author

ଝଲସିବ ପୁରୀ ଶ୍ରୀମନ୍ଦିର; ଆଲୋକୀକରଣ ପାଇଁ ଖର୍ଚ୍ଚ ହେବ ୧୭ରୁ ୧୮ କୋଟି

ଶ୍ରୀମନ୍ଦିରକୁ କରାଯିବ ଆକର୍ଷଣୀୟ ଆଲୋକୀକରଣ । ୧୭ରୁ ୧୮ କୋଟି ଟଙ୍କାରେ ହେବ ଆଲୋକୀକରଣ ବ୍ୟବସ୍ଥା । ଭକ୍ତ ପାଇବେ ନୂଆ ଆଧ୍ୟାତ୍ମିକ ଅନୁଭୂତି । ଶ୍ରୀମନ୍ଦିର ସହିତ ଭିତର ବେଢାରେ ଥିବା ପାର୍ଶ୍ବ ଦେବାଦେବୀ ମନ୍ଦିର ଗୁଡିକରେ ମଧ୍ୟ ସୁନ୍ଦର ଭାବେ କରାଯିବ ଆଲୋକୀକରଣ । ଶ୍ରୀମନ୍ଦିର ଚାରି ଦ୍ବାର, ମେଘନାଦ ପାଚେରି, କୁରୁମବେଢା, ଜଗମୋହନ, ନାଟମଣ୍ଡପ, ଆନନ୍ଦ ବଜାରର ଆଲୋକୀକରଣ ହେବ । ସେହିପରି ଭିତର ବେଢା଼ରେ ମା ଲକ୍ଷ୍ମୀ, ବିମଳାଙ୍କ ସହ ଅନ୍ୟାନ୍ୟ […]

ଆଜି ସରୁଛି ଇରାନକୁ ଟ୍ରମ୍ପଙ୍କ ଡେଡଲାଇନ, ଇରାନ୍ ଉପରେ ଆକ୍ରମଣ ସଙ୍କେତ ଦେଲେ ଟ୍ରମ୍ପ

ଆଜି ସରୁଛି ଇରାନକୁ ଟ୍ରମ୍ପଙ୍କ ଡେଡଲାଇନ ।  ୮ଟା ଯାଏ ଡେଡଲାଇନ୍ ଦେଇଛନ୍ତି ଟ୍ରମ୍ପ । ଇରାନ ହର୍ମୁଜ ପ୍ରଣାଳୀ ନ ଖୋଲିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ! । କଣ୍ଟ ପୂରିବା ପରେ ଭୟଙ୍କର ଆକ୍ରମଣ କରିବ ଆମେରିକା । ଯଦି ତେହରାନ୍ ଚୁକ୍ତି ନ କରେ କିମ୍ବା ହର୍ମୁଜ୍ ପ୍ରଣାଳୀ ଖୋଲିବାକୁ ରାଜି ନ ହୁଏ ତେବେ ଆକ୍ରମଣ ଭୟଙ୍କର ହେବ ବୋଲି ଚେତାଇ ଦେଇଛନ୍ତି ଟ୍ରମ୍ପ । ବୁଧବାର ଇରାନର ଶକ୍ତି କେନ୍ଦ୍ର ଓ […]

୪ଦିନ କାଳବୈଶାଖୀ ଆଶଙ୍କା, ଆଜି ବିଜୁଳି ଘଡ଼ଘଡ଼ି ପାଇଁ ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

୪ଦିନ କାଳବୈଶାଖୀ ଆଶଙ୍କା । ଆଜି ବିଜୁଳି ଘଡ଼ଘଡ଼ି ପାଇଁ ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର,  ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତିର ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ଏଥିରୁ କେତେକ ସ୍ଥାନରେ ଘଣ୍ଟା ପ୍ରତି ୫୦ରୁ ୬୦ […]

ଆଜିର ରାଶିଫଳ(୭ ଏପ୍ରିଲ, ୨୦୨୬)

ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। […]

୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ

୧୪ ବିଶ୍ୱବିଦ୍ୟାଳୟ ପାଇଁ ସୋମବାର କୁଳପତି ନିଯୁକ୍ତ ହୋଇଛନ୍ତି। ରାଜ୍ୟପାଳ ତଥା କୁଳାଧିପତିଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାର ରାଜ୍ୟର ୧୪ଟି ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି କରିଛନ୍ତି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ୧) ପ୍ରଫେସର ଚଣ୍ଡୀପ୍ରସାଦ ନନ୍ଦ – ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ୨) ପ୍ରଫେସର ଅର୍କ କୁମାର ଦାସ ମହାପାତ୍ର – ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି। ୩) ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ – ଫକୀର ମୋହନ ବିଶ୍ୱବିଦ୍ୟାଳୟ କୁଳପତି ୪) ପ୍ରଫେସର ସଞ୍ଜୟ କୁମାର […]

