ଆମେରିକା ଉପରେ ସମ୍ପୂର୍ଣ୍ଣ ଭରସା କରିବା ମୁସ୍କିଲ । ପରିସ୍ଥିତି ଏପରି ହୋଇଛି ଯେ ବିଶ୍ୱର ସବୁଠୁ ଶକ୍ତିଶାଳୀ ରାଷ୍ଟ୍ର ଆମେରିକାର ନୀତିଗୁଡ଼ିକରେ ଅସ୍ଥିରତା ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ୧୬ଟି ପ୍ରମୁଖ ବାଣିଜ୍ୟିକ ଅଂଶୀଦାର ଦେଶର ବାଣିଜ୍ୟ ନୀତି ଉପରେ ଏକ ନୂତନ ତଦନ୍ତ ଆରମ୍ଭ କରିଛି ଯାହାକୁ ଆମେରିକା ଅନୁଚିତ ବୋଲି ବିବେଚନା କରୁଛି। ଏହି ପଦକ୍ଷେପ ଭାରତ ସମେତ ଅନେକ ଦେଶ ଉପରେ ଅତିରିକ୍ତ ଶୁଳ୍କ କିମ୍ବା ଅନ୍ୟାନ୍ୟ ଆର୍ଥିକ […]
ରାଜ୍ୟରେ ଗରିବ ପରିବାରର ଝିଅମାନଙ୍କୁ ବିବାହ ପାଇଁ ଓଡ଼ିଶା ସରକାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା। ଏହି ଯୋଜନା ଦ୍ବାରା ମହିଳାଙ୍କ ବିକାଶ ଦିଗରେ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ତେବେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୨ଦିନରେ ୧୯୦ଟି ବିବାହ କରାଇବେ ସରକାର । ଆଜି ଓ ଆସନ୍ତାକାଲି ଦୁଇ ଦିନ ଏହି ବିବାହ ଉତ୍ସବ ଆୟୋଜିତ ହେବ । ଆଜି କଟକରେ ଆୟୋଜିତ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସମୂହ […]
ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ। ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]
ରାସନ କାର୍ଡ ଧାରୀଙ୍କୁ ଓଜନ ମାପରେ ଠକୁଛନ୍ତି ଡିଲର । ବିଧାନସଭାରୁ ଆସିଲା ସାଙ୍ଘାତିକ ତଥ୍ୟ । ୭୫ ରାସନ ଡିଲରଙ୍କ ବିରୋଧରେ ଆକ୍ସନ ନେଇଛନ୍ତି ସରକାର । ଲାଇସେନ୍ସ ବାତିଲ ସହ ଜଣଙ୍କ ବିରୁଦ୍ଧରେ ଦଣ୍ଡାତ୍ମକ କାର୍ଯ୍ୟାନୁଷ୍ଠାନ ଦିଆଯାଇଛି । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଲିଖିତ ଉତ୍ତର ରଖିଛନ୍ତି । ଏପଟେ ପେଟ୍ରୋଲ ପମ୍ପରୁ ଠକେଇ ନେଇ ୩ ବର୍ଷରେ ସାମ୍ନାକୁ ଆସିଛି ୧୦୯ କେସ । ପେଟ୍ରୋଲ ପମ୍ପରୁ ୧୩ […]
