ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୧,୬୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୮,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୧,୬୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୮,୨୦୦ ଟଙ୍କାକୁ ପହଞ୍ଚିଛି । ୧୮ କ୍ୟାରେଟ୍ ସୁନା ଦର ୧୪୭୦ ଟଙ୍କା କମି ୧ ଲକ୍ଷ ୨୧ ହଜାର ୨୬୦ ଟଙ୍କା […]
ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଡାକ୍ତର ଅଭାବ ଏବେ ଏକ ଗୁରୁତର ଚିନ୍ତାର ବିଷୟ ପାଲଟିଛି ।ଓଡ଼ିଶାରେ ବର୍ତ୍ତମାନ ରାଜ୍ୟରେ ପ୍ରତି ୧୨୬୫ ଜଣ ଲୋକଙ୍କ ପାଇଁ ମାତ୍ର ଜଣେ ଡାକ୍ତର ଅଛନ୍ତି । ସରକାରୀ ତଥ୍ୟ ଅନୁଯାୟୀ, ରାଜ୍ୟରେ ମୋଟ ୧୫,୭୯୩ଟି ଡାକ୍ତର ପଦବୀ ମଞ୍ଜୁର ହୋଇଥିବା ବେଳେ ସେଥିରୁ ୪,୬୦୭ଟି ପଦବୀ ଖାଲି ପଡ଼ିଛି। ଏହା ବ୍ୟତୀତ ପ୍ରାୟ ୧,୪୫୯ ଜଣ ଡାକ୍ତର ଉଚ୍ଚ ଶିକ୍ଷା ପାଇଁ ଯାଇଥିବାରୁ ଚିକିତ୍ସାଳୟଗୁଡ଼ିକରେ କାର୍ଯ୍ୟଭାର ବଢୁଛି। ଅନ୍ୟପଟେ ୧୦୮ […]
ଦୁଇ ବର୍ଷରେ ଲୁଟିଲେଣି ୭୧୧ କୋଟିରୁ ଅଧିକ ଟଙ୍କା । କିନ୍ତୁ ସାଇବର ଠକଙ୍କ ଠାରୁ ଫେରିଛି ମାତ୍ର ୭ କୋଟି ଟଙ୍କା । ବିଧାନସଭା ର ତଥ୍ୟ କହୁଛି ୨୦୨୪ ରେ ୨୭ ହଜାର ୩୬୮ ଟି ମାମଲା ରୁଜୁ ହେଉଥିବା ବେଳେ, ୨୭୯ କୋଟି ୭୧ ଲକ୍ଷ ୨୯ ହାଜର ୬୬୨ ଟଙ୍କା ଠକେଇ ହେଇଛି l ସେଥି ମଧ୍ୟରୁ ମାତ୍ର ୨ କୋଟି ୪୭ ଲକ୍ଷ୍ୟ ୮୭ ହଜାର ୨୬୮ ଟଙ୍କା ଫେରିଛି।ସେହିପରି […]
ଓଡ଼ିଶା ସଚିବାଳୟରେ ବଡ଼ବାବୁଙ୍କ ପଦବୀ ଖାଲି ପଡ଼ିଛି। ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲିଖିତ ଉତ୍ତର ରଖିଛନ୍ତି।୧୦୫ ଅନୁ ଶାସନ ସଚିବ ଓ ଗୋଟିଏ ଅତିରିକ୍ତ ଶାସନ ସଚିବ ପଦବୀ ଖାଲି ପଡିଛି । ୨ ଯୁଗ୍ନ ଶାସନ ସଚିବ ଓ ୨ ଉପ ଶାସନ ସଚିବ ପଦବୀ ଖାଲି ମଧ୍ୟ ଖାଲି ପଡିଛି । ୪ ଡେସ୍କ ଅଫିସର , ୩୬୫ ଉପ ବିଭାଗ ଅଧିକାରୀ ପଦବୀ ମଧ୍ୟ ଖାଲି […]
ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ବିଶ୍ୱବ୍ୟାପୀ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଛି। ଆମେରିକା ରାଷ୍ଟ୍ରପତିଡୋନାଲ୍ଡ ଟ୍ରମ୍ପ ଏହି ପରିସ୍ଥିତି ସମ୍ପର୍କରେ ବିବୃତି ଜାରି କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ, ଯଦି ଏହି ସ୍ଥିତି ଇରାନର ପରମାଣୁ ବିପଦକୁ ଦୂର କରିପାରିବ, ତେବେ ବର୍ତ୍ତମାନର ତୈଳ ମୂଲ୍ୟ ଆମେରିକା ତଥା ବିଶ୍ୱର ସୁରକ୍ଷା ପାଇଁ ଏହି ମୂଲ୍ୟ ବହୁତ କମ୍ ।୨୦୨୨ ପରେ ପ୍ରଥମ ଥର ପାଇଁ ତେଲ ଦର ବ୍ୟାରେଲ ପିଛା ୧୦୦ ଡଲାର ଟପିଛି […]
ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଇରାନ-ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ସୋମବାର ରାଜ୍ୟ ସଭାରେ କହିଛନ୍ତି, ସରକାର ଏହି ଅଞ୍ଚଳରେ ରହୁଥିବା ଭାରତୀୟଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇଛନ୍ତି। ଭାରତ ଚାହେଁ ଯେ, ଏହି ସଙ୍କଟର ସମାଧାନ କୂଟନୀତି ଓ ଆଲୋଚନା ମାଧ୍ୟମରେ ହେଉ। ସେ ଆହୁରି କହିଛନ୍ତି ଯେ, ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଦୁଇ ଜଣ ଭାରତୀୟ ନାବିକ ଜୀବନ ହାରିଛନ୍ତି । ଏହାସହ ଜଣେ ନିଖୋଜ ଅଛନ୍ତି । ଇରାନରେ ଥିବା ଭାରତୀୟ ଦୂତାବାସ […]
ଚଳିତ ରାଜ୍ୟସଭା ନିର୍ବାଚନ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ଭାରତୀୟ ଜନତା ପାର୍ଟି । ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ । ଓଡ଼ିଶା, ବିହାର ଓ ହରିୟାଣା ପାଇଁ ବିଜେପି ପକ୍ଷରୁ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି । ମହାରାଷ୍ଟ୍ର ସରକାରର ମନ୍ତ୍ରୀ ଚନ୍ଦ୍ରଶେଖର ବାବନକୁଳେଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଥିବାବେଳେ ଗୁଜରାଟ ଉପମୁଖ୍ୟମନ୍ତ୍ରୀ ହର୍ଷ ସାଙ୍ଗଭୀଙ୍କୁ ହରିୟାଣା ପର୍ଯ୍ୟବେକ୍ଷକ ଏବଂ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ […]
ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି।ରାଜ୍ୟରେ ୮୬ ଜେଲରେ ଅଛନ୍ତି ୧୮ ହଜାର ୧୭୬ କଏଦୀ । ସେଥିରୁ ୧୪ ହଜାର ୪୦ ବିଚାରଧୀନ, ୪ ହଜାର ୧୩୬ ଦଣ୍ଡ ପାଇ ଅଛନ୍ତି ।ଏନେଇ ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲିଖିତ ଉତ୍ତର ରଖିଛନ୍ତି । ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ସ୍ୱାଭାବିକ ଚାଲିଛି ପ୍ରଶ୍ନକାଳ । ଗୃହରେ […]
