ଭେନେଜୁଏଲାରେ ହୋଇଥିବା ପ୍ରଳୟଙ୍କରୀ ଭୂକମ୍ପ ପ୍ରଭାବିତ ଅଞ୍ଚଳ ଗସ୍ତ କରିଛନ୍ତି ପୂର୍ବତନ ପ୍ରଶାସକ ଭି.କେ. ପାଣ୍ଡିଆନ। ଭେନେଜୁଏଲାରେ ଭୂକମ୍ପ ପ୍ରପୀଡ଼ିତଙ୍କ ଉଦ୍ଧାର କାର୍ଯ୍ୟରେ ସେ ସାମିଲ ହୋଇଛନ୍ତି । ଗତ ଶତାବ୍ଦୀ ମଧ୍ୟରେ ଦେଶର ଏହି ସବୁଠାରୁ ବଡ଼ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସେ ଭେନେଜୁଏଲାବାସୀଙ୍କୁ ସମବେଦନା ଜଣାଇବା ସହ ସେମାନଙ୍କ ସହ ଦୃଢ଼ ଭାବେ ଠିଆ ହୋଇଛନ୍ତି ।ଗତ ଜୁନ୍ ୨୪, ୨୦୨୬ ସନ୍ଧ୍ୟାରେ ଭେନେଜୁଏଲାରେ ମାତ୍ର ୩୯ ସେକେଣ୍ଡ ବ୍ୟବଧାନରେ ଦୁଇ ଦୁଇଟି ପ୍ରଳୟଙ୍କରୀ […]
ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍ର ଜଳସ୍ତର ବଢ଼ିବାରେ ଲାଗିଛି। ଆସନ୍ତା ୯ରେ ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍ । ଛଡାଯିବ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ । ଲଗାଣ ବର୍ଷା ଫଳରେ ବନ୍ୟା ସ୍ଥିତି ଉପୁଜିଛି । ଯାହାକୁ ଧ୍ୟାନରେ ରଖି ହୀରାକୁଦା ପ୍ରଥମ ଗେଟ୍ ଖୋଲାଯିବାକୁ ନିଷ୍ପିତ୍ତି ନିଆଯାଇଛି । ବନ୍ୟାଜଳ ନିଷ୍କାସନ ଯୋଗୁ ନଦୀର ଜଳସ୍ତର ବଢ଼ିବାକୁ ଥିବାରୁ ସୁରକ୍ଷା ଦୃଷ୍ଟିରୁ ଜନସାଧାରଣ ଓ ଛାତ୍ରଛାତ୍ରୀମାନଙ୍କୁ ମହାନଦୀ ଗର୍ଭକୁ […]
ମାୟାନଗରୀ ମୁମ୍ବାଇରେ ପୁଣି ଥରେ ମୌସୁମୀ ବର୍ଷାର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ଯୋଗୁଁ ସାରା ସହର ଜଳବନ୍ଦୀ ହୋଇପଡ଼ିଥିବା ବେଳେ ଲୋକଙ୍କ ଜୀବନଯାତ୍ରା ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇଯାଇଛି। ସ୍ଥିତି ଏପରି ହୋଇଛି ଯେ ବର୍ଷା ପାଣି ଏବେ ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ବଲିଉଡର ବଡ଼ ବଡ଼ ସେଲିବ୍ରିଟିଙ୍କୁ ମଧ୍ୟ ନାକେଦମ୍ କଲାଣି। ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଜଣେ ଇନଫ୍ଲୁଏନ୍ସର ଅମିତାଭ ବଚ୍ଚନଙ୍କ ଜୁହୁ […]
ଦଇତାପତିଙ୍କ ସେବାରେ ଜ୍ବରରୁ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ଦାରୁବ୍ରହ୍ମ । ଫୁଲୁରୀ ତେଲ ଲାଗି ପରେ ଶ୍ରୀମନ୍ଦିର ଅଣସର ପିଣ୍ଡିରେ ଶ୍ରୀବିଗ୍ରହଙ୍କୁ ଓଷ ଲାଗି ଆରମ୍ଭ ହୋଇଛି । ରାଶି ତେଲ ସହ ଝୁଣା ଗୁଣ୍ଡର ମିଶ୍ରଣ ହେଉଛି ଓଷ । ଶୁଦ୍ଧସୁଆରଙ୍କ ଦ୍ଵାରା ପ୍ରସ୍ତୁତ ହୋଇଥାଏ ଓଷ । ଏହି ଓଷ ନୀତି ତିନି ଦିନ ଧରି ଚାଲିବ । ୧୦ ତାରିଖ ଶୁକ୍ରବାର ଦଶମୀ ଦିନ ଶ୍ରୀଜିଉ ଚକା ଉପରକୁ ଉଠିବେ । […]
ରାଜ୍ୟରେ ବର୍ଷା କମିଥିଲେ ମଧ୍ୟ ଟଳିନି ବନ୍ୟା ଆଶଙ୍କା । ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ନଦୀଗୁଡ଼ିକର ଜଳସ୍ତର ବଢ଼ୁଛି । ଏନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ। ସେ କହିଛନ୍ତି ଯେ ବୈତରଣୀ ଜଳସ୍ତର ବଢ଼ୁଥିବାରୁ ଛୋଟ ବନ୍ୟା ଆଶଙ୍କା ରହିଛି। ଏଥିରେ ଯାଜପୁର ଜିଲ୍ଲାର ତଳିଆ ଅଞ୍ଚଳ ପ୍ରଭାବିତ ହୋଇପାରେ।ସେହିପରି ଆଖୁଆପଦାରେ ଅପରାହ୍ନ ୪ଟା ସୁଦ୍ଧା ଜଳସ୍ତର ବିପଦ ସଂକେତ ଟପିପାରେ। ମହାନଦୀର ଉପର ମୁଣ୍ଡରେ ନୁହେଁ, […]
ତୃତୀୟରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଏଣିକି ବର୍ଷକୁ ୪ଟି ପରୀକ୍ଷୀ ଦେବାକୁ ହେବ । ପୂର୍ବରୁ ବର୍ଷକୁ ଦୁଇଟି ପରୀକ୍ଷା ହେଉଥିବା ବେଳେ ବର୍ତ୍ତମାନ ଚାରୋଟି ପରୀକ୍ଷା ହେବ । ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଏପ୍ରିଲରୁ ସେପ୍ଟେମ୍ବର ମାସ ମଧ୍ୟରେ ଦୁଇଟି ଓ ଅକ୍ଟୋବରରୁ ମାର୍ଚ୍ଚ ମାସ ମଧ୍ୟରେ ଆଉ ଦୁଇଟି ପରୀକ୍ଷା ହେବ ।ଗୋଟିଏ ଶିକ୍ଷାବର୍ଷରେ ବିଦ୍ୟାର୍ଥୀଙ୍କୁ ଦୁଇଟି ଲେଖାଏଁ ଫର୍ମେଟିଭ୍ ଆସେସ୍ମେଣ୍ଟ ଓ ସମେଟିଭ୍ ଆସେସ୍ମେଣ୍ଟ ମାଧ୍ୟମରେ ମୂଲ୍ୟାୟନ କରାଯିବ। […]
ଲଘୁଚାପ ପ୍ରଭାବରେ ୩ଦିନ ହେଲା ସାରା ରାଜ୍ୟରେ ଲଗାଣ ବର୍ଷା ହେଉଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ସଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତ ରୂପ ନେଇଛି । ଏହା ବର୍ତ୍ତମାନ ବାଲେଶ୍ବରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ, ଚାନ୍ଦବାଲିଠାରୁ ଉତ୍ତରପୂର୍ବ ଏବଂ ପଶ୍ଚିମବଙ୍ଗର ଦୀଘା ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମରେ ଅବସ୍ଥିତ ଅଛି ।ତେବେ ଆଜିଠାରୁ ଅବପାତ ଦୁର୍ବଳ ହେବା ସହ ବର୍ଷାର ପରିମାଣ ଧୀରେ ଧୀରେ କମିବ ବୋଲି […]
ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ୨୦୨୬ ପାଇଁ ଶେଷ ସମନ୍ୱୟ କମିଟି ବୈଠକ ଶେଷ। ଆଉ ୯ ଦିନ ପରେ ମହାପ୍ରଭୁଙ୍କ ଘୋଷଯାତ୍ରା । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ । ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଲାଗି ପୁଲିସ ତରଫରୁ ବ୍ୟବସ୍ଥାର କରାଯାଇଛି ଏନେଇ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଯୋଗେଶ ବାହାଦୂର ଖୁରାନିଆ ସୂଚନା ଦେଇଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ସ୍ପଷ୍ଟ ନିର୍ଦ୍ଦେଶ ଅନୁଯାୟୀ, କର୍ଡନ୍ ପାସ୍ ଆଉ ମନଇଚ୍ଛା ବଣ୍ଟନ କରାଯିବ ନାହିଁ । କେବଳ ଯେଉଁମାନେ […]
