ବିଶ୍ୱ ବଜାରରେ ଅଶୋଧିତ ତୈଳ (Crude Oil) ଦରକୁ ନେଇ ଅନିଶ୍ଚିତତା ଲାଗି ରହିଛି। ସରକାର ସ୍ପଷ୍ଟ କରିଛନ୍ତି ଯେ, ନିକଟ ଭବିଷ୍ୟତରେ ପେଟ୍ରୋଲ, ଡିଜେଲ କିମ୍ବା ଘରୋଇ LPG ଦରରେ କୌଣସି ବୃଦ୍ଧି କରାଯିବ ନାହିଁ।IMF ର ଯୁକ୍ତି ହେଉଛି— ଯଦି ଦର ବଢ଼ିବ, ଲୋକେ ବ୍ୟବହାର କମାଇବେ ଏବଂ ବିଶ୍ୱ ଚାହିଦା କମିଲେ ହିଁ ଦର ନିୟନ୍ତ୍ରଣ ହେବ।ଯଦିଓ ସରକାର ଦର ବଢ଼ାଇବାକୁ ମନା କରିଛନ୍ତି, କିନ୍ତୁ ଅନ୍ତର୍ଜାତୀୟ ସ୍ତରରେ ଦୀର୍ଘ ଦିନ ଧରି […]
ଓଡ଼ିଶା ପର୍ଯ୍ୟଟନ ବିଭାଗ ରାଜ୍ୟରେ ସୁରକ୍ଷିତ ଜଳଭିତ୍ତିକ ଦୁଃସାହସିକ କ୍ରୀଡ଼ା ଓ ଆମୋଦ-ପ୍ରମୋଦର ବିକାଶ ପାଇଁ ପଦକ୍ଷେପ ନେଇଛି। ବିଭିନ୍ନ ଜିଲ୍ଲାରେ ପ୍ରସ୍ତାବିତ ଜଳଭିତ୍ତିକ ଦୁଃସାହସିକ ପର୍ଯ୍ୟଟନ ପ୍ରକଳ୍ପଗୁଡ଼ିକର ସୁରକ୍ଷା ଓ ଅନ୍ୟାନ୍ୟ ଦିଗକୁ ଯାଞ୍ଚ କରିବା ପାଇଁ ପର୍ଯ୍ୟଟନ ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର ନିର୍ଦ୍ଦେଶ ଜାରି କରିଛନ୍ତି।ପୁରୀ, ଗଞ୍ଜାମ, ଜଗତସିଂହପୁର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାପାଳମାନେ ଯାଞ୍ଚ କରିବାକୁ ଯିବାକୁ ଥିବା ଦଳକୁ ସହଯୋଗ କରିବେ। ‘ଗୋ ଆଡଭେଞ୍ଚର ପୋର୍ଟାଲ’ ମାଧ୍ୟମରେ ରାଜ୍ୟର ବିଭିନ୍ନ ସ୍ଥାନରେ […]
ନୟାଗଡ ଜିଲ୍ଲାର କାଣିପଡା ଜଙ୍ଗଲକୁ ମହୁ ସଂଗ୍ରହ ପାଇଁ ଯାଇଁ ଯାଇଥିବା ବେଳେ ପଥର ସନ୍ଧିରେ ନାବାଳକର ମୁଣ୍ଡ ରହିଯାଇଥିଲା । ଦୀର୍ଘ ୫ ଘଣ୍ଟା ପରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଛନ୍ତି । ନାବାଳକର ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରିବା ପାଇଁ ଡାକ୍ତରଖାନାକୁ ନିଆଯାଇଛି । ସୂଚନା ମୁତାବକ ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଥିଲେ । ପଥରସନ୍ଧିରେ ମୁଣ୍ଡ ପଶି ରହିଯାଇଥିବାରୁ ବାହାର କରିବାକୁ ନାକେଦମ୍ ହୋଇଯାଇଥିଲେ ଅଗ୍ନିଶମ କର୍ମଚାରୀ । ତେବେ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଜିଲ୍ଲା ଦୌରl ଜଜ୍ ତଥା ଆଇନ୍ ସେବା ପ୍ରାଧିକରଣ ଅଧକ୍ଷl ଅଜନ୍ତା ଷଡ଼ଙ୍ଗୀଙ୍କ ନିର୍ଦ୍ଦେଶରେ ସଚୀବ ଅଞ୍ଜଳି ମଛଖଣ୍ଡଙ୍କ ତତ୍ତ୍ଵାବଧାନରେ ଚଳିତ ବର୍ଷ ର ୨ୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ଶନିବାର ୯ତାରିଖ ରେ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ହେବା ପାଇଁ ପ୍ରଚାର ପ୍ରସାର ଜୋର୍ ସୋର ରେ ଚାଲିଛି l ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରା, ମମତା ବେହେରା, ପ୍ରମୋଦ କୁମାର ମହାନ୍ତି, ରମେଶ ଚନ୍ଦ୍ର ବେହେରା, ତଅପୋଇ […]
