ନୂଆଦିଲ୍ଲୀ ବିସ୍ଫୋରଣର ମାଷ୍ଟରମାଇଣ୍ଡ ଆତଙ୍କୀ ଡାକ୍ତର ଉମର ନବୀର ନୂଆ ଭିଡିଓ ସାମ୍ନାକୁ ଆସିଛି । ଏହି ଭିଡିଓରେ ଉମର ନବୀ ଇଂଲିଶରେ ଆତ୍ମଘାତୀ ବିସ୍ଫୋରଣ ଖରାପ ନୁହେଁ ବୋଲି କହୁଛି । ଆତ୍ମଘାତୀ ଆକ୍ରମଣକୁ ସଠିକ୍ ବୋଲି କହୁଛି ଉମର । ଘଟଣାର ୭ଦିନ ପରେ ଏହି ଭିଡିଓ ସାମ୍ନାକୁ ଆସିଛି ।ଏହି ଭିଡିଓରେ ଉମର କହୁଛି ଯେ, ସୁଇସାଇଡ ବମ୍ବିଂକୁ ଠିକ୍ ଭାବରେ ବୁଝି ପାରି ନାହାଁନ୍ତି । ବିସ୍ଫୋରଣ ଏବଂ ଆତ୍ମଘାତୀ ବିସ୍ଫୋରଣ […]
ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ତେବେ ଚଳିତବର୍ଷ ସୁଶୀଲ ମେହେର ହେବେ କଂସ । ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ କଂସ ଭୂମିକାରେ ଅଭିନୟ କରିବେ । ୩ ବର୍ଷ ପାଇଁ କଂସ ଭୂମିକାରେ ଅଭିନୟ କରିବେ ବରଗଡ଼ ଜିଲ୍ଲା ଭେଡେନ […]
ଆନ୍ଧ୍ରପ୍ରଦେଶରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଏନ୍କାଉଣ୍ଟରରେ କୁଖ୍ୟାତ ମାଓ ନେତା ହିଡ୍ମା ନିପାତ । ହିଡ୍ମା ନାଁରେ ଥିଲା ୧ କୋଟି ଟଙ୍କାର ପୁରସ୍କାର । ତାଙ୍କ ପତ୍ନୀ ରାଜେ ମଧ୍ୟ ଏହି ଏନ୍କାଉଣ୍ଟରରେ ଟଳିଥିବା ସୂଚନା । ଏହା ସହ ଆହୁରି ୬ ମାଓବାଦୀ ମଧ୍ୟ ନିପାତ । ତେବେ ହିଡମା ମୃତ୍ୟୁ ନେଇ ବିଧିବଦ୍ଧ ଭାବେ କିଛି କୁହାଯାଇନାହିଁ । ଆନ୍ଧ୍ର-ଓଡ଼ିଶା ସୀମାରେ ବଡ଼ଧରଣର ଏନକାଉଣ୍ଟର ପରେ ଯବାନ ଓ ମାଓବାଦୀ ମଧ୍ୟରେ […]
ଚଳିତ ମାସରୁ ଆରମ୍ଭ ହୋଇଛି ଅଲିଭ ରିଡ଼ଲେଙ୍କ ପ୍ରଜନନ ଋତୁ । ତେବେ ସୁରକ୍ଷିତ ଅଣ୍ଡାଦାନ ପାଇଁ ସବୁ ପ୍ରକାର ପ୍ରସ୍ତୁତି କରାଯାଇଛି । ବିଶେଷକରି ଅଲିଭ ରିଡ଼ଲେ ଫେବୃଆରୀ ମାସରେ ଅଣ୍ଡାଦାନ କରନ୍ତି । କିନ୍ତୁ ପୁରୀ ବନ୍ୟପ୍ରାଣୀ ବିଭାଗରେ ଥିବା ଦୁଇଟି ସ୍ଥାନରେ ଅଲିଭ ରିଡ଼ଲେ କଇଁଛ ମାନେ ଅପ୍ରତ୍ୟସିତ ଭାବେ କୁଳକୁ ଆସି ଅଣ୍ଡାଦାନ କରିଛନ୍ତି । ତେବେ ବନ ବିଭାଗର ଅବହେଳା ଯୋଗୁଁ ବିରଳ ଅଲିଭ ରିଡ଼ଲେ କଇଁଛଙ୍କ ପାଇଁ ସାଜିଛି […]
ସେଦିନ ଥିଲା ୧୭ ନଭେମ୍ବର ୨୦୦୨। ସେହି ଦିନ ଆଖିବୁଜିଥିଲେ ଚିରସବୁଜ ଗାୟକ ତଥା ଓଡ଼ିଆ ସଂଗୀତ ଜଗତର ବେତାଜ ବାଦଶାହ ଅକ୍ଷୟ ମହାନ୍ତି। ଆଉ ଏବେ ସେହି ନଭେମ୍ବର ୧୭ କିନ୍ତୁ ବର୍ଷଟା ଅଲଗା ମାନେ ୨୦୨୫ । ଏହି ଦୁଇଟି ତାରିଖ ଓଡ଼ିଶାର ସଙ୍ଗୀତ ଜଗତରେ ସବୁଦିନ ପାଇଁ ଅଭୁଲା ତାରିଖ ହୋଇ ରହିଯିବ । ଏବେ ଅଫେରା ରାଇଜକୁ ଚାଲିଯାଇଛନ୍ତି ହ୍ୟୁମାନ ସାଗର। ଦୁଇ ଜଣଙ୍କ ସ୍ୱର ଶୁଣିବାକୁ ସବୁବେଳେ ଦର୍ଶକଙ୍କ ମନରେ […]
ସମଗ୍ର ରାଜ୍ୟରେ ଏବେ ଶୀତର ପ୍ରକୋପ ଜାରି ରହିଥିବାବେଳେ ଭୁବନେଶ୍ୱରରେ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ରବିବାର ଭୁବନେଶ୍ୱରର ସର୍ବନିମ୍ନ ରାତି ତାପମାତ୍ରା ୧୨.୯ ଡିଗ୍ରୀ ସେଲ୍ସିୟସ ରେକର୍ଡ ହୋଇଥିବାବେଳେ ଏହା ଗତ ୨୫ ବର୍ଷର ରେକର୍ଡ ଭାଙ୍ଗିଛି। ତେବେ ବୁଧବାରଠାରୁ ରାଜ୍ୟରେ ଥଣ୍ଡା ପ୍ରକୋପ କମିବ । ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ । କିନ୍ତୁ ଆଭ୍ୟନ୍ତରୀଣ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଶୀତ ଅନୁଭୂତ ହେବ । ମଙ୍ଗଳବାର ରାତିରୁ ତାପମାତ୍ରା […]