ଚାଉଳିଆଗଞ୍ଜ ଥାନାର ଆଇଆଇସି ବ୍ୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାର ତଦନ୍ତ ଦିନକୁ ଦିନ ଅଧିକ ଜୋରଦାର ହେଉଛି । ଏହି ମାମଲାରେ ଜଣେ ପୁଲିସ କର୍ମଚାରୀ ଏବେ ତଦନ୍ତ ପରିସରକୁ ଆସିଥିବା ସୂଚନା ମିଳିଛି । ସଂପୃକ୍ତ କର୍ମଚାରୀଙ୍କ ବ୍ୟବହୃତ ଦୁଇଟି ମୋବାଇଲ ଫୋନ ଜବତ କରାଯାଇଥିବା ବେଳେ, ସିସିଟିଭି ଫୁଟେଜ୍ ଓ କଲ୍ ଡିଟେଲ୍ ରେକର୍ଡ ଯାଞ୍ଚ ମଧ୍ୟ ଚାଲିଛି । ତେବେ ଆଜି ବିଉଟ ମହାନ୍ତିଙ୍କ ସ୍ୱାମୀ ଓ ପରିବାର ଲୋକଙ୍କ ବୟାନ ରେକର୍ଡ […]
ଇରାନକୁ ପ୍ରାୟ ୩୬ ବର୍ଷ ଧରି ଶାସନ କରିଥିବା ଅଲି ଖାମେନି ଗତ ଫେବୃଆରୀ ୨୮ ତାରିଖରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣରେ ପ୍ରାଣ ହରାଇଥିଲେ। ଯଦିଓ ଇସଲାମିକ୍ ନିୟମ ଅନୁସାରେ ୨୪ ଘଣ୍ଟା ମଧ୍ୟରେ ଶବ ସତ୍କାର କରାଯାଏ, କିନ୍ତୁ ଯୁଦ୍ଧ ପରିସ୍ଥିତି ଯୋଗୁଁ ଏଥିରେ ବ୍ୟତିକ୍ରମ ଦେଖାଦେଇଥିଲା।ଜୁଲାଇ ୪ରେ ଆମେରିକା ଗଠନର ୨୫୦ତମ ବାର୍ଷିକୀ ଅବସରରେ ଇରାନ ଏହି ଶେଷକୃତ୍ୟ ପ୍ରକ୍ରିୟା ଆରମ୍ଭ କରିଛି। ଜୁଲାଇ ୭ରେ ତେହେରାନର ଦକ୍ଷିଣରେ ଥିବା ପବିତ୍ର […]
ଓଡ଼ିଶାରେ ରେଳ ସଂଯୋଗୀକରଣକୁ ସୁଦୃଢ଼ କରିବା ଏବଂ ଯାତ୍ରୀ ସେବାରେ ଉନ୍ନତି ଆଣିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଆଜି ପୁରୀ ରେଳଷ୍ଟେସନରୁ “ପୁରୀ–କୋରାପୁଟ ଉଦ୍ଘାଟନୀ ସ୍ପେଶାଲ ଏବଂ ବ୍ରହ୍ମପୁର ରେଳଷ୍ଟେସନରୁ “ବ୍ରହ୍ମପୁର–ଉଧନା (ସୁରଟ) ଅମୃତ ଭାରତ ଏକ୍ସପ୍ରେସ ଉଦ୍ଘାଟନୀ ସ୍ପେଶାଲ ଟ୍ରେନ ଗଡିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ। ପୂର୍ବରୁ ସପ୍ତାହକୁ ୩ ଦିନ ଚାଲୁଥିବା ବ୍ରହ୍ମପୁର–ଉଧନା (ସୁରଟ) ଅମୃତ ଭାରତ […]
ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ବୈଶ୍ୱିକ ସପ୍ଲାଇ ଚେନ୍ ଉପରେ ଏହାର ପ୍ରଭାବ ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି । ରସାୟନ ଓ ସାର ମନ୍ତ୍ରଣାଳୟ ସୂଚନା ଦେଇଛି ଯେ, ସାର ପ୍ରସ୍ତୁତି ପାଇଁ ଆବଶ୍ୟକ କଞ୍ଚାମାଲ ବୋଝେଇ ୧୫ଟି ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ଜଳସନ୍ଧି ପାର କରିସାରିଛି । ସେଥିରୁ ୮ଟି ଜାହାଜରେ ୩.୩୨ ଲକ୍ଷ ଟନ୍ ୟୁରିଆ ଆସିଛି। ୪ଟି ଜାହାଜରେ ୨.୫୭ ଲକ୍ଷ ଟନ୍ ଡିଏପି […]
