁଡ଼ି, ଠିକାରେ ଚାଲିଛି ଡାକ୍ତରୀ ସେବା । ୬୦ ପ୍ରତିଶତ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡ଼ିଛି । ଏନେଇ ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ ସୂଚନା ଦେଇଛନ୍ତି । ମଞ୍ଜୁରୀପ୍ରାପ୍ତ ୧୫୭୭୪ରୁ ଖାଲି ପଡ଼ିଛି ୯୫୦୩ ଡାକ୍ତର ପଦବୀ । କାର୍ଯ୍ୟରତ ଅଛନ୍ତି ୬୨୭୧ ଡାକ୍ତର, ଏମାନଙ୍କ ଭିତରୁ ୧୧୩୫ ଠିକା ନିଯୁକ୍ତି । ସ୍ଥାୟୀ ନିଯୁକ୍ତି ୫୦୦୩ ଡାକ୍ତର, ୫୨୪୮ ପଦବୀ ପୂରଣ ପାଇଁ OPSCକୁ ଚିଠି ।

ଗୋଆ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ ସମସ୍ତ କ୍ଲବ, ବାର ଓ ଡ୍ୟାନ୍ସ ପବ୍ ରେ ହେବ ଚେକିଂ

ସମସ୍ତ କ୍ଲବ୍‌, ପବ୍‌ରେ ଫାୟାର ସେଫ୍ଟି ସିକ୍ୟୁରିଟି ଯାଞ୍ଚ କରିବାକୁ ନିର୍ଦ୍ଦେଶ। ରାଜଧାନୀ ସମେତ ରାଜ୍ୟର ସମସ୍ତ କ୍ଲବ୍‌, ପବ୍‌ରେ ଯାଞ୍ଚ ନିର୍ଦ୍ଦେଶ । ଫାୟାର ସେଫ୍ଟି ସୁରକ୍ଷା ଯାଞ୍ଚ କରିବାକୁ ଅଗ୍ନିଶମ ଡିଜିଙ୍କ ନିର୍ଦ୍ଦେଶ ।୧୦ ଦିନ ଭିତରେ ଯାଞ୍ଚ ନେଇ ଅଗ୍ନିଶମ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ୧୦୦ ଗ୍ରାହକଙ୍କ ଠାରୁ ଅଧିକ କାପାସିଟି ଥିବା ରେଷ୍ଟୁରାଣ୍ଟରେ ହେବ କଡା ଚେକିଂ। ଅଗ୍ନି ନିରାପତ୍ତା ସାର୍ଟିଫିକେଟ ସହ ସୁରକ୍ଷା ବ୍ୟବସ୍ଥାର ହେବ ଯାଞ୍ଚ। […]

କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଚିନ୍ତା ପ୍ରକଟ କଲେ ବିଜେଡି ସଭାପତି

ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣାରେ ନିଆଁରେ ଜଳି କଲେଜ ଛାତ୍ରୀ ପ୍ରାଣହରାଇବା ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦବେଗ। ସେ ନିଜର ସୋସିଆଲ୍ ମିଡିଆ ‘ଏକ୍ସ’ରେ କହିଛନ୍ତି, ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣାରେ ନିଆଁରେ ଜଳି କଲେଜ ଛାତ୍ରୀ ପ୍ରାଣହରାଇବା ଘଟଣା ଅତ୍ୟନ୍ତ ହୃଦୟବିଦାରକ। ଏପରି ଦୁଃଖଦ ସମୟରେ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଇବା ସହ ଛାତ୍ରୀଙ୍କ ଅମର ଆତ୍ମାର ସଦଗତି କାମନା କରୁଛି। ଜୀବନରୁ ମାରିଦେବା ପାଇଁ ପୂର୍ବରୁ ଧମକ ମିଳିଥିବା ନେଇ ପରିବାର ଲୋକେ […]

ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ୫୦ ଲକ୍ଷ ଟଙ୍କା: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ହୋଇଛି ୫୦ ଲକ୍ଷ ଟଙ୍କା । ସେହିପରି ଅନ୍ୟ ଏକ ସରକାରୀ ବାସଭବନର ମରାମତିରେ ଖର୍ଚ୍ଚ ହୋଇଛି ୨୩ ଲକ୍ଷରୁ ଅଧିକ ଟଙ୍କା । ବିଧାନସଭାରେ ଖୋଦ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେହିପରି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ସରକାରୀ ବାସଭବନ ମରାମତିରେ ୨୮ ଲକ୍ଷ ୨୧ ହଜାର ୨୩୦ ଟଙ୍କା ଖର୍ଚ୍ଚ ହୋଇଛି। ଏହା ପରେ ଜଙ୍ଗଲ ପରିବେଶ ମନ୍ତ୍ରୀଙ୍କ ବାସଭବନରେ […]

