author

ଆସନ୍ତାକାଲି ଠାରୁ ବଢ଼ିବ ଦିନର ତାପମାତ୍ରା

ଆଜି ବି ରାଜ୍ୟର କେତେକ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖିର ପ୍ରଭାବ । ୧୧ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତାକାଲି ଠାରୁ ବଢ଼ିବ ଦିନର ତାପମାତ୍ରା । ୪୦ ଡିଗ୍ରି ଡେଇଁବ ପାରଦ ।୧୨ ରୁ ୧୪ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଗୁଳୁଗୁଳି ଅନୁଭୂତ ହେବ। କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ ।୧୧ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଘାଣ୍ଟି […]

ସଂକଟରେ ମଧ୍ୟପ୍ରାଚ୍ୟ ଅସ୍ତ୍ରବିରତି! ଲେବାନନ ସହ ସିଧାସଳଖ ଆଲୋଚନା ପାଇଁ ସବୁଜ ସଙ୍କେତ ଦେଲା ଇସ୍ରାଏଲ

ଆମେରିକା, ଇସ୍ରାଏଲ ଓ ଇରାନ ମଧ୍ୟରେ ହୋଇଥିବା ଦୁଇ ସପ୍ତାହର ଅସ୍ଥାୟୀ ଅସ୍ତ୍ରବିରତି ବର୍ତ୍ତମାନ ସଂକଟ ମଧ୍ୟ ଦେଇ ଗତି କରୁଛି। ଇରାନ କହିଛି ଯେ ଏହି ଅସ୍ତ୍ରବିରତିରେ ଇରାନ ସହିତ ଲେବାନନ୍ ଏବଂ ସମସ୍ତ ପ୍ରତିରୋଧ ଶକ୍ତି ସାମିଲ ଅଛନ୍ତି। ଆଉ ଏପରିସ୍ଥିତିରେ ଇସ୍ରାଏଲ୍ ଯଦି ଲେବାନନ୍ ଉପରେ ଆକ୍ରମଣ ଜାରି ରଖେ, ତେବେ ଏହାର ଭୟଙ୍କର ପରିଣାମ ଭୋଗିବାକୁ ପଡ଼ିବ ବୋଲି ଇରାନ ଚେତାବନୀ ଦେଇଛି। ଇରାନ ପାର୍ଲାମେଣ୍ଟ ବାଚସ୍ପତି ମହମ୍ମଦ ବାଘେର ଘାଲିବାଫ୍ […]

ମେଟ୍ରୋ ରେଳ ପ୍ରକଳ୍ପ ବନ୍ଦ ନେଇ ଅପରାଜିତାଙ୍କ ଚିନ୍ତା, ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପକୁ ବନ୍ଦ କରିବା ପାଇଁ ରାଜ୍ୟ କ୍ୟାବିନେଟ୍ ନିଷ୍ପତ୍ତି ନେଇଥିଲା। ଏନେଇ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏହି ନିଷ୍ପତ୍ତିର ପୁନର୍ବିଚାର କରିବାକୁ ଅନୁରୋଧ କରି ସେ ଏକ ଚିଠି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲେଖିଛନ୍ତି। ସାଂସଦ କହିଛନ୍ତି ଯେ ଭୁବନେଶ୍ୱରର ଦ୍ରୁତ ଜନସଂଖ୍ୟା ବୃଦ୍ଧି ଓ ଟ୍ରାଫିକ ସମସ୍ୟାକୁ ଦେଖିଲେ ମେଟ୍ରୋ ଏକ ଜରୁରୀ ଆବଶ୍ୟକତା । ପ୍ରକଳ୍ପ ବନ୍ଦ ହେବା […]

ଆଜିର ରାଶିଫଳ(୧୦ ଏପ୍ରିଲ, ୨୦୨୬)

ମେଷ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି । ବୃଷ–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ […]

LPG ଗ୍ୟାସ କଳାବଜାରୀ: ରାଜ୍ୟବ୍ୟାପୀ ଚଢ଼ାଉ ଜୋରଦାର

ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ୱାଭାବିକ ରହିଛି । ମାତ୍ର ବିଭିନ୍ନ କାରଣ ଦର୍ଶାଇ କିଛି କଳାବଜାରୀ ଓ ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ପ୍ରତିହତ କରିବା ପାଇଁ ଯୋଗାଣ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି ଟିମ ଗୁଡିକ ଦୈନିକ ଭିତ୍ତିରେ ବିଭାଗୀୟ ଅଧିକାରୀଙ୍କୁ ତଥ୍ୟ ପ୍ରଦାନ କରୁଛନ୍ତି। ପ୍ରତ୍ୟେକ ଜିଲ୍ଲାର ଯୋଗାଣ ଅଧିକାରୀ ମାନେ ସମ୍ପୃକ୍ତ ଜିଲ୍ଲାପାଳ […]

ରାଜଧାନୀର ପାଶ୍ବବର୍ତ୍ତୀ ନଦୀ ଗୁଡିକର ହେବ ପୁନରୁଦ୍ଧାର; ମୁଖ୍ୟମନ୍ତ୍ରୀ

ଭୁବନେଶ୍ବରର ପାଶ୍ବବର୍ତ୍ତୀ ନଦୀ ଗୁଡିକର ପୁନରୁଦ୍ଧାର ଉପରେ ଆଲୋକପାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ, ପ୍ରାଚୀ, ଧନୁଆ, ଦୟା ନଦୀର ପୁନରୁଦ୍ଧାର ହେବ । ପ୍ରାଚୀ ନଦୀର ପୁନଃରୁଦ୍ଧାର ପାଇଁ ୩୦୦ କୋଟି ଟଙ୍କା ମଂଜୁର ହୋଇଥିବା ବେଳେ ଭୁବନେଶ୍ୱର-ଜୟଦେବ ଅଂଚଳରେ ଥିବା ଧନୁଆ ନଦୀର ପୁନଃରୁଦ୍ଧାର ପାଇଁ ଦ୍ଵିତୀୟ ଫେଜ୍ ରେ ୭୫ କୋଟି ଟଙ୍କା ଅନୁମୋଦନ ହୋଇସାରିଛି ।ଏଥିସହିତ ସଂଜୀବନୀ ଯୋଜନାରେ ଦୟା ନଦୀର ପୁନଃରୁଦ୍ଧାର ପାଇଁ […]

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୧ରେ ନୂଆଗାଁ ବ୍ଲକ ଅଡିସନ

ନୟାଗଡ଼,(ଓଡ଼ିଶା ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୩ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ନୂଆଗାଁ ବ୍ଲକ ଅଡିସନ ଆସନ୍ତା ୧୧ ତାରିଖ ଶନିବାର ଦିନ ଯୁକ୍ତ ଦୁଇ କଲେଜ(ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ) ପରିସରରେ ଅନୁଷ୍ଠିତ ହେବ। ଏ ନେଇ ସଙ୍ଗୀତଧାରା ସମ୍ପାଦକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ,ଜିଲ୍ଲାରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ପାଇଁ ‘ସଙ୍ଗୀତଧାରା’ ,ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ଭକ୍ତିସଙ୍ଗୀତ […]

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୧ରେ ନୂଆଗାଁ ବ୍ଲକ ଅଡିସନ

ନୟାଗଡ଼,(ଓଡ଼ିଶା ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୩ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ନୂଆଗାଁ ବ୍ଲକ ଅଡିସନ ଆସନ୍ତା ୧୧ ତାରିଖ ଶନିବାର ଦିନ ଯୁକ୍ତ ଦୁଇ କଲେଜ(ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ) ପରିସରରେ ଅନୁଷ୍ଠିତ ହେବ। ଏ ନେଇ ସଙ୍ଗୀତଧାରା ସମ୍ପାଦକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ,ଜିଲ୍ଲାରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ପାଇଁ ‘ସଙ୍ଗୀତଧାରା’ ,ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ଭକ୍ତିସଙ୍ଗୀତ […]

OTET 2026 ପାଇଁ ଅନଲାଇନ୍ ଆବେଦନର ଶେଷ ତାରିଖ ବୃଦ୍ଧି

ମାଧ୍ୟମିକ ଶିକ୍ଷା ବୋର୍ଡ (BSE), ଓଡ଼ିଶା ଆଜି ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) 2026 ପାଇଁ ଅନଲାଇନ୍ ଆବେଦନର ଶେଷ ତାରିଖ ବୃଦ୍ଧି କରିଛି ।ବୋର୍ଡ ଘୋଷଣା କରିଛି ଯେ OTET-2026 ପାଇଁ ଅନଲାଇନ୍ ଆବେଦନର ଶେଷ ତାରିଖକୁ ମେ ୯ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଯାହା ଆଜି ଶେଷ ତାରିଖ ଥିଲା | ପରୀକ୍ଷା ତାରିଖ ପରେ ଘୋଷଣା କରାଯିବ । ଯୋଗ୍ୟ ପ୍ରାର୍ଥୀମାନେ (ଉଭୟ ଚାକିରୀ ଏବଂ ନୂତନ ପ୍ରାର୍ଥୀ […]

3 ମାନବରହିତ ମିଶନ ପରୀକ୍ଷଣ କରିବ ଇସ୍ରୋ

ମହାକାଶକୁ ମାନବଙ୍କୁ ପଠାଇବା ପୂର୍ବରୁ ଇସ୍ରୋ ସତର୍କତା ଅବଲମ୍ବନ କରୁଛି । ପ୍ରକୃତ ମିଶନ ପୂର୍ବରୁ ପ୍ରଥମେ ତିନି ମାନବରହିତ ମିଶନ ପରୀକ୍ଷଣ କରିବ ଇସ୍ରୋ । ବେଙ୍ଗାଲୁରୁରେ ଆୟୋଜିତ ଇଣ୍ଟରନ୍ୟାସନାଲ କନଫରେନ୍ସ ଅନ ସ୍ପେଶକ୍ରାଫ୍ଟ ମିଶନ ଅପରେସନ୍ ଉଦଘାଟନ ଅବସରରେ, ଇସ୍ରୋ ମୁଖ୍ୟ ବି ନାରାୟଣନ କହିଛନ୍ତି ଯେ ‘‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ଦ୍ଦେଶ ଆଧାରରେ ଆମେ ମିଶନ ଗଗନଯାନ ଉପରେ ଦ୍ରୁତ ଗତିରେ କାମ କରୁଛୁ । ମାନବଙ୍କୁ ମହାକାଶ ପଠାଇବା ପୂର୍ବରୁ ମାନବରହିତ […]

ରାଜ୍ୟସଭା କ୍ରସ ଭୋଟିଂକୁ ନେଇ ବର୍ଷିଲେ ବିଜେଡି ନେତା ସମ୍ବିତ ରାଉତରାୟ

୨୦୨୪ ନିର୍ବାଚରେ ମନଇଚ୍ଛା ଟିକେଟ୍ ବାଣ୍ଟିଥିଲା ବିଜେଡି। ନବୀନଙ୍କ ପ୍ରତି ନିଷ୍ଠାବାନ ଥିବା ବ୍ୟକ୍ତିଙ୍କୁ ଦିଆଯାଇନଥିଲା ଟିକେଟ୍ । କଂଗ୍ରେସ ନୀତି ଆଦର୍ଶ ରଖିଥିବା ପ୍ରାର୍ଥୀଙ୍କୁ ଟିକେଟ ବଣ୍ଟାଯାଇଥିବା ନେଇ ସଂଗୀନ ଅଭିଯୋଗ ଆଣିଲେ ବିଜେଡି ନେତା ସମ୍ବିତ ରାଉତରାୟ। ମିଛ ସତ କହି କିଏ ନିଷ୍ପତ୍ତି ନେଇଥିଲା, ଟିକେଟରେ ପାତର ଅନ୍ତର କାହିଁକି । ବିଜେଡି ନୀତି ଆଦର୍ଶ ଜାଣି ନଥିବା ଲୋକଙ୍କୁ ଟିକେଟ ଦେବାରୁ ରାଜ୍ୟସଭା ଫଳ । ନେତା ରାଜ୍ୟସଭା ନିର୍ବାଚନରେ ଘୋଡା […]

ବିହାରରେ ନୀତିଶ ଯୁଗର ଅନ୍ତ: ୧୫ରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ

ବିହାର ରାଜନୀତିରେ ନୀତିଶ ଯୁଗର ଅନ୍ତ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆସନ୍ତାକାଲି ଅର୍ଥାତ୍ ଏପ୍ରିଲ ୧୦ ରାଜ୍ୟସଭାକୁ ଯାଉଥିବା ବେଳେ ଆସନ୍ତା ସପ୍ତାହରେ ବିହାରକୁ ଏକ ନୂଆ ମୁଖ୍ୟମନ୍ତ୍ରୀ ମିଳିବା ଏକପ୍ରକାର ନିଶ୍ଚିତ ହୋଇଛି। ନୀତୀଶ ଦିଲ୍ଲୀ ଯିବା ପରେ, ରାଜ୍ୟର ମଙ୍ଗ କିଏ ସମ୍ଭାଳିବେ ? ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀ ରେସ୍ ରେ ୮ ବିଧାୟକ ଥିବା କୁହାଯାଉଛି । ସୂଚନା ଅନୁସାରେ, ସମ୍ରାଟ ଚୌଧୁରୀ, ସଂଜୀବ ଚୌରାସିଆ, ରମା ନିଷାଦ, ବିଜୟ […]