author

ପ୍ରକାଶ ପାଇଲା ସିବିଏସଇର ଦ୍ୱାଦଶ ପରୀକ୍ଷା ଫଳ

ପ୍ରକାଶ ପାଇଲା CBSE ଦ୍ଵାଦଶ ରେଜଲ୍ଟ । ୱେବ୍‌ସାଇଟ୍‌ରେ ଉପଲବ୍ଧ ରେଜଲ୍ଟ ।’ସିବିଏସଇ’ ବୋର୍ଡର ୱେବସାଇଟ results.cbse.nic.in ଜରିଆରେ କିମ୍ବା ଡିଜି ଲକରରେ ନିଜ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ। ଚଳିତ ବର୍ଷ ସିବିଏସଇର ଦ୍ୱାଦଶ ବୋର୍ଡରେ ସାରା ଦେଶରୁ ୨୦ ଲକ୍ଷ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସାରାଦେଶରେ ପାସ୍‌ ହାର ୮୫.୨୦ ପ୍ରତିଶତ । ଗତବର୍ଷ ଅପେକ୍ଷା କମିଲା ପାସ୍‌ ହାର । ମୋଟ ପାସ୍‌ ହାର ୩.୧୯ ପ୍ରତିଶତ ହ୍ରାସ ।

ଓଡଗାଁରେ ଯୁବକଙ୍କୁ ହତ୍ୟା ଘଟଣାରେ କ୍ରାଇମ୍ ସ୍ପଟରେ ସିନ୍ ରିକ୍ରିଏସନ କଲା ପୋଲିସ

ଓଡଗାଁରେ ଯୁବକଙ୍କୁ ହତ୍ୟା ଘଟଣାରେ କ୍ରାଇମ୍ ସ୍ପଟରେ ସିନ୍ ରିକ୍ରିଏସନ କଲା ପୋଲିସ । ଦୁଇ ଅଭିଯୁକ୍ତଙ୍କୁ ନେଇ ସିନ୍ ରିକ୍ରିଏସନ କରିଛି ପୋଲିସ । ହତ୍ୟାକାଣ୍ଡର ୨ ମୁଖ୍ୟ ଅଭିଯୁକ୍ତ ପୂର୍ଣ୍ଣଚନ୍ଦ୍ର ନାୟକ ଏବଂ ମହନ୍ତ ନାୟକଙ୍କୁ ଘଟଣାସ୍ଥଳକୁ ଆଣି ସିନ୍ ରିକ୍ରିଏସନ କରାଯାଇଥିଲା । ହତ୍ୟାକାଣ୍ଡସ୍ଥଳ କଦଳୀବନ୍ଧ ଗାଁ ନିକଟସ୍ଥ ନୟାଗଡ଼ ଭଞ୍ଜନଗର ରାସ୍ତା ନିକଟରେ ଅଭିଯୁକ୍ତମାନେ କେମିତି ହତ୍ୟା କଲେ ଦେଖାଇଛନ୍ତି। ଏହି ହତ୍ୟାକାଣ୍ଡରେ ୭ ଜଣ ନିୟୋଜିତ ହୋଇଥିଲେ ହେଁ ୬ଜଣଙ୍କ […]

ଜୁନ୍‌ ୨୧ରେ ଓଟିଇଟି ପରୀକ୍ଷା

ଆଶାୟୀଙ୍କ ପାଇଁ ଖୁସି ଖବର । ଜୁନ୍ ମାସରେ ହେବ ଓଟିଇଟି ପରୀକ୍ଷା ପ୍ରଥମେ ପେପର-୧ ସକାଳ ୯ଟାରୁ ୧୧.୩୦ ଏବଂ ପେପର-୨ ପରୀକ୍ଷା ଅପରାହ୍ଣ ୨ଟାରୁ ୪.୩୦ ପର୍ଯ୍ୟନ୍ତ ହେବ। ଜୁନ୍‌ ୯ରୁ ବୋର୍ଡ ୱେବ୍‌ସାଇଟ୍‌ www.bseodisha.nic.in. ରେ ଆଡମିଟ୍‌ କାର୍ଡ ଉପଲବ୍ଧ ରହିବ। ଆଶାୟୀମାନେ ସେଠାରୁ ଡାଉନ୍‌ଲୋଡ କରିବା ନେଇ ବୋର୍ଡ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ଜାରି କରାଯାଇଛି।ତେବେ ପରୀକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ଏବଂ ବୋର୍ଡ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି । […]