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ଧୀରେ ଧୀରେ ଏହାର ପ୍ରଭାବ ଦେଖାଯାଉଛି । ଅର୍ଥାତ, ବଢିଲା ଖାଇବା ତେଲର ଦର । ଚିନ୍ତାରେ ଖାଉଟି । ଲିଟର ପିଛା ୧୦ ଟଙ୍କା ଖାଇବା ତେଲ ବର୍ତ୍ତମାନ ବଢିଥିବା କୁହାଯାଉଛି । କଟକ ମାଲଗୋଦାମରେ ରିଫାଇନ ତେଲ ଆଗରୁ ଲିଟର ପିଛା ୧୬୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଏବେ ୩ରୁ ୪ ଦିନ ଭିତରେ ବୃଦ୍ଧି ପାଇ ୧୭୦ ଟଙ୍କାରେ ପହଞ୍ଚିଛି । କିନ୍ତୁ ବର୍ତ୍ତମାନ ଓଡ଼ିଶାରେ ୧୫ରୁ […]
ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ସବ ଟ୍ରେଜରୀ । ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଉତ୍ତର ରଖିଲେ ଆଇନମନ୍ତ୍ରୀ । ଏବେ ସବୁ ଟ୍ରେଜରୀ କାମ ଅନଲାଇନ ମାଧ୍ୟମରେ ହେଉଛି । ପେନସନରୁ ଆରମ୍ଭ କରି ଚାଲାଣ ଓ ବିଲ ଅନଲାଇନରେ ହେଉଛି । ଇ- ଭାଉଚରରେ ସବୁ ହେଉଥିବାରୁ ଆଉ ସବ- ଟ୍ରେଜରୀ ଖୋଲିବ ନାହିଁ । ବର୍ତ୍ତମାନ ରାଜ୍ୟରେ ୧୬୯ଟି ଟ୍ରେଜରୀ ରହିଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ । ତେବେ ବିଭାଗୀୟ ମନ୍ତ୍ରୀ […]
ନୟାଗଡ଼,(ଓଡ଼ିଶା ଦର୍ପଣ):୦୯ ମାର୍ଚ୍ଚ,୧୯୭୮ ଶିକ୍ଷକ ମହାସଂଘର ରାଜ୍ୟ ସ୍ତରୀୟ ଆନ୍ଦୋଳନରେ ଯୋଗଦେବାକୁ ଯାଉଥିବା ସମୟରେ ଖୋର୍ଦ୍ଧା ଜିଲ୍ଲା ଟିକାତାଳ ଠାରେ ଘଟିଥିବା ମର୍ମନ୍ତୁଦ ରାସ୍ତା ଦୁର୍ଘଟଣାରେ ନୟାଗଡ଼ ଜିଲ୍ଲାର ଛ’ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ସହୀଦ ହୋଇଥିଲେ ! ସେହି ଦିବସକୁ ଶିକ୍ଷକ ସହୀଦ ଦିବସ ଭାବରେ ନୟାଗଡ଼ କଲେଜ କାହ୍ନୁ ଚରଣ ପଟ୍ଟନାୟକ ସ୍ମୃତି ପୀଠ ଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ବାମପନ୍ଥୀ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ପାଳନ କରାଯାଇଛି । […]
ଏପ୍ରିଲ୍ ୨ରୁ ଯୁକ୍ତ୨ ଖାତାଦେଖା। ଏଥର ମଧ୍ୟ ଦୁଇଟି ପର୍ଯ୍ୟାୟରେ ଖାତା ମୂଲ୍ୟାୟନ କରାଯିବ। ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ୍ ୨ରୁ ୧୩ ଓ ଦ୍ବିତୀୟ ପର୍ଯ୍ୟାୟରେ ଏପ୍ରିଲ ୧୫ରୁ ୨୬ ତାରିଖ ଯାଏଁ ଖାତାଦେଖା ଚାଲିବ।ଦୁଇଟି ପର୍ଯ୍ୟାୟରେ ୧୬ ହଜାର ଅଧ୍ୟାପକ ନିୟୋଜିତ ହେବେ ବୋଲି ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା କହିଛନ୍ତି। ଇ-ମୂଲ୍ୟାୟନ ହେବାକୁ ଥିବା କେନ୍ଦ୍ରଗୁଡ଼ିକରେ କମ୍ପ୍ୟୁଟର ଯେପରି ହ୍ୟାଙ୍ଗ ନହେବ, ସେଥିପ୍ରତି ଦୃଷ୍ଟି ଦେବାକୁ ସ୍ୱତନ୍ତ୍ର କର୍ମଚାରୀଙ୍କୁ […]