ମଧ୍ୟପ୍ରାଚ୍ୟରେ ଲଢ଼େଇ ଭୟଙ୍କର ହୋଇଛି। ଯୁଦ୍ଧ ଆଜି ଦ୍ବାଦଶ ଦିନରେ ପହଞ୍ଚିଥିବା ବେଳେ ରଣନୈତିକ ଭାବେ ଗୁରୁତ୍ବପୂର୍ଣ୍ଣ ହର୍ମୁଜ୍ ପ୍ରଣାଳୀରେ ଆଜି ୩ଟି ଜାହାଜ ଉପରେ ଅଜଣା ପ୍ରୋଜେକ୍ଟାଇଲ ଦ୍ବାରା ଆକ୍ରମଣ ହୋଇଛି। ଏଥି ମଧ୍ୟରୁ ଭାରତ ଆସୁଥିବା ଏକ ଥାଇ କାର୍ଗୋ ଜାହାଜ ଉପରେ ଆକ୍ରମଣ ହେବାପରେ ଜାହାଜରେ ନିଆଁ ଲାଗିଯାଇଛି। ଜାହାଜରୁ ୨୦ ଜଣ କ୍ରୁ ସଦସ୍ୟଙ୍କୁ ଓମାନ ନୌସେନା ଉଦ୍ଧାର କରିଥିବାବେଳେ ଆଉ ୩ ଜଣ କ୍ରୁ ସଦସ୍ୟ ନିଖୋଜ ଅଛନ୍ତି। ନିଖୋଜ […]
ଭାରତୀୟ ରାସ୍ତାରେ ଥିବା ଖାଲଖମା ସାଧାରଣତଃ ଦୁର୍ଘଟଣା ଏବଂ ମୃତ୍ୟୁର କାରଣ ସାଜିଥାଏ। ଏଥିପାଇଁ ସରକାର ଓ ପ୍ରଶାସନକୁ ନିନ୍ଦା ମଧ୍ୟ କରାଯାଏ। କିନ୍ତୁ ଉତ୍ତରପ୍ରଦେଶରେ ଏହି ଖାଲଖମା ଜଣେ ମହିଳାଙ୍କ ପାଇଁ ବରଦାନ ସାବ୍ୟସ୍ତ ହୋଇଛି।ଏକ ଘରୋଇ ହସ୍ପିଟାଲରେ ଡାକ୍ତରଙ୍କ ଦ୍ୱାରା ବ୍ରେନ୍ ଡେଡ୍ ବା ମସ୍ତିଷ୍କ ମୃତ ଘୋଷିତ ଜଣେ ମହିଳାଙ୍କ ମୃତଦେହକୁ ଶେଷକୃତ୍ୟ ପାଇଁ ଘରକୁ ନେଇଯାଉଥିବା ଆମ୍ବୁଲାନ୍ସ ରାସ୍ତାରେ ଏକ ଖାଲରେ ପିଟି ହୋଇଗଲା । ତା ପରେ ସେ ଜୀବିତ […]
ନନ୍ଦନକାନନ ଆସିଲେ ନୂଆ ଅତିଥି । ପ୍ରଥମଥର ପାଇଁ ପର୍ଯ୍ୟଟକ ଦେଖିବାକୁ ପାଇବେ ‘ରିଙ୍ଗ ଟେଲଡ୍ ଲେମୁର୍’। ଯାଇଥିଲେ ପୁରୁଣା, ଆସିଲେ ନୂଆ । ୧୫ ବଦଳରେ ଆସିଲେ ୧୧ । ଏଥିରେ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ବଳିଆ କୁକୁର, ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ରିଙ୍ଗଟେଲ ଲେମୁର, ଗୋଟିଏ ଅଣ୍ଡିରା କୁକାଟୁଆ, ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ନୀଳଗାଈ ଓ ଦୁଇଟି ଅଣ୍ଡିରା ଓ ଦୁଇଟି ମାଈ ବନେଟ ମାଙ୍କଡ଼ […]
ରାଜରାସ୍ତାରେ ବିଜେଡିର ପ୍ରତିବାଦ । ବିଜୁ ମହିଳା, ଯୁବ ଏବଂ ଛାତ୍ର ଜନତା ଦଳ ତରଫରୁ ମାଷ୍ଟର କ୍ୟାଣ୍ଟିନ ଛକରେ ପ୍ରତିବାଦ । ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନ କରିଛି ବିଜେଡି । ବିଜୁ ମହିଳା ଜନତା ଦଳର ବହୁ ସଦସ୍ୟ ରାଜରାସ୍ତାକୁ ଓହ୍ଲାଇ ପ୍ରତିବାଦ କରିଛନ୍ତି । ରାସ୍ତା ଉପରେ କାଠ ଚୁଲି ଜାଳି ଚା’କରି ପ୍ରତିବାଦ କଲା ବିଜେଡି । ଡବଲ ଇଞ୍ଜିନ ସରକାର ରାଜ୍ୟବାସୀଙ୍କୁ ପ୍ରତାରଣା କରିଛନ୍ତି । ସାଧାରଣଲୋକଙ୍କୁ […]
