ପୁଲିସ ଏସଆଇ ନିଯୁକ୍ତି ସ୍କାମର ବଡ଼ ଅପଡେଟ୍। କେନ୍ଦ୍ର ସରକାରଙ୍କ ବିଜ୍ଞପ୍ତ ପ୍ରକାଶ ପରେ ମାମଲା ରୁଜୁ କଲା ସିବିଆଇ। ଭୁବନେଶ୍ଵର ସ୍ଥିତ ସିବିଆଇ ଶାଖା ପକ୍ଷରୁ ମାମଲା ରୁଜୁ କରାଯାଇ ଘଟଣାର ବିଧିବଦ୍ଧ ତଦନ୍ତ ଆରମ୍ଭ ହୋଇଛି। ଟିମରେ ଅଛନ୍ତି ୧୨ରୁ ଅଧିକ ସିବିଆଇ ଅଧିକାରୀ। ଜଣେ ଅତିରିକ୍ତ ଏସପିଙ୍କ ନେତୃତ୍ୱରେ ଗଠନ ହେଲା ସିବିଆଇ ଟିମ । ୩ ଜଣ ଡିଏସପି, ୪ ଜଣ ଇନସପେକ୍ଟର ଏଥିରେ ସାମିଲ ହେବେ । କ୍ରାଇମବ୍ରାଞ୍ଚକୁ ମାମଲାର […]
ଶୀତରେ ଥରୁଛି ସାରା ରାଜ୍ୟ । ରାତି ଯେତିକି ବଢୁଛି ପାରଦ ସେତିକି ଖସୁଛି । ପୂର୍ବରୁ ପଶ୍ଚିମ – ଉତ୍ତରରୁ ଦକ୍ଷିଣ ସବୁଠି ହାଡ଼ଭଙ୍ଗା ଶୀତର ପ୍ରକୋପ ଅନୁଭୂତ ହେଉଛି । ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶା ମଧ୍ୟକୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହ ହେଉଥିବାରୁ ଶୀତ ବଢ଼ୁଥିବା ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୧ଟି ସ୍ଥାନର ତାପମାତ୍ରା ୧୫ ଡିଗ୍ରି ତଳେ ରହିଛି। କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା […]
ଶୀତରେ ଥରୁଛି ସାରା ରାଜ୍ୟ । ରାତି ଯେତିକି ବଢୁଛି ପାରଦ ସେତିକି ଖସୁଛି । ପୂର୍ବରୁ ପଶ୍ଚିମ – ଉତ୍ତରରୁ ଦକ୍ଷିଣ ସବୁଠି ହାଡ଼ଭଙ୍ଗା ଶୀତର ପ୍ରକୋପ ଅନୁଭୂତ ହେଉଛି । ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶା ମଧ୍ୟକୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହ ହେଉଥିବାରୁ ଶୀତ ବଢ଼ୁଥିବା ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୧ଟି ସ୍ଥାନର ତାପମାତ୍ରା ୧୫ ଡିଗ୍ରି ତଳେ ରହିଛି। କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା […]
ଲାଲକିଲ୍ଲା ବିସ୍ଫୋରଣ ପରେ ଦିଲ୍ଲୀରେ ଆଉ ଏକ ବିସ୍ଫୋରଣ ଘଟଣା ଖବର ଆସିବା ପରେ ଆଖପାଖ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଗୁରୁବାର ସକାଳେ ଦିଲ୍ଲୀ ମହିପାଳପୁର ଅଞ୍ଚଳର ରାଡିସନ ହୋଟେଲ ନିକଟରେ ଆଉ ଏକ ବିସ୍ଫୋରଣ ପରି ଶବ୍ଦ ଶୁଣାଗଲା । ସକାଳ ୯ଟା ୧୮ରେ ଏହି ବିସ୍ଫୋରଣ ଘଟିଥିବା ସୂଚନା । ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚିଥିବା ବେଳେ ପୁଲିସ ମଧ୍ୟ ଘଟଣାର ତଦନ୍ତ ଆରମ୍ଭ କରିଛି ।ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଘଟଣା […]
ରାଜଧାନୀ ଭୁବନେଶ୍ୱରର ୟୁନିଟ୍-୪ ଅଞ୍ଚଳରେ ଦେହ ବ୍ୟବସାୟରେ ଫସାଇବାକୁ ଉଦ୍ୟମ କରାଯାଉଥିବା ଜଣେ ନାବାଳିକାଙ୍କୁ ବୁଧବାର ଖାରବେଳ ନଗର ପୋଲିସ ଏକ ହୋଟେଲରୁ ଉଦ୍ଧାର କରିଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।ଖବରଅନୁଯାୟୀ, ଢେଙ୍କାନାଳ ଜିଲ୍ଲାର ଏହି ନାବାଳିକା ଜଣକ ଗତ କିଛି ମାସ ହେବ ଭୁବନେଶ୍ୱରର ବରମୁଣ୍ଡା ଅଞ୍ଚଳରେ ଏକ ଘରୋଇ ସଂସ୍ଥାରେ କାମ କରୁଥିଲେ। ତେବେ ଏହି ସମୟରେ ସେ ଅଭିଯୁକ୍ତ ଯୁବକଙ୍କ ସଂସ୍ପର୍ଶରେ ଆସିଥିଲେ। ଅଭିଯୁକ୍ତ ଜଣକ […]
ଆସିଷ୍ଟାଣ୍ଟ ସେକ୍ସନ ଅଫିସ ମୁଖ୍ୟ ଲିଖିତ ପରୀକ୍ଷା ରଦ୍ଦ । ହାଇକୋର୍ଟ ଏଏସଓ ପଦ ପୂରଣ ପାଇଁ ଗତ ଜୁଲାଇ ୧୩ ତାରିଖରେ ହୋଇଥିବା ମୁଖ୍ୟ ଲିଖିତ ପରୀକ୍ଷାକୁ ରଦ୍ଦ କରିଛନ୍ତି ଉଚ୍ଚନ୍ୟାୟାଳୟ ।ଏହି ପରୀକ୍ଷାରେ ଅନିୟମିତତା ନେଇ ହାଇକୋର୍ଟ ସନ୍ଦେହ କରିବା ପରେ ପରୀକ୍ଷାକୁ ବାତିଲ କରାଯାଇଛି। ପ୍ରିଲିମିରେ ୭୧୧୩ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିଲେ। ଏହି ପରୀକ୍ଷାକୁ ସିଲିକନ୍ ଟେକ୍ କରୁଥିବାରୁ ଅନିୟମିତତା ନେଇ ହାଇକୋର୍ଟଙ୍କ ସନ୍ଦେହ ବଢିଥିଲା। ତେଣୁ ୧୩ରେ ହୋଇଥିବା ପରୀକ୍ଷାକୁ ପୁଣି […]
ଆଜି ମାର୍ଗଶିର କୃଷ୍ଣ ନବମୀ ତିଥି ପଡୁଛି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସାଧାରଣ ଲୋକଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ।ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର […]
ମେଷ – ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବୃଷ – ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି […]
ସାହିତ୍ୟ ଏକାଡେମୀର ବାଲ୍ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପୁରସ୍କାର ପାଇଁ ୨୪ ଜଣ ଲେଖକଙ୍କୁ ମନୋନୀତ କରାଯାଇଛି । ୨୪ ଜଣ ପୁରସ୍କାର ବିଜେତାଙ୍କୁ ମାନପତ୍ର ସହିତ ୫୦ ହଜାର ଟଙ୍କାର ଚେକ୍ ଏବଂ ଏକ କାଂସ୍ୟ ଫଳକ ପ୍ରଦାନ କରାଯିବ ।ବାର୍ଷିକ ପୁରସ୍କାର ବିତରଣ ସମାରୋହ ଆସନ୍ତା ନଭେମ୍ବର ୧୪ ତାରିଖରେ ନୂଆଦିଲ୍ଲୀର ତ୍ରିବେଣୀ ଅଡିଟୋରିୟମ୍, ତାନ୍ସେନ୍ ମାର୍ଗଠାରେ ଅନୁଷ୍ଠିତ ହେବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜିତ ଏହି […]
ଲୋକପ୍ରିୟ ବଲିଉଡ୍ ଗାୟିକା ଶ୍ରେୟା ଘୋଷାଲ ଆସନ୍ତାକାଲି କଟକର ଐତିହାସିକ ବାଲି ଯାତ୍ରାରେ ପରିବେଷଣ କରିବାକୁ ପ୍ରସ୍ତୁତ। ସେ ବାଲି ଯାତ୍ରା ଭୂମିର ଗଣକବି ବୈଷ୍ଣବ ପାଣି ମଞ୍ଚରେ ପରିବେଷଣ କରିବେ।ଐତିହାସିକ ବାଲିଯାତ୍ରା କଟକର ଅଫିସିଆଲ୍ ଏକ୍ସରେ ପୋଷ୍ଟ କରି ଜଣାଇଛନ୍ତି ଯେ ଶ୍ରେୟା ଘୋଷାଲ୍ ଐତିହାସିକ ବାର୍ଷିକ କାର୍ଯ୍ୟକ୍ରମର ଶେଷ ଦିନରେ (ନଭେମ୍ବର ୧୩) ପ୍ରଦର୍ଶନ କରିବେ। ଯଦିଓ ଏହି କାର୍ଯ୍ୟକ୍ରମ ମୂଳତଃ ଆଜି ଶେଷ ହେଉଥିଲା। ତଥାପି, ଓଡ଼ିଶା ସରକାର ଦିନ ପୂର୍ବରୁ ଏହାକୁ […]
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ତନାଘନା । FSL ଟେଷ୍ଟ ପାଇଁ ଗଲା ଜବତ ବନ୍ଧୁକ । ଗତ ମଙ୍ଗଳବାର ବନ୍ଧୁକର ତଥ୍ୟକୁ SDJM କୋର୍ଟରେ ଦାଖଲ କରିଥିଲା ପୋଲିସ । ହତ୍ୟାକାରୀଙ୍କ ବନ୍ଧୁକରୁ ବହୁ ଗୁରୁତ୍ବପୂର୍ଣ୍ଣ ତଥ୍ୟ ମିଳିବ ।ତେବେ ଜବତ ହୋଇଥିବା ଦୁଇ ବନ୍ଧୁକ ୯-ଏମ ଏମ ବୋଲି ଜଣାପଡ଼ିଛି । ପୀତବାସ ହତ୍ୟା ମାମଲାରେ ମୋଟ ୧୬ଜଣ ଗିରଫ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା, […]
ରାଜ୍ୟରେ ଜମି କିଣାବିକା ଏବଂ ଜମି ପଟ୍ଟା ସଂଶୋଧନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଓଡ଼ିଶା ସର୍ଭେ ଆଣ୍ଡ ସେଟଲ୍ମେଣ୍ଟ ରୁଲ୍ସରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।ବର୍ତ୍ତମାନ ପ୍ରାବଧାନ ଅନୁସାରେ, ବନ୍ଦୋବସ୍ତ ପ୍ରକ୍ରିୟା (Settlement Operation) ପୂର୍ବରୁ କିଣିଥିବା ଜମିର ପଟ୍ଟା (RoR) ବନ୍ଦୋବସ୍ତ ଅଧିକାରୀ (Settlement Officer) କ୍ରେତାଙ୍କ ନାମରେ କରିଥାଆନ୍ତି। କିନ୍ତୁ ଯଦି କୌଣସି କାରଣ ଯୋଗୁ ବନ୍ଦୋବସ୍ତ […]