ଆଉ ନାହାନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ।ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍ରେ ବହୁ ରୋମାଣ୍ଟିକ୍ ଗୀତ ଭେଟି ଦେଇଥିବା ହ୍ୟୁମାନ୍ ସାଗର ଘରେ ଘରେ ପରିଚିତ ।ହ୍ୟୁମାନଙ୍କ ଜନ୍ମ ୧୯୯୦ ମସିହା ଏପ୍ରିଲ ୨୧ ତାରିଖରେ । ଘର ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ରେ । ସେ ରହୁଥିଲେ କଟକ ସିଡିଏ-୯ରେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଥିଲେ ତାଙ୍କର ଗୁରୁ । ୨୦୧୭ ମସିହାରେ ସେ […]
ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ଓଲିଉଡଜଗତରେ ଶୋକର ଛାୟା ଖେଳିଯାଇଛି। ତେବେ ହ୍ୟୁମାନ ସାଗରଙ୍କ ପରଲୋକ ପରେ ବଡ଼ ଅଭିଯୋଗ ଆଣିଲେ ତାଙ୍କ ମାଆ । ସେ କହିଛନ୍ତି, ମୋ ପୁଅକୁ ୟୁଜ କରାଯାଉଥିଲା । ଦେହ ଖରାପ ସତ୍ତ୍ବେ ତାକୁ ଷ୍ଟେଜ ସୋ’କୁ ନେଉଥିଲେ । ପୁଅର ମୃତ୍ୟୁ ପାଇଁ ଯିଏ […]
ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ। ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]
ସବୁଦିନ ପାଇଁ ହଜି ଗଲେ ସ୍ବରର ଯାଦୁଗର ହ୍ୟୁମାନ ସାଗର । କିଛି ସମୟ ପୂର୍ବରୁ ଭୁବନେଶ୍ବର ଏମ୍ସରେ ତାଙ୍କର ପରଲୋକ ହୋଇ ଯାଇଛି।ଏକାଧିକ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ ସାଗର। ତାଙ୍କର ଅଙ୍ଗପ୍ରତ୍ୟଙ୍ଗ ମଧ୍ୟ ଅଚଳ ହୋଇଯାଇଥିଲା। ଶ୍ବାସକ୍ରିୟା ସମସ୍ୟା ଯୋଗୁଁ ଭେଣ୍ଟିଲେଟରରେ ରଖାଯାଇଥିଲା। ଗତ ୧୪ ତାରିଖରେ ତାଙ୍କୁ ଏମ୍ସରେ ଭର୍ତ୍ତି ହୋଇଥିଲେ ହ୍ୟୁମା ସାଗର। ମଲଟି ଅର୍ଗାନ୍ ଡିଫଙ୍କନ ସିଣ୍ଡ୍ରୋମ୍ ସହିତ ଗୁରୁତର ଲିଭର ସମସ୍ୟା, ନିମୋନିଆ ଓ ହୃଦରୋଗରେ ପୀଡ଼ିତ ଥିଲେ। […]
କାଶୀପୁର /ରାୟଗଡ/୧୭-୧୧-୨୦୨୫ : ଆଜି ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରୋକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର.ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ, ଶ୍ରୀମତି ମନୀଷା ଦାସ, ଉପଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି […]
ପହଲଗାମ ଆତଙ୍କୀ ଆକ୍ରମଣ ପରେ ମେ’ ମାସରେ ହୋଇଥିବା ସୈନ୍ୟ କାର୍ଯ୍ୟାନୁଷ୍ଠାନ ବା ‘ଅପରେସନ ସିନ୍ଦୂର’କୁ ନେଇ ଭାରତୀୟ ସ୍ଥଳ ସେନାଧ୍ୟକ୍ଷ ଉପେନ୍ଦ୍ର ଦ୍ବିବେଦୀ ଏକ ବଡ଼ ବୟାନ ଦେଇଛନ୍ତି ।ଜେନେରାଲ ଦ୍ୱିବେଦୀ କହିଛନ୍ତି, ପାକିସ୍ତାନ ଗୁପ୍ତ ଭାବରେ ଆତଙ୍କବାଦକୁ ଯେତେ ପ୍ରୋତ୍ସାହିତ କରୁନା କାହିଁକି, ଭାରତୀୟ ସେନା ଏହାର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖିଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ କଶ୍ମୀରରେ ଆତଙ୍କବାଦ ଯଥେଷ୍ଟ ହ୍ରାସ […]
