author

ଚର୍ଚ୍ଚାରେ ସେଜଲଙ୍କ ପାଳିତ ମାଆଙ୍କ ଆବେଗଭରା ଚିଠି

ସାମ୍ନାକୁ ଆସିଛି ସେଜଲଙ୍କ ପାଳିତ ମା’ଙ୍କ ଆବେଗଭରା ଚିଠି। ସେଜ୍ ମାଇ ଡିଅର…ତୁମେ ଚାଲିଯିବ ବୋଲି ଭାବି ମୋ ହୃଦୟ କଷ୍ଟ ଓ ଯନ୍ତ୍ରଣାରେ ଭରିଯାଉଛି। ମୁଁ ଦୁଃଖିତ ଯେ ତୁମେ, ତୁମ ମାଆ ଙ୍କ ନାମରେ କଳଙ୍କ ଲାଗାଇଦେଲ। ତୁମେ ଜାଣିଛ ମୁଁ ତୁମ ପାଇଁ କେତେ କରି ପ୍ରେମ କରେ ଏବଂ ତୁମର ଯତ୍ନ ନିଏ। ତୁମେ ତୁମର ଯତ୍ନ ନେବ। ତୁମର ମଙ୍ଗଳ ହେଉ। ତୁମର ସବୁଠାରୁ ଛୋଟ ଆନନ୍ଦ ଏବଂ ସବୁଠାରୁ […]

ଆଜି ସଂସଦରେ ଆସୁଛି ଦୁଇଟି ବଡ଼ ବିଲ୍ ,ଗୁଟଖା, ସିଗାରେଟ୍ ଓ ପାନ ମସଲାର ମୂଲ୍ୟ ବୃଦ୍ଧି ପାଇବ

ସେସ୍ ବାତିଲ ହେବା ପରେ ମଧ୍ୟ ତମାଖୁ, ପାନ ମସଲା ଓ ଅନ୍ୟାନ୍ୟ ସାମଗ୍ରୀ ଉପରେ ସମାନ ରହିବ ଟିକସ । ତେବେ ସୁନିଶ୍ଚିତ କରିବା ପାଇଁ ସରକାର ସୋମବାର ଲୋକସଭାରେ ଦୁଇଟି ବିଲ୍ ଆଗତ କରିବାର ଆଶା କରାଯାଉଛି । ଏହା ଏହି ସାମଗ୍ରୀ ଉପରେ ଟିକସ ମଧ୍ୟ ବୃଦ୍ଧି କରିପାରେ |ତେବେ ଆଜି ସଂସଦ ଅଧିବେଶନ ଉପରେ ସମଗ୍ର ଦେଶର ନଜର ରହିଛି । ବିଶେଷକରି ତମାଖୁ ସେବନକାରୀ ଏବଂ ଏହି ବ୍ୟବସାୟ ସହିତ […]

ଆଜି ବିଶ୍ୱ ଏଡ୍‌ସ ଦିବସ

ବର୍ଷକୁ ବର୍ଷ ରାଜ୍ୟରେ ଏଡ୍‌ସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୫ ବର୍ଷର ତଥ୍ୟ ଅନୁସାରେ, ପ୍ରତିବର୍ଷ ତିନି ହଜାରରୁ ଅଧିକ ନୂଆ ରୋଗୀ ଚିହ୍ନଟ ହେଉଛନ୍ତି। ଓଡ଼ିଶାରେ ଏଚ୍‌ଆଇଭି-ଏଡ୍‌ସ ସ୍ଥିତି ସମ୍ବେଦନଶୀଳ ରହିଛି । ଏଚ୍‌ଆଇଭିକୁ ନିୟନ୍ତ୍ରଣ କରିବା ଲାଗି ବିଭିନ୍ନ ସ୍ତରରେ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ପ୍ରତିବର୍ଷ ବଢ଼ୁଥିବା ଲକ୍ଷ୍ୟ କରାଯାଉଛି ।ଡିସେମ୍ବର ୧ ତାରିଖକୁ ବିଶ୍ୱ ଏଡ୍ସ ଦିବସ ଭାବେ ପାଳନ କରାଯାଉଛି । ପ୍ରତିବର୍ଷ ଏହି […]