୭ ଲକ୍ଷ ଭୂତ ହିତାଧିକାରୀଙ୍କ ନାଁରେ ଲୁଟ ହେଉଥିଲା ରାସନ । ଲକ୍ଷାଧିକ ଅଯୋଗ୍ୟ ବି ହାତେଇ ଥିଲେ ରାସନ କାର୍ଡ । ନୂଆ ସରକାର ଇ- କେୱାଇସି ପ୍ରକ୍ରିୟା କରିବା ପରେ ସାମ୍ନାକୁ ଆସିଛି ଏହି ତଥ୍ୟ । ବିଧାନସଭାରେ ଯୋଗାଣ ମନ୍ତ୍ରୀ ଲିଖିତ ଉତ୍ତର ରଖିଛନ୍ତି । ଗତ ୨ବର୍ଷ ଭିତରେ ୩୪,୯୩୯ ଅଯୋଗ୍ୟ ରାସନକାର୍ଡ ହିତାଧିକାରୀଙ୍କ କାର୍ଡ ରଦ୍ଦ ହୋଇଛି। ୭ ଲକ୍ଷ ୭୫ ହଜାର ୬୪ ଜଣ ମୃତକଙ୍କୁ ରାସନକାର୍ଡରୁ ବାଦ୍ […]
ପୁଣି ଟାର୍ଗଟରେ ଦୁବାଇ ଏୟାରପୋର୍ଟ । ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଖସିଲା ଡ୍ରୋନ । ଜଣେ ଭାରତୀୟଙ୍କ ସମେତ ୪ ଜଣ ଆହତ ।ଦୁବାଇ ମିଡିଆ ଅଫିସ୍ ସୋସିଆଲ ମିଡିଆ ଏକ୍ସରେ ଏକ ବିବୃତିରେ କହିଛି, ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର (ଡିଏକ୍ସବି) ନିକଟରେ ଦୁଇଟି ଡ୍ରୋନ୍କୁ ବାୟୁ ପ୍ରତିରକ୍ଷା ପ୍ରଣାଳୀ ଦ୍ବାରା ରୋକା ଯାଇଛି । ଏହି ଘଟଣାରେ ଜଣେ ଭାରତୀୟଙ୍କ ସମେତ ଚାରି ଜଣ ଆହତ ହୋଇଛନ୍ତି । ଏଥିରେ ଆହୁରି କୁହାଯାଇଛି, ବିମାନ ପରିବହନ […]
ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବରେ ରନ୍ଧନ ଗ୍ୟାସ୍ ସଙ୍କଟ ଦେଖାଦେଇଛି । ଗ୍ୟାସ୍ ସଙ୍କଟ ଯୋଗୁଁ ରୋଷେଇ ଘରେ, ହୋଟେଲ, ରେଷ୍ଟୁରାଣ୍ଟରେ ଏହାର ପ୍ରଭାବ ଧିରେ ଧିରେ ପରିଲକ୍ଷିତ ହେଲାଣି । ରାଜଧାନୀରୁ କାଠ ଓ କୋଇଲା ଚୁଲା ବ୍ୟବହାର କଟକଣା ହଟିବ । ଏନେଇ ସୂଚନା ଦେଲେ ବିଏମସି ମେୟର ସୁଲୋଚନା ଦାସ । ବ୍ୟବସାୟୀମାନେ କାଠ ଓ କୋଇଲା ଚୁଲା ଜାଳିପାରିବେ । ସଂଧ୍ୟା ବୈଠକରେ ନିଆଯିବ ଚୂଡାନ୍ତ ନିଷ୍ପତ୍ତି । ତୈଳ ଦର ବୃଦ୍ଧି […]
ଚଳନ୍ତା ଟ୍ରେନ୍ ସାମ୍ନାରେ ଛିଡା ହୋଇଗଲେ ଯୁବକ। ଧକ୍କା ଦେଲା ଟ୍ରେନ । ଭାଗ୍ୟ ବଶତଃ ଅଳ୍ପକେ ବର୍ତ୍ତିଗଲେ । ହେଲେ ଟ୍ରେନ୍ ଧକ୍କାରେ କଟି ଯାଇଛି ଯୁବକଙ୍କ ଗୋଡ଼। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବରଗଡ଼ ବରପାଲି ରେଲୱେ ଫାଟକ ନିକଟରେ।ସେହିପରି ଯୁବକ ଜଣକ ବରପାଲି ଥାନା ରେମତା ଗ୍ରାମର ବୋଲି ଲୋକେ କହୁଛନ୍ତି। ଭାଇରାଲ ଭିଡିଓରୁ ଯାହା ଜଣାପଡୁଛି, ଯୁବକ ଜଣକ ହାତ ଯୋଡ଼ି ଚଳନ୍ତା ଟ୍ରେନ ଆଗକୁ ଯାଇ ଛିଡା ହୋଇ ଥିବାବେଳେ […]
