ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱାସ୍ଥ୍ୟ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଚିକିତ୍ସାଳୟରେ ଦେଖାଦେଇଥିବା ଚରମ ଅବ୍ୟବସ୍ଥା ଓ ଅଚଳାବସ୍ଥାକୁ ନେଇ ଆଜି ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ତୀବ୍ର ଉଦବେଗ ପ୍ରକାଶ ପାଇବା ସହ ମେଡିକାଲ ପରିସରରେ ଧାରଣା ଦିଆଯାଇଥିଲା । ସାମ୍ବାଦିକ ସଂଘର ଏକ ପ୍ରତିନିଧି ଦଳ ଆଜି ହସ୍ପିଟାଲରେ ଅଚାନକ ପର୍ଯ୍ୟବେକ୍ଷଣ କରିବା ସମୟରେ ଅନେକ ସଂଘାତିକ ଚିତ୍ର ପଦାକୁ ଆସିଛି।୧ ଶହ ଶଯ୍ୟା ବିଶିଷ୍ଟ ଏହି ଆଧୁନିକ କୋଠାରେ […]
ଭୁବନେଶ୍ୱର: ସାମ୍ପ୍ରତିକ ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ଦେଶରେ ପେଟ୍ରୋଲ ଡିଜେଲ ବ୍ୟବହାର ହ୍ରାସ କରିବା ପାଇଁ ବିହିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସଚିବାଳୟ ଠାରୁ ଆରମ୍ଭ କରି ସମସ୍ତ ସରକାରୀ ବିଭାଗର ଉପଖଣ୍ଡ, ତହସିଲ, ବ୍ଲକ୍ସ୍ତର ସହିତ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଉଦ୍ୟୋଗ, ସଂସ୍ଥା, ବିଶ୍ୱବିଦ୍ୟାଳୟ, ସମିତିମାନଙ୍କରେ ନିର୍ଦ୍ଦେଶାବଳୀ କଡ଼ାକଡ଼ି ଅନୁପାଳନ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଶାସନକୁ […]
ଆସନ୍ତା ଜୁଲାଇ ୧୬ରେ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଏହାକୁ ଶୃଙ୍ଖଳିତ, ସୁରକ୍ଷିତ ଏବଂ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ପାଇଁ ଆଜି (ଗୁରୁବାର) କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି ।ବୈଠକରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରା ସମୟରେ ସମସ୍ତ ସୁରକ୍ଷା ଓ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ତୃଣମୂଳ ସ୍ତରରୁ ସମନ୍ୱିତ […]
ଲାଞ୍ଚ ନେବା ଅଭିଯୋଗରେ୨ ଗିରଫ । ଟିଟିଲାଗଡ଼ ସର୍କଲ୍ କାର୍ଯ୍ୟାଳୟର ୨ ଜଣ କର୍ମଚାରୀଙ୍କୁ ଗିରଫ କଲା ଭିଜିଲାନ୍ସ ।ଗିରଫ ଦୁଇ ଜଣ ସିନିୟର ଆସିଷ୍ଟାଣ୍ଟ ଅନିଲ କୁମାର ପଣ୍ଡା ଓ ପିଅନ୍ ହରେକୃଷ୍ଣ ମାଝୀ । ଉଭୟେ ଟିଟିଲାଗଡ଼ ସ୍ଥିତ ARCS କର୍ମଚାରୀ । ଗତବର୍ଷ ଜାନୁଆରୀରେ ଅବସରପ୍ରାପ୍ତ ଜଣେ କର୍ମଚାରୀଙ୍କ MACP ଅନୁସାରେ ବକେୟା ଦରମା ପାଇଁ ଅନିଲ ପଣ୍ଡା ୧ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ ।ସୂଚନା ମୁତାବକ ଉକ୍ତ ବିଭାଗରେ କାର୍ଯ୍ୟରତ […]
