author

ଦିନିକିଆ ସିରିଜ୍‌ରେ ବାଦ ପଡ଼ିଲେ ୫ ଧୁରନ୍ଧର କ୍ରିକେଟର୍‌ !

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏଥିରେ କେଏଲ ରାହୁଲଙ୍କୁ ଅଧିନାୟକ ଦାୟିତ୍ୱ ମିଳିଛି । ସେ ଆହତ ହୋଇ ବାଦ ପଡିଥିବା ଶୁଭମନ ଗିଲ୍ ଏବଂ ଉପ ଅଧିନାୟକ ଶ୍ରେୟସ ଆୟରଙ୍କ ଜାଗାରେ ଦଳର ନେତୃତ୍ୱ ନେବେ । ତେବେ ଏହି ଦଳରୁ ଅପ୍ରତ୍ୟାଶିତ ଭାବରେ ୫ ଜଣ ଷ୍ଟାର୍‌ ଖେଳାଳିଙ୍କୁ ବାଦ୍‌ ଦେଇଛି ବିସିସିଆଇ । କେହି ଆହତ ସମସ୍ୟା ଦେଇ ଗତି କରୁଥିବା ବେଳେ […]

ରାଜରାସ୍ତାରେ ଗର୍ଜିଲେ ଅଙ୍ଗନବାଡ଼ି ଦିଦି

ରାଜଧାନୀ ରାଜରାସ୍ତାରେ ଅଙ୍ଗନବାଡ଼ି ଦିଦି । ଭୁବନେଶ୍ବର ଲୋୟର ପିଏମଜିରେ ଏକାଠି ହୋଇଛନ୍ତି ହଜାର ହଜାର ଅଙ୍ଗନବାଡି କର୍ମୀ । ୧୧ ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ମାସିକ ଦରମା ୧୮ ହଜାର ଏବଂ ସହକର୍ମୀଙ୍କର ୯ ହଜାର ଦେବାକୁ ଦାବି କରି ରାସ୍ତାକୁ ଓହ୍ଲାଇଛନ୍ତି ଅଙ୍ଗୱାଡି କର୍ମୀ । ନ୍ୟାସନାଲ ଏଜୁକେସନ ପଲିସି ଅନୁଯାୟୀ ଶିକ୍ଷୟତ୍ରୀ ଭାବେ ପ୍ରଦାନ କରାଯାଉ ବୋଲି ଦାବି କରିଛନ୍ତି । ଅବସରପ୍ରାପ୍ତ ଅଙ୍ଗନୱାଡି କର୍ମଚାରୀଙ୍କୁ ଡିସ […]

ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା

ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା । ଏନେଇ ସୂଚନା ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ଚାଷୀଙ୍କ ପାଇଁ ମଣ୍ଡି ଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।ଚଳିତବର୍ଷ ଧାନ କିଣା ଟାର୍ଗେଟ ଅଧିକ ରଖିଛନ୍ତି ରାଜ୍ୟ ସରକାର। ଚାଷୀଙ୍କ ପାଇଁ ମଣ୍ଡିଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚାଷୀ ପାଇଁ ମଣ୍ଡିଗୁଡ଼ିକରେ ଖାଦ୍ୟ, ପାନୀୟ ଓ ଶୌଚାଳୟ ଭଳି ବ୍ୟବସ୍ଥା ହୋଇଛି। ଧାନ କିଣା ଉପରେ ନଜର ରଖିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ […]

ଧରାପଡ଼ିଲା ଆଉ ଜଣେ ନକଲି ପୋଲିସ !ପୋଷାକ, ଜୋତା ଓ ଖେଳନା ବନ୍ଧୁକ ଜବତ

ପୋଲିସ ବେଶରେ ଲୋକଙ୍କୁ ଠକୁ ଥିବା ଜଣେ ଯୁବକଙ୍କୁ ଗିରଫ କରିଛି ବ୍ରହ୍ମପୁର ପୋଲିସ। ଯୁବକ ଜଣକ ନକଲି ପୋଲିସ ସାଜି ବାଇକ ଚେକିଂ ନାଁରେ ଟଙ୍କା ସଂଗ୍ରହ କରୁଥିଲା। ରବିବାର ମଧ୍ୟ ସଦର ଥାନା ଅନ୍ତର୍ଗତ ପଦରବାଲୀଠାରେ ବାଇକ ଚେକିଂ ଆଳରେ ଟଙ୍କା ସଂଗ୍ରହ କରୁଥିଲା। ହେଲେ ଏଠାରେ ତାଙ୍କୁ ଗିରଫ କରିବାରେ ସଫଳ ହୋଇଛି ବ୍ରହ୍ମପୁର ପୋଲିସ। ସେ ହେଲେ ନାରାୟଣପୁର ଗ୍ରାମର କେଦାରନାଥ ସ୍ବାଇଁ ଓରଫ ମନୋଜ କୁମାର ସ୍ବାଇଁ। ନିଜକୁ ମିଛ […]

