ନବ ନିର୍ବାଚିତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଗୁରୁବାର ମଧ୍ୟାହ୍ନରେ ବାଚସ୍ପତି ସୁରମା ପାଢୀ ତାଙ୍କ ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ଢୋଲକିଆଙ୍କ ମା, ପତ୍ନୀଙ୍କ ସମେତ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।ନୂଆପଡା ଉପନିର୍ବାଚନରେ ୮୩ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ ଜୟ ।ଜଣେ ସାଧାରଣ ବିଧାୟକ ଭାବେ ଜୟଙ୍କୁ ମାସିକ ଦରମାରେ ତାଙ୍କ ବେତନ ସହ ଅନ୍ୟାନ୍ୟ ଆନୁଷାଙ୍ଗିକ […]
ସୁଲଭ ମୂଲ୍ୟରେ ରାଜଧାନୀରେ ଘର ଯୋଗାଇବେ ସରକାର । ଏନେଇ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ମନ୍ତ୍ରୀ କହିଛନ୍ତି, ୧୪ରୁ ୫୦ ଲକ୍ଷ ଟଙ୍କାରେ ଘର ଯୋଗାଇ ଦିଆଯିବ ।ଏଥିପାଇଁ ପାଇଲଟ ପ୍ରୋଜେକ୍ଟ ଜରିଆରେ ୯୦ଟି ଘର ତିଆରି ହୋଇଛି। ଏହି ଘରଗୁଡ଼ିକ ଟୁ ବିଏଚ୍କେ ରହିଛି। ସରକାର ଏଣିକି ଲୋ କଷ୍ଟରେ ଘର ତିଆରି କରି ଯୋଗାଇ ଦେବେ। ପ୍ରାଥମିକ ଭାବେ ଏହି ଘର ବସ୍ତି ବାସିନ୍ଦାଙ୍କୁ ଦିଆଯିବ। ଅଧିକରୁ […]
ସ୍କୁଲ ଛାତ୍ରଛାତ୍ରୀଙ୍କୁ କାହିଁକି ଆଜିଯାଏଁ ୟୁନିଫର୍ମ ମିଳୁନି । ତୁରନ୍ତ ଛାତ୍ରଛାତ୍ରୀଙ୍କୁ ଡ୍ରେସ ଦେବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଏନ.ତିରୁମାଲା ନାୟକ । ଯେତେ ଶୀଘ୍ର ସମ୍ଭବ ୟୁନିଫର୍ମ ଦେବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି ବିଭାଗ । ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ବିଭାଗ ଗତକାଲି ଆଲୋଚନା କରିଛି ।ସ୍କୁଲ ଛାତ୍ରଛାତ୍ରୀଙ୍କୁ ତୁରନ୍ତ ଡ୍ରେସ ଦେବାକୁ ଗତ ଜୁନ୍ ମାସରେ ଡିଇଓ ମାନଙ୍କୁ ଚିଠି ହୋଇଥିଲା । ଜୁଲାଇ […]
ଜାଲ ନୋଟ୍ ଦେଇ ଦୋକାନୀଙ୍କୁ ଭୂଆଁ ବୁଲାଇଲେ ମହିଳା । ପୁରୀ ମାଟିଆପଡ଼ାର ଅରୁଣ କୁମାର ସାହୁ ନାମକ ଜଣେ ଦୋକାନୀଙ୍କ ଠାରୁ ଆଇସକ୍ରିମ କିଣିଥିଲେ ଉକ୍ତ ମହିଳା । ତେବେ ୪୦ ଟଙ୍କାର ଆଇସକ୍ରିମ ଖାଇ ୨୦୦ ଟଙ୍କାର ନୋଟ ଦେଇଥିଲେ ।ବାକି ୧୬୦ ଟଙ୍କା ଫେରାଇ ଥିଲେ ଦୋକାନୀ । ନୋଟ ଉପରେ ଦୋକାନୀ ଙ୍କ ସନ୍ଦେହ ହେବାରୁ ମହିଳାଙ୍କୁ ଧରିଥିଲେ। ସ୍ଥାନୀୟ ଲୋକ ପୋଲିସର ଜିମା ଦେବା ପରେ ଏହି ଟଙ୍କା ପିଲା […]