ଏବେ ସରକାରୀ ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ

ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ ପରେ ଅଧିକ ଇଭି ବ୍ୟବହାର ପାଇଁ ଅପିଲ୍ କରିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଇଭି ପାଇଁ ସବସିଡ୍ ୨୦୨୮ ଯାଏଁ ବୃଦ୍ଧି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଥା ମାନି ତେଲ କମ୍ ବ୍ୟବହାର କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନିଜେ ବ୍ୟବହାର କରୁଥିବା କନଭୟ ବା ସୁରକ୍ଷା ଯାନବାହାନ ସଂଖ୍ୟା ଯଥେଷ୍ଟ ସୀମିତ କରିଦେଇଛନ୍ତି । ନିଜ ସୁରକ୍ଷାରେ ନିୟୋଜିତ ଗାଡ଼ିକୁ […]

ଆସ୍ଥା ଭୋଟରେ ଜିତିଲେ ମୁଖ୍ୟମନ୍ତ୍ରୀ ବିଜୟ

ତାମିଲନାଡ଼ୁରେ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନେତୃତ୍ବାଧୀନ ଟିଭିକେ ବୁଧବାର ବିଧାନସଭାରେ ବହୁମତ ପ୍ରମାଣିତ କରିଛି। ଗୃହରେ ଟିଭିକେ ସପକ୍ଷରେ ୧୪୪ ଭୋଟ ପଡ଼ିଥିବାବେଳେ, ୨୨ଟି ଭୋଟ ବିରୋଧରେ ପଡ଼ିଥିଲା। କଂଗ୍ରେସ, ସିପିଆଇ(ଏମ୍), ଭିସିକେ ଏବଂ ଇଣ୍ଡିଆନ୍ ୟୁନିଅନ୍ ମୁସଲିମ୍ ଲିଗ୍ (ଆଇୟୁଏମଏଲ) ଆସ୍ଥା ଭୋଟରେ ବିଜୟଙ୍କ ନେତୃତ୍ୱାଧୀନ ସରକାରଙ୍କୁ ସମର୍ଥନ କରିଥିଲେ। କଂଗ୍ରେସ ଏହାର ପାଞ୍ଚ ବିଧାୟକଙ୍କ ସହିତ ସରକାରଙ୍କୁ ସମର୍ଥନ କରିଥିବା ବେଳେ, ସିପିଆଇ(ଏମ୍), ଭିସିକେ ଏବଂ ଆଇୟୁଏମଏଲ ଦୁଇଜଣ ଲେଖାଏଁ ବିଧାୟକ ଯୋଗଦାନ କରିଥିଲେ। ବହିଷ୍କୃତ […]

ଇନ୍ଧନ ସଙ୍କଟର ମୁକାବିଲା ନିଜଠାରୁ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ: କନ୍‌ଭୟକୁ ଅଧାକୁ ହ୍ରାସ କଲେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଦକ୍ଷେପ ଅନୁଯାୟୀ, ତାଙ୍କ ସରକାରୀ କାରଗେଡ ଗାଡ଼ି ସଂଖ୍ୟା ଯଥେଷ୍ଟ ହ୍ରାସ ପାଇଛି। ପଶ୍ଚିମ ଏସିଆର ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି ଦେଶର ନାଗରିକଙ୍କୁ ନିବେଦନ କରିଥିଲେ। ନିଜେ ନେତୃତ୍ୱ ନେଇ ପ୍ରଧାନମନ୍ତ୍ରୀ ବ୍ୟକ୍ତିଗତ ଭାବରେ ଏହି ଆବେଦନକୁ କାର୍ଯ୍ୟକାରୀ କରିଛନ୍ତି । ସେ ତାଙ୍କ କନ୍‌ଭୟରେ ଗାଡ଼ି ସଂଖ୍ୟା ୫୦ ପ୍ରତିଶତ ହ୍ରାସ କରିବାକୁ ଏସ୍‌ପିଜିକୁ ନିର୍ଦ୍ଦେଶ ଦେଇଛନ୍ତି। ସେ ଇଲେକ୍ଟ୍ରିକ୍ ଯାନ ବ୍ୟବହାର କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। […]

କଣ୍ଟାବାଞ୍ଜି ପୁର୍ବ ବିଧାୟକ ଆୟୁବ ଖାନଙ୍କ ଵିୟୋଗ। ଦୁଃଖ ପ୍ରକାଶ କଲେ ନବିନ 

କଣ୍ଟାବାଞ୍ଜି ପୁର୍ବତନ ବିଧାୟକ ଆୟୁବ ଖାନଙ୍କ ଵିୟୋଗ । କଣ୍ଟାବାଞ୍ଜି ସ୍ଥିତ ନିଜ ବାସ ଭବନ ଠାରେ ତାଙ୍କର ମୃତ୍ୟ ହୋଇଛି । ମୃତ୍ୟୁ ସମୟରେ ତାଙ୍କୁ ୭୮ବୟସ ହୋଇଥିଲା । ଅନେକ ଦିନ ହେଲା ସେ ଅସୁସ୍ଥ ରହିଥିଲେ । ଗତ ବିଜେଡି ସରକାର ସମୟରେ ସେ ଦୁଇ ଥର ବିଧାୟକ ଥିଲେ। ଆୟୁବ ଖାନ ନୂଆପଡ଼ା ଓ କଣ୍ଟାବାଞ୍ଜି ଅଞ୍ଚଳରେ ବିଜୁ ଜନତା ଦଳର ସଂଗଠନକୁ ମଜଭୁତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। […]

ମୁଲାୟମ ସିଂହ ଯାଦବଙ୍କ ପୁଅ ପ୍ରତୀକ ଯାଦବଙ୍କ ଦେହାନ୍ତ

ଆଜି ସମାଜବାଦୀ ପାର୍ଟିକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ପୁଅ ପ୍ରତୀକ ଯାଦବଙ୍କର ଦେହାନ୍ତ ଘଟିଛି।ମୃତ୍ୟୁ ବେଳକୁ ତାଙ୍କୁ ୩୮ ବର୍ଷ ବୟସ ହୋଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ସିଭିଲ୍ ହସ୍ପିଟାଲକୁ ନିଆଯାଇଥିଲା କିନ୍ତୁ ସେ ସେଠାରେ ପହଞ୍ଚିବା ପୂର୍ବରୁ ହିଁ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ପ୍ରତୀକ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ଏବଂ ଅପର୍ଣ୍ଣା ଯାଦବଙ୍କ ସ୍ୱାମୀ ଥିଲେ। ଅପର୍ଣ୍ଣା ଯାଦବ […]

