ଭୁବନେଶ୍ବର ଏଜି ଛକରେ ସ୍ଥାପନ ହେବ ସଡ଼କ ଦୁର୍ଘଟଣା ଘଣ୍ଟା । ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍ ମହାପ୍ରବନ୍ଧକଙ୍କୁ ପରିବହନ ଯୁଗ୍ମ ନିର୍ଦ୍ଦେଶକଙ୍କ ଚିଠି । ସଡ଼କ ଦୁର୍ଘଟଣା ବାବଦରେ ସଚେତନ କରିବ ସଡ଼କ ଦୁର୍ଘଟଣା ଘଣ୍ଟା।ଦିନକୁ ଦିନ ଦୁର୍ଘଟଣା ବଢ଼ିଚାଲିଥିବା ବେଳେ ଦୁର୍ଘଟଣାକୁ ରୋକିବା ପାଇଁ କିଛି ଏଭଳି ପଦକ୍ଷେପ ନିଆଯାଉଛି । ଏହାଦ୍ୱାରା ଲୋକେ ସଚେତନ ହେବେ ଏବଂ ଦୁର୍ଘଟଣା ଜନିତ ମୃତ୍ୟୁ କମିବ ବୋଲି ଆଶା ରହିଛି ।ଭୁବନେଶ୍ୱର ଏଜି ଛକରୁ ହଟିବ […]
ରାଜ୍ୟରେ ଆସନ୍ତା ଡିସେମ୍ବର ୨୫ରୁ ମଣ୍ଡି ଖୋଲିବ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ଗୋଦାମ ଖାଲି କରିବା ପାଇଁ ମିଲରଙ୍କୁ ଦାୟିତ୍ୱ ଦିଆଯାଇଛି । ପଞ୍ଜୀକୃତ ସମସ୍ତ ଚାଷୀଙ୍କ ଠାରୁ ଧାନ କିଣାଯିବ ।ଗତବର୍ଷ ଅପେକ୍ଷା ଚଳିତ ବର୍ଷ ଅଧିକ ଧାନ ଚାଷ ହେଇଛି । ଯେଉଁମାନେ ପଞ୍ଜିକରଣ କରିଛନ୍ତି ସମସ୍ତଙ୍କ ଠାରୁ ଧାନକିଣା ହେବ |ପ୍ରଥମ ପର୍ଯ୍ୟାୟରେ ୩୮ଟି ମଡେଲ ମଣ୍ଡି ଖୋଲାହେବ । ଏ ନେଇ OBCCକୁ ଟେଣ୍ଡର ଦିଆଯାଇଛି […]
ଆନ୍ଧ୍ର-ଓଡ଼ିଶା ସୀମାରେ ବଡ଼ ଧରଣର ସର୍ଚ୍ଚ ଅପରେସନ। ୫୦ ସିପିଆଇ ମାଓବାଦୀଙ୍କୁ ଗିରଫ କଲେ ସୁରକ୍ଷାକର୍ମୀ । କ୍ରିଷ୍ଣା, ଏଲୁରୁ, ଏନଟିଆର ବିଜୟୱାଡା, କାକିନାଡ଼ା କୋଣାସୀମାରୁ ଗିରଫ । ସବୁ ମାଓବାଦୀ ଦକ୍ଷିଣ ବସ୍ତର ଓ ଦଣ୍ଡକାରଣ୍ୟ ଡିଭିଜନର ।ସେପଟେ ଦେଶରେ ଟପ୍ ମାଓନେତା ମାଡ୍ଭି ହିଡମାର ମୃତ୍ୟୁ ପରେ ଛତିଶଗଡ଼ରେ ଶେଷ ହେବ ଦୀର୍ଘ ଛଅ ଦଶନ୍ଧିର ନକ୍ସଲବାଦ । ମେରଡମାଲ୍ଲି ଏନକାଉଣ୍ଟର ପରେ ଏମିତି କିଛି ଆକଳନ କରିଛି ଛତିଶଗଡ ସରକାର ଓ ବସ୍ତର […]
କଳାବାଘ କାଳିଆକୁ ନେଇ ଚର୍ଚ୍ଚା । ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ବୁଲୁଥିବା ନଜରକୁ ଆସିଛି । ଏନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ପୂର୍ବତନ ପିସିସିଏଫ୍ ସୁଶାନ୍ତ ନନ୍ଦ । ସୁଶାନ୍ତ ନନ୍ଦ ଏହି ମହାବଳ ବାଘକୁ କଳା ସୁନ୍ଦରୀ ବୋଲି ଉଲ୍ଲେଖ କରିଥିବା ବେଳେ ଶିମିଳିପାଳ ଅଭୟାରଣ୍ୟରେ ଏହି କାଳିଆ ର ମହତ୍ବ ବିଷୟରେ ମଧ୍ୟ ସମ୍ୟକ୍ ସୂଚନା ଦେଇଛନ୍ତି। ସୁଶାନ୍ତ ନନ୍ଦଙ୍କ ମତରେ ଏହି କାଳିଆ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ବାଘ ବଂଶ […]
ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ ପକ୍ଷରୁ ସମସ୍ତ ପର୍ଯ୍ୟଟକ ମାନଙ୍କୁ ଆଜି ଦିନକ ପାଇଁ କୋଣାର୍କ ସୂର୍ଯ୍ୟମନ୍ଦିରକୁ ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି I ଏନେଇ ଏଏସ୍ଆଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି Iସୂର୍ଯ୍ୟ ମନ୍ଦିରର ନିଖୁଣ କାରୁକାର୍ଯ୍ୟ ଆଜି ଦିନକ ପାଇଁ ବିନା ଅର୍ଥରେ ଦେଖିବେ ପର୍ଯ୍ୟଟକ । ଏ ନେଇ କୋଣାର୍କ ସଂରକ୍ଷଣ ଅଧିକାରୀ ତ୍ରୈଲୋକ୍ୟ ନାଥ ବେହେରା ସୂଚନା ଦେଇଛନ୍ତି । ଏଥିପାଇଁ ବୁଧବାର ସୂର୍ଯ୍ୟ ମନ୍ଦିର ପରିସରରେ […]
ଖେଳନା ନେଲା ଜୀବନ । ଚାଲିଗଲା ୪ ବର୍ଷ ଶିଶୁର ଜୀବନ । ଚିପ୍ସ ପ୍ୟାକେଟରେ ଥିବା ଖେଳନା ଗିଳି ଶିଶୁ ମୃତ । ବ୍ରାହ୍ମଣୀଗାଁ ଥାନା ମୁସୁମାହାପଡ଼ାରେ ଅଭାବନୀୟ ଘଟଣା । ମୃତ ଶିଶୁ ହେଲେ ରଞ୍ଜିତ ପ୍ରଧାନଙ୍କ ପୁଅ ବିଗିଲ ପ୍ରଧାନ । କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ମୁସୁମାହାପଡାର ରଞ୍ଜିତ ପ୍ରଧାନଙ୍କ ପୁଅ ପ୍ଲାଷ୍ଟିକ୍ ଖେଳନାରେ ଖେଳୁଥିଲେ । ଅସାବଧାନତା ବଶତଃ ପ୍ଲାଷ୍ଟିକ୍ ଖେଳନାର ଗୁଳିଟି ଶିଶୁର ତଣ୍ଟିରେ ଅଟକିଯାଇଥିଲା । ଫଳରେ […]
ଦିଲ୍ଲୀ ଲାଲକିଲ୍ଲା କାର ବିସ୍ଫୋରଣ ଘଟଣାରେ କେନ୍ଦ୍ର ସରକାର ଗଣାଧ୍ୟମ ପାଇଁ ଆଡଭାଇଜରି ଜାରି କରିଛନ୍ତି। ବେଆଇନ କାର୍ଯ୍ୟକଳାପକୁ ସମର୍ଥନ କିମ୍ବା ପ୍ରୋତ୍ସାହନ କଲା ଭଳି କୌଣସି ବିଷୟବସ୍ତ ପ୍ରସାରଣ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।ସେହିପରି ବିସ୍ଫୋରକ ପ୍ରସ୍ତୁତି ନେଇ ମଧ୍ୟ ସୂଚନା/ଭିଡିଓ ପ୍ରସାରଣ ପାଇଁ ବାରଣ କରାଯାଇଛି । ଖବର ପ୍ରସାରଣ ବେଳେ ଜାତୀୟ ନିରାପତ୍ତା ପ୍ରତି ସମ୍ବେଦନଶୀଳ ହେବାକୁ ପରାମର୍ଶ ଦିଆଯାଇଛି । ଏପରି ବିଷୟବସ୍ତୁ ହିଂସାକୁ ଉସୁକାଇବାର ଆଶଙ୍କା ଥିବା ବେଳେ ଆଇନ […]