କ୍ରିକେଟ ବ୍ୟାଟ୍‌ରେ ଗଞ୍ଜେଇ ଚାଲଣ । ମାଡି ବସିଲା ଜିଆରପି ପୋଲିସ

କ୍ରିକେଟ ବ୍ୟାଟ୍‌ରେ ଗଞ୍ଜେଇ ଚାଲଣ । ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲାର ଦୁଇଜଣ ଯୁବକ ଏକ ଚତୁରତାର ସହ କ୍ରିକେଟ ବ୍ୟାଟ ଭିତରେ ଗଞ୍ଜେଇ ଲୁଚାଇ ରଖିଥିଲେ । କିନ୍ତୁ ଓଡିଶା ର ବ୍ରହ୍ମପୁର ରେଳ ଷ୍ଟେସନରେ ସରକାରୀ ରେଳବାଇ ପୋଲିସ ଦ୍ୱାରା ଧରାପଡିଥିଲେ । ୨୩ଟି ବ୍ୟାକ ପ୍ୟାକ ଏବଂ ୧୦ଟି କ୍ରିକେଟ ବ୍ୟାଟ ଭିତରେ ୧ କିଲୋଗ୍ରାମରୁ ଅଧିକ ଗଞ୍ଜେଇ ଲୁଚାଇ ରଖାଯାଇଥିଲା । ଦୁଇ ଜଣଙ୍କୁ ଗିରଫ କରିଛି । ଜିଆରପି ଏବେ ଗଞ୍ଜେଇର […]

ବିଶ୍ବପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ଜଗମୋହନରୁ ବାଲି କାଢ଼ିବା ଲାଗି ଆରମ୍ଭ ହୋଇଛି ପ୍ରସ୍ତୁତି 

୧୩ଶହ ଶତାବ୍ଦୀରେ ନିର୍ମିତ ବିଶ୍ୱଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଜଗମୋହନରୁ ଖୁବଶୀଘ୍ର କଢ଼ାଯିବ ବାଲି । ବିଶ୍ବପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ଜଗମୋହନରୁ ବାଲି କାଢ଼ିବା ଲାଗି ଆରମ୍ଭ ହୋଇଛି ପ୍ରସ୍ତୁତି । ଏଏସ୍‌ଆଇର ଆଞ୍ଚଳିକ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ଖମାରୀ ଓ ଏଏସ‌୍ଆଇର ପୂର୍ବତନ ଡିଜି ଏକେ ବାସାଙ୍କ ସମେତ ୧୦ ଜଣିଆ ବୈଷୟିକ କୋର୍‌ କମିଟି କୋଣାର୍କ ଗସ୍ତରେ ସ୍ଥିତି ଅନୁଧ୍ୟାନ କରିଛନ୍ତି ।ପୂର୍ବରୁ ଗର୍ଭଗୃହର ଉପର ଭାଗରୁ ଗର୍ତ୍ତ କରାଯାଇ ରୋବଟିକ କ୍ୟାମେରା ମାଧ୍ୟମରେ ବାଲି ର […]

ମଙ୍ଗଳବାର ପ୍ରଥମ ଟ୍ବେଣ୍ଟି-୨୦ ମ୍ୟାଚ୍‌: ବାରବାଟୀରେ ଆଜି ଅଭ୍ୟାସ

ବାରବାଟୀରୁ ଆରମ୍ଭ ହେବାକୁ ଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ଟ୍ବେଣ୍ଟି-୨୦ ଶୃଙ୍ଖଳା ଲାଗି ଉଭୟ ଦଳର ଖେଳାଳି ରବିବାର ଅପରାହ୍ଣରେ ଭୁବନେଶ୍ବର ପହଞ୍ଚିଛନ୍ତି। ସୋମବାର ବାରବାଟୀରେ ଭାରତୀୟ ଖେଳାଳି ମଧ୍ୟାହ୍ନରେ ଏବଂ ଦକ୍ଷିଣ ଆଫ୍ରିକା ଖେଳାଳି ଅପରାହ୍ଣରେ ଅଭ୍ୟାସ କରିବେ ବୋଲି ସୂଚନା ମିଳିଛି।ବିମାନବନ୍ଦରରୁ କାରକେଡ୍‌ ସୁରକ୍ଷା ମଧ୍ୟରେ ଖେଳାଳିମାନଙ୍କୁ ହୋଟେଲ୍‌ ମେ’ ଫେୟାର୍‌ ନିଆଯାଇଛି। ବିମାନବନ୍ଦରଠାରୁ ହୋଟେଲ୍ ପର୍ଯ୍ୟନ୍ତ ବି ପ୍ରଶଂସକମାନେ ସେମାନଙ୍କ ପ୍ରିୟ ଖେଳାଳିଙ୍କୁ ଦେଖିବାକୁ ଓ ସ୍ବାଗତ କରିବାକୁ ଉତ୍ସୁକତାର ସହ ଅପେକ୍ଷା କରିଥିଲେ […]

ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ମୃତ୍ୟୁ

ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ମୃତ୍ୟୁ। ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ଚିଙ୍ଗୁଡ଼ିପୁର କେନାଲ ଛକ ଠାରେ ସଡ଼କ ଦୁର୍ଘଟଣାରେ ଗୁରୁ ପୃଷ୍ଟିଙ୍କ ପ୍ରାଣହାନି ଘଟିଛି । ଧାମନଗର ବ୍ଲକ ଷେଣ୍ଢପୁରରେ ସକଳ ତୀର୍ଥ ତୋ ଚରଣେ ନାଟକ ଅଭିନୟ କରିଥାନ୍ତେ ଗୁରୁ ପୃଷ୍ଟି। ଯାତ୍ରା ଇନ୍ଦ୍ରଭୁବନରେ କାର୍ଯ୍ୟ କରୁଥିଲେ ଗୁରୁ ପୃଷ୍ଟିଙ୍କ ।ସୂଚନା ଅନୁସାରେ, ଥିଏଟରରୁ ନିଜର ଅଭିନୟର ଯାତ୍ରା ଆରମ୍ଭ କରିଥିଲେ ଗୁରୁ । ଇଂ ଆଶୁତୋଷ ମହାପାତ୍ରଙ୍କ ‘ବଡ଼ ଦାଣ୍ଡର […]