author

ଇରାନ ଏବଂ ଆମେରିକା ମଧ୍ୟରେ ପୁଣି ଯୁଦ୍ଧ ଆରମ୍ଭ!

ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ନୂଆ ମୋଡ଼ ନେଇଛି । ଦୁଇ ଦେଶ ମଧ୍ୟରେ ଶାନ୍ତି ପ୍ରତିଷ୍ଠା ଏବଂ ଚୁକ୍ତିନାମା ହେବା ନେଇ ଯେଉଁ ଆଶା ସୃଷ୍ଟି ହୋଇଥିଲା, ତାହା ଏବେ ଧୂଳିସାତ ହେବାକୁ ବସିଛି । ଆମେରିକା ଦାବି କରିଛି, ଇରାନ ଆକ୍ରମଣ କରିବା ପାଇଁ ହର୍ମୁଜ୍ ପ୍ରଣାଳୀ ଆଡକୁ ଚାରୋଟି ଡ୍ରୋନ୍ ପଠାଇଥିଲା। ଆମେରିକୀୟ ସେନା ଡ୍ରୋନ୍‌ଗୁଡ଼ିକୁ ଗୁଳି କରି ଖସାଇ ଦେଇଥିଲା। ଏହା ପରେ ଆମେରିକା ସେନା […]

ରାଉରକେଲାରେ ସିବିଆଇର ବଡ଼ ଆକ୍ସନ : RPF ଇନ୍ସପେକ୍ଟର ଓ ଦଲାଲଙ୍କ ଘରେ ଏକକାଳୀନ ରେଡ୍‌

ରାଉରକେଲା ସିବିଆଇ ଚଢ଼ାଉ । ଆରପିଏଫ ଇନିସପେକ୍ଟର କମଲେଶ ସମାଦାରଙ୍କ ରାଉରକେଲା ଅଫିସ୍ ଓ ଘରେ ସିବିଆଇ ଚଢାଉ। ସୂଚନାନୁସାରେ, ଶୁକ୍ରବାର ରାତି ପ୍ରାୟ ୯ ଟାରେ ସିବିଆଇର ତିନି ଜଣିଆ ଦଳ ରେଲୱେ କଲୋନିର ଛୋଟା ପାର୍କ ନିକଟରେ ରହିଥିବା ଆରପିଏଫ୍ ଇନ୍ସପେକ୍ଟରଙ୍କ ସରକାରୀ ବାସଭବନ ଓ ରେଲୱେ ଷ୍ଟେସନ ନିକଟରେ ରହିଥିବା କାର୍ଯ୍ୟାଳୟରେ ଏକାସାଙ୍ଗେ ଚଢାଉ କରିଥିଲା । ଘର ଓ କାର୍ଯ୍ୟାଳୟରେ ସିବିଆଇ ଅଧିକାରୀମାନେ ବିଭିନ୍ନ କାଗଜପତ୍ର ଯାଞ୍ଚ କରୁଛନ୍ତି । ଏହାସହିତ […]

ଆଜିର ରାଶିଫଳ(୬ ଜୁନ, ୨୦୨୬)

ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ। ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]

ନୟାଗଡ଼ ଜିଲା ସାମ୍ବାଦିକ ସଂଘର ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପର ଅନୁଧ୍ୟାନ,୨୦୩୦ରେ ପ୍ରକଳ୍ପ କାର୍ଯ୍ୟ ସରିବ

ନୟାଗଡ,(ଓଡ଼ିଶା ଦର୍ପଣ): ଦୀର୍ଘ ୬୫ ବର୍ଷ ହେଲା ନୟାଗଡ ଜିଲ୍ଲାରେ ବୃତ୍ତଙ୍ଗ ଜଳସେଚନ ଯୋଜନା କାର୍ଯ୍ୟକାରୀ ହେବ ହେବ ବୋଲି କୁହାଯାଉଛି । ଏହି ପ୍ରକଳ୍ପ ନୟାଗଡ ଜିଲ୍ଲାର ଜୀବନରେଖା ପାଲଟିବ । ଏହି ପ୍ରକଳ୍ପ ଦ୍ୱାରା ବହୁ ଚାଷୀ ଉପକୃତ ହେବାକୁ ଥିବାବେଳେ ନୟାଗଡ ବିଦ୍ୟୁତ ଅଭାବରେ ପେଶି ହେଉଥିବାବେଳେ ଜିଲ୍ଲାକୁ ୧୦ ମେଗାୱାଟ ବିଦ୍ୟୁତ ବି ମିଳିବ । ଗୋଟିଏ ପଟେ ବିଦ୍ୟୁତ ସମସ୍ୟାରେ ପେଶି ହୋଇଯାଉଥିବା ନୟାଗଡ ଜୀବନ ପାଇବ । ଅନ୍ୟପଟେ […]

