ବଲାଙ୍ଗିର ମହାଲକ୍ଷ୍ମୀ ନଗରର ୨୪ ବର୍ଷୀୟ ସୌରଭ ସମ୍ବିତ ତ୍ରିପାଠୀ। ଯିଏ କିଛି ଦିନ ପୂର୍ବରୁ ଚିପିଲିମା ପାଓ୍ବାର କେନାଲରୁ ମୃତଦେହ ଉଦ୍ଧାର ହୋଇଥିଲା | ସୌରଭଙ୍କ ମାଆ ଚାରୁପମା ମିଶ୍ର ବଲାଙ୍ଗିର ଋଷୁଡା କଲେଜରେ ଅଧ୍ୟାପିକା। ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ଭୀମସାରରେ ଚିକିତ୍ସିତ ହେଉଥିଲେ। ମାଆକୁ ଏକମାସ ହସ୍ପିଟାଲରେ ଜଗି ରହି ସେବା ସୁଶ୍ରୁସା କରିଚାଲିଥିଲେ ପୁଅ । କିନ୍ତୁ ମାଆ ଆଉ ସୁସ୍ଥ ହୋଇ ଫେରିବନି ବୋଲି ଆଶା ଛାଡି […]
ଭାରତୀୟ ଦିନିକିଆ କ୍ରିକେଟ୍ ଟିମର ଉପ-ଅଧିନାୟକ ଶ୍ରେୟସ ଆୟରଙ୍କୁ ସିଡନୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କୁ ICUରେ ରଖାଯାଇଛି।ସୂଚନା ମିଳିଛି ଯେ, ଘଟଣା ଘଟିବା ପରେ ପଞ୍ଜରା ହାଡ଼ ଭିତରେ ରକ୍ତସ୍ରାବ ହେବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ୭ଦିନ ପର୍ଯ୍ୟନ୍ତ ଡାକ୍ତରଙ୍କ ପର୍ଯ୍ୟବେକ୍ଷଣରେ ରହିବେ |ଶ୍ରେୟସ ଆୟରଙ୍କୁ ସିଡନୀରେ ଖେଳାଯାଇଥିବା ଓ୍ୱାନଡେ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍ ସମୟରେ ଆଣ୍ଠୁରେ ଆଘାତ ଲାଗିଥିଲା। ଏହି ଆଘାତ ଅଷ୍ଟ୍ରେଲିଆ ଇନିଂସର ୩୪ତମ ଓଭରରେ […]
ୟୁପିର ଶାହଜହାଁପୁରରେ ଘଟିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ନିଗୋହି ଅଞ୍ଚଳର ବାସିନ୍ଦା ବିପିନ ଦୁଇ ଦିନ ପୂର୍ବେ ଦୁର୍ଘଟଣାର ଶିକାର ହୋଇଥିଲେ। ଏହା ପରେ ତାଙ୍କୁ ସରକାରୀ ମେଡିକାଲ କଲେଜର ତୃତୀୟ ମହଲାରେ ଥିବା ୱାର୍ଡରେ ଭର୍ତ୍ତି କରାଯାଇଥିଲା। ଏହି ସମୟରେ ବିପିନ ୱାର୍ଡରେ ଥିବା କର୍ମଚାରୀ ଏବଂ ତାଙ୍କ ପରିବାରକୁ ଚକମା ଦେଇ ବାହାରକୁ ଯାଇ ମଦ ଦୋକାନରୁ ମଦ କିଣିଥିଲେ। ତା’ପରେ ସେ ନିକଟସ୍ଥ ହ୍ୟାଣ୍ଡପମ୍ପରୁ ପାଣି ନେଇ ମଦରେ ମିଶାଇ ପିଇଥିଲେ ଏବଂ […]
ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଦେଶବ୍ୟାପୀ SIR ଘୋଷଣା କରିଛନ୍ତି।ସୋମବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର କହିଛନ୍ତି ଯେ ବିହାରରେ ଏସଆଇଆର ସଫଳ ଭାବରେ କାର୍ଯ୍ୟକାରୀ ହେବା ପରେ, ଏସଆଇଆରର ଦ୍ୱିତୀୟ ପର୍ଯ୍ୟାୟ ଏବେ ଦେଶର ଅନ୍ୟ ମନୋନୀତ ରାଜ୍ୟରେ କାର୍ଯ୍ୟକାରୀ ହେବ। ଦ୍ୱିତୀୟ ପର୍ଯ୍ୟାୟରେ, ଏହା ଦେଶର ୧୨ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କାର୍ଯ୍ୟକାରୀ ହେବ। ଦ୍ୱିତୀୟ ପର୍ଯ୍ୟାୟ ଏସଆଇର […]