ପେଟ୍ରୋଲ, ଡିଜେଲ ଓ LPG ସିଲିଣ୍ଡର ପ୍ରଚୁର ମହଜୁଦ୍ ଅଛି: ଇଣ୍ଡିଆନ ଅଏଲ

ରାଜ୍ୟରେ ପ୍ରଚୁର ମହଜୁଦ୍ ଅଛି ପେଟ୍ରୋଲ ଓ ଡିଜେଲ । ଆବଶ୍ୟକ ପରିମାଣରେ LPG ସିଲିଣ୍ଡର ବି ମହଜୁଦ ଅଛି । ଲୋକଙ୍କୁ ଭୟଭୀତ ନହେବା ପାଇଁ ପରାମର୍ଶ ଦେଲା ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ । ଓଡ଼ିଶାରେ ଯେତିକି ପେଟ୍ରୋଲ ଓ ଡିଜେଲର ଆବଶ୍ୟକତା ରହିଛି, ତାହା ଅଛି । କୌଣସି ଆଉଟଲେଟରେ ସମସ୍ୟା ନହେବା ପାଇଁ ଆମେ ଚେଷ୍ଟା କରୁଛୁ । ଏହାକୁ ତଦାରଖ କରାଯାଉଛି । ଆମ ପାଖରେ ପେଟ୍ରୋଲ ଓ ଡିଜେଲ […]

ଶେଷ ହେଲା ପ୍ରଶିକ୍ଷଣ, ୧୬ ରୁ ଘରକୁ ଘର ବୁଲିବେ ଜନଗଣନାକାରୀ

ନୟାଗଡ଼,(ଓଡ଼ିଶା ଦର୍ପଣ): ତିନିଦିନ ଧରି ଚାଲିଥିବା ଭାରତର ଜନଗଣନା-୨୦୨୭ କାର୍ଯ୍ୟକ୍ରମ ଅନ୍ତର୍ଗତ ନୟାଗଡ଼ ମୁନିସିପାଲିଟି ଅଞ୍ଚଳରେ ଗୃହ ତାଲିକା ଏବଂ ଗୃହ ଗଣନା ପାଇଁ ଉଦ୍ଦିଷ୍ଟ ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଇଯାଇଛି। ମୁନିସିପାଲିଟି କାର୍ଯ୍ୟାଳୟ ସଭାଗୃହରେ  ଚାଲିଥିବା ଏହି ପ୍ରଶିକ୍ଷଣ ଶିବିରରେ ୮୪ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦାନ କରିଥିବା ବେଳେ ସେମାନେ ଚଳିତ ମାସ ୧୬ ତାରିଖରୁ ଘରକୁ ଘର ବୁଲି ଜନଗଣନା କାର୍ଯ୍ୟ ପାଇଁ ଉଦ୍ଦିଷ୍ଟ ଗୃହ ଗଣନା ଏବଂ ଗୃହତାଲିକା ସହିତ […]

ସ୍ୱଭାବିକ ହେଲା ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି

ସ୍ୱଭାବିକ ହେଲା ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ଦୁଇ ସେବାୟତ ଗୋଷ୍ଠୀ ଭିତରେ ଘୋଡଣି ଉଠେଇବା ନେଇ ବିବାଦ ଉପୁଜି ଥିଲା। ଉଭୟ ପକ୍ଷଙ୍କୁ ଡାକି ଆଲୋଚନା ପରେ ସମସ୍ୟାର ସମାଧାନ ହେଲା। ଏହି ଘଟଣାକୁ ନେଇ ଆଗାମୀ ୨୦ରେ ଟ୍ରଷ୍ଟ ବୋର୍ଡ ବୈଠକରେ ନିଷ୍ପତ୍ତିକରାଯିବ। ଆଜି ମନ୍ଦିର ପରିସରରେ ଯେଉଁ ଘଟଣା ଘଟିଲା ତାହାର ତଦନ୍ତ ହେବ।ପୁଣି ଲିଙ୍ଗରାଜ ମନ୍ଦିରରେ ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ବିବାଦ ସୋମବାର ଦେଖିବାକୁ ମିଳିଥିଲା। ସକାଳ ୧୦ଟା ସାହାଣ […]