ପୁଣି ଥରେ ଇସ୍କନର ମନମାନି । ଆମେରିକା ପରେ ମାଲେସିଆରେ କରିବ ରଥଯାତ୍ରା । ଆସନ୍ତା ୨୩ ତାରିଖରେ ରଥଯାତ୍ରା ନେଇ ବିଜ୍ଞାପନ ଦିଆଯାଇଛି । ଏହାକୁ ତୀବ୍ର ନିନ୍ଦା କରିଛନ୍ତି ଶ୍ରୀଜଗନ୍ନାଥ ପ୍ରେମୀ ।ଅଦିନିଆ ରଥଯାତ୍ରା ବନ୍ଦ କରିବା ପାଇଁ ମାଲେସିଆ ହାଇକମିଶନରଙ୍କୁ ଚିଠି ଲେଖିଛି ପୁରୀ ଭଏସ ଅଫ କମନ୍ ମ୍ୟାନ୍ । ଏଥି ସହ ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ,ଓଡ଼ିଶାର ମୁଖ୍ୟ ଶାସନ ସଚିବ ଏବଂ ଇଣ୍ଡିଆନ ହାଇକମିଶନର ଅବଗତ କରାଯାଇଛି […]
ରାୟଗଡ଼ା ତା ୨୧/୦୫ (ନିପ୍ର) ପୁଣି ଆଉ ଜଣେ ଯନ୍ତ୍ରୀ ଭିଜିଲାନ୍ସ ଜାଲରେ । ଆୟର୍ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଭିଜିଲାନ୍ସ ସ୍କାନରରେ କୋଲନରା ବ୍ଲକ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ। ଆୟର୍ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋଲନରା ବ୍ଲକ୍ ରେ ଥିବା ତାଙ୍କର ସରକାରୀ ଅଫିସ, ରାୟଗଡ଼ା ରୋହିତ କଲୋନୀ ଭଡ଼ା ଘର ସମେତ ବ୍ରହ୍ମପୁରର 6ଟି ଭିନ୍ନ ଭିନ୍ନ […]
ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ପାଠପଢ଼ା କାର୍ଯ୍ୟକୁ ବାଧାମୁକ୍ତ ଏବଂ ସୁଚାରୁ ରୂପେ ପରିଚାଳନା କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ପୂର୍ବରୁ କାର୍ଯ୍ୟରତ ଥିବା ଅତିଥି ଅଧ୍ୟାପକମାନଙ୍କୁ ପୁନଃନିଯୁକ୍ତି ଦେବା ସହ କ୍ୟାମ୍ପସଗୁଡ଼ିକରେ ଖାଲି ପଡ଼ିଥିବା ପଦବୀରେ ନୂତନ ଅତିଥି ଅଧ୍ୟାପକ ନିଯୁକ୍ତି ପାଇଁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଛନ୍ତି । ଅନ୍ୟପଟେ ସରକାରୀ ବିଶ୍ୱ ବିଦ୍ୟାଳୟ ରେ ବେଆଇ ନିଯୁକ୍ତି ନେଇ ତାଗିଦ କରିବା ସହ ସମସ୍ତ […]
୨୦୨୭ ମାର୍ଚ୍ଚ ଶେଷ ସୁଦ୍ଧା ସବୁ ଗାଁକୁ ପାଇପ୍ ଜଳ ଯୋଗାଇ ଦିଆଯିବ।ବର୍ତ୍ତମାନ ସୁଦ୍ଧା ମୋଟ ୨୦୭ଟି ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପ ମଧ୍ୟରୁ ୩୩ଟି ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି ବୋଲି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ।ସେ ଆହୁରି ମଧ୍ୟ କହିଛନ୍ତି ଯେ, ୨୪୦୨ଟି ଗାଁକୁ ପାନୀୟ ଜଳ ଯୋଗାଇ ଦିଆଯାଉଛି। ଜୁନ୍ ଶେଷ ସୁଦ୍ଧା ଆହୁରି ୧୪ଟି ପ୍ରକଳ୍ପ ଶେଷ ହେବ। ସେପ୍ଟେମ୍ବର ସୁଦ୍ଧା ୩୫ଟି ମେଗା ପାଇପ୍ ଜଳ […]