ଦିଲ୍ଲୀରେ ବଢ଼ୁଥିବା ପ୍ରଦୂଷଣକୁ ନେଇ ଯୁବଗୋଷ୍ଠୀଙ୍କ ପ୍ରତିବାଦ ସହ ନକ୍ସଲ ଏବଂ ହିଡମାଙ୍କ ସମର୍ଥନରେ ସ୍ଲୋଗାନ

ଏନ୍‌ସିଆର୍ ଅଞ୍ଚଳ ଲଗାତାର ଦଶମ ଦିନ ପାଇଁ ବିଷାକ୍ତ ଧୂଆଁ ଭିତରେ ହନ୍ତସନ୍ତ ହେଉଛି । ସୋମବାର ଦିଲ୍ଲୀର ହାରାହାରି ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୩୮୦କୁ ବୃଦ୍ଧି ପାଇଛି, ଯାହା ‘ଅତି ଖରାପ’ ଶ୍ରେଣୀରେ ରହିଛି। ତାପମାତ୍ରା ହ୍ରାସ ହେତୁ ସୃଷ୍ଟି ହୋଇଥିବା ଧୂମକୁହୁଡ଼ି ପ୍ରଦୂଷଣ ସଙ୍କଟକୁ ଅଧିକ ଜଟିଳ କରିଛି। ଏହାଫଳରେ ଦୃଶ୍ୟମାନତା କମିଯାଇଛି ଏବଂ ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ସ୍ବାସ୍ଥ୍ୟ ବିପଦ ବଢ଼ିଛି। ଆଜି ଅପରାହ୍ନରେ ଅଧିକାଂଶ ସ୍ଥାନରେ ଏକ୍ୟୁଆଇ ‘ଗମ୍ଭୀର’ସ୍ତରକୁ […]

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ

ନୂଆ ସିଜେଆଇ ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟକାନ୍ତ। ସୁପ୍ରିମକୋର୍ଟର ୫୩ ତମ ଚିଫ୍ ଜଷ୍ଟିସ ଭାବେ ନେଇଛନ୍ତି ଦାୟିତ୍ୱ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହା ପୂର୍ବରୁ ସିଜେଆଇ ବିଆର ଗବାଇଙ୍କ କାର୍ଯ୍ୟକାଳ ଶେଷ ହୋଇଛି ।ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଭୁଟାନ, କେନିଆ, ମାଲେସିଆ, ମରିସସ୍‌, ନେପାଳ ଓ ଶ୍ରୀଲଙ୍କା ଭଳି ଦେଶର ପ୍ରଧାନ ବିଚାରପତି ଓ ଅନ୍ୟ ବିଚାରପତି ଏବଂ ସେମାନଙ୍କ […]

ମା’କ୍ଷୀରରୁ ମିଳିଲା ବିଷାକ୍ତ ୟୁରାନିୟମ

ବିହାରରେ ଏକ ସାମ୍ପ୍ରତିକ ଅଧ୍ୟୟନରେ ମା’ଙ୍କ କ୍ଷୀରରେ ୟୁରାନିୟମ (U238) ର ବିପଦପୂର୍ଣ୍ଣ ସ୍ତର ଥିବା ପ୍ରକାଶ ପାଇଛି, ଯାହା ସେମାନଙ୍କ ପିଲାମାନଙ୍କ ସ୍ବାସ୍ଥ୍ୟ ପ୍ରତି ଗମ୍ଭୀର ଚିନ୍ତା ସୃଷ୍ଟି କରିଛି। ଅନେକ ଅନୁଷ୍ଠାନର ଗବେଷକମାନେ ଜାଣିଛନ୍ତି ଯେ ମା’ କ୍ଷୀର ମାଧ୍ୟମରେ ୟୁରାନିୟମର ସଂସ୍ପର୍ଶରେ ଆସିବା ପିଲାମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଅଣ-କର୍କଟ ସ୍ବାସ୍ଥ୍ୟ ବିପଦ ସୃଷ୍ଟି କରିପାରେ। ଗବେଷଣାରୁ ମିଳିଲା ସାଂଘତିକ ତଥ୍ୟ। ବିହାରରେ ଏକାଧିକ ଜିଲ୍ଲାରେ ସ୍ଥିତି ସଙ୍ଗୀନ । ବିହାରର ଛଅଟି ଜିଲ୍ଲାରେ […]