ଆଜିଠୁ ବିହାରରେ ନୀତୀଶ ରାଜ୍। ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର। ଗାନ୍ଧୀ ମୈଦାନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀମାନେ ଉପସ୍ଥିତ ଅଛନ୍ତି। ନୀତୀଶ କୁମାର (ମୁଖ୍ୟମନ୍ତ୍ରୀ, ବିହାର)୧ମ ଶପଥ- ମାର୍ଚ୍ଚ ୩, ୨୦୦୦- ମାର୍ଚ୍ଚ ୧୦,୨୦୦୦୨ୟ ଶପଥ- ନଭେମ୍ବର ୨୪, ୨୦୦୫- […]
ଏଣିକି ପୁରୁଣା ଗାଡ଼ି ମାଲିକଙ୍କୁ ଝଟକା । କାରଣ ଭାରତ ସରକାରଙ୍କ ସଡ଼କ ପରିବହନ ମନ୍ତ୍ରଣାଳୟ ପୂରା ଦେଶରେ ଗାଡି ଫିଟନେସ ନିୟମରେ କରିଛି ବଡ଼ ସଂଶୋଧନ କରିଛନ୍ତି ।ସଂଶୋଧିତ ନିୟମ ଅନୁସାରେ , ଏଥର ଗାଡ଼ି ଫିଟନେସ୍ ପାଇଁ ୧୦ ଗୁଣା ଅଧିକ ଫି ଦେବାକୁ ପଡ଼ିବ । ଏହି ପରିବର୍ତ୍ତନ central motor vehicle rules ଆଧାରରେ ଲାଗୁ କରାଯାଇଛି ଏବଂ ଏହାକୁ ତୁରନ୍ତ କାର୍ଯ୍ୟକାରୀ ବି କରାଯାଇଛି ।ପୂର୍ବରୁ ୧୫ ବର୍ଷରୁ ଅଧିକ […]
ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ଥିବା କୁଳଡିହା ଅଭାୟାରଣ୍ୟରେ ଆଜି ଠାରୁ ଆରମ୍ଭ ହୋଇଛି ବାଘ ଗଣନା ।।ବାଘ ଗଣନା ପାଇଁ ୧୭ଟି ଟିମ୍ ନିୟୋଜିତ ହୋଇଛନ୍ତି। ୨୭ହଜାର ୨ ୭୫ ବର୍ଗ କିଲୋମିଟର ପରିମିତ ଏହି ଅଭୟାରଣ୍ୟରେ ବିଭିନ୍ନ ପ୍ରଜାତିର ଜୀବଜନ୍ତୁ ଅଛନ୍ତି । ଏହି ଜଙ୍ଗଲରେ କଲରାପତରିଆ, ହେଟା ବାଘ ଥିବାବେଳେ ଗତବର୍ଷ ଶିମିଳିପାଳରୁ ଏକ ମହାବାଳବାଘ ଆସି ବେଶ କିଛିଦିନ ରହିଥିଲା । ଜୀବଜନ୍ତୁ ,ଗୋରୁଗାଈ ଶିକାର କରିଥିଲା । ଆଜି ବନବିଭାଗର […]
୩୫୦ କୋଟି ହ୍ଵାଟ୍ସଆପ୍ ୟୁଜରଙ୍କ ଡାଟା ବିପଦରେ । ଏକ ବଡ଼ ନିରାପତ୍ତାଜନିତ ତ୍ରୁଟି କାରଣରୁ ୟୁଜରଙ୍କ ପ୍ରୋଫାଇଲ ଫୋଟୋ, ଷ୍ଟାଟସ୍ ଏବଂ ଆବାଉଟ୍ ସେକ୍ସନ୍ର ବିବରଣୀ ଲିକ୍ ହୋଇପାରେ । ଭିଏନା ୟୁନିଭର୍ସିଟିର ଗବେଷକମାନେ ଏହି ତ୍ରୁଟିକୁ ଚିହ୍ନଟ କରିଛନ୍ତି ।ଗବେଷକମାନେ କୁହନ୍ତି ଯେ, ସମସ୍ୟା ହ୍ୱାଟ୍ସଆପ୍ର କଣ୍ଟାକ୍ଟ ଡିସ୍କଭରୀ ଫିର୍ଚରେ ରହିଛି । ୟୁଜରଙ୍କ ଫୋନ୍ ଆଡ୍ରେସ ବୁକକୁ ସିଙ୍କ୍ କରି ଲୋକଙ୍କୁ ଖୋଜିବା ସହଜ ହେବ, ସେଥିପାଇଁ ଏହି ଫିଚରକୁ ପ୍ରସ୍ତୁତ କରାଯାଇଥିଲା […]