ଡିସେମ୍ବରରେ କମିଲା ଗ୍ୟାସ ଦର

ଡିସେମ୍ବର ୧ରେ ଭାରତରେ ଅନେକ ପରିବର୍ତ୍ତନ ଆସିଥିଲା। ଏହି ପରିବର୍ତ୍ତନଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଏଲପିଜି ସିଲିଣ୍ଡରର ମୂଲ୍ୟ। ଘରୋଇ ସିଲିଣ୍ଡରର ମୂଲ୍ୟରେ କୌଣସି ହ୍ରାସ ହୋଇନଥିବା ରିପୋର୍ଟ କରାଯାଇଛି। ଏଲ୍‌ପିଜି ଓ କମର୍ସିଆଲ୍ ସିଲିଣ୍ଡର ଦରରେ ପରିବର୍ତ୍ତନ| ୧୯ କେଜି କମର୍ସିଆଲ୍‌ ଏଲ୍‌ପିଜି ସିଲିଣ୍ଡର ୧୦ ଟଙ୍କା କମ କରାଯାଇଛି, ଯାହା ଜନସାଧାରଣଙ୍କୁ ଆଶ୍ୱସ୍ତି ଦେବ ବୋଲି ଆଶା କରାଯାଉଛି।ରାଷ୍ଟ୍ରାୟତ୍ତ ଇଣ୍ଡିଆନ ଅଏଲ କର୍ପୋରେସନ (ଆଇଓସି), ଭାରତ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (ବିପିସିଏଲ) ଏବଂ ହିନ୍ଦୁସ୍ତାନ […]

ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା

ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ବଢ଼ିଛି। ଫଳରେ ଶୀତ ପ୍ରକୋପ କମିଛି। ଉପକୂଳବର୍ତ୍ତୀ କିଛି ଅଞ୍ଚଳରେ ପାରଦ ୨୦ ଡିଗ୍ରୀ ଛୁଇଁଛି। ମଙ୍ଗଳବାର ଓ ବୁଧବାର ଅଧିକାଂଶ ସ୍ଥାନର ରାତି ତାପମାତ୍ରା ୧୨ରୁ ୧୫ ଡିଗ୍ରୀ ଉପରେ ରହିବ । ଅଧିକ ଶୀତ ଅନୁଭୂତ ହେଉଥିବା କୋରାପୁଟ, ଫୁଲବାଣୀ, ଝାରସୁଗୁଡ଼ା ଓ ରାଉରକେଲାରେ ବି ଥଣ୍ଡା ପ୍ରକୋପ ସାମାନ୍ୟ କମିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର କିଛି […]

୯ରେ ବାରବାଟୀ ଟି-ଟ୍ୱେଣ୍ଟି: ଆଜି ଅନ୍‌ଲାଇନରେ ମିଳିବ ଟିକେଟ

ବାରବାଟୀ ଟି-୨୦ ମ୍ୟାଚ୍ ପାଇଁ ଆରମ୍ଭ ହୋଇଛି କାଉଣ୍ଟ ଡାଉନ୍ । ହାତରେ ସପ୍ତାହେ ସମୟ ଥିବାବେଳେ ଆଜି ଅନଲାଇନରେ ଉପଲବ୍ଧ ହେବ ଟିକେଟ । ଗତ ମ୍ୟାଚ୍ ତୁଳନାରେ ଏଥର ଟିକେ୍ଟ ସଂଖ୍ୟା ହ୍ରାସ ପାଇଛି । ଅର୍ଥାତ୍ ୪ହଜାର ପରିବର୍ତ୍ତେ ଏଥର ମାତ୍ର ୨ହଜାର ଟିକେଟ୍ ଦର୍ଶକଙ୍କ ପାଇଁ ଅନଲାଇନରେ ଉପଲବ୍ଧ ହେବ । ସେହିପରି ଅଫଲାଇନରେ ମଧ୍ୟ ଟିକେଟ୍ ସଂଖ୍ୟା କମିଛି ।ଅଫିଲିଏଟେଡ୍ ୟୁନିଟ୍‌ମାନଙ୍କ ପାଇଁ SBI ଦ୍ୱାରା OCA କନଫରେନ୍ସ ହଲ୍‌ରେ […]

ଆଜିର ରାଶିଫଳ(୧ ଡିସେମ୍ବର, ୨୦୨୫)

ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ। ବୃଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି […]

ନିୟମଗିରିରେ ଜିଲ୍ଲାପାଳ : ଲୋକଙ୍କ ସମସ୍ୟା ବୁଝି ରାସ୍ତାର କଲେ ସମୀକ୍ଷା

ରାୟଗଡା ଜିଲ୍ଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ମୁନିଖୋଲ ଗ୍ରାମ ପଞ୍ଚାୟତ ତଥା ନିୟମଗିରିରେ ବସବାସ କରୁଥିବା ଲୋକଙ୍କ ପାଖରେ ସରକାରୀ ସୁବିଧା ପହଁଚୁଛି କି ନାହିଁ ଏବଂ ସେହି ଅଞ୍ଚଳରେ ବସବାସ କରୁଥିବା ଡ଼ଙ୍ଗରିଆଙ୍କ ଦୁଃଖ ବୁଝିବା ସହ ସରକାରୀ ସୁବିଧା ପହଁଞ୍ଚାଇବା ଉଦେଶ୍ୟରେ ଶନିବାର ରାୟଗଡା ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣି ଗସ୍ତ କରିଥିବା ଜଣାପଡିଛି,ପ୍ରଥମେ ଆକାଂକ୍ଷା ଗ୍ରାମ ସକଟାରେ ପହଞ୍ଚି ଜନମନ ଯୋଜନାରେ ଘର ନିର୍ମାଣ, ଅଙ୍ଗନବାଡି ଗୃହ, ସ୍କୁଲ, ଆରୋଗ୍ୟ କେନ୍ଦ୍ର ଆଦି ବୁଲି […]