ବଙ୍ଗୋପ ସାଗରରେ ଦାନା ବାନ୍ଧୁଛି ବାତ୍ୟା । ଆଉ ଦିନକ ପରେ ସୃଷ୍ଟି ହେବ ବାତ୍ୟା

ବଙ୍ଗୋପସାଗରରେ ବାତ୍ୟା ହେବା ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ପୂର୍ବରୁ ବିଶ୍ୱସ୍ତରୀୟ ବିଭିନ୍ନ ମଡେଲ ବାତ୍ୟା ହେବା ନେଇ ପୂର୍ବାନୁମାନ କରିଥିବାବେଳେ ଏବେ ଭାରତୀୟ ପାଣିପାଗ ବିଭାଗ ମଧ୍ୟ ଏ ସଂକ୍ରାନ୍ତରେ ସୂଚନା ଦେଇଛି। ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ନେଇ ଆକଳନ ଚାଲିଥିବାବେଳେ ଏଥିଯୋଗୁ ରାଜ୍ୟରେ ପ୍ରବଳ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ କହିଛି।ଆଜି ଅବପାତର ରୂପ ନେବ। ଅଧିକ ଘନୀଭୂତ ହୋଇ ଦିନକ ପରେ […]

ଆଜିର ରାଶିଫଳ(୨୪ ନଭେମ୍ବର, ୨୦୨୫)

ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ । ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ […]

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୩୦ରେ  ଭାପୁର ଏବଂ ଖଣ୍ଡପଡ଼ା ବ୍ଲକ ଅଡିସନ

ନୟାଗଡ଼,(ଓଡ଼ିଶା ଦର୍ପଣ): ଆସନ୍ତା ୩୦ ତାରିଖ ଦିନ ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଭାପୁର ଏବଂ ଖଣ୍ଡପଡ଼ା ବ୍ଲକରେ ସିଜିନ-୩ ଭକ୍ତିସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏ ନେଇ  ସଙ୍ଗୀତଧାରା ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ସୂଚନା ଦିଆଯାଇଛି। ଖଣ୍ଡପଡ଼ା ଆଞ୍ଚଳିକ ସାମ୍ବାଦିକ ଭବନରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ପ୍ରତିଯୋଗିତାର ଆଭିମୁଖ୍ୟ ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ପ୍ରସ୍ତୁତି ବୈଠକରେ ସଙ୍ଗୀତଧାରା ସଂଯୋଜକ ଲକ୍ଷ୍ମୀଧର […]

ଆଜିର ରାଶିଫଳ(୨୩ ନଭେମ୍ବର, ୨୦୨୫)

ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ। ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]

 ମାଓବାଦୀ ମୂଳପୋଛ ନେଇ କେନ୍ଦ୍ର ଗୃହମନ୍ତ୍ରୀ  ନିର୍ଦ୍ଦେଶ

ଓଡ଼ିଶାରୁ ମାଓ ନିପାତ ଯୋଜନା ଚାଲିଥିବା ବେଳେ କନ୍ଧମାଳରୁ ଅପରେସନ୍‌ ଆରମ୍ଭ ହେବ। ଏଥିପାଇଁ କନ୍ଧମାଳରେ ଡେରା ପକାଇଛନ୍ତି ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ ବି ଖୁରାନିଆ। । ମାଓବାଦୀ ମୂଳପୋଛ ନେଇ କେନ୍ଦ୍ର ଗୃହମନ୍ତ୍ରୀ  ନିର୍ଦ୍ଦେଶ ଦେଇଛନ୍ତି । ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ରାଜ୍ୟରୁ  ମାଓବାଦୀ ମୂଳପୋଛକୁ ଟାର୍ଗେଟ କରାଯାଇଛି । ଅସ୍ତ୍ର ଛାଡି ମୁଖ୍ୟ  ରାସ୍ତାରେ ସାମିଲ ହେବାକୁ ରାଜ୍ୟ ସରକାରଙ୍କ ଆହ୍ୱାନ  ରହିଛି । ମାଓବାଦୀଙ୍କୁ ସରେଣ୍ଡର ପାଇଁ ସ୍ୱତନ୍ତ୍ର ପଲିସି […]