ବ୍ରହ୍ମପୁର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ଟିଆଇ ପରେଡ଼ ରିପୋର୍ଟ ଆସିଛି । । ଟିଆଇ ପରେଡ଼୍ ଦ୍ୱାରା ଚିହ୍ନଟ ହେଲେ କେବଳ ଚିଣ୍ଟୁ ଓ କୁରୁପତି । ୮ ଜଣଙ୍କର ହୋଇଥିଲା ଟିଆଇ ପରେଡ଼୍ ।ଜେଏମଏଫସି (ଏଲ ଆର ଏବଂ ଏଲ ଟି ଭି) ବ୍ରହ୍ମପୁର ଦୀପିକା ବଡ଼ମାଳିଙ୍କ ଉପସ୍ଥିତିରେ ୫ଜଣ ସାକ୍ଷୀ ଦୁଇଟି ପର୍ଯ୍ୟାୟରେ ମୋଟ ୮ ଅଭିଯୁକ୍ତଙ୍କୁ ଚିହ୍ନଟ କରିବା ପାଇଁ ଟିଆଇ ପରେଡ଼ ପ୍ରକ୍ରିୟା ହୋଇଥିଲା ।ଗତ ସୋମବାର କୁରୁପତି […]
ବଙ୍ଗୋପ ସାଗରରେ ଆସୁଛି ଆଉ ଏକ ବାତ୍ୟା । ନଭେମ୍ବର ମାସ ଶେଷ ଆଡ଼କୁ ସୃଷ୍ଟି ହେବାକୁ ଯାଉଛି ବାତ୍ୟା । ଆସନ୍ତା ସପ୍ତାହରେ ବାତ୍ୟା ସୃଷ୍ଟି ସମ୍ଭାବନା ରହିଛି । ଏହା ତାମିଲନାଡୁ କିମ୍ବା ଆନ୍ଧ୍ରକୁ ହିଟ୍ କରିପାରେ। ଭାରତୀୟ ପାଣିପାଗ ସଂସ୍ଥା IMD ବାତ୍ୟା ପୂର୍ବାନୁମାନ କରି ନଥିଲେ ମଧ୍ୟ, ୨୨ରେ ଲଘୁଚାପ ଓ ୨୪ରେ ଅବପାତ ହେବା ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ଓଡ଼ିଶାରେ ୪ ଦିନ ପ୍ରବଳ ବର୍ଷା ହୋଇପାରେ। […]
ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ। ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]
ଭିଜିଲାନ୍ସ ଜାଲରେ ଅବକାରୀ ବିଭାଗ ଅଫିସର ଇନଚାର୍ଜ ବିଜୟ ମହାନ୍ତି । ୪୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ । ବୁଧବାର ଏଭଳି ଏକ ଘଟଣାକ୍ରମରେ ଓଡ଼ିଶା ଭିଜିଲାନ୍ସ ହାତରେ କେନ୍ଦୁଝର ଅବକାରୀ ଅଧୀକ୍ଷକ ସୀତାରାଣୀ ପଟ୍ଟାୟତ ଏବଂ ଚମ୍ପୁଆ ଅବକାରୀ ଷ୍ଟେଶନ ଦାୟିତ୍ୱରେ ଥିବା ଅଧିକାରୀ ଆସିଷ୍ଟାଣ୍ଟ ସବ୍ ଇନ୍ସପେକ୍ଟର ବିଜୟ କୁମାର ମହାନ୍ତ ଧରାପଡ଼ିଛନ୍ତି।ସେମାନେ ଚମ୍ପୁଆ ବ୍ଲକ ସରେଇ ଗ୍ରାମର ବିଧୁ ଭୂଷଣ ପତି ନାମକ ଲାଇସେନ୍ସପ୍ରାପ୍ତ ମଦ […]