ଟଳିଲା ବଡ ଅଘଟଣ: ବାରାମତୀରେ ବିମାନ କ୍ରାସ୍, ପାଇଲଟ୍ ସୁରକ୍ଷିତ

ମହାରାଷ୍ଟ୍ରର ବାରାମତୀରେ ଏକ ବଡ଼ ବିମାନ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ ତାଲିମ ପାଇଁ ବ୍ୟବହୃତ ବିମାନଟି ବାରାମତୀର ଗୋଜୁବାବି ଗାଁରେ ଦୁର୍ଘଟଣାଗ୍ରସ୍ତ ହୋଇଛି।୨ ସିଟ୍ ବିଶିଷ୍ଟ ଟ୍ରେନିଂ ଏୟାରକ୍ରାପ୍ଟ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ରେଡ୍ ବୋର୍ଡ ଏଭିଏସନ ଏକାଡେମୀର ହୋଇଥିବା ସୂଚନା ମିଳିଛି। ପ୍ଲେନ୍ କ୍ରାସ୍‌ ର କାରଣ ଅସ୍ପଷ୍ଟ ରହିଛି। କୌଣସି ମୃତାହତ ହୋଇନଥିବା ଖବର ରହିଛି।ଅଜିତ ପାୱାରଙ୍କ ବିମାନ ମଧ୍ୟ ପୂର୍ବରୁ ସେଠାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।ସ୍ଥାନୀୟ ଲୋକମାନେ ବିମାନଟିକୁ […]

ସୁନା ଏବଂ ରୂପା ଉପରେ ଆମଦାନୀ ଶୁଳ୍କ ୬% ରୁ ୧୫% ବୃଦ୍ଧି ପରେ ବଢିଲା ଦାମ୍ 

ଆମଦାନୀ ଶୁଳ୍କ ବୃଦ୍ଧି ପରେ ଦେଶରେ ହାଇଜମ୍ପ ମାରିଛି ସୁନା ଦର। ୨୪ କ୍ୟାରେଟ ସୁନାଦର ଏକାଥରକେ ୧୩,୯୧୦ ଟଙ୍କା ବୃଦ୍ଧି ପାଇଛି। ୨୪ କ୍ୟାରେଟ ସୁନାଦର ୧ଲକ୍ଷ ୬୭ ହଜାର ୮୯୦ ଟଙ୍କା ହୋଇଛି। ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧୨,୭୫୦ ଟଙ୍କା ବୃଦ୍ଧି ପାଇଛି। ୨୨ କ୍ୟାରେଟ ସୁନା ଦର ହେଲା ୧ଲକ୍ଷ ୫୩ ହଜାର ୯୦୦ ଟଙ୍କା ହୋଇଛି।, ରୂପା ଏବଂ ଅନ୍ୟାନ୍ୟ ମୂଲ୍ୟବାନ ଧାତୁର ଆମଦାନୀ ଉପରେ […]

ସୌମ୍ୟରଞ୍ଜନ ହତ୍ୟାର ନୂଆ ଭିଡିଓ ପ୍ରମାଣ,୩ ଦିନରେ ପୋଲିସର ଭୁଲ୍ ଦେଖି କ୍ରାଇମ୍‌ବ୍ରାଞ୍ଚ ଜଳକା

GRP କନଷ୍ଟେବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ୩ ଦିନ ତଦନ୍ତରେ କ୍ରାଇମବ୍ରାଞ୍ଚ କମିଶନରେଟ୍ ପୁଲିସ୍ ଭୁବନେଶ୍ୱର ୟୁପିଡିର ମାଳ ମାଳ ତ୍ରୁଟି ଧରିଛି।ତଦନ୍ତ ଯେମିତି ଆଗକୁ ବଢ଼ୁଛି, କମିଶନରେଟ୍ ପୋଲିସର ଗୋଟିଏ ପରେ ଗୋଟିଏ ଭୁଲ୍ ପଦାକୁ ଆସୁଛି । ତେବେ କ୍ରାଇମବ୍ରାଞ୍ଚ ହାତରେ ଲାଗିଛି ଭିଡିଓ । ଆରମ୍ଭରୁ ଶେଷ ଯାଏ ରହିଛି ପୁରା ଘଟଣା । ଭିଡିଓ ଆଧାରରେ ଅଭିଯୁକ୍ତ ଚିହ୍ନଟ କରାଯାଇଛି । ପୋଲିସ ପହଞ୍ଚିବା ପୁର୍ବରୁ […]

ଆଜିର ରାଶିଫଳ(୧୩ ମଇ, ୨୦୨୬)

ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ। ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […]