ପଖାଳ ! ଓଡ଼ିଆ ଜୀବନରେ ଏହା କେବଳ ଏକ ଖାଦ୍ୟ ନୁହେଁ, ଏହା ଏକ ଭାବନା, ଏକ ପରିଚୟ ଓ ଏକ ଆବେଗ । ପଖାଳକୁ ଓଡ଼ିଆ ଜାତିର ଆତ୍ମାର ସ୍ୱାଦ ମଧ୍ୟ କୁହାଯାଏ । ଏପରିକି ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଜଗନ୍ନାଥଙ୍କ ପାଖରେ ମଧ୍ୟ ପଖାଳ ଭୋଗ ଲାଗେ, ଯାହା ଏହାର ସାମ୍ପ୍ରଦାୟିକ ଓ ଧାର୍ମିକ ଗୁରୁତ୍ୱକୁ ଆଉ ବଢ଼ାଇଦିଏ ।ବିଶେଷ କରି ଓଡ଼ିଶାର ଗ୍ରୀଷ୍ମ ଋତୁରେ ଶରୀରକୁ ଥଣ୍ଡା ରଖିବା ପାଇଁ ପଖାଳର […]
ମେଷ ଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି। ବୃଷରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ […]
ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଓ ରଣନୈତିକ ଚ୍ୟାଲେଞ୍ଜକୁ ଦୃଷ୍ଟିରେ ରଖି ଭାରତ ଏବେ ଡ୍ରୋନ୍ ପ୍ରଯୁକ୍ତିବିଦ୍ୟାରେ ସମ୍ପୂର୍ଣ୍ଣ ଆତ୍ମନିର୍ଭରଶୀଳ ହେବାକୁ ଲକ୍ଷ୍ୟ ରଖିଛି। ଦିଲ୍ଲୀରେ ଆୟୋଜିତ ଜାତୀୟ ପ୍ରତିରକ୍ଷା ଶିଳ୍ପ ସମ୍ମିଳନୀ ୨୦୨୬ରେ ଉଦବୋଧନ ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ, ରୁଷ-ୟୁକ୍ରେନ ଏବଂ ଇରାନ-ଇସ୍ରାଏଲ ସଂଘର୍ଷ ଆଧୁନିକ ଯୁଦ୍ଧ କ୍ଷେତ୍ରରେ ଡ୍ରୋନ୍ ଓ ଆଣ୍ଟି-ଡ୍ରୋନ୍ ପ୍ରଯୁକ୍ତିବିଦ୍ୟାର ଅପରିହାର୍ଯ୍ୟତାକୁ ପ୍ରମାଣିତ କରିଛି।ଡ୍ରୋନ୍ ନିର୍ମାଣର ଗୁରୁତ୍ୱ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି, […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନାଟ୍ୟଧାରା ପକ୍ଷରୁ ଆୟୋଜିତ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ୫ମ ସନ୍ଧ୍ୟାରେ ମଞ୍ଚସ୍ଥ ହୋଇଥିଲା ନାଟକ ‘ଇନ୍ଦ୍ରଜାଲ’। ସମୁଦ୍ରକୂଳର ଏକ କ୍ଷୁଦ୍ର ମତ୍ସ୍ୟଜୀବୀ ପଲ୍ଲୀରୁ ରୁଷିଆର ବରଫାବୃତ ସହର ପର୍ଯ୍ୟନ୍ତ ବ୍ୟାପିଥିବା ଏକ ଅନନ୍ୟ ପ୍ରେମ କାହାଣୀକୁ ନେଇ ପଠାଣି ସାମନ୍ତ ପ୍ରେକ୍ଷାଳୟରେ ଅଭିନୀତ ହୋଇଯାଇଛି ଏହି ହୃଦୟସ୍ପର୍ଶୀ ତଥା ରୋମାଞ୍ଚଭରା ପ୍ରେମ ପ୍ରଣୟ ନାଟକ। ବିଶିଷ୍ଟ ନାଟ୍ୟକାର ଦୀପିକା ଦାସଙ୍କ ଦ୍ୱାରା ରଚିତ ଏହି ନାଟକକୁ ନିପୁଣତାର ସହ ପରିକଳ୍ପନା ଓ ନିର୍ଦ୍ଦେଶନା […]
ରାଜ୍ୟରେ କାଳବୈଶାଖୀ ବର୍ଷା ହେଉଥିବା ବେଳେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଉପକୂଳବର୍ତ୍ତୀ ଆନ୍ଧ୍ର ପ୍ରଦେଶ ଓ ପାର୍ଶ୍ୱବର୍ତ୍ତୀ ୟାନମ୍ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ଆଗାମୀ 7 ଦିନ ଯାଏଁ ରାଜ୍ୟରେ ବର୍ଷା ହେବା ସମ୍ଭାବନା ରହିଛି ।ଆସନ୍ତା 24 ଘଣ୍ଟାରେ ନୂଆପଡା, ବଲାଙ୍ଗୀର, କନ୍ଧମାଳ ଓ ଗଞ୍ଜାମରେ ବିଜୁଳି ଘଡଘଡି ସହ 50ରୁ 60 କି.ମି ଝଡ ପବନ ଓ କୁଆପଥର ବର୍ଷା ସମ୍ଭାବନା ରହିଥିବା ବେଳେ ଏହି 4 […]
ଚାରି ଜଣ ଯୁବତୀଙ୍କୁ କମେଣ୍ଟ ମାରିବା ପଡ଼ିଲା ମହଙ୍ଗା । ଯୁବକଙ୍କୁ ଚପଲରେ ସେକିବା ପରେ ପୋଲିସରେ ଦେଲେ ଜିମା । ଯୁବତୀ ମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ସହ କମେଣ୍ଟ ମାରିବା ସମ୍ପୃକ୍ତ ଯୁବକ ୨ ଜଣଙ୍କୁ ଭାରି ମହଙ୍ଗା ପଡିଛି। ସୂଚନାମୁତାବକ ବାଲେଶ୍ବର ଜିଲ୍ଲା ତାଳସାରୀ ମେରାଇନ ଥାନା ଅନ୍ତର୍ଗତ ଚକ ସରବଣୀ ଗ୍ରାମର ୪ ଜଣ ଯୁବତୀ ଗତ ମଙ୍ଗଳବାର ସନ୍ଧ୍ୟାରେ କମ୍ପ୍ୟୁଟର ଶିକ୍ଷା ପାଇଁ ଚନ୍ଦନେଶ୍ବର ସ୍ଥିତ ଏକ କମ୍ପ୍ଯୁଟର ସେଣ୍ଟରକୁ […]
ମଧ୍ୟପ୍ରାଚ୍ୟ ଯୁଦ୍ଧ ସମଗ୍ର ବିଶ୍ବକୁ ପ୍ରଭାବିତ କରୁଛି । ଇରାନ ସିଧାସଳଖ କାତାରର ‘ରାସ୍ ଲାଫାନ୍’ ଶିଳ୍ପାଞ୍ଚଳ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଛି । ଏଠାରେ ବିଶ୍ୱର ସବୁଠାରୁ ବଡ଼ ପ୍ରାକୃତିକ ଗ୍ୟାସ୍ (LNG) ଉତ୍ପାଦନ କେନ୍ଦ୍ର ରହିଛି । କିଛି ଦିନ ପୂର୍ବରୁ ଇସ୍ରାଏଲ, ଇରାନର ସବୁଠାରୁ ବଡ଼ ଗ୍ୟାସ୍ ଫିଲ୍ଡ ‘ସାଉଥ୍ ପାର୍ସ’ ଉପରେ ଆକ୍ରମଣ କରିଥିଲା । ଏହାର ଜବାବରେ ଇରାନ କାତାରର ଗ୍ୟାସ୍ ପ୍ଲାଣ୍ଟକୁ ଟାର୍ଗେଟ୍ କରିଛି । କାତାରର ଗ୍ୟାସ୍ […]
ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟରେ ଅବହେଳା ପାଇଁ ଗୁରୁବାର ଜଣେ ସହକାରୀ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରାଯାଇଛି। ଏହି କାର୍ଯ୍ୟାନୁଷ୍ଠାନ ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ଚଞ୍ଚଳ ରାଣା ନେଇଛନ୍ତି। ସେ ସରକାରୀ ଉଚ୍ଚ ବିଦ୍ୟାଳୟ, ଚନ୍ଦ୍ରଶେଖରପୁର, ଫେଜ୍–୨ ରେ କାର୍ଯ୍ୟରତ ଶିକ୍ଷୟତ୍ରୀ ଥିଲେ।ସରକାରୀ ଉଚ୍ଚ ବିଦ୍ୟାଳୟ, ଚନ୍ଦ୍ରଶେଖରପୁର, ଫେଜ୍-୨ ରେ କାର୍ଯ୍ୟରତ ରଶ୍ମୀ ସାହୁଙ୍କୁ ବୁଥ୍ ସ୍ତରୀୟ ଅଧିକାରୀ (BLO) ଭାବେ ନିଯୁକ୍ତ କରାଯାଇଥିଲା। ସୂଚନାମୁତାବକ ଏପ୍ରିଲ ୧ ରୁ ରାଜ୍ୟରେ ଆରମ୍ଭ […]
