ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।ସୂଚନାନୁଯାୟୀ, ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ଜଣେ ବ୍ୟକ୍ତି ତାଙ୍କ ଜମିରୁ ଶୁଖିଲା ନୀଳଗିରି ଗଛ କାଟିବା ଏବଂ ପରିବହନ ପାଇଁ ଅନୁମତି ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଉକ୍ତ ବ୍ୟକ୍ତି ଜଣଙ୍କ ଭିଜିଲାନ୍ସର ଦ୍ଵାରସ୍ଥ […]
ପୂର୍ବରୁ ଏସଆଇ ପରୀକ୍ଷା ପ୍ରଶ୍ନ ପତ୍ର ଲିକ ଘଟଣାର ତଦନ୍ତ ଜାରି ରହିଥିବା ବେଳେ ଆଜି ଏଏନଏମ ପରୀକ୍ଷାର ପ୍ରଶ୍ନପତ୍ର ଲିକ ହୋଇଥିବା ଖବର ସାମ୍ନାକୁ ଆସିଛି । ଆଜି ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଥିବାବେଳେ ଏହାର ୩ ଘଣ୍ଟା ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇଛି। ଅପରାହ୍ନ ୨ଟାରେ ପରୀକ୍ଷା ଥିବା ବେଳେ ପୂର୍ବାହ୍ନ ୧୧ଟାରେ ପ୍ରଶ୍ନପତ୍ର ଲିକ୍ ହୋଇଛି। ଆଜି ମିଡ୍ ଓ୍ବାଇଫେରି ପରୀକ୍ଷା ଥିଲା। ଅନ୍ୟପଟେ ବିଧାନସଭାରେ ଉଠିଲା ଏଏନଏମ ପ୍ରଶ୍ନପତ୍ର […]
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ଜୀବଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ନନ୍ଦନକାନନକୁ ଆସିଲେ ନୂଆ ଅତିଥି । । ଏହି ଅଦଳବଦଳ ପ୍ରକିୟା ନନ୍ଦନକାନନ ଓ ଗୁଜରାଟର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ ପ୍ରାଣୀଉଦ୍ୟାନ ମଧ୍ୟରେ ହୋଇଛି। ଆସିଥିବା ନୂଆ ଅତିଥିମାନେ ହେଲେ ୩ ପୁରୁଷ ଓ ୨ ମାଈକୁ ମିଶାଇ ୫ ପାଣି ଓଧ,୨ ପୁରୁଷ ଭାରତୀୟ ଧୂସର ଗଧିଆ, ୫ ପୁରୁଷ ଓ ୫ ମାଈକୁ ମିଶାଇ ୧୦ […]
ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା । ୧୯ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ଯାଏଁ ଚାଲିବ ପରୀକ୍ଷା । ୧୯ ତାରିଖ ସକାଳ ୯ଟାରୁ ସାଢେ ୧୧ଟା ପର୍ଯ୍ୟନ୍ତ ଚାଲିବ । ଫେବୃୟାରୀ ୧୯ ତାରିଖରେ ମାତୃ ଭାଷା ପରୀକ୍ଷା ହେବ ।୨୦ ତାରିଖରେ ସଂସ୍କୃତ ବ୍ୟାକରଣ ଓ ଦର୍ଶନ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ୨୧ ତାରିଖରେ ଇଂରାଜୀ ଓ ୨୩ରେ ସଂସ୍କୃତ ଭାଷା ପରୀକ୍ଷା ହେବ । ୨୪ […]
କମିବ ଇଏମଆଇ, କମ ସୁଧରେ ଆପଣ ପାଇବେ ଋଣ । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଏହାର ମୁଦ୍ରାନୀତି ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି, ରେପୋ ରେଟକୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରିଛି ଆରବିଆଇ । ୨୫ ବେସିସ୍ ପଏଣ୍ଟ ହ୍ରାସ ପରେ ୫.୨୫ ପ୍ରତିଶତ ହୋଇଛି ରେପୋ ରେଟ୍ । ସାଧାରଣ ଲୋକଙ୍କ ପାଇଁ ଏହା ବଡ଼ ଆଶ୍ବସ୍ତି । ଏହାର ସିଧାସଳଖ ପ୍ରଭାବ ଆପଣଙ୍କ ଲୋନ୍ ଏବଂ EMI ଉପରେ ପଡିବ […]
ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି ମାମଲାରେ ଆଜି ମାଷ୍ଟରମାଇଣ୍ଡକୁ ଗିରଫ କରିଛି ସିବିଆଇ । ଦୀଘା ମଡେଲର ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକକୁ ସିବିଆଇ ଉଠାଇ ଆଣିଛି । ଏସଆଇ ସ୍କାମ୍ରେ ସିବିଆଇର ଗ୍ରାଉଣ୍ଡରେ ପହଞ୍ଚି ସିବିଆଇ ଟିମର ତନାଘନା । ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ପହଞ୍ଚି ଖୋଳତାଡ଼ କରିଥିଲା ୨ ଜଣିଆ ସିବିଆଇ ଟିମ୍ । ଭଞ୍ଜନଗର ଥାନାରେ ପହଞ୍ଚି ମାମଲାରେ ଅଭିଯୁକ୍ତ ରହିଥିବା କିଛି ଆଶାୟୀଙ୍କୁ ଡାକି ପଚରାଉଚରା କରିଥିବା ସୂଚନା ମିଳିଛି […]
