ରାୟଗଡା ଜିଲ୍ଲା କଲ୍ଯାଣସିଂହପୁର ବ୍ଲକ ରାଇଲିମା ଶ୍ୟାମ ହୁଈକା ଗାଁର ସାଙ୍ଗ ମାନଙ୍କ ସହ ଜଙ୍ଗଲକୁ ଜାଳେଣୀ କାଠ ପାଇଁ ଯାଇଥିଲେ ଯୁବକ। ଖରାରେ କାମ କରୁ କରୁ ଜୋରରେ ଲାଗିଥିଲା ଶୋଷ । ଜଙ୍ଗଲରେ ଶୋଷ ଲାଗିବାରୁ ଉପାୟ ନପାଇ ଝରଣା ପାଣି ପିଇଥିଲେ । ତେବେ ଝରଣା ପାଣି ପିଇବା ବେଳେ ଜୋକ ଢୋକି ଦେଇଥିଲେ ।ପରେ କିଛି ଘଣ୍ଟା ପରେ ସେ ଗୁରୁତର ହୋଇପଡିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠି […]
ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ତେବେ ୧୪.୨ କିଲୋଗ୍ରାମ ଘରୋଇ ସିଲିଣ୍ଡର ପାଇଁ ବୁକିଂ ବ୍ୟବଧାନ ବୃଦ୍ଧି କରାଯାଇଛି। ପୂର୍ବରୁ, ଏହି ସମୟ ସୀମା ୨୫ ଦିନ ଥିଲା, କିନ୍ତୁ ଏବେ ଏହାକୁ ୩୫ ଦିନକୁ ବୃଦ୍ଧି କରାଯାଇଛି। ଏହାର ଅର୍ଥ ହେଉଛି ଯଦି ଆପଣ ଗୋଟିଏ ସିଲିଣ୍ଡର କିଣିଛନ୍ତି, ତେବେ ଆପଣଙ୍କୁ ପରବର୍ତ୍ତୀ ବୁକିଂ ପାଇଁ ଅତି କମରେ ୩୫ ଦିନ ଅପେକ୍ଷା କରିବାକୁ […]
ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଶେଷ ହେବ । ଆସନ୍ତା ଏପ୍ରିଲ୍ ୨ ତାରିଖରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହେବ । ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ହେବ । ଏପ୍ରିଲ୍ ମାସ ଶେଷ ସୁଦ୍ଧା ଖାତା ଦେଖା ଶେଷ ହେବ । ମେ’ ମାସରେ ପରୀକ୍ଷା ଫଳ ପ୍ରକାଶ ପାଇବ । ତେବେ ସିଏଚ୍ଏସ୍ଇର ସୂଚନା ଅନୁଯାୟୀ, ଯୁକ୍ତ ଦୁଇ ଖାତା ଉଭୟ ଅଫଲାଇନ […]
ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ୩୭ ଡିଗ୍ରୀ ଉପରେ ରହୁଛି ତାପମାତ୍ରା । ବର୍ତ୍ତମାନ ରାଜଧାନୀ ଭୁବନେଶ୍ଵରଠୁ ରାଜ୍ୟର ଅନେକ ସ୍ଥାନରେ ଖରା ଓ ଗରମ ଅନୁଭୂତି ହେଉଛି । ତେବେ ଆଗାମୀ ୩ ଦିନ ଆହୁରି ବଢିବ ତାତି । ବୁଧବାର ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, ମାଲକାନଗିରି, ରାୟଗଡ଼ା ଓ କୋରାପୁଟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୬ ତାରିଖ (ଗୁରୁବାର) ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର […]
ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ। ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]
ଆସନ୍ନ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବିଭାଗୀୟ ପ୍ରସ୍ତୁତି ଏବଂ ମାର୍ଗଦର୍ଶିକା (SOP) ର ଏକ ଉଚ୍ଚସ୍ତରୀୟ ସମୀକ୍ଷା ଆଜି ଖାରବେଳ ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର ଏହି ବୈଠକରେ ପୌର ପ୍ରଶାସନର ପ୍ରସ୍ତୁତିର ବିସ୍ତୃତ ସମୀକ୍ଷା କରିଛନ୍ତି।ବୈଠକ ପ୍ରାରମ୍ଭରେ ପୌର ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ଆଲୋଚ୍ୟ ସୂଚୀ ଉପସ୍ଥାପନ କରିବା ସହ ଗ୍ରୀଷ୍ମ ପ୍ରବାହ ପାଇଁ ଧାର୍ଯ୍ୟ […]
ରାଜ୍ୟର ଜିଲ୍ଲା ଦୌରାଜଜ୍ ଓ ଅନ୍ୟାନ୍ୟ ନିମ୍ନ ଅଦାଲତ ସକାଳୁଆ ହେବ । ଏପ୍ରିଲ ୬ ରୁ ସକାଳୁଆ କୋର୍ଟ ନେଇ ନିର୍ଦ୍ଦେଶ । ଓଡିଶା ହାଇକୋର୍ଟଙ୍କ ପକ୍ଷରୁ ସମସ୍ତ ଜିଲ୍ଲା ଦୌରାଜଜଙ୍କୁ ଏନେଇ ନୋଟିସ । ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ କୋର୍ଟ କାର୍ଯ୍ୟ ଚାଲିବ । କୋରାପୁଟ ସଦର, ପୁରୀ ପାଇଁ ମଧ୍ୟ ସକାଳୁଆ ନିୟମ ଲାଗିବନି ।ସମସ୍ତ ଜିଲ୍ଲା ଏବଂ ସେସନ୍ସ ଜଜଙ୍କୁ ଲେଖିଥିବା ଚିଠିରେ, ରେଜିଷ୍ଟ୍ରାର କହିଛନ୍ତି ଯେ ରାଜ୍ୟର […]
ନୟାଗଡ଼,(ଓଡ଼ିଶା ଦର୍ପଣ): ବ୍ଲକ ସ୍ତରୀୟ ଶିକ୍ଷକ ପ୍ରଶିକ୍ଷଣ ଶିବିର ‘ପ୍ରବୋଧନ’ ନୟାଗଡ଼ ବ୍ଲକ ଅନ୍ତର୍ଗତ ମାଛିପଡ଼ା ସରକାରୀ ହାଇସ୍କୁଲ ଠାରେ ଆଜିଠାରୁ ଆରମ୍ଭ ହୋଇଛି। ଜାତୀୟ ଶିକ୍ଷା ନୀତି-୨୦୨୦ ଏବଂ ଓଡ଼ିଶା ପାଠ୍ୟକ୍ରମ ରୂପରେଖ ଓ ବିଦ୍ୟାଳୟ ଶିକ୍ଷା-୨୦୨୫କୁ ଆଧାର କରି ଏହି ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି। ସୂଚନା ଯୋଗ୍ୟ ଯେ ଆସନ୍ତା ଶିକ୍ଷାବର୍ଷରୁ ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପାଠ୍ୟ ପୁସ୍ତକର ପରିବର୍ତ୍ତନ କରାଯାଇଛି। ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁସାରେ ୧୦+୨+୩ […]