ମୁଖ୍ୟମନ୍ତ୍ରୀଙ୍କ ସହ ଫିଲ୍ମ ଦେଖିଲେ ବଲିଉଡ୍ କୁଇନ ତଥା ସାଂସଦ କଙ୍ଗନା ରଣାୱତ

ଓଡ଼ିଶାରେ ବଲିଉଡ୍ କୁଇନ ତଥା ସାଂସଦ କଙ୍ଗନା ରଣାୱତ ।  ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦେଖିଲେ ଫିଲ୍ମ ।  ଉତ୍କଳ କନିକା ଗ୍ୟାଲେରିଆରେ ନିଜ ଅଭିନୀତ ‘ଭାରତ ଭାଗ୍ୟ ବିଧାତା’ର ସ୍ପେସାଲ ପ୍ରିମିୟର ସୋ ଦେଖିଲେ କଙ୍ଗନା । ଏହି ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ କାର୍ଯ୍ୟକ୍ରମରେ ‘ଭାରତ ଭାଗ୍ୟ ବିଧାତା’ ଚଳଚ୍ଚିତ୍ରର ପୁରା ଟିମ୍ ସଦସ୍ୟ, ଓଡ଼ିଶା ଚଳଚ୍ଚିତ୍ର ଜଗତର ଅନ୍ୟାନ୍ୟ ପ୍ରତିଭାବାନ ବ୍ୟକ୍ତିତ୍ୱ, ବହୁ ସଂଖ୍ୟାରେ ଗଣମାଧ୍ୟମର ପ୍ରତିନିଧି ଏବଂ ସ୍ଥାନୀୟ ସିନେପ୍ରେମୀ ଜନସାଧାରଣ ଏହି […]

ଓଡ଼ିଶାକୁ ଅତିରିକ୍ତ ୬ଟି ସ୍ନାତକୋତ୍ତର ଡାକ୍ତରୀ ସିଟ୍ ସ୍ୱୀକୃତି

ନୂଆଦିଲ୍ଲୀର ନ୍ୟାସନାଲ ବୋର୍ଡ ଅଫ୍ ଏକଜାମିନେସନ୍ସ ଇନ୍ ମେଡିକାଲ ସାଇନ୍ସ (NBEMS) ଓଡ଼ିଶାରେ ଅତିରିକ୍ତ ସ୍ନାତକୋତ୍ତର ଡାକ୍ତରୀ ସିଟ୍ ପାଇଁ ମାନ୍ୟତା ପ୍ରଦାନ କରିଛି। କୋରାପୁଟର ସହିଦ ଲକ୍ଷଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ (SLNMCH)କୁ DNB (ଡିପ୍ଲୋମେଟ୍ ଅଫ୍ ନ୍ୟାସନାଲ ବୋର୍ଡ) ପ୍ରସୂତି ଏବଂ ସ୍ତ୍ରୀ ରୋଗ ବିଭାଗ (O&G) ୪ଟି ସିଟ୍‌କୁ ସ୍ୱୀକୃତି ମିଳିଛି।ପୁରୀର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଶିଶୁରୋଗରେ ୨ଟି ଏମବିବିଏସ ଡିପ୍ଲୋମା ସିଟ୍ ସ୍ୱୀକୃତି ମିଳିଛି।ଏହା ଫଳରେ ରାଜ୍ୟରେ ଡାକ୍ତରୀ […]

ନୀଳକଣ୍ଠ ମିଶ୍ର ବିଶ୍ବବ୍ୟାଙ୍କର ନୂଆ ଇଡି : ତିନି ବର୍ଷ ପାଇଁ ନିଯୁକ୍ତି

ଆକ୍ସିସ୍‌ ବ୍ୟାଙ୍କର ମୁଖ୍ୟ ଅର୍ଥନୀତିଜ୍ଞ ନୀଳକଣ୍ଠ ମିଶ୍ରଙ୍କୁ କେନ୍ଦ୍ର ସରକାର ବିଶ୍ବବ୍ୟାଙ୍କରେ ଭାରତର ନୂଆ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଇଡି) ଭାବେ ତିନି ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି । ଉତ୍ତର ପ୍ରଦେଶ କ୍ୟାଡର୍‌ର ୧୯୮୧ ବ୍ୟାଚ୍‌ର ଅବସରପ୍ରାପ୍ତ IAS ଅଧିକାରୀ ପରମେଶ୍ଵରନ ଆୟରଙ୍କ ସ୍ଥାନରେ ନିଯୁକ୍ତି ପାଇଛନ୍ତି ନୀଳକଣ୍ଠ ମିଶ୍ର । ୨୦୨୩ ଫେବ୍ରୁଆରୀରେ ପରମେଶ୍ଵରନ ଆୟରଙ୍କୁ ନିଯୁକ୍ତି ମିଳିଥିଲା ।ବିଶ୍ଵ ବ୍ୟାଙ୍କ ମୁଖ୍ୟାଳୟରେ ଅର୍ଥନୀତିଜ୍ଞ ନୀଳକଣ୍ଠ ମିଶ୍ରଙ୍କୁ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ନିଯୁକ୍ତିକୁ କମିଟି ଅଫ୍ […]

ଇସ୍କନର ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ

ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପରିସରରେ ଗଜପତି ମହରାଜଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ପରିଚାଳନା କମିଟି ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।ରାଜେନ୍ଦ୍ରାଭିଷେକ ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଛତିଶା ନିଯୋଗ ଏବଂ ନୀତି ସବ୍ କମିଟି ବୈଠକରେ ଚୂଡ଼ାନ୍ତ ହୋଇଥିବା ନୀତି ନିର୍ଘଣ୍ଟକୁ ମୋହର ମାରିଛି ପରିଚାଳନା କମିଟି । ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ନେଇ ପରିଚାଳନା କମିଟିକୁ ଅବଗତ କରାଯାଇଛି । ଆଗକୁ ସ୍ନାନଯାତ୍ରା ଓ ଘୋଷଯାତ୍ରା […]

ଶିମିଳିପାଳ ପାଦଦେଶରେ ସପ୍ତମରୁ ଅଷ୍ଟମ ଶତାବ୍ଦୀର ପ୍ରାଚୀନ ଶିଳାଲେଖର ସନ୍ଧାନ

ମୟୂରଭଞ୍ଜ ଜିଲ୍ଲାରେ ପୁଣି ଏକ ପ୍ରାଚୀନ ଐତିହାସିକ କୀର୍ତିରାଜିର ସନ୍ଧାନ ମିଳିଛି ।ଶିମିଳିପାଳ ପାଦଦେଶରୁ ମାତ୍ର ୫ କିଲୋମିଟର ଦୂରରେ ଥିବା ଛାଡ଼କଟା ଗ୍ରାମର ବଡ଼ାମଖାଳ ନାମକ ଏକ ଛୋଟ ନାଳର କୂଳରେ ରହିଛି ଏକ ପ୍ରାଚୀନ ପଥର । ଏହା ଏକ ସେଡିମେଣ୍ଟାରୀ ରକ୍ ବା ଅବସାଦୀ ଶିଳା ହୋଇଥିବା ବେଳେ ଏଥିରେ ଅନେକଗୁଡ଼ିଏ ଚିତ୍ର ଖୋଦିତ ହୋଇଛି । ଏହାକୁ ‘ଅକ୍ଷର ଶିଳା’ ବୋଲି କୁହାଯାଉଛି । ଏଠାରେ ମାନବ ଓ ପଶୁ ଆକୃତିର […]

ଗତ ଚାରି ବର୍ଷ ହେଲା ଯୁଦ୍ଧ ଚାଲିଥିବାବେଳେ ରୁଷ୍ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ କରିବାକୁ ଅପିଲ