୨ ଦିନିକିଆ ଭାରତ ଗସ୍ତରେ ଅଛନ୍ତି ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ୍ । ଗତକାଲି (ଗୁରୁବାର) ଦିଲ୍ଲୀର ପାଲମ ବିମାନବନ୍ଦରରେ ରୁଷ୍ ରାଷ୍ଟ୍ରପତି ପୁଟିନ୍ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ୱାଗତ କରିଥିଲେ । ରାତିରେ ପ୍ରଧାନମନ୍ତ୍ରୀଙ୍କ ବାସ ଭବନରେ ନୈଶ୍ୟ ଭୋଜନ କରିଥିଲେ ପୁଟିନ । ଏହି ଅବସରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ସହ ଗୀତା ଉପହାର ଦେଇଛନ୍ତି । ସୋସିଆଲ ମିଡିଆରେ ସୂଚନା ଦେଇ ମୋଦି ଲେଖିଛନ୍ତି, ରାଷ୍ଟ୍ରପତି ପୁଟିନଙ୍କୁ ରୁଷିଆ ଭାଷାରେ ଗୀତାର ଏକ […]
ରାଜ୍ୟରେ ବଢ଼ିବ ଶୀତ ପ୍ରକୋପ । ରାତି ତାପମାତ୍ରା ୨ଦିନ ଭିତରେ ୨ରୁ ୩ ଡିଗ୍ରୀ ସେଲସିୟସ୍ କମିପାରେ । ବର୍ତ୍ତମାନ ପାଗ ମୁଖ୍ୟତଃ ଶୁଖିଲା ରହିବ । କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଝାରସୁଗୁଡ଼ା, ବଲାଙ୍ଗିର, ସୋନପୁରରେ ଘନ କୁହୁଡ଼ି ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସତର୍କ କରାଇଛି ।ଶୁକ୍ରବାର ରାତିରେ କଟକ ଓ ଭୁବନେଶ୍ୱର ତାପମାତ୍ରା ଆହୁରି ୧-୨ ଡିଗ୍ରୀ ପାଖାପାଖି କମିପାରେ । ୬ ତାରିଖବେଳକୁ ଭୁବନେଶ୍ୱର ଓ କଟକରେ ସର୍ବନିମ୍ନ ତାପମାତ୍ରା ୧୩ […]
ଡିସେମ୍ବର ୬ ତାରିଖରୁ ଭୁବନେଶ୍ୱର ସ୍ଥିତ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବ ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ । ଏହା ଆସନ୍ତା ଡିସେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବର ଆୟୋଜନ କରାଯିବ ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୬ରେ ଏହି ମହୋତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିବେ। ଉଦ୍ଘାଟନୀ ସମାରୋହରେ ‘ଦ ସେଭେନ୍ ମୁନ୍ସ […]
ବାରବାଟୀ ମ୍ୟାଚ ଟିକେଟ୍ ପାଇଁ ଅସମ୍ଭାଳ ଭିଡ଼ । ଆଜିଠାରୁ ଅଫ ଲାଇନରେ କାଉଣ୍ଟରରେ ୧୦ ହଜାର ଟିକେଟ୍ ବିକ୍ରୀ ହେବ।ଟିକେଟ୍ ବିକ୍ରି ଆରମ୍ଭ ହେବା ପୂର୍ବରୁ ହିଁ ଷ୍ଟାଡିୟମ ବାହାରେ ଅସମ୍ଭାଳ ଭିଡ଼ ଜମିଛି। ଶତାଧିକ କ୍ରିକେଟ୍ ପ୍ରେମୀ ରାଜ୍ୟ ତଥା ବାହାରୁ ଆସି ଗତକାଲି ରାତିରୁ ହିଁ କାଉଣ୍ଟର ଆଗରେ ଲମ୍ବା ଧାଡ଼ି ଲଗାଇ ରହିଛନ୍ତି। ଅନେକ ପ୍ରଶଂସକ ରାତିସାରା ଉଜାଗର ରହି ଟିକେଟ୍ ପାଇଁ ଅପେକ୍ଷା କରିଛନ୍ତି।ଆଜି ସକାଳ ୬ଟାରେ ବ୍ୟାରିକେଡ୍ ଭିତରେ […]
ମେଷଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ। ବୃଷଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ […]
ଏଣିକି କିଣା ବିକା ହୋଇପାରିବ ପୁରୁଣା ଆପାର୍ଟମେଣ୍ଟ । ଏନେଇ ବଡ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସୂଚନା ଦେଇ କହିଛନ୍ତି ଯେ ୨୦୧୬ ପୂର୍ବରୁ ନର୍ମିତ ଆପାର୍ଟମେଣ୍ଟଗୁଡିକ କିଣା ବିକା ହୋଇପାରିବ । ‘ରେରା’ ଆଇନରେ ସଂଶୋଧନ କରି ନୂଆ ବିଜ୍ଞପ୍ତି ପ୍ରକାଶ କଲେ ସରକାର ।ଅକ୍ଟୋବର ୫, ୨୦୧୬ ପୂର୍ବରୁ ବିକ୍ରି ହୋଇଥିବା ଆପାର୍ଟମେଣ୍ଟଗୁଡ଼ିକର ପୁନଃ-ବିକ୍ରି ପାଇଁ ଏବେ ଆଉ ଅକୁପାନ୍ସି ସାର୍ଟିଫିକେଟ୍ ଏବଂ RERA ପଞ୍ଜୀକରଣ ସାର୍ଟିଫିକେଟ୍ […]