ଦିଲ୍ଲୀରୁ ବେଙ୍ଗାଲୁରୁ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ବୁଧବାର ବେଙ୍ଗାଲୁରୁ ବିମାନବନ୍ଦରରେ ଅବତରଣ କରିବା ସମୟରେ ଏହାର ପଛପଟ ମାଡ଼ ହୋଇଯାଇଥିଲା। ଫଳରେ ଏୟାରଲାଇନ୍ସ ପକ୍ଷରୁ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ବିମାନରୁ ଓହ୍ଲାଇ ଦିଆଯିବା ସହିତ ବିମାନ ଚଳାଚଳ ବାତିଲ କରିଦିଆଯାଇଥିଲା। ସମସ୍ତ ଯାତ୍ରୀ ଏବଂ କ୍ରୁ ସଦସ୍ୟ ସୁରକ୍ଷିତ ଅଛନ୍ତି। ଏହି ଏୟାର ଇଣ୍ଡିଆବିମାନରେ ୧୭୯ ଜଣ ଯାତ୍ରୀ ଥିଲେ।। ଏୟାରଲାଇନ୍ସ ପକ୍ଷରୁ କୁହାଯାଇଛି ଯେ, ବିମାନରେ ଥିବା ଯାତ୍ରୀଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା […]
ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କ ବୟାନ ବିରୋଧରେ ଆରମ୍ଭ ହୋଇଥିବା କକ୍ରୋଚ ଜନତା ପାର୍ଟି ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ସରକାରଙ୍କ ତରଫରୁ ସିଜେପିର “ଏକ୍ସ’ ଆକାଉଣ୍ଟକୁ ଭାରତରେ ବନ୍ଦ କରାଯାଇଛି ।ଗତ କିଛିଦିନ ହେବ ସୋସିଆଲ ମିଡିଆରେ ଏହି ସଂଗଠନକୁ ନେଇ ବେଶ୍ ଚର୍ଚ୍ଚା ହେଉଛି । ଏନେଇ ସଂଗଠନର ମୁଖ୍ୟ ଅଭିଜିତ୍ ଦିପକେ କହିଛନ୍ତି, ପ୍ରଥମେ ଏହି ଆକାଉଣ୍ଟକୁ ହ୍ୟାକ୍ କରିବାକୁ ଚେଷ୍ଟା କରାଯାଇଥିଲା । ହେଲେ ହ୍ୟାକ୍ କରିବାରେ ବିଫଳ ହେବା ପରେ […]
ପାକିସ୍ତାନ ମାଟିରେ ପୁଣି ଜଣେ ଭାରତର ଶତ୍ରୁ ନିହତ ହୋଇଛି। ପାକିସ୍ତାନ ଅଧିକୃତ କାଶ୍ମୀର (PoK) ରେ ଆତଙ୍କବାଦୀ ହାମଜା ବୁରହାନକୁ ଗୁଳି କରି ହତ୍ୟା କରିଛନ୍ତି। କିଛି ଅଜ୍ଞାତ ବନ୍ଧୁକଧାରୀ ତାକୁ ଟାର୍ଗେଟ୍ କରି ଏହି ଏନକାଉଣ୍ଟର କରିଛନ୍ତି।ହମଜା ବୁରହାନ ପାକିସ୍ତାନ ସ୍ଥିତ ଏକ ଆତଙ୍କବାଦୀ ନେଟୱାର୍କ ସହିତ ଜଡିତ ଥିବା ଜଣାପଡିଛି ଏବଂ ପୁଲୱାମା ଆକ୍ରମଣରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ବିଶ୍ୱାସ କରାଯାଉଛି। ୧୪ ଫେବୃଆରୀ, ୨୦୧୯ରେ ଜମ୍ମୁ ଏବଂ କଶ୍ମୀରରେ […]
ନରୱେ ମହାରାଣୀ ଓ ରାଜାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପହାରରେ ଓଡ଼ିଶାର କଳାର ଝଲକ । ବିଶ୍ବ ଦରବାରରେ ଝଲସିଲା ଓଡ଼ିଶା କଳା ଭାସ୍କର୍ଯ୍ୟ ।ପ୍ରଧାନମନ୍ତ୍ରୀ ମୋଦି ନରୱେ ଗସ୍ତରେ ରାଜଧାନୀ ଓସ୍ଲୋରେ ରାଜା ହାରାଲ୍ଡ ଭି ଏବଂ ମହାରାଣୀ ସୋନଜାଙ୍କୁ ସାକ୍ଷାତ କରିଥିଲେ । ଏହି ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ରାଜାଙ୍କୁ ତାରକସିର ଡଙ୍କା ଓ ମହାରାଣୀ ସୋନଜାଙ୍କୁ ଏକ ଅତ୍ୟନ୍ତ ସୁନ୍ଦର ଓ ପାରମ୍ପାରିକ ପଟ୍ଟଚିତ୍ର ଉପହାର ଦେଇଥିଲେ ।ତାଳ ପତ୍ର ଉପରେ […]