ବାତ୍ୟା ମୋନ୍ଥା ପାଇଁ ଗୋଟିଏ ଟ୍ରେନର ଗତିପଥ ପରିବର୍ତ୍ତନ କରାଯାଇଛି। ୨ଟି ଟ୍ରେନର ଗନ୍ତବ୍ୟସ୍ଥଳ ପରିବର୍ତ୍ତନ କରାଯାଇଛି। ୨୭ ଓ ୨୮ ଅକ୍ଟୋବର ପାଇଁ ଟ୍ରେନ ରଦ୍ଦ ହୋଇଛି। ବାତ୍ୟା ମୋନ୍ଥା ପାଇଁ ୩୨ଟି ଟ୍ରେନ ଚଳାଚଳ ବାତିଲ ଘୋଷଣା କଲା ପୂର୍ବତଟ ରେଲୱେ । ଗୋପାଳପୁରରେ ୩ ଦିନ ପାଇଁ ହୋଟେଲ ଆସିବା ମନା । ୨୭, ୨୮, ୨୯ର ସବୁ ବୁକିଂ ବାତିଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା ମୋନ୍ଥା ପ୍ରଭାବ ପାଇଁ […]
ଫେବ୍ରୁଆରୀ ୮ରେ ସିଟିଇଟି ପରୀକ୍ଷା। ଆସନ୍ତା ୨୦୨୬ ଫେବ୍ରୁଆରୀ ୮ରେ ଅନୁଷ୍ଠିତ ହେବ କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସିଟିଇଟି)। ଏନେଇ କେନ୍ଦ୍ରୀୟ ମାଧ୍ୟମି ଶିକ୍ଷା ପରିଷଦ (ସିବିଏସ୍ଇ )ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା, ସିଲାବସ୍, ଯୋଗ୍ୟତା, ପରୀକ୍ଷା ଫି, ପରୀକ୍ଷା କେନ୍ଦ୍ର ସମ୍ପର୍କିତ ସମସ୍ତ ସୂଚନା ସିଟିଇଟି ଅଫିସିଆଲ୍ ୱେବ୍ସାଇଟ୍ https://ctet.nic.inରେ ଖୁବ୍ ଶୀଘ୍ର ପ୍ରକାଶ ପାଇବ । ଦୁଇଟି ପେପରରେ ପରୀକ୍ଷା ହେବ। ପ୍ରଥମ ପେପର ପ୍ରଥମରୁ ପଞ୍ଚମ ଶ୍ରେଣୀ ଓ ଦ୍ୱିତୀୟ […]
ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ। ଉତ୍ତରାଧିକାରୀ ଭାବେ ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କ ନାଁ ସୁପାରିସ୍ କଲେ CJI ଗଭାଇ। ନଭେମ୍ବର ୨୪ରେ ସେ ପ୍ରଧାନ ବିଚାରପତି ଭାବେ ଶପଥ ନେବେ। ଆସନ୍ତା ନଭେମ୍ବର ୨୩ ତାରିଖରେ ପ୍ରଧାନ ବିଚାରପତି ବି.ଆର. ଗଭାଇ ଅବସର ନେଉଛନ୍ତି । ଜଷ୍ଟିସ ସୂର୍ଯ୍ୟକାନ୍ତ ଭାରତର ୫୩ତମ ମୁଖ୍ୟ ବିଚାରପତି ହେବେ । ତାଙ୍କର କାର୍ଯ୍ୟକାଳ ପ୍ରାୟ ୧୪ ମାସ ରହିବ । ସେ ୨୦୨୭ ଫେବୃଆରୀ ୯ରେ ଅବସର […]
ଓଡିଶାରେ ପହଞ୍ଚିଲା ବେଳକୁ ବାତ୍ୟା ଦୁର୍ବଳ ହୋଇଥିବ । ଏନେଇ ଏଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଲ୍ୟାଣ୍ଡଫଲ ବେଳେ ଭୀଷଣ ବାତ୍ୟା, ଓଡିଶାରେ ପହଞ୍ଚିଲା ବେଳେ ଦୁର୍ବଳ ହୋଇଯିବ । ଦକ୍ଷିଣ ଓଡିଶା ଦେଇ ଛତିଶଗଡ ମୁହାଁ ହେବ ବାତ୍ୟା । ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡାରେ ପ୍ରଭାବ ପଡିବ । କନ୍ଧମାଳ , କଳାହାଣ୍ଡି ଓ ନବରଙ୍ଗପୁରରେ ମଧ୍ୟ ପ୍ରଭାବ ପଡିବ । ଓଡିଶାରେ ବାତ୍ୟା ଦୁର୍ବଳ ହେଉଥିବାରୁ ୬୦ରୁ ୭୦ […]