ଏପ୍ରିଲ ଅପେକ୍ଷା ମେ’ଜୁନରେ ହିଟୱେଭ ଅଧିକ

ଏପ୍ରିଲ ମାସ ଅପେକ୍ଷା ମେ ଓ ଜୁନରେ ରାଜ୍ୟରେ ହିଟ ୱେଭ ପ୍ରଭାବ ଅଧିକ ରହିବ। ଏପ୍ରିଲରେ ବର୍ଷା ସହ ଘଡଘଡି ପ୍ରଭାବ ଅଧିକ ରହିବ । ଗତ ୩୧ ମାର୍ଚ୍ଚ ରେ ଯେଉଁ ଆକଳନ କରାଯାଇଛି ତାହାକୁ କୃତ୍ରିମ ବୁଦ୍ଧିମତା (AI) ଆହୁରି ସଠିକ୍ କରୁଛି । ଏନେଇ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ (IMD) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ସାଧାରଣତଃ ଏପ୍ରିଲ ମାସରେ ଅଂଶୁଘାତ ପ୍ରଭାବ ଯାହା ରହିବା କଥା ତା ଠାରୁ […]

ଓଡିଶା ପୋଲିସକୁ ମିଳିବ ରାଷ୍ଟ୍ରପତିଙ୍କ ଦ୍ବାରା ମର୍ଯାଦାପୂର୍ଣ୍ଣ ସମ୍ମାନ

ଓଡିଶା ପୋଲିସକୁ ମିଳିବ ରାଷ୍ଟ୍ରପତିଙ୍କ ଦ୍ବାରା ମର୍ଯାଦାପୂର୍ଣ୍ଣ ସମ୍ମାନ । ପ୍ରଥମ ଥର ପାଇଁ ପ୍ରେସିଡେଣ୍ଟ କଲାର ସମ୍ମାନରେ ସମ୍ମାନୀତ ହେବ ରାଜ୍ୟ ପୋଲିସ । ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା ପରେ ସମ୍ମାନ ହାତେଇବା ପାଇଁ ଏକ ଭବ୍ୟ ଆୟୋଜନର କାର୍ଯ୍ୟକ୍ରମ ହେଉଛି । ଏନେଇ ପୋଲିସ ଡ଼ିଜିଙ୍କ କାର୍ଯ୍ୟାଳୟରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ଓଡ଼ିଶା ପୋଲିସର ସିନିୟର୍ ଆଇପିଏସଙ୍କ ସହ ଆଲୋଚନ କରିଛନ୍ତି ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ । ରାଷ୍ଟ୍ରପତିଙ୍କ […]

ବାହାର ରାଜ୍ୟର ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା, ନୂଆ ପରମିଟ୍ ପ୍ରଦାନ କରାଯିବ ନାହିଁ

ଓଡ଼ିଶାରେ ବାହାର ରାଜ୍ୟର ୧୦ ବର୍ଷରୁ ଅଧିକ ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା । ନୂଆ ପରମିଟ୍ ପ୍ରଦାନ କରାଯିବ ନାହିଁ । ମାଲିକାନା ହସ୍ତାନ୍ତର କିମ୍ବା କୌଣସି କର ଗ୍ରହଣ ଉପରେ ମଧ୍ୟ ଅଙ୍କୁଶ ।  ୧୯ ଜୁଲାଇ ୨୦୨୩  ଏସଟିଏ ବୈଠକରେ  ନିଆଯାଇଥିବା  ନିଷ୍ପତ୍ତି କାର୍ଯ୍ୟକାରୀ  କରିାକୁ  ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ  ଦିଆଯାଇଛି ।  ଏନେଇ ରାଜ୍ୟ ପରିବହନ ପ୍ରାଧିକରଣ  ପକ୍ଷରୁ   ବିଧିବଦ୍ଧ  ବିଜ୍ଞପ୍ତି ପ୍ରକାଶ ପାଇଛି । ବାଣିଜ୍ୟ ଓ […]

ବାହାର ରାଜ୍ୟର ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା, ନୂଆ ପରମିଟ୍ ପ୍ରଦାନ କରାଯିବ ନାହିଁ

ଓଡ଼ିଶାରେ ବାହାର ରାଜ୍ୟର ୧୦ ବର୍ଷରୁ ଅଧିକ ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା । ନୂଆ ପରମିଟ୍ ପ୍ରଦାନ କରାଯିବ ନାହିଁ । ମାଲିକାନା ହସ୍ତାନ୍ତର କିମ୍ବା କୌଣସି କର ଗ୍ରହଣ ଉପରେ ମଧ୍ୟ ଅଙ୍କୁଶ ।  ୧୯ ଜୁଲାଇ ୨୦୨୩  ଏସଟିଏ ବୈଠକରେ  ନିଆଯାଇଥିବା  ନିଷ୍ପତ୍ତି କାର୍ଯ୍ୟକାରୀ  କରିାକୁ  ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ  ଦିଆଯାଇଛି ।  ଏନେଇ ରାଜ୍ୟ ପରିବହନ ପ୍ରାଧିକରଣ  ପକ୍ଷରୁ   ବିଧିବଦ୍ଧ  ବିଜ୍ଞପ୍ତି ପ୍ରକାଶ ପାଇଛି । ବାଣିଜ୍ୟ ଓ […]