ରାଜ୍ୟସଭା ନିର୍ବାଚନରେ ଦଳ ବିରୋଧରେ ଯାଇ କ୍ରସ୍ ଭୋଟିଂ କରିଥିବା ବିଧାୟିକା ସୁବାସିନୀ ଜେନା ନିଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମୁଁ ଆମ ଦଳର ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭୋଟ ଦେଇଛି। ମୁଁ ଗୋଟିଏ ଭୋଟ ସଂତୃପ୍ତ ମିଶ୍ରଙ୍କୁ ଓ ଦ୍ବିତୀୟ ଭୋଟଟି ଦିଲ୍ଲୀପ ରାୟଙ୍କୁ ଦେଇଛି। ଦିଲ୍ଲୀପ ରାୟଙ୍କୁ ବିବେକାନୁମୋଦିତ ଭୋଟ୍ ଦେଇଥିବା ସୁବାସିନୀ କହିଛନ୍ତି।ସେ ଆହୁରି ମଧ୍ୟ କହିଛନ୍ତି, ମୋ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ସହିତ ମୋର ଲଢ଼େଇ। ତେଣୁ […]
ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ପଢ଼ୁଥିବାବେଳେ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ହୋଇଥିବା ନେଇ ସନ୍ଦେହ କରାଯାଉଛି। ସୂଚନାମୁତାବକ ଭୁବନ ଥାନା ଅଞ୍ଚଳର କାମାକ୍ଷାନଗର ମହିଳା ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷର ଛାତ୍ରୀ ଥିଲେ । ଛାତ୍ରୀ ଜଣଙ୍କ ବୁଧବାର କଲେଜରେ ଗୋଟିଏ ସିଟିଂ ପରୀକ୍ଷା ସାରି ଆଉ ଘରକୁ ଫେରିନଥିଲେ । […]
ଆଜି ହିନ୍ଦୁ ନବବର୍ଷ। ଜାନୁଆରୀ ୧ ନୁହେଁ, ଆମର ନୂତନ ବର୍ଷ ଆରମ୍ଭ ହୁଏ ବିଜ୍ଞାନ ଓ ସଂସ୍କୃତି ସହ । ୨୦୨୬ ନୁହେଁ… ଆମେ ପ୍ରବେଶ କରିଛୁ ୨୦୮୩ ବିକ୍ରମ ସମ୍ବତରେ । ହିନ୍ଦୁ ନବବର୍ଷ କେବଳ ତାରିଖ ନୁହେଁ, ଏହା ହେଉଛି ବିଜ୍ଞାନର ଅଦ୍ଭୁତ ଗଣନା । ବିଶ୍ୱର ସବୁଠାରୁ ସଠିକ କ୍ୟାଲେଣ୍ଡର, ଆମର ବିକ୍ରମ ସମ୍ବତ! ଆଜି ଚୈତ୍ର ଶୁକ୍ଳ ପ୍ରତିପଦା । ଆମ ସମସ୍ତ ହିନ୍ଦୁଙ୍କ ପାଇଁ ଗର୍ବ ଆଉ ଗୌରବର […]
ଏସସିବି ଅଗ୍ନିକାଣ୍ଡ ଯୋଗୁଁ ରାଜ୍ୟ ରାଜନୀତି ସରଗରମ। ଉଠୁଛି ପଡ଼ୁଛି ବିଧାନସଭା। ବିରୋଧୀଙ୍କ ହଟ୍ଟଗୋଳରେ ଚାଲି ପାରୁନି ଗୃହ। ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଡ଼ି ବସିଛନ୍ତି ବିରୋଧୀ। ମନ୍ତ୍ରୀ ଇସ୍ତଫା ନଦେଲେ ଯାଏଁ ଗୃହ ଚଲାଇ ଦେବେନି ବୋଲି ଚରମବାଣୀ ଶୁଣାଇଛନ୍ତି ବିଜେଡି ସଦସ୍ୟ। ଏହାରି ଭିତରେ ଗୃହକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ସର୍ବଦଳୀୟ ବୈଠକ ଡାକିଥିଲେ ବାଚସ୍ପତି ସୁରୁମା ପାଢ଼ୀ। ହେଲେ ବାଚସ୍ପତିଙ୍କ ସମସ୍ତ ଆଲୋଚନା ବିଫଳ ହୋଇଛି। ସର୍ବଦଳୀୟ ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ […]