ଆଲବାନିଆର ପ୍ରଧାନମନ୍ତ୍ରୀ ଏଡି ରାମା ସମ୍ପ୍ରତି ଏକ ଆଶ୍ଚର୍ଯ୍ୟଜନକ ଘୋଷଣା କରିଛନ୍ତି। ପିଏମ ଘୋଷଣା କରିଛି ଯେ ଦେଶର ପ୍ରଥମ ଏଆଇ ସରକାରଙ୍କ ମନ୍ତ୍ରୀ, ଡିଏଲା ଗର୍ଭବତୀ ଅଛନ୍ତି। ମନ୍ତ୍ରୀ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ ୮୩ ଟି ଏଆଇ ପିଲାଙ୍କୁ ଜନ୍ମ ଦେବେ। ଜର୍ମାନୀର ବର୍ଲିନ ଠାରେ ଗ୍ଲୋବାଲ ଡାଏଲଗ କାର୍ଯ୍ୟକ୍ରମରେ ଯୋଗ ଦେଇ ଆଲବାନିଆ ପ୍ରଧାନମନ୍ତ୍ରୀ ଏପରି ମନ୍ତବ୍ୟ ଦେଇଛନ୍ତି । ଏହି ସନ୍ତାନ ବା ସହକାରୀମାନେ ସଂସଦୀୟ କାର୍ଯ୍ୟକଳାପର ବିବରଣୀ […]
ମୋନ୍ଥାର ପ୍ରଭାବ ପାଇଁ ଆସନ୍ତା ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି।ମଙ୍ଗଳବାରଠୁ ୩୦ ତାରିଖ ଯାଏଁ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ଛୁଟି ଘୋଷଣା କରାଯାଇଛି। ବାତ୍ୟାର ଗତି ବଢୁଛି , ଯେତେ ବଢିବ ତାର ପ୍ରଭାବ ସେତେ କମିବ। ଏ ନେଇ ସୂଚନା ଦେଇଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି , ଯାହା ପରାମର୍ଶ ଦିଆଯାଇଛି ମାନନ୍ତୁ। ମାଲକାନଗିରି , ଗଜପତି […]
ହସ୍ପିଟାଲରେ ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ରୋଗରେ ପୀଡିତ ଶିଶୁ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଝାଡଖଣ୍ଡର ଚାଇବାସା ଅଞ୍ଚଳରେ ।ଚାଇବାସା ସଦର ହସ୍ପିଟାଲରେ ଥାଲାସେମିଆ ରୋଗରେ ପୀଡିତ ଶିଶୁମାନଙ୍କୁ ରକ୍ତ ଦିଆଯାଇଥିଲା । କିନ୍ତୁ ସେହି ଶିଶୁମାନେ ପରବର୍ତ୍ତୀ ସମୟରେ HIV ସଂକ୍ରମିତ ହୋଇଥିବା ଜଣାପଡିଛି । ଏହି ମାମଲା ସାମ୍ନାକୁ ଆସିବା ପରେ ରବିବାର ଦିନ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । […]
ବତ୍ୟା ନ ଆସୁଣୁ ବଜାରରୁ ଆଳୁ ଗାୟବ ହୋଇଯାଇଥିବା ଦେଖିବାକୁ ମିଳିଛି । ଶନିବାର ସକାଳୁ ନେଇ ବର୍ତ୍ତମାନ ସୁଦ୍ଧା କୋଲକାତାରୁ ଭୁବନେଶ୍ୱରକୁ କୌଣସି ଆଳୁ ଗାଡ଼ି ଆସିନି । ଫଳରେ ଆଳୁର ଅଭାବ ଚିନ୍ତା ସମସ୍ତଙ୍କୁ ଘାରିଛି ।କେବଳ ସେତିକି ନୁହେଁ, ରବିବାର କିଛି ହାଟରେ ଆଳୁ କିଲୋ ପ୍ରତି ୨୫ ଟଙ୍କା ଓ ପିଆଜ ୩୦ ଟଙ୍କାରେ ବିକ୍ରି ହୋଇଛି । ଦିନକପୂର୍ବରୁ ଯେଉଁ ଆଳୁ ୨୦ ଓ ପିଆଜ ୨୫ଟଙ୍କାରେ ମିଳୁଥିଲା ତାହା […]