ଭାରତୀୟ ରେଳବାଇ ନିଶ୍ଚିତ ଟିକେଟ ପାଇଁ ବାତିଲକରଣ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମ ଅନୁଯାୟୀ, ରିଫଣ୍ଡ ଏବଂ ଜରିମାନା ଏବେ ଟ୍ରେନ୍ ଛାଡିବାର କେତେ ସମୟ ପୂର୍ବରୁ ଯାତ୍ରୀ ଟିକେଟ ବାତିଲ କରୁଛନ୍ତି ତାହା ଉପରେ ନିର୍ଭର କରିବ। ଏହା ପ୍ରକ୍ରିୟାକୁ ସରଳ କରିବା ଏବଂ ସିଷ୍ଟମର ଅପବ୍ୟବହାରକୁ ରୋକିବା ପାଇଁ ଉଦ୍ଦିଷ୍ଟ।ଯଦି ପ୍ରସ୍ଥାନର ୨୪ ରୁ ୮ଘଣ୍ଟା ପୂର୍ବରୁ ଟିକେଟ୍ ବାତିଲ କରାଯାଏ, ତେବେ କେବଳ ପଚାଶ ପ୍ରତିଶତ ଟଙ୍କା ଫେରସ୍ତ ହେବ […]
ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସିର ଖବର । ଆଉ ଗଣିବାକୁ ପଡ଼ିବନି ଅଧିକ ଟଙ୍କା । ପୂର୍ବବର୍ଷ ଭଳି ଅପରିବର୍ତ୍ତିତ ରହିଲା ବିଦ୍ୟୁତ ଦର । ୨୦୨୬-୨୭ ଆର୍ଥିକ ବର୍ଷରେ ଦର ବଢ଼ିବ ନାହିଁ । ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ସାମ୍ୱିଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । । ଟ୍ରାନ୍ସମିସନ୍ ଚାର୍ଜ ହ୍ରାସ ହୋଇଛି । OPTCL ଚାର୍ଜ ୟୁନିଟ୍ ପିଛା ୨୫.୫ ପଇସାରୁ ୨୪ ପଇସାକୁ କମିଛି । କମିଲା ବଲ୍କ ପାୱାର ଦର […]
ସୁପ୍ରିମକୋର୍ଟରୁ ଇଚ୍ଛାମୃତ୍ୟୁ ଅନୁମତି ପାଇଥିବା ହରିଶ ରାଣାଙ୍କ ନିଧନ ହୋଇଛି । ୧୩ ବର୍ଷରୁ ଅଧିକ ସମୟ ଧରି କୋମାରେ ଥିବା ହରିଶ ରାଣାଙ୍କୁ ଦିଲ୍ଲୀ ଏମ୍ସ ସମ୍ମାନଜନକ ଇଚ୍ଛାମୃତ୍ୟୁ ଦେଇଛନ୍ତି । ହରିଶ ୧୪ ମାର୍ଚ୍ଚରୁ ଏମ୍ସର ଆଇଆରସିଏ ପାଲିଏଟିଭ୍ କେୟାର ୱାର୍ଡରେ ଭର୍ତ୍ତି ହୋଇଥିଲେ। ଏହା ଦେଶରେ ନିଷ୍କ୍ରିୟ ଇଚ୍ଛାମୃତ୍ୟୁର ପ୍ରଥମ ଘଟଣା। ମାତା ପିତାଙ୍କ ପକ୍ଷରୁ ଅନୁରୋଧ କରାଯିବା ପରେ ୧୧ ମାର୍ଚ୍ଚରେ ସୁପ୍ରିମକୋର୍ଟ ଡାକ୍ତରଙ୍କ ଅନୁଧ୍ୟାନରେ ହରିଶ ରାଣାଙ୍କ ପାଇଁ ନିଷ୍କ୍ରିୟ […]
କନ୍ଧମାଳ ପୋଲିସ ର ବଡ ସଫଳତା l କନ୍ଧ ମାଳ ଏସପି ହରିଶ୍ ବିଶି ଓ ବ୍ରହ୍ମପୁର ଆଇ ଜି ଙ୍କ ନିଷ୍ଠାପର ଉଦ୍ୟମ, ଆନ୍ତରିକତା କାର୍ଯ୍ୟ ଦକ୍ଷତା, ଓ ଉତ୍ସର୍ଗୀକୃତ ମନୋ ଭାବ ଯୋଗୁଁ ଅନେକ ହାର୍ଡ କୋର୍ ମାଓ ବାଦି ନିହତ ହୋଇଥିବା ବେଳେ ଅନେକ କ୍ୟାଡ଼ର ମାଓ ବାଦି ଆତ୍ମ ସମର୍ପଣ କରିଛନ୍ତି ଆଉ ଏବେ ଶୂକୃ ଭଳି ଜଣେ ମାଓ ନେତା କନ୍ଧମାଳ ଏସପି ଙ୍କ ନିକଟରେ ଆତ୍ମ ସମର୍ପଣ କରିବାକୁ […]
