ସମ୍ବିଧାନ ଦିବସ । ନଭେମ୍ବର ୨୬ ହେଉଛି ଭାରତ ପାଇଁ ଏକ ସ୍ୱତନ୍ତ୍ର ଦିନ । କାରଣ ଏହି ଦିନ ପ୍ରତିବର୍ଷ ସମ୍ବିଧାନ ଦିବସ ଭାବେ ପାଳନ କରାଯାଏ । ୧୯୪୯ ମସିହା ନଭେମ୍ବର ୨୬ରେ ଭାରତ ସମ୍ବିଧାନକୁ ଗ୍ରହଣ କରିଥିଲା ଏବଂ ୧୯୫୦ ମସିହା ଜାନୁଆରୀ ୨୬ରେ ଏହାକୁ ଭାରତରେ ଲାଗୁ କରାଯାଇଥିଲା । ୨୦୧୫ ମସିହାରେ ନାଗରିକଙ୍କ ମଧ୍ୟରେ ସମ୍ବିଧାନର ମୂଲ୍ୟବୋଧକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର ସାମାଜିକ ନ୍ୟାୟ ମନ୍ତ୍ରଣାଳୟ ପ୍ରତି ବର୍ଷ […]
ଆଜି ନଭେମ୍ବର ୨୬କୁ ସାରା ଦେଶରେ ଜାତୀୟ ଦୁଗ୍ଧ ଦିବସ ଭାବରେ ପାଳନ କରାଯାଉଛି। ଭାରତରେ ‘ଶ୍ୱେତ ବିପ୍ଳବର ଜନକ’ ଭାବରେ ପରିଚିତ ଡକ୍ଟର ଭର୍ଗିସ୍ କୁରିଏନ୍ଙ୍କ ଜନ୍ମ ବାର୍ଷିକୀକୁ ସ୍ମରଣ କରିବା ପାଇଁ ପ୍ରତିବର୍ଷ ଏହି ଦିବସ ପାଳିତ ହୁଏ।ଭାରତରେ ଶ୍ବେତ ଆନ୍ଦୋଳନର ପ୍ରଣେତା ଭର୍ଗିଜ ୧୯୨୧ ମସିହାରେ କେରଳର କୋଝିକୋଡରେ ଏକ ଖ୍ରୀଷ୍ଟିୟାନ ପରିବାରରେ ଜନ୍ମ ଗ୍ରହଣ କରିଥିଲେ । ୧୯୪୦ ମସିହାରେ କେରଳର ଲୋଏଲା କଲେଜରେ ସ୍ନାତକ ସମାପ୍ତ ପରେ ଚେତ୍ରୈ ଇଞ୍ଜିନିୟରିଂ […]
ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ […]
ହାଇକୋର୍ଟରେ ବାଂଲାଦେଶୀ ପ୍ରସଙ୍ଗରେ ଜନସ୍ୱାର୍ଥ ମାମଲା । ଜନସ୍ୱାର୍ଥ ମାମଲାକୁ ଗୁରୁତର ସହ ନେଇଛନ୍ତି ହାଇକୋର୍ଟ । ଅନୁପ୍ରବେଶକାରୀଙ୍କୁ ଚି଼ହ୍ନଟ ଏବଂ ଦେଶାନ୍ତର ପ୍ରସଙ୍ଗରେ ତଥ୍ୟ ଲୋଡିଲେ ଓଡିଶା ହାଇକୋର୍ଟ । ଏଥିପାଇଁ ଆବଶ୍ୟକୀୟ ଟାସ୍କ ଫୋର୍ସ ଗଠନ ହୋଇଛି ନା ନାହିଁ ସେନେଇ ଜବାବ ଦେବାକୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି । ତେବେ ୩ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି […]
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୭,୦୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୬,୪୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୭,୦୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୬,୪୫୦ ଟଙ୍କାକୁ ପହଞ୍ଚିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୬୭,୦୦୦ ଟଙ୍କା ହୋଇଛି ।