ଆଜିର ରାଶିଫଳ(୩୦ ନଭେମ୍ବର, ୨୦୨୫)

ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ । ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]

ଏବେ ଡାକ୍ତରଙ୍କ ପ୍ରେସକ୍ରିପସନ୍ ବିନା ମିଳିବନି କଫ୍ ସିରପ୍

ମଧ୍ୟ ପ୍ରଦେଶରେ ଗତ କିଛି ଦିନ ତଳେ କଫ ସିରପ ଖାଇବା ପରେ ଅନେକ ପିଲାଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲା ରାଜ୍ୟ ଏବଂ ସାରା ଦେଶରେ ବ୍ୟାପକ ଅସନ୍ତୋଷ ସୃଷ୍ଟି କରିଥିଲା। କେନ୍ଦ୍ର ସରକାର ଏହି ବିଷୟକୁ ବହୁତ ଗମ୍ଭୀରତାର ସହ ନେଇଛନ୍ତି ଏବଂ ଏହି ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସରକାରଙ୍କ ସର୍ବୋଚ୍ଚ ନିୟାମକ ସଂସ୍ଥା, ଡ୍ରଗ୍ସ ଆଡଭାଇଜରୀ କମିଟି, କଫ ସିରପକୁ ଲାଇସେନ୍ସିଂ ଏବଂ ସ୍ବତନ୍ତ୍ର ମନିଟରିଂ ନିୟମରୁ ପୂର୍ବରୁ ମୁକ୍ତ […]

ରାଜ୍ୟର ପ୍ରତି ପଞ୍ଚାୟତରେ ପିଅନ ନିଯୁକ୍ତି ନେଇ ସରକାରଙ୍କ ବଡ଼ ଘୋଷଣା

ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଏଣିକି ନିଯୁକ୍ତ ହେବେ ପିଅନ। ଏନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର। ନୂତନ ପଦବୀ ସୃଷ୍ଟି ହେବା ସହ ଦରମା ୧୩ ହଜାର ୧୬୦ ଟଙ୍କା ରହିବ। ପୂର୍ବରୁ ପଞ୍ଚାୟତଗୁଡ଼ିକ ନିଜ ସ୍ତରରେ ପିଅନ ରଖି ଦରମା ଦେଉଥିଲେ। ପଞ୍ଚାୟତ ଫଣ୍ଡ୍‌ରୁ ପିଅନଙ୍କୁ ଦରମା ଦିଆଯାଉଥିଲା। ଏବେ ରାଜ୍ୟ ସରକାର ଦରମା ଦେବେ।ପୂର୍ବରୁ ରହିଥିବା ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ୍ ୧୯୬୪ର ଧାରା ୧୨୩ ଏବଂ ଓଡ଼ିଶା ଗ୍ରାମ ପଞ୍ଚାୟତ ନିୟମ ୨୦୧୪ର […]

ଡିସେମ୍ବରରେ ୧୮ ଦିନ ବନ୍ଦ ରହିବ ବ୍ୟାଙ୍କ

ଡିସେମ୍ବର ମାସ ଖୁବଶୀଘ୍ର ଆରମ୍ଭ ହେବ । ଡିସେମ୍ବର ମାସରେ ୧୮ ଦିନ ବ୍ୟାଙ୍କ ବନ୍ଦ ରହିବ । ଯଦି ଆପଣ ଡିସେମ୍ବରରେ କୌଣସି ଗୁରୁତ୍ବପୂର୍ଣ୍ଣ ବ୍ୟାଙ୍କ କାମ ରଖିଛନ୍ତି, ସେଥିପାଇଁ ଆପଣଙ୍କୁ ବ୍ୟାଙ୍କ ଛୁଟି ବିଷୟରେ ଜାଣିବାକୁ ହେବ । ତେବେ ଡିସେମ୍ବର ୭,୧୪ ,୨୧ ,୨୮ ରେ ରବିବାର ପଡୁଛି ତେଣୁ ବ୍ୟାଙ୍କ ବନ୍ଦ ରହିବ |ଛୁଟିଦିନରେ ବ୍ୟାଙ୍କ ଶାଖାଗୁଡ଼ିକ ବନ୍ଦ ରହିବ, କିନ୍ତୁ ATM, UPI, ନେଟ୍ ବ୍ୟାଙ୍କିଂ ଏବଂ ମୋବାଇଲ୍ ବ୍ୟାଙ୍କିଂ […]