ପୁରୁଷ ପରିବାରର ମେରୁଦଣ୍ଡ । ଘରର ଦାୟିତ୍ବ ନେବା ସହ ପରିବାରର ସାହାରା ହୋଇଥାନ୍ତି । ଧୈର୍ଯ୍ୟବାନ ହୋଇଥାନ୍ତି । ପରିବାରର ଖୁସି ପାଇଁ ସେମାନେ ବଳିଦାନ ଦେଇଥାନ୍ତି । କେବେ ଜଣେ ବାପା ଭାଇ ,ସ୍ବାମୀ ତ ପୁଣି କେବେ ଜଣେ ଭଲ ବନ୍ଧୁ ହୋଇଥାନ୍ତି । ଦୁଃଖ କଷ୍ଟ ସହି ନିଜର ଦାୟିତ୍ବ ତୁଲାଇଥାନ୍ତି ପୁରୁଷ। ଅନ୍ତର୍ଜାତୀୟ ପୁରୁଷ ଦିବସ ଭାବେ ନଭେମ୍ବର ୧୯କୁ ପାଳନ କରାଯାଉଛି। ମହିଳା ଦିବସ ଅର୍ଥାତ୍ ୮ମାର୍ଚ୍ଚ ସମ୍ପର୍କରେ […]
ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ । ମାର୍ଗଶୀର ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଅର୍ଥାତ ଆଜି ଠାରୁ ତିନିଦିନ ଧରି ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଆଜି ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି । ଏହିଦିନ ମାନଙ୍କରେ […]
ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୧ତମ କିସ୍ତି ବୁଧବାର ପ୍ରେରଣ କରାଯିବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତି ଯୋଗ୍ୟ କୃଷକଙ୍କ ବ୍ୟାଙ୍କ ଖାତାକୁ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ଜରିଆରେ ୨,୦୦୦ ଟଙ୍କା ଲେଖାଏ ପଠାଇବେ। ତାମିଲନାଡୁର କୋଇମ୍ବାଟୋରରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପିଏମ୍ କିଷାନରେ ପଞ୍ଜୀକୃତ ହୋଇ ଥିବା ଚାଷୀ ଇ-କଓ୍ବୋଇସି କରିବା ବାଧ୍ୟତାମୂଳକ। ଚାଷୀମାନେ ପିଏମ୍-କିଷାନ ପୋର୍ଟାଲରେ ଏହା […]
ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]
ମାଟି ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ। ଭାରତୀୟ ପାଣିପାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ସାର୍ ଗିଲବର୍ ୱାକର୍ ଗୋଲ୍ଡ ସମ୍ମାନ।ପାଣିପାଗ କ୍ଷେତ୍ରରେ ତାଙ୍କର ବିଶେଷ ଅବଦାନ ପାଇଁ ତାଙ୍କୁ ଇଣ୍ଡିଆନ୍ ମେଟ୍ରୋଲୋଜିକାଲ ସୋସାଇଟି ଆଇଏମଏସ ତରଫରୁ ଏହି ପୁରସ୍କାର ଦିଆଯାଇଛି ।ପାଣିପାଗ ଉପରେ ଗବେଷଣା ଏବଂ ସୂଚନା ଏହା ସହିତ ବାତ୍ୟା ଓ ମୌସୁମୀ ଜନିତ ଲଘୁଚାପ ନେଇ ସଠିକ୍ ଆକଳନ ପାଇଁ କ୍ଷେତ୍ରରେ ତାଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରାଯାଇଛି । ୨୦୦୭ ମସିହାରେ […]