ରୁଷ୍ ଓ ୟୁକ୍ରେନ ମଧ୍ୟରେ ଗତ ଚାରି ବର୍ଷ ହେଲା ଯୁଦ୍ଧ ଚାଲିଥିବାବେଳେ ଏକ ବଡ଼ ଖବର ସାମ୍‌ନାକୁ ଆସିଛି । ୟୁକ୍ରେନ୍‌ ରାଷ୍ଟ୍ରପତି ଜେଲେନସ୍କି ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କୁ ଖୋଲା ଚିଠି ଲେଖି ମୁହାଁମୁହିଁ ସାକ୍ଷାତ ପ୍ରସ୍ତାବ ଦେଇଛନ୍ତି ।ଗୁରୁବାର ୟୁକ୍ରେନ ରାଷ୍ଟ୍ରପତି ଭବନ ପକ୍ଷରୁ ଏକ ପତ୍ର ଓ୍ୱେବସାଇଟରେ ପ୍ରକାଶ ପାଇଛି । ଏଥିରେ ଉଲ୍ଲେଖ ଅଛି ଯେ, ଜେଲେନସ୍କି ଋଷୀୟ ନେତାଙ୍କ ସହ ସାମ୍ନାସାମ୍ନି ବୈଠକ ପାଇଁ ଆଗଭର ଅଛନ୍ତି । […]

ଖୁବ୍‌ଶୀଘ୍ର ଆସିବ ପ୍ଲାଷ୍ଟିକ୍‌ ନୋଟ୍‌- ସଞ୍ଜୟ ମାଲହୋତ୍ରା

ଦେଶରେ ଖୁବଶୀଘ୍ର ଚାଲିବ ପଲିମର ନୋଟ୍ । ପାଇଲଟ୍ ପ୍ରୋଜେକ୍ଟ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏ ସମ୍ପର୍କରେ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭରର୍ଣ୍ଣର ସଞ୍ଜୟ ମାଲହୋତ୍ରା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ପ୍ଲାଷ୍ଟିକ୍‌ ନୋଟ୍‌ ଆଣିବା ପ୍ରସ୍ତାବ ବିଚାରାଧୀନ ରହିଛି। କିନ୍ତୁ ସେହି ଯୋଜନା ଏବେ ପ୍ରାରମ୍ଭିକ ପର୍ଯ୍ୟାୟରେ ଅଛି। ଏହାର ଭଲ ଓ ଖରାପ ଦିଗଗୁଡ଼ିକ ବିଷୟରେ ବିଚାର କରାଯାଉଛି। ପ୍ଲାଷ୍ଟିକ୍‌ ନୋଟ୍‌ ପ୍ରକୃତରେ ଲାଭଦାୟକ ହେବ ନା ନାହିଁ ତାହା […]

ରୁଷ୍ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ କରିବାକୁ ଅପିଲ

ରୁଷ୍ ଓ ୟୁକ୍ରେନ ମଧ୍ୟରେ ଗତ ଚାରି ବର୍ଷ ହେଲା ଯୁଦ୍ଧ ଚାଲିଥିବାବେଳେ ଏକ ବଡ଼ ଖବର ସାମ୍‌ନାକୁ ଆସିଛି । ୟୁକ୍ରେନ୍‌ ରାଷ୍ଟ୍ରପତି ଜେଲେନସ୍କି ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କୁ ଖୋଲା ଚିଠି ଲେଖି ମୁହାଁମୁହିଁ ସାକ୍ଷାତ ପ୍ରସ୍ତାବ ଦେଇଛନ୍ତି ।ଗୁରୁବାର ୟୁକ୍ରେନ ରାଷ୍ଟ୍ରପତି ଭବନ ପକ୍ଷରୁ ଏକ ପତ୍ର ଓ୍ୱେବସାଇଟରେ ପ୍ରକାଶ ପାଇଛି । ଏଥିରେ ଉଲ୍ଲେଖ ଅଛି ଯେ, ଜେଲେନସ୍କି ଋଷୀୟ ନେତାଙ୍କ ସହ ସାମ୍ନାସାମ୍ନି ବୈଠକ ପାଇଁ ଆଗଭର ଅଛନ୍ତି । […]