ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ଏକ ସୁଇମିଂ ପୁଲରେ ବୁଡ଼ାଇ ଦେଇଥିବା ଅଭିଯୋଗ ହୋଇଛି । ଖବର ମୁତାବକ, ଅଜରୁଦ୍ଦିନ ପ୍ରେମ ବିବାହ କରିଥିଲେ । ସେ ପୁଅ ଚାହୁଁଥିଲେ, ପୂର୍ବରୁ ତାଙ୍କର ୨ଟି ଝିଅ ରହିଥିଲେ । ଏଥର ଗର୍ଭବତୀ ପତ୍ନୀଙ୍କ ଠାରୁ ପୁଅ ଆଶା କରୁଥିଲେ । ହେଲେ ପତ୍ନୀଙ୍କ ଗର୍ଭରେ ପୁଅ […]
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୦,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୮,୩୫୦ ଟଙ୍କା ଛୁଇଁଛି ।ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୦,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୩୮,୩୫୦ ଟଙ୍କାକୁ ପହଞ୍ଚିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୦,୦୦୦ ଟଙ୍କା ହୋଇଛି ।
ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ ସବୁଜ ସଙ୍କେତ ମିଳିଛି । ଏହି ବହୁ ପ୍ରତିକ୍ଷିତ ପ୍ରକଳ୍ପ ପାଇଁ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଜଙ୍ଗଲ ଜମି ବ୍ୟବହାର ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି ।ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ରାଜ୍ୟ ସରକାର କିଛି ବର୍ଷ ତଳେ କେନ୍ଦ୍ରକୁ ପ୍ରସ୍ତାବ ଦେଇଥିଲେ । କିଛି ଦିନ ଧରି ଏଠାରେ ନିର୍ମାଣ ହେବା କିମ୍ବା ନହେବା ନେଇ ରାଜନୀତି ଜୋର ଧରିଥିଲା । […]
ଦିନକୁ ଦିନ ଭୟଙ୍କର ରୂପ ନେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ। ମଧ୍ୟପ୍ରାଚ୍ୟ ଏବେ ଏକ ଭୟଙ୍କର ଅର୍ଥନୈତିକ ଯୁଦ୍ଧର ସମ୍ମୁଖୀନ ହୋଇଛି । ଇରାନ ପ୍ରତିରକ୍ଷା ବାହିନୀ କୁଏତ ଓ ୟୁଏଇର ଶକ୍ତି କେନ୍ଦ୍ର, ଜଳ ବିଶୋଧନ କେନ୍ଦ୍ରଗୁଡ଼ିକୁ ଯୋଜନାବଦ୍ଧ ଭାବେ ଟାର୍ଗେଟ କରି ଭୀଷଣ କ୍ଷୟକ୍ଷତି ଘଟାଇଛି । ତେହେରାନର ଏହି ରଣନୈତିକ ପରିବର୍ତ୍ତନ ଉପସାଗରୀୟ ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି। ଏହା କେବଳ ସାମରିକ ପ୍ରତିରୋଧ ନୁହେଁ, ପାରସ୍ପରିକ ବିନାଶ ପାଇଁ ବିଧ୍ବଂସକାରୀ ରଣନୀତି ବୋଲି […]
ଆମେରିକୀୟ ଯୁଦ୍ଧ ବିମାନ ଏଫ୍-୧୫-ଇ ଏବଂ ଏ-୧୦ କୁ ଇରାନରେ ଖସାଇ ଦିଆଯିବା ଘଟଣା ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡଟ୍ରମ୍ପ ତାଙ୍କର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଯୁଦ୍ଧ ବିମାନ ଖସିବା ଯୋଗୁଁ ଇରାନ ସହିତ ଚାଲିଥିବା ଆଲୋଚନା ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ। ଏହା ଏକ ଯୁଦ୍ଧ। ଆମେ ଏକ ଯୁଦ୍ଧରେ ଅଛୁ।ଇରାନର ଅର୍ଦ୍ଧ-ସରକାରୀ ତସନିମ୍ ନ୍ୟୁଜ୍ ଏଜେନ୍ସି ରିପୋର୍ଟ କରିଛି, ଇରାନର ବାୟୁ ପ୍ରତିରକ୍ଷା ହର୍ମୁଜ୍ ପ୍ରଣାଳୀ ନିକଟରେ ଏକ ଆମେରିକୀୟ […]
ସ୍କୁଲ ପ୍ରବେଶ ଅବସରରେ କୁନି କୁନି ପିଲାଙ୍କୁ ଶନିବାର ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଥିପାଇଁ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଖଡି ଛୁଆଁଇଛନ୍ତି। ଏହି ଅବସରରେ କୁନି କୁନି ପିଲାଙ୍କ ସହ ଭାବ ବିନିମୟ ପରେ ଖଡ଼ି ଛୁଆଁଇଥିଲେ ସିଏମ୍ । କୋମଳମତି ଶିଶୁଙ୍କ ଶିକ୍ଷା କ୍ଷେତ୍ରରେ ନୂଆ ପରିକଳ୍ପନା ଆଣିବା ପାଇଁ ଏଭଲି ଏକ ନିଷ୍ପତ୍ତି ନିଆଯାଇଥିଲା । ପୂର୍ବ ବର୍ଷ ମଧ୍ୟ ଏଭଳି ଏକ […]
