୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ ସ୍ବାସ୍ଥ୍ୟ ପ୍ରତି ମଧ୍ୟ ଗୁରୁତ୍ୱ ଦେଇଛନ୍ତି। ସ୍ବାସ୍ଥ୍ୟ ସେବା ପାଇଁ ସରକାର ୨୩ ହଜାର ୧୮୨ କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି । ଏହା ମୋଟ ବଜେଟର ୭. ୫ ପ୍ରତିଶତ । ଗୋପବନ୍ଧୁ ଜନ ଆରୋଗ୍ୟ ଓ ଆୟୁଷ୍ମାନ […]
୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ କୃଷି ଓ କୃଷକଙ୍କ ସର୍ବାଙ୍ଗୀନ ବିକାଶକୁ ସର୍ବାଧିକ ପ୍ରାଥମିକତା ପ୍ରଦାନ କରି ଚାଷୀମାନଙ୍କ ଆର୍ଥିକ ସଶକ୍ତୀକରଣ ପାଇଁ ବ୍ୟାପକ ସହାୟତା ରାଶିର ବ୍ୟବସ୍ଥା ସହ କୃଷି କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳ ଓ ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ଅନେକ ଗୁରୁତ୍ୱପୂର୍ଣ୍ଣ […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ।ବାର୍ଦ୍ଧକ୍ୟ ବିଧବା ଭତ୍ତା ପାଇଁ କାହାକୁ ଅପେକ୍ଷା କରିବାକୁ ପଡିବନି । ମଧୁବାବୁ ପେନସନ ଯୋଜନାରେ ସମସ୍ତ ଯୋଗ୍ୟଙ୍କୁ ସାମିଲ କରାଯିବ । ହିତାଧିକାରୀ ମରିଲେ ଖାଲି ସ୍ଥାନ ପୂରଣ ନିୟମ ଆଉ ଲାଗୁ ହେବନି । ବାଦ ପଡିଥିବା ୬ ଲକ୍ଷରୁ ଅଧିକ ଯୋଗ୍ୟଙ୍କୁ ପେନସନ ମିଳିବ । ପୂର୍ବତନ ସରକାର ଏହି ସମସ୍ୟାର ସମାଧାନ ପାଇଁ କୌଣସି […]
ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ରାଜ୍ୟ ବଜେଟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ମୁଖ୍ୟମନ୍ତ୍ରୀ ରାଜ୍ୟ ବିଶ୍ବବିଦ୍ୟାଳୟ, ସରକାରୀ କଲେଜ ଏବଂ ବେସରକାରୀ ଅନୁଦାନପ୍ରାପ୍ତ କଲେଜଗୁଡ଼ିକର ଭିତ୍ତିଭୂମି ବିକାଶ ପାଇଁ ୪ ଶହ ୭୦ କୋଟି ଟଙ୍କାର ପ୍ରସ୍ତାବ ଦେଇଛନ୍ତି। ଏହା ବ୍ୟତୀତ ଗୁଣାତ୍ମକ ଶିକ୍ଷାର ଆଧୁନିକୀକରଣ ପାଇଁ ୫୦ କୋଟି ଟଙ୍କା ଏବଂ ସରକାରୀ ଏବଂ ଅନୁଦାନପ୍ରାପ୍ତ କଲେଜଗୁଡ଼ିକରେ ପରୀକ୍ଷାଗାର ପାଇଁ ୨୫ କୋଟି ଟଙ୍କା ପ୍ରସ୍ତାବ ଦେଇଛନ୍ତି ।ସେହିଭଳି କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଏବଂ […]
ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ । ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରାଯାଉଛି । ୩ ଲକ୍ଷ ