ଭୀଷଣ ଗରମ, ପ୍ରବଳ ଗୁଳୁଗୁଳି। ଦୁଇ ସପ୍ତାହ ହେବ ଏହି ଯନ୍ତ୍ରଣାରେ ଘାଣ୍ଟି ଚକଟି ହେଉଛନ୍ତି ସାରା ରାଜ୍ୟବାସୀ।ରାଜ୍ୟର ବିଭିନ୍ନ ଅଞ୍ଚଳରେ ହୋଇଥିବା କାଳବୈଶାଖୀ ବର୍ଷା ପ୍ରକୃତିକୁ ଶୀତଳ କରିଦେଇଛି । ସୂର୍ଯ୍ୟଙ୍କ ପ୍ରଖର କିରଣ ଏବଂ ନିଆଁ ବର୍ଷା କରୁଥିବା ଝାଞ୍ଜି ପବନର ପ୍ରଭାବକୁ ଧୋଇ ଦେଇଛି ବର୍ଷା। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହି ବର୍ଷା ଯୋଗୁଁ ପାରଦ ହଠାତ୍ ତଳକୁ ଖସିଆସିଛି। ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ଦିନର ସର୍ବୋଚ୍ଚ ତାପମାତ୍ରା ପ୍ରାୟ […]
ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]
ଗତ ୨ ମାସ ହେଲା ବିଭିନ୍ନ ସ୍ଥାନରେ ହିତାଧିକାରୀମାନେ ଭତ୍ତା ଟଙ୍କା ପାଇ ନାହାନ୍ତି। ବ୍ୟାଙ୍କ ଓ ପଂଚାୟତକୁ ଦଉଡି ଦଉଡି ନୟାନ୍ତ ହେଉଛନ୍ତି। ବଢ଼ିବାରେ ଲାଗିଛି ଅସନ୍ତୋଷ। ରାଜ୍ୟର ଭିନ୍ନ ସ୍ଥାନରୁ ଆସିବାରେ ଲାଗିଛି ଏମିତି ଅଭିଯୋଗ। ବ୍ୟାଙ୍କ, ପଂଚାୟତ ଓ ବ୍ଲକ କାର୍ୟ୍ୟାଳୟକୁ ଦଉଡି ଦଉଡି ନୟାନ୍ତ ହିତାଧିକାରୀ।ଅନଲାଇନରେ ଆସୁଥିବା ଭତ୍ତା ଟଙ୍କା ୨ମାସ ହେଲା ନମିଳିବାରୁ ବାଧ୍ୟ ହୋଇ ବ୍ଲକ କୁ ଦୌଡ଼ୁଛନ୍ତି ହିତାଧିକାରୀ। କିନ୍ତୁ ଗୁହାରି ଶୁଣିବାକୁ କେହି ନଥିବାରୁ ନିରାଶ […]
ଓଡ଼ିଶାରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଡ଼ା ମତ ପ୍ରକାଶ କରିଛନ୍ତି । ସେ ସ୍ପଷ୍ଟ କରି କହିଛନ୍ତି ଯେ,”ରାଜ୍ୟରେ ଅବୈଧ ଭାବେ ରହୁଥିବା ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ବାହାର କରିବା ପାଇଁ ସରକାର ଦୃଢ଼ ପଦକ୍ଷେପ ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସିଧାସଳଖ ନିର୍ଦ୍ଦେଶରେ ସମ୍ପୃକ୍ତ ବିଭାଗଗୁଡ଼ିକ କାର୍ଯ୍ୟ କରୁଛି,” ବୋଲି ସେ କହିଛନ୍ତି ।କୋଲକାତାରେ ବିଜେପି ସରକାର ଆସିବା ପରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ କଡା ଚେତାବନୀ ଦିଆଯାଇଛି ଯେ, ସେମାନେ କୋଲକାତା ଛାଡି […]
ଜୁଲାଇ 2ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ । ଏନେଇ ଆଜି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଗୋଟିଏ ସିଟିଂରେ ହେବ । ପ୍ରତ୍ୟକ ଦିନ ପରୀକ୍ଷା ସକାଳ 9 ରୁ ଆରମ୍ଭ ହୋଇ 11.30ରେ ଶେଷ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି ।ବିଜ୍ଞପ୍ତି ଅନୁସାରେ, ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ 2ରୁ ଆରମ୍ଭ ହୋଇ ଜୁଲାଇ 10 ତାରିଖରେ ସରିବ […]
ଓଡ଼ିଶାକୁ ମିଳିଲା ଆଉ ଏକ ମେଗା ଗ୍ଲୋବାଲ୍ ଇଭେଣ୍ଟ । ୨୦୨୭ ଏସିଆନ୍ ଚାମ୍ପିଅନସିପ୍ ଓଡ଼ିଶାକୁ ମିଳିଛି । ଏସିଆନ୍ ଇନଡୋର୍ ଆଥଲେଟିକ୍ସ ଚାମ୍ପିଅନସିପ୍ ୨୦୨୭’ର ଆୟୋଜନ କରିବ ଓଡ଼ିଶା । ହଂକଂରେ ନିଆଗଲା ବଡ଼ ନିଷ୍ପତ୍ତି । ବିଶ୍ୱ କ୍ରୀଡ଼ା ଜଗତରେ ଓଡ଼ିଶାର ସୁନାମ ପୁଣି ଥରେ ଶୀର୍ଷକୁ ଛୁଇଁଛି । ଆସନ୍ତା ୨୦୨୭ ଏସିଆନ୍ ଇନଡୋର୍ ଆଥଲେଟିକ୍ସ ଚାମ୍ପିଅନସିପ୍ ଆୟୋଜନ କରିବାର ବଡ଼ ସୁଯୋଗ ଓଡ଼ିଶାକୁ ମିଳିଛି ।ଓଡ଼ିଶା ସହିତ ଚଣ୍ଡୀଗଡ଼କୁ ୨୦୨୮ ଏସିଆନ୍ […]
ନାଗରିକ ସଂହିତା ବିଲ୍ କୁ ନେଇ ଆସାମ ସରକାରଙ୍କ ବଡ ନିଷ୍ପର୍ତ୍ତି। ଆସାମ ବିଧାନସଭାରେ ଐତିହାସିକ ସମାନ ନାଗରିକ ସଂହିତା ବିଲ୍ ପାରିତ ହୋଇଛି। ଏହି ବିଲ୍ ଉତ୍ତରାଖଣ୍ତ ଏବଂ ଗୁଜୁରାଟ ପରେ ଆସାମ ଦେଶର ତୃତୀୟ ରାଜ୍ୟ ଭାବେ ଏହି ଆଇନକୁ ମଞ୍ଜୁରୀ ଦେଇଛି।ଚାଲୁ ରହିଥିବା ପାଞ୍ଚ ଦିନିଆ ବିଧାନସଭା ଅଧିବେଶନର ଶେଷ ଦିନରେ ଏହି ବିବାଦୀୟ ବିଲ୍ ଉପରେ ବ୍ୟାପକ ଆଲୋଚନା କରାଯାଇଥିଲା। କଂଗ୍ରେସ, ରାଇଜୋର ଦଳ ଓ ତୃଣମୂଳ କଂଗ୍ରେସ (ଟିଏମସି) ଭଳି […]
ଦିଲ୍ଲୀରେ ବିଜେପିରେ ମିଶିବା ପରେ ଓଡ଼ିଶା ଫେରିଛନ୍ତି ଦେବାଶିଷ ସାମନ୍ତରାୟ । ଓଡ଼ିଶା ଫେରି ବିଜେଡି ଉପରେ ବର୍ଷିଛନ୍ତି ଦେବାଶିଷ ।ଦେବାଶିଷ କହିଛନ୍ତି ଯେ, ଆଗକୁ ଦେଖନ୍ତୁ ବିଜେଡିର ଅବସ୍ଥା କଣ ହେଉଛି । ବାହାଦୁରୀ ମାରୁନି, ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ମିଳିଲେ ପୁଣିଥରେ ରାଜ୍ୟ ସଭା ଯିବି ବୋଲି କହିଛନ୍ତି ।ପୁଣି ଥରେ ଦେବାଶିଷ ସାମନ୍ତରାୟ ରାଜ୍ୟସଭା ଯିବା ନେଇ ଚର୍ଚ୍ଚା ଜୋର ଧରିଛି । ଆଉ ଏହି ଚର୍ଚ୍ଚାରେ ଖୋରାକ ଯୋଗାଇଛନ୍ତି ରାଜସ୍ବ ମନ୍ତ୍ରୀ […]
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ଭୀଷଣ ଗୁଳୁଗୁଳି। ଜୁନ୍ ୨ ଯାଏଁ ହିଟୱେଭ୍ ସତର୍କତା ଜାରି କଲା ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ।ତେବେ ଅଂଶୁଘାତ ଜନିତ ମୃତ୍ୟୁକୁ ନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ପୋଷ୍ଟମର୍ଟମ ରିପୋର୍ଟକୁ ଆଧାର କରି ଅଂଶୁଘାତରେ ତିନୋଟି ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି। ଏଥିରୁ ରକ୍ଷା ପାଇବାକୁ ଭ୍ରାମ୍ୟମାଣ ହିଟୱେଭ୍ ଶେଲଟର ନିର୍ମାଣ ପାଇଁ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ ଅସ୍ଥାୟୀ ଭ୍ରାମ୍ୟମାଣ ହିଟୱେଭ ଶେଲଟର ନିର୍ମାଣ […]
ରାୟାଗଡା ଜିଲ୍ଲା ବିଜେପି ଦଳର ଦୁଇ ଦିନିଆ ପଣ୍ଡିତ ଦିନ ଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାସଭା ଆରମ୍ଭ ହୋଇଛି। ରାୟଗଡ଼ା ସହରର ବିଜୁ ପଟ୍ଟନାୟକ ଅଡିଟୋରିଅମ ଠାରେ ଆୟୋଜିତ ଏହି ଶିବିରରେ ଜିଲ୍ଲା ସଭାପତି ଗୋପୀ ଆନନ୍ଦ ସଭାପତିତ୍ୱ ରିଭିକାର୍ଯ୍ୟକ୍ରମ୍ ର ଶୁଭାରମ୍ଭ ହୋଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟ ଅନୁସୂଚିତଜାତି , ଜନଜାତି କଲ୍ୟାଣ , ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ରାଜ୍ୟ ବିଜେପି ଉପ ସଭାପତି ରମେଶ ଚନ୍ଦ୍ର ସାହୁ , ବିଜେପି […]
ପରିବହନ ମନ୍ତ୍ରୀଙ୍କ ଚେତାବନୀ । ଧାର୍ଯ୍ୟ ଦର ଠାରୁ ଅଧିକ ବସ୍ ଭଡ଼ା ନେଲେ ହେବ କାର୍ଯ୍ୟାନୁଷ୍ଠାନ । ତେଲ ଦର ବୃଦ୍ଧି ଯୋଗୁଁ ୨% ବସ୍ ଭଡ଼ା ବୃଦ୍ଧି ହୋଇଛି। ଏହା ସତ୍ତ୍ବେ ବି ବିଭିନ୍ନ ସ୍ଥାନରୁ ଲୋକଙ୍କ ଠାରୁ ମନଇଚ୍ଛା ବସ ଭଡ଼ା ଆଦାୟ କରାଯାଉଥିବା ଅଭିଯୋଗ ଆସୁଛି ।ଅଧିକ ନଦେଇ ସଠିକ ଭଡା ଦେଇ ଯାତ୍ରା କରିବାକୁ ମନ୍ତ୍ରୀ ଅପିଲ କରିଛନ୍ତି । ଦେଶରେ ଯୁଦ୍ଧ ପାଇଁ ଡିଜେଲ , ପେଟ୍ରୋଲ ଦର […]
୧୫ ହଜାର ଟଙ୍କା ଲାଞ୍ଚ ନେଇ ACSO ଧରାପଡ଼ିଲେ । ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ସିଭିଲ ସପ୍ଲାଏ ଅଫିସର । କେନ୍ଦୁଝର ଚମ୍ପୁଆ ACSO ଧୁମାରାମ ମୁର୍ମୁଙ୍କୁ ଧରିଲା ଭିଜିଲାନ୍ସ । ଧାନକିଣା କାରବାରରେ ଭୂଇଁପୁର ଲ୍ୟାମ୍ପ୍ ଏମଡି ହିରାମୋହନ ନାଏକ ଲାଭ ପାଇଥିବା କହି ACSO ଧୂମାରାମ ମୁର୍ମୁ ତାଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ । ଏନେଇ ହିରାମୋହନ ନାଏକ ଭିଜିଲାନ୍ସ ବିଭାଗ ସହ ଯୋଗାଯୋଗ କରିଥିଲେ । ପୂର୍ବ ଯୋଜନା […]