ବୁଧବାର ଦିନ ତାମିଲନାଡୁ ରାଜନୀତିରେ ଏକ ବଡ଼ ମୋଡ଼ ଦେଖିବାକୁ ମିଳିଛି । ସୁପରଷ୍ଟାର ଥଲାପତି ବିଜୟଙ୍କ ଦଳ ଟିଭିକେକୁ ସରକାର ଗଠନ ପାଇଁ ଭାରତୀୟ ଜାତୀୟ କଂଗ୍ରେସ ପକ୍ଷରୁ ଖୋଲା ସମର୍ଥନ ମିଳିଛି । ତାମିଲନାଡୁର ୨୩୪ ସଦସ୍ୟ ବିଶିଷ୍ଟ ବିଧାନସଭାରେ ୧୦୮ ଆସନ ଜିତି ଏକକ ବୃହତ ଦଳ ଭାବରେ ଉଭା ହେବା ପରେ, ଟିଭିକେ ୧୧୮ ଯାଦୁକରୀ ବହୁମତ ସଂଖ୍ୟାଠାରୁ ମାତ୍ର ୧୦ ଆସନ ପଛରେ ରହିଛି । କଂଗ୍ରେସର ପାଞ୍ଚ ଜଣ […]
ରଥଯାତ୍ରା ପାଇଁ ପ୍ରସ୍ତୁତି ଜୋର୍ ସୋରରେ । ଆସନ୍ତା ମେ ୮ ତାରିଖରେ ହେବ ପ୍ରଥମ ରଥଯାତ୍ରା ସମନ୍ୱୟ ବୈଠକ। ଏଥିରେ ଆର୍ ଡି ସି ସୁଧାଂଶୁ ସାମଲ ଦେବେ ଟିପ୍ସ ଓ ଟାସ୍କ । ଶ୍ରଦ୍ଧାଳୁଙ୍କ ଗମନାଗମନ ସୁବିଧା ପାଇଁ ହୋଇଛି ବ୍ୟବସ୍ଥା। ଅଟୋ ଟୋଟୋ ପାଇଁ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ନିୟମ। CCTV ସର୍ଭିଲାନସରେ ରହିବ ଉତ୍ତରାରୁ ବଡ଼ଦାଣ୍ଡ। ପ୍ରସ୍ତୁତ ହୋଇଛି ଏମର୍ଜେନ୍ସି ଇଭାକ୍ୱେଶନ ପ୍ଲାନ। ଚଳିତବର୍ଷ ଇନ୍ସିଡେଣ୍ଟ ଫ୍ରି, ରଥଯାତ୍ରା ପାଇଁ ଫୋକସ […]
ହିଞ୍ଜିଳି ଥାନା ଖରିଡା ଗାଁରେ ହତ୍ୟାକାଣ୍ଡ ଘଟଣା। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।ଚିଠିରେ ଉଲ୍ଲେଖ କରି କହିଛନ୍ତି, ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେଉ । ମୋ ନିର୍ବାଚନୀ ମଣ୍ଡଳୀ ହିଞ୍ଜିଳି ଅନ୍ତର୍ଗତ ଖରିଡା ଗ୍ରାମରେ ଘଟିଥିବା ଜଘନ୍ୟ କାଣ୍ଡ ପାଇଁ ମୁଁ ମର୍ମାହତ । ସିସିଟିଭିରେ ଜଣାପଡିଛି ଯେ , ଜଣେ ଗର୍ଭବତୀ ମହିଳାଙ୍କୁ ତାଙ୍କ ୩ ବର୍ଷ ର ଝିଅ ଆଗରେ ତାଙ୍କ ସ୍ୱାମୀଙ୍କ ସାନ […]
ଭଉଣୀ କଙ୍କାଳ ବୋହି ପୁଣି ଶୁଦ୍ଧି ହେଲେ ଜିତୁ ମୁଣ୍ଡା । ଜାତି ସମାଜର ରୋଷ ଶିକାର ପରେ ଶୁଦ୍ଧି ହୋଇଛନ୍ତି । କଙ୍କାଳ ବୋହି ଥିବାରୁ ପୁଣି ସୁଦ୍ଧି ପାଇଁ ଗାଁ ଭାଇ ମାନେ ଜିଦ ଧରି ବସିଥିଲେ । ସେଥିପାଇଁ ଗାଁରେ ଜାତି ରୀତି ନୀତି ଅନୁସାରେ ଶୁଦ୍ଧି କାର୍ଯ୍ୟ ଚାଲିଛି । ସମାଧି ନିକଟରେ ଛେଳି ଓ କୁକୁଡ଼ା ପରେ ଜାତି ଭାଇଙ୍କ ଉପସ୍ଥିତିରେ ତୁଠରେ ମୁଣ୍ଡନ ହେବେ ଜିତୁ । ଭଉଣୀର […]
ସୁପ୍ରିମକୋର୍ଟରେ ବଢ଼ିବେ ବିଚାରପତି । କେନ୍ଦ୍ର କ୍ୟାବିନେଟର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସୁପ୍ରିମକୋର୍ଟର କ୍ଷମତା ବୃଦ୍ଧି କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି । ପ୍ରଧାନ ବିଚାରପତିଙ୍କୁ ବାଦ ଦେଇ ବିଚାରପତିଙ୍କ ସଂଖ୍ୟା ୩୩ରୁ ୩୭କୁ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଅନୁମୋଦିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ହୋଇଛି । ଏହି ନିଷ୍ପତ୍ତି ପରେ ସୁପ୍ରିମକୋର୍ଟରେ ପ୍ରଧାନ ବିଚାରପତିଙ୍କ ସମେତ ମୋଟ […]
ଆମେରିକା-ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ପାଇଁ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ।ସେ ନୌସେନା ଅଭିଯାନ “ପ୍ରୋଜେକ୍ଟ ଫ୍ରିଡମ୍”କୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାର ଘୋଷଣା କରିଛନ୍ତି । ସୂଚନାନୁଯାୟୀ, ଇରାନ ସହିତ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ହରମୁଜ୍ ପ୍ରଣାଳୀ ଦେଇ ବାଣିଜ୍ୟ ଜାହାଜ ପାଇଁ ସୁରକ୍ଷିତ ପଥ ପୁନଃସ୍ଥାପିତ କରିବା ପାଇଁ ଟ୍ରମ୍ପ ପ୍ରଶାସନ […]
ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ବା ଏସଆଇଆର । ଏପ୍ରିଲ ମାସରେ ଘୋଷଣା ହେବାକୁ ଥିବା ଏସଆଇଆର ପ୍ରକ୍ରିୟା ଚଳିତ ମାସର କୌଣସି ଦିନ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇବ ।ଏସ୍ଆଇଆର୍ ଆରମ୍ଭ ପୂର୍ବରୁ ଭୋଟରଙ୍କ ମ୍ୟାପିଂ (୨୦୨୫ ଭୋଟର ତାଲିକା ସହ ୨୦୦୨ ତାଲିକା ମେଳ) ଜୋରସୋର୍ରେ ଚାଲିଛି । ମେ’ ୫ ତାରିଖ ସୁଦ୍ଧା ରାଜ୍ୟର ମୋଟ ୩ କୋଟି ୩୬ ଲକ୍ଷ ୪୬ ହଜାର […]
ସଡ଼କ ସୁରକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ। ବେଆଇନ ପାର୍କିଂ ଉପରେ ରୋକ୍: ଜାତୀୟ ରାଜପଥରେ ଭାରୀ କିମ୍ବା ବ୍ୟବସାୟିକ ଯାନଗୁଡ଼ିକ ଏଣିକି ଯେଉଁଠି ସେଇଠି ପାର୍କିଂ କରିପାରିବେ ନାହିଁ। କେବଳ ନିର୍ଦ୍ଧାରିତ ସ୍ଥାନରେ ହିଁ ପାର୍କିଂ କରିବାକୁ ଅନୁମତି ମିଳିବ।ପ୍ରତ୍ୟେକ ଜିଲ୍ଲାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟିମ୍ ନିୟମିତ ଭାବେ ସଡ଼କ ସୁରକ୍ଷାର ସମୀକ୍ଷା କରିବେ। NHAI କୁ ନିର୍ଦ୍ଦେଶ ଦିଆଯାଇଛି ଯେ, […]
