ଆକ୍ସନରେ ଖାଦ୍ୟ ସୁରକ୍ଷା ବିଭାଗ । ଶନିବାର ଦିନ ସକାଳୁ ସକାଳୁ ବାଲିଯାତ୍ରାର ବିଭିନ୍ନ ଷ୍ଟଲରେ ଖାଦ୍ୟ ସୁରକ୍ଷା ବିଭାଗର ଟିମ୍ ପକ୍ଷରୁ ଚଢାଉ କରାଯାଇଛି । ଯେଉଁଥିରେ ଅନେକ ପରିମାଣର ବାସୀ ଖାଦ୍ୟକୁ ନଷ୍ଟ କରାଯାଇଛି । ଏହାସହ ଉକ୍ତ ଦୋକାନୀଙ୍କ ଠାରୁ ଫାଇନ୍ ମଧ୍ୟ କଟାଯାଇଛି ।ସିଏମସି ସ୍ୱାସ୍ଥ୍ୟ ଅଧିକାରୀଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରହିଛି । ମାନ ଖରାପ ଥିବା ଖାଦ୍ୟକୁ ନଷ୍ଟ କରୁଛି ଟିମ । କାର୍ତ୍ତିକ ପୂର୍ଣ୍ଣିମା ଠାରୁ ଆରମ୍ଭ […]
ତାମିଲନାଡୁର ହୋସୁରସ୍ଥିତ ନାଗମଙ୍ଗଳମ୍ର ଏକ ହଷ୍ଟେଲରେ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବାଥ୍ରୁମ୍ରେ ଗୁପ୍ତ କ୍ୟାମେରା ଲଗାଇବା ଅଭିଯୋଗରେ ଓଡ଼ିଶାର ଜଣେ ଯୁବତୀ ଓ ତାଙ୍କ ପୁରୁଷବନ୍ଧୁ ଗିରଫ ହୋଇଛନ୍ତି। ଗିରଫ ଯୁବତୀ ଓଡ଼ିଶାର 23 ବର୍ଷିୟ ନୀଲୁ କୁମାରୀ ଗୁପ୍ତା । ଏନେଇ ଅଧିକ ତଦନ୍ତ ଜାରି ରହିଥିବା ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି । 11 ମହଲା ବିଶିଷ୍ଟ କୋଠାର ଅଷ୍ଟମ ମହଲାରେ ଥିବା ବାଥରୁମ୍ରେ ଏକ କ୍ୟାମେରା ଥିବା ଜଣେ ଯୁବତୀ ଜାଣିବା ପରେ […]
ବିଶ୍ବ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ନାଟ୍ୟ ମନ୍ଦିରରେ ପ୍ରବେଶ ପାଇଁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି। ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଦୈନିକ ହଜାର ହଜାର ପର୍ଯ୍ୟଟକ ଆସୁଛନ୍ତି। ଏଣିକି ପର୍ଯ୍ୟଟକମାନେ ଆଉ ନାଟ୍ୟ ମନ୍ଦିର ବୁଲିପାରିବେ ନାହିଁ।ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିରକୁ ସୁରକ୍ଷିତ ରଖିବା ଏବଂ ଘଟୁଥିବା ଅଘଟଣକୁ ଏଡ଼ାଇବା ପାଇଁ ଏପରି ନିର୍ଦ୍ଦେଶନାମା ଜାରି କରିଛି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ASI) । ତେବେ ପର୍ଯ୍ୟଟକମାନଙ୍କଠାରୁ ପ୍ରବେଶ ଶୁଳ୍କ ଆଦାୟ କରାଯାଉଥିବାବେଳେ ନାଟ୍ୟ ମନ୍ଦିର ସୂକ୍ଷ୍ମ କାରୁକାର୍ଯ୍ୟ ଦେଖିବାରୁ […]
ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ସାମ୍ନାକୁ କୁକୁର ପଳାଇ ଆସିବାରୁ ନିୟନ୍ତ୍ରଣ ହରାଇ ନାଳକୁ ଖସିପଡ଼ଛି କାର୍ । କଳାଝରି ନିକଟ ଦୟା ୱେଷ୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଅଭିନେତା ଅଶ୍ରୁମୋଚନ ସୁରକ୍ଷିତ ଥିବା ସୂଚନା ମିଳିଛି।ସୂଚନା ମୁତାବକ , ବରିଷ୍ଠ ସିନେ ଅଭିନେତା ଅଶ୍ରୁ୍ମୋଚନ ମହାନ୍ତି ଆଜି ସକାଳେ କଟକରୁ ଶୁଟିଂ ସାରି କଳାରାହଙ୍ଗ ସ୍ଥିତ ବାସଭବନକୁ ଆସୁଥିଲେ । ତେବେ ପ୍ରତାପନଗରୀ କେନାଲ ରୋଡ୍ ବାଟ ଦେଇ ଫେରିବା ବେଳେ […]
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା-୨୦୨୬ ପାଇଁ ଆସନ୍ତାକାଲି ଠାରୁ ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବ। ଏହି ପ୍ରକ୍ରିୟା ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ। BSE, ଓଡ଼ିଶା ଅନୁସାରେ, ସମସ୍ତ ରେଗୁଲାର [ସ୍କୁଲ୍ ରେଜିଷ୍ଟ୍ରେସନ୍ (SR) ଏବଂ କ୍ୱାସି ରେଜିଷ୍ଟ୍ରେସନ୍], ଏକ୍ସ-ରେଗୁଲାର (ER), କରେସପଣ୍ଡେନ୍ସ କୋର୍ସ ରେଗୁଲାର (CR) ଏବଂ କରେସପଣ୍ଡେନ୍ସ କୋର୍ସ ଏକ୍ସ-ରେଗୁଲାର (CER) ପ୍ରାର୍ଥୀ ବାର୍ଷିକ ପରୀକ୍ଷା ପାଇଁ ସେମାନଙ୍କର ଫର୍ମ ପୂରଣ କରିପାରିବେ । […]
ମେଷକର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ। ବୃଷଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ […]
ଦର୍ଶକଙ୍କ ମନ ମୋହୁଛି ଐତିହାସିକ କଟକ ବାଲିଯାତ୍ରା ୨୦୨୫ । ଆଲୋକମାଳାରେ ଗଛ ଗୁଡିକୁ ସୁସଜ୍ଜିତ କରାଯାଇଛି । ପୁରା ମେଳାକୁ ବିଭିନ୍ନ ରଙ୍ଗ ଲାଇଟରେ ସଜାଯାଇଛି । ଜନସାମଗମରେ ଭର୍ତ୍ତି ଏହି ମେଳା । ଦୂର ଦୂରାନ୍ତରରୁ ଆସି ବୁଲି ଯାଉଛନ୍ତି ଲୋକେ । ବାଲିଯାତ୍ରାରେ ଡ୍ରାଗନ , ଡଙ୍ଗା ଦୋଳି ଭଳି ଭିନ୍ନ ଭିନ୍ନ ଦୋଳି ପଡିଛି । ଯେଉଁଠି ପିଲାଠୁ ବଡ ସମସ୍ତେ ମନଭରି ଦୋଳି ଖେଳିପାରିବେ । ବହୁ ସିନେରି, ଜଳପରୀ, […]
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୨,୦୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୧,୮୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୨,୦୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୧,୮୫୦ ଟଙ୍କାକୁ ପହଞ୍ଚିଛି । ୨୨କ୍ୟାରେଟ ସୁନାର ମୂଲ୍ୟ ୧,୧୧,୨୦୦ଟଙ୍କ ରହିଛି । ସେପଟେ ଆଜି ରୂପା ମୂଲ୍ୟ ଅପରିବର୍ତ୍ତିତ ରହିଛି । […]
ଇଣ୍ଡିଆନ ରୋଡ୍ସ କଂଗ୍ରେସରେ କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କ ସମ୍ବୋଧନ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବରେ ଦେଶରେ ସଡ଼କ ନିର୍ମାଣରେ ଦ୍ରୁତ ବିକାଶ ହୋଇଛି । ବିଭାଗ ପାଖରେ ୧୫ ଲକ୍ଷ କୋଟି ଟଙ୍କା ପଡ଼ିରହିଛି ବୋଲି ଗଡ଼କରୀ କହିଛନ୍ତି । ‘ଅର୍ଥର କୌଣସି ଅଭାବ ନାହିଁ, ମୁଖ୍ୟ ସମସ୍ୟା ହେଉଛି ଖର୍ଚ୍ଚ କରିବା’ । ଏହି ଅବସରରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ଓଡ଼ିଶା ପାଇଁ ୧୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ସଡ଼କ ଭିତ୍ତିଭୂମି ପାଣ୍ଠି ଘୋଷଣା […]
ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ସୁପ୍ରିମକୋର୍ଟ ଏକ ନୋଟିସ ଜାରି କରିଛନ୍ତି। କୋର୍ଟ ପୁଷ୍କରରାଜ ସବରୱାଲଙ୍କ ଆବେଦନ ଉପରେ ଏହି ନିର୍ଦ୍ଦେଶ ଦେଇଛନ୍ତି, ଯାହାଙ୍କ ପୁଅ ସୁମିତ ବୋଇଂ 787 ଡ୍ରିମଲାଇନର ପାଇଲଟ-ଇନ-କମାଣ୍ଡ ଥିଲେ। କୋର୍ଟ କେନ୍ଦ୍ର ସରକାର ଏବଂ ସିଭିଲ ଏଭିଏସନ ନିୟାମକ (DGCA)କୁ ଏକ ନୋଟିସ ଜାରି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ଦୁର୍ଘଟଣା ପାଇଁ ପାଇଲଟ-ଇନ-କମାଣ୍ଡଙ୍କୁ ଦାୟୀ କରାଯାଇପାରିବ ନାହିଁ।ଏହି ଦୁର୍ଘଟଣାରେ ପାଇଲଟ୍, କ୍ରୁ ସଦସ୍ୟ ଏବଂ ଯାତ୍ରୀଙ୍କ ସମେତ ୨୪୧ […]
ମାସ ତମାମ ନିଷ୍ଠାର ସହ ନିରାମିଷ ଖାଦ୍ୟ ଖାଇବା ପରେ ଆଜି ପାଟିରେ ଟିକେ ଆମିଷ ବାଜିଛି । ସେପଟେ ଆମିଷ ବ୍ୟବସାୟ ମଧ୍ୟ ଭଲ ହୋଇଛି ।ଆଜି ରାଜଧାନୀରେ ମଟନ ବାବଦରେ ୧ କୋଟି ୨୭ ଲକ୍ଷ ୫୦ ହଜାର ଟଙ୍କା ବ୍ୟବସାୟ ହୋଇଥିବା ବେଳେ, ଚିକେନ ବାବଦରେ ୧ କୋଟି ୧୧ ଲକ୍ଷ୍ ୨୫ ହଜାର ଟଙ୍କା ବ୍ୟସାୟ ହୋଇଛି । ସେହିଭଳି ମାଛ ବାବଦରେ ୧ କୋଟି ୩୦ ଲକ୍ଷ ଏବଂ ଅଣ୍ଡା […]
ଆସୁଛି ଡବଲ୍ ଲଘୁଚାପ । ଗୋଟିଏ ଲୋପ୍ରେସର ୧୪ ତାରିଖରେ ଅନ୍ୟଟି ୧୯ ତାରିଖରେ ହେବା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାତ୍ୟା ମୋନ୍ଥା ପ୍ରଭାବରେ ବର୍ତ୍ତମାନ ପୂର୍ବକେନ୍ଦ୍ରୀୟ ଏବଂ ତତସଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ୧୨ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ପହଞ୍ଚିବ । ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବ କି ନାହିଁ ତାହା ଜଣାପଡିନି । ସେପଟେ ପାଣିପାଗ […]
