ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ୧୭ ହଜାର ୪୪୦ କୋଟି ଟଙ୍କାର ଏହି ଅତିରିକ୍ତ ବଜେଟ ଆଗତ କରିଥିଲେ। ବଜେଟ ଆଗତ ହେବା ପରେ ଗୃହକୁ ଶନିବାର ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା କରାଯାଇଥିଲା। ମୋଟ୍ ପ୍ରଶାସନିକ ଖର୍ଚ୍ଚ ୩,୩୮୯ କୋଟି । ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ଖର୍ଚ୍ଚ ୧୩,୭୧୬ କୋଟି । ବିପର୍ଯ୍ୟୟ ପରିଚାଳନା ପାଣ୍ଠି ପାଇଁ ୧୭୧ କୋଟି ।ଏହି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନାଟକ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୟାଗଡ଼ ଜିଲ୍ଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ ‘ଚମତ୍କାର’ର ସଭାପତି ତଥା ‘ନାଟ୍ୟଧାରା’ର ସମ୍ପାଦକ ତଥା ନାଟ୍ୟ ସଂଗଠକ ଲକ୍ଷ୍ମୀଧର ମହାପାତ୍ରଙ୍କୁ ଭଞ୍ଜକଳା ମଣ୍ଡପ, ଭୁବନେଶ୍ୱର ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାର ଏବଂ ପଞ୍ଚଧ୍ୱନି ନାଟ୍ୟ ପରିଷଦ, ଭୁବନେଶ୍ୱର ଦ୍ୱାରା ଆୟୋଜିତ ନାଟକ ମହୋତ୍ସବ ଅବସରରେ ସମ୍ବର୍ଦ୍ଧିତ କରାଯାଇଛି। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଉପସ୍ଥିତ ଅତିଥି ମାନେ ଶ୍ରୀ […]
ଫେବୃଆରୀ ୯ ତାରିଖରେ ବାରବାଟୀରେ ଭାରତ-ଇଂଲଣ୍ଡ ମ୍ୟାଚବେଳେ ଫ୍ଲଡ ଲାଇଟ ବାରମ୍ବାର ବନ୍ଦ ହେବା ଯୋଗୁଁ ସାରା ବିଶ୍ବରେ ନିନ୍ଦିତ ହୋଇଥିଲା ଓସିଏ । ଡିସେମ୍ବର ୯ରେ ପୁଣି ବାରବାଟୀକୁ ଫେରିଛି ଅନ୍ତର୍ଜାତୀୟ ମ୍ୟାଚ । ଭାରତ ଓ ଦକ୍ଷିଣ ଆଫ୍ରିକା ଟି-୨୦ମ୍ୟାଚ୍ ବାରବାଟୀରେ ଚାଲିଛି ପ୍ରସ୍ତୁତି । ଦର୍ଶକ ମାନଙ୍କ ସୁରକ୍ଷା ଲାଗି ଏଥର ବାରବାଟୀ ଟି-୨୦ ମ୍ୟାଚ୍ ପାଇଁ କମିବ ଗ୍ୟାଲେରୀ ସିଟ୍ ସଂଖ୍ୟା । ୩ ହଜାର ଭଳି ସିଟ୍ କମିବ ବୋଲି […]
ଭାରତ ଗସ୍ତରେ ଆସିବେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଆସନ୍ତା ଡିସେମ୍ବର ୪ ତାରିଖରେ ଭାରତ ଆସିବେ ପୁଟିନ । ୨୦୨୨ରେ ଋଷ-ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରେ ପୁଟିନଙ୍କ ଏହା ହେବ ପ୍ରଥମ ଭାରତ ଗସ୍ତ ।ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଡିସେମ୍ବର ୫ରେ ‘୨୩ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀ’ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ପୁଟିନଙ୍କ ମଧ୍ୟରେ ୱାନ ଟୁ ୱାନ୍ […]
ମୁଣ୍ଡ ପିଟି ପିଟି କାନ୍ଦୁଛି ସ୍ତ୍ରୀ। ମଝି ରାସ୍ତାରେ ସ୍ବାମୀର ଶବକୁ ଜଗି ବସିଛି।ଏମିତି କିଛି ଦେଖିବାକୁ ମିଳିଥିଲା କେନ୍ଦ୍ରାପଡା ଜିଲ୍ଲା ଚଣ୍ଡୀଖୋଲ-ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥର ଦୁହୁରିଆ ଛକରେ।ସୂଚନା ମୁତାବକ ମହିଳା ଜଣକ ହେଉଛନ୍ତି ଦୂଲାରୀ ମାରଢି। ରବିବାର ସିଏ ଓ ତାଙ୍କ ସ୍ୱାମୀ କାମ କରିବା ପାଇଁ ବାଲେଶ୍ବରୁ କେନ୍ଦ୍ରାପଡ଼ା ଆସିଥିଲେ। ଆଉ ଗୁରୁବାର ଦିନ ବସଯୋଗେ ଘରକୁ ଫେରୁଥିଲେ। ହେଲେ ଦୁହୁରିଆ ଛକ ପାଖରେ ହଠାତ ତାଙ୍କ ସ୍ୱାମୀଙ୍କୁ ହୃଦଘାତ ହୋଇଥିଲା। […]
୮ଟି କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ ଅଭିଯୋଗ । ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି । ସେ କହିଛନ୍ତି ଯେ ରାଉରକେଲା ସ୍ୱୟଂ ଶାସିତ କଲେଜରୁ ୩ ଘଟଣା ସାମ୍ନାକୁ ଆସିଛି । ଜିଏମ ବିଶ୍ୱ ବିଦ୍ୟାଳୟ ଓ ଯାଜପୁର ବାଲିଆ କଲେଜରୁ ଗୋଟିଏ ଅଭିଯୋଗ । ଅନୁଗୁଳ, ବରଗଡ, ଟିଟିଲାଗଡରୁ ଗୋଟିଏ ଲେଖାଏଁ ଅଭିଯୋଗ ହୋଇଛି । ବାଲେଶ୍ୱର ଏଫଏମ କଲେଜରୁ ବି […]
ଆତ୍ମସମର୍ପଣ କଲେ ମାଓବାଦୀଙ୍କ ମିଳିବ ଅଧିକ ଅର୍ଥରାଶି । ଏନେଇ ଘୋଷଣା କରାଯାଇଛି । ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଲାଇଟ୍ ମେସିନ୍ ଗନ୍ ସହିତ ଆତ୍ମସମର୍ପଣ କରିଲେ ମାଓବାଦୀଙ୍କୁ ମିଳିବ ୪ଲକ୍ଷ ୯୫ହଜାର ଟଙ୍କା । ସେହିପରି ଏକେ ୪୭ ସହ ଆତ୍ମସମର୍ପଣ କଲେ ମିଳିବ ୩ ଲକ୍ଷ ୩୦ ହଜାର ଟଙ୍କା, SLR ସହ ଆତ୍ମସମର୍ପଣ କଲେ ମିଳିବ ୧ ଲକ୍ଷ ୬୫ ହଜାର ଟଙ୍କା ମିଳିବ ।୧୦ଲକ୍ଷ […]
ରାଜ୍ୟରେ ଖୋଲିବନି ୨୦ରୁ କମ ଛାତ୍ରଛାତ୍ରୀ ଥିବା ସ୍କୁଲ। ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖି କହିଛନ୍ତି, ପୂର୍ବ ସରକାର ୨୦ରୁ ଅଧିକ ଛାତ୍ରଛାତ୍ରୀ ଥିବା ସ୍କୁଲକୁ ବନ୍ଦ କରିଥିଲେ । ଆମ ସରକାର ସେଭଳି ୪୬ଟି ସ୍କୁଲକୁ ଖୋଲି ସାରିଲେଣି । ଜିଲ୍ଲାସ୍ତରୀୟ କମିଟିରୁ ନିବେଦନ ଆସିବା ପରେ ବିଚାର କରି ଖୋଲାଯାଉଛି ।ସେପଟେ ସରକାର ଡ୍ରପ୍ ଆଉଟ୍ ରୋକିବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି । ଚାଇଲ୍ଡ […]
କ୍ୟାସେଟ୍ ଯୁଗ ଥିବା ସମୟରେ ଅନେକ ଗୀତ ହିଟ୍ ହୋଇଥିଲା । ସେତେବେଳେ ଆଧୁନିକ ଗୀତର ଯେତେ ଡିମାଣ୍ଡ ଥିଲା ଭକ୍ତିପୂର୍ଣ୍ଣ ଭଜନକୁ ମଧ୍ୟ ଲୋକ ଖୁବ୍ ଶୁଣୁଥିଲେ । ଘରେ ଘରେ ଶୁଭୁଥିଲା ରାମାୟଣ , ମହାଭାରତ ଏବଂ ଅନେକ ଭଜନ ଗୀତର ସ୍ବର । ମାର୍କେଟରେ ମୁକ୍ତିଲାବ କରିଥିଲା ଟି-ସିରିଜ୍ର ସେହି ବହୁ ପ୍ରତିକ୍ଷୀତ ହନୁମାନ ଚାଳିସା । ଧୀରେ ଧୀରେ ଲୋକଙ୍କର ସେହି ଭଜନ ପ୍ରତି ଡିମାଣ୍ଡ ବି ବଢିଥିଲା । ଟି-ସିରିଜ୍ […]
ନେପାଳର କେନ୍ଦ୍ରୀୟ ବ୍ୟାଙ୍କ ଏକ ନୂତନ ୧୦୦ ଟଙ୍କାର ନୋଟ୍ ଜାରି କରିଛି, କିନ୍ତୁ ଏହି ନୋଟ୍ ଏକ ପୁରୁଣା ବିବାଦକୁ ପୁନର୍ବାର ଜନ୍ମ ଦେଇଛି। ନୋଟ୍ ଉପରେ ମୁଦ୍ରିତ ମାନଚିତ୍ରରେ ନେପାଳ ଲିପୁଲେଖ, କଳାପାଣି ଏବଂ ଲିମ୍ପିଆଧୁରାକୁ ଏହାର କ୍ଷେତ୍ର ମଧ୍ୟରେ ଥିବାର ଦର୍ଶାଇଛି। ଏହି ଅଞ୍ଚଳଗୁଡ଼ିକ ବର୍ଷ ବର୍ଷ ଧରି ଉତ୍ତରାଖଣ୍ଡର ଅଂଶ ରହିଛି। ନେପାଳ ରାଷ୍ଟ୍ରୀୟ ବ୍ୟାଙ୍କ (ଏନ୍ଆରବି) ଦ୍ବାରା ଜାରି ଏହି ନୂଆ ନୋଟ୍ ଉପରେ ପୂର୍ବତନ ଗର୍ଭନର ଡକ୍ଟର ମହାପ୍ରସାଦ […]
ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆରେ ଭୁଲ୍ ଉପସ୍ଥାପନ କରିବାରୁ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ବିବାହ ପୂର୍ବରୁ ଯଦି ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଵେ, ତେଵେ ସେମାନଙ୍କ ପ୍ରେମ କେବେବି ସଫଳ ହେବନାହିଁ । ସେମାନେ କେବେ ମଧ୍ୟ ବିବାହ ବନ୍ଧନରେ ବାନ୍ଧି ହୋଇପାରିବେ ନାହିଁ ।ମା’ ରାଧାରାଣୀ ଶ୍ରୀକୃଷ୍ଣଙ୍କୁ ଜଗନ୍ନାଥଙ୍କ ରୂପରେ ଦର୍ଶନ କରିବାକୁ ଯାଉଥିବା ବେଳେ ସେବାୟତ ମାନେ ତାଙ୍କୁ ଅଟକାଇଥିଲେ । ଶ୍ରୀମନ୍ଦିର ଭିତରକୁ ଭଗବାନଙ୍କ […]
ଆଧାରକୁ ନାଗରିକତ୍ୱର ନିର୍ବିବାଦ ପ୍ରମାଣ ଭାବେ ଗ୍ରହଣ କରାଯାଇପାରିବ ନାହିଁ। ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପାଇଁ ନିର୍ବାଚନ କମିଶନଙ୍କ ନିଷ୍ପତ୍ତିକୁ ବିରୋଧକରି ଦାଏର ଅନେକ ପିଟିଶନ ଉପରେ ଚୂଡ଼ାନ୍ତ ଶୁଣାଣି ଅବସରରେ ସୁପ୍ରିମକୋର୍ଟ ଏହା କହିଛନ୍ତି। ଆଧାର କାର୍ଡ ଭାରତୀୟ ନାଗରିକତାର ନିର୍ଣ୍ଣାୟକ ପ୍ରମାଣ ନୁହେଁ । ଏହାକୁ ଆଧାର କରି କୌଣସି ବିଦେଶୀ ବ୍ୟକ୍ତି ଭୋଟର ତାଲିକାରେ ସ୍ୱୟଂଚାଳିତ ଭାବେ ସାମିଲ ହେବା ଉଚିତ କି ନାହିଁ ବୋଲି […]