ପାଣି ଭର୍ତ୍ତି କୂଅରେ ଖସିପଡ଼ିଲା କାର। ନିଶ୍ଚିହ୍ନ ହୋଇଗଲା ପୂରା ପରିବାର। ମହାରାଷ୍ଟ୍ରର ନାସିକର ଡିଣ୍ଡୋରିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଛି।ସୂଚନା ଅନୁଯାୟୀ, ସମସ୍ତ ମୃତକ ଦାରାଗୋଡ଼େ ପରିବାରର ସଦସ୍ୟ। ଡ୍ରାଇଭର ଗାଡ଼ିଉପରୁ ନିୟନ୍ତ୍ରଣ ହରାଇବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।ମୃତକଙ୍କ ମଧ୍ୟରେ ଗୋଟିଏ ଛୋଟ ପିଲା ଏବଂ ଦୁଇ ଜଣ ମହିଳା ଅଛନ୍ତି।ବହୁ ଚେଷ୍ଟା ପରେ କ୍ରେନ ସାହାଯ୍ୟରେ କାରଟିକୁ ବାହାର କରାଯାଇଥିଲା। ଉଦ୍ଧାର କରିବା ପାଇଁ NDRF, […]
ଶନିବାର ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ୬ଟାରେ ବସିବ ରାଜ୍ୟ କ୍ୟାବିନେଟର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଶନିବାର ବସିବାକୁ ଥିବା କ୍ୟାବିନେଟ୍ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବାପାଇଁ ଲକ୍ଷ୍ୟ ରହିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମିଠାରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ରରେ ସ୍ବତନ୍ତ୍ର […]
ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ। ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]
ରାୟଗଡା, (): ଉତ୍ତର ପ୍ରଦେଶର କାନପୁର ଅଞ୍ଚଳର ରାଜୁ କୁମାର (ବୟସ–୩୮) ରାୟଗଡା ଜଗନ୍ନାଥ ମନ୍ଦିର ସାହିରେ ବସବାସ କରୁଥିଲେ। ସେ ରାୟଗଡା ସହରରେ ଆଇସକ୍ରିମ୍ ବ୍ୟବସାୟ କରି ଜୀବିକା ନିର୍ବାହ କରୁଥିଲେ। ଦୀର୍ଘଦିନ ଧରି ଅସୁସ୍ଥ ଥିବାରୁ ତାଙ୍କର ଦେହାନ୍ତ ଘଟିଥିଲା।ଦେହାନ୍ତ ପରେ ଶବ ଦହନ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ପରିବାରର କୌଣସି ସଦସ୍ୟ ଉପସ୍ଥିତ ନଥିବାରୁ ପରିସ୍ଥିତି ଅତ୍ୟନ୍ତ ଦୁଃଖଦ ହୋଇପଡ଼ିଥିଲା। ମୃତକଙ୍କ ସହିତ କେବଳ ତାଙ୍କ ସ୍ତ୍ରୀ ପିଙ୍କି (ବୟସ–୩୫) ମାତ୍ର […]
ଏପ୍ରିଲ ପହିଲାରୁ ରାଜ୍ୟରେଡିଜିଟାଲ୍ ଜନଗଣନା ଆରମ୍ଭ ହୋଇଛି। ଏହା ଏକ ପରୀକ୍ଷାମୂଳକ ଡିଜିଟାଲ୍ ପଦକ୍ଷେପ, ଯେଉଁଥିରେ ନାଗରିକମାନେ ନିଜେ ଅନଲାଇନରେ ତଥ୍ୟ ପ୍ରଦାନ କରିପାରିବେ ।ଏହି ପରିପ୍ରେକ୍ଷୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସରକାରୀ ବାସଭବନରେନିଜରସ୍ଵ-ଗଣନା କରିଛନ୍ତି ।ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା ଏବଂ ଗୃହତାଲିକା ପ୍ରସ୍ତୁତି ଆସନ୍ତା ଏପ୍ରିଲ ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି କାର୍ଯ୍ୟକ୍ରମରେ, ଏପ୍ରିଲ ୧୬ ତାରିଖରୁ ମେ’ ୧୫ ତାରିଖ […]
ଭୁବନେଶ୍ବରରେ ଦେଖାଦେଇଛି ଚାଞ୍ଚଲ୍ୟ । ଛାତରୁ ଖସିପଡି ଯୁବକଙ୍କର ହୋଇଛି ମୃତ୍ୟୁ । ନିର୍ମାଣଧୀନ କୋଠାର ଛାତରୁ ପଡି ଯୁବକଙ୍କ ମୃତ୍ୟୁ ଅଭିଯୋଗ ହୋଇଛି । ସହିଦନଗର ଅଞ୍ଚଳରେ ଘରେ ଚୋର ପଶିଥିଲା । ଚୋରକୁ ଧରିବା ପାଇଁ ପରିବାର ଲୋକେ ପ୍ରୟାସ କରିଥିଲେ । ହେଲେ ଚୋର ମୋବାଇଲ ଧରି ଫେରାର ମାରୁଥିଲେ । ଦାଦା ପୁତୁରା ଚୋରକୁ ଧରିବା ପାଇଁ ଛାତ ଉପରକୁ ଦୌଡ଼ିଥିଲେ । ଚୋର ମୋବାଇଲ ଧରି ସ୍କାଏଲାଇଟ ଭାଙ୍ଗି ଛୁ […]