ଟି-୨୦ ବିଶ୍ୱକପ୍ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରିଛି ଆଇସିସି । ଫେବୃଆରୀ ୭ରୁ ଟି-୨୦ ବିଶ୍ବକପ୍ ଆରମ୍ଭ ହେବାକୁ ଯାଉଛି । ତେବେ ଫେବୃଆରୀ ୧୫ରେ ଭାରତ-ପାକିସ୍ତାନ ମଧ୍ୟ ହାଇଭୋଲଟେଜ୍ ମ୍ୟାଚ୍ ହେବ । ଏହି ମ୍ୟାଚ୍ କଲମ୍ବୋରେ ଖେଳାଯିବ।ଏହା ସହିତ ଦୁଇଟି ସେମିଫାଇନାଲ ପାଇଁ ମଧ୍ୟ ସ୍ଥାନ ନିରୂପଣ କରାଯାଇଛି । ପ୍ରଥମ ସେମିଫାଇନାଲ୍ ଭାରତ ଓ ଦ୍ବିତୀୟ ସେମିଫାଇନାଲ ଶ୍ରୀଲଙ୍କାର କଲମ୍ବୋରେ ଖେଳା ଯିବ । ମାର୍ଚ୍ଚ ୮ ତାରିଖରେ ଅହମଦାବାଦର ନରେନ୍ଦ୍ର ମୋଦି […]
ଯଦି ବିଜେପି ବଙ୍ଗଳାରେ ମୋତେ ଆକ୍ରମଣ କରିବାକୁ ଚେଷ୍ଟା କରେ, ତେବେ ମୁଁ ସାରା ଭାରତରେ ଏହାର ମୂଳଦୁଆ ହଲାଇ ଦେବି।ତୃଣମୂଳ କଂଗ୍ରେସ(ଟିଏମସି) ସୁପ୍ରିମୋ ମମତା ବାନାର୍ଜୀ ପୁଣି ଥରେ ନିର୍ବାଚନ କମିଶନ ଏବଂ ବିଜେପି ଉପରେ ବର୍ଷିଛନ୍ତି। ବନଗାଓଁରେ ଏକ ରାଲିକୁ ସମ୍ବୋଧିତ କରି ସେ ଅଭିଯୋଗ କରିଛନ୍ତି ଯେ, ନିର୍ବାଚନ କମିଶନ ଏକ ନିରପେକ୍ଷ ସଂସ୍ଥା ହୋଇ ରହିନାହିଁ। ସେ ଏବେ “ବିଜେପି କମିଶନ” ହୋଇଯାଇଛି। ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ (SIR) ପ୍ରକ୍ରିୟାରେ […]
ଭୁବନେଶ୍ୱରରେ ପହଞ୍ଚିଲେ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା । କାଲି ଏକ ଘରୋଇ ସ୍କୁଲର କାର୍ଯ୍ୟକ୍ରମରେ ଯୋଗଦେବେ ଶୁଭାଂଶୁ । ଭୁବନେଶ୍ୱରରେ ପହଞ୍ଚି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଶୁଭାଂଶୁ କହିଛନ୍ତି ଓଡିଶା ଆସି ମୁଁ ବହୁତ ଖୁସି, ପୂର୍ବରୁ ବି ଓଡିଶା ଆସିଥିଲି ।ଓଡିଶାର ପିଲାମାନେ ପାଠ ପଢି ମହାକାଶ ବିଜ୍ଞାନରେ ଆଗକୁ ଯାଆନ୍ତୁ । ସେଠାକାର ଅନୁଭୂତି ଅତ୍ୟନ୍ତ ନିଆରା ଥିଲା, ସେହି ଅନୁଭୂତିକୁ ବାଣ୍ଟିବାକୁ ଓଡିଶା ଆସିଛି ବୋଲି ସେ କହିଛନ୍ତି ।ସୂଚନାଥାଉକି, ଆସନ୍ତାକାଲି ସାଇ […]
ପ୍ରେମ ସଜାଇଲା ବାଇକ୍ ଚୋର। ପ୍ରେମିକାକୁ ଖୁସି କରିବା ନିଶାରେ ଜଣେ ଯୁବକ ରାଜଧାନୀରେ ବାଇକ୍ ଚୋରି କରି ପୋଲିସ ଜାଲରେ ଧରାପଡ଼ିଛନ୍ତି।ଅଭିଯୁକ୍ତ ଯୁବକ ଜଣକ ତାଙ୍କ ଗାର୍ଲଫ୍ରେଣ୍ଡ ପାଇଁ ଏକ ସୁପର ବାଇକ୍ ଚୋରି କରିଥିଲେ। ଚୋରି ବାଇକ୍ରେ ଗାର୍ଲଫ୍ରେଣ୍ଡକୁ ବସାଇ ରାଜଧାନୀରେ ବୁଲାଉଥିବା ବେଳେ ପୋଲିସ ତାଙ୍କୁ ପିଛା କରିଥିଲା। ପରେ ଦୁହେଁ ସହରସାରା ବୁଲି ଆଇଜି ପାର୍କରେ ସମୟ ବିତାଉଥିବା ବେଳେ ପୋଲିସ ସେମାନଙ୍କୁ କାବୁ କରିଥିଲା।ପୁଲିସ୍ ଚୋରି ହୋଇଥିବା ସୁପର ବାଇକ୍କୁ […]
ନାତିର ମୃତ୍ୟୁ ଖବର ଶୁଣି ଜେଜେମା’ଙ୍କ ମୃତ୍ୟୁ। ଗୋଟିଏ ଜୁଇରେ ଜଳିଲା ଦୁଇ ଜଣଙ୍କ ଚିତା।ବଲାଙ୍ଗିର ଜିଲ୍ଲା ସୁକତେଲ ବିସ୍ଥାପିତ କଲୋନୀରେ ଦୁଃଖଦ ଘଟଣା ଘଟିଛି । ସୂଚନାଯୋଗ୍ୟ ଯେ, ସୁମନ ଖୁଆସ ବ୍ୟାଡମିଣ୍ଟନ ଖେଳିକି ଆସି ବାପା ସୁଧୀରଙ୍କ ସହ ଶୋଇଥିଲେ । ଶୋଇଥିବା ବେଳେ ବିଳମ୍ବିତ ରାତିରେ ସେ ତାଙ୍କ ପେଟରେ ଯନ୍ତ୍ରଣା ଅନୁଭବ କରିଥିଲେ । ହଠାତ ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । […]
କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ବିବାଦ ଥମିବାର ନାଁ ନେଉନାହିଁ। ମଙ୍ଗଳବାର ବଲାଙ୍ଗୀର ଏସ୍ପି ଅଫିସକୁ ବଲାଙ୍ଗୀର ଖ୍ରୀଷ୍ଟିଆନ ୟୁଥ୍ ଫୋରମ ଯାଇ ଗୁରୁତର ଅଭିଯୋଗ ଆଣିଛନ୍ତି। ଦୁଇ ମ୍ୟାନେଜର ଏବଂ ଜଣେ ମହିଳା କଣ୍ଠଶିଳ୍ପୀଙ୍କୁ ଦାୟୀ କରି ଫେରାଦ । ହ୍ୟୁମାନ ସାଗରଙ୍କ ମୃତ୍ୟୁ ଘଟଣାର ସଠିକ ତଦନ୍ତ ଦାବି କରିଛନ୍ତି । ଦାବି ପୂରଣ ନହେଲେ ସାରା ଓଡିଶାରେ ଆନ୍ଦୋଳନ ଚେତାବନୀ । ଦାବିପତ୍ର ଗ୍ରହଣ କରି ଉପଯୁକ୍ତ ତଦନ୍ତ ହେବ କହିଲେ ଅତିରିକ୍ତ […]
ପାରିବାରିକ କଳହରୁ କରୁଣ ପରିଣତି । ପତ୍ନୀ କିରୋସିନି ଢାଳି ଆତ୍ମହତ୍ୟା ଉଦ୍ୟମ। ଏଭଳି ଘଟିଛି ମାଲକାନଗିରି ସଦର ମହକୁମା ତାମିଲ କ୍ୟାମ୍ପ ଛକ ନିକଟରେ । ପତ୍ନୀ ରାଗିଯାଇ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। ପତ୍ନୀଙ୍କୁ ବଞ୍ଚାଇବାକୁ ଯାଇ ସ୍ୱାମୀ ମଧ୍ୟ ଗୁରୁତର ହୋଇଛନ୍ତି। ପତ୍ନୀ ମଧୁରୀ କଚିମଙ୍କ ୭୦ ଭାଗ ପୋଡି ଯାଇଥିବା ବେଳେ ସ୍ୱାମୀ ନରେନ୍ଦ୍ର କଚିମ ମଧ୍ୟ ନିଆଁର ଶିକାର ହୋଇ ପଡିଛନ୍ତି । ପଡୋଶୀ ଏହି […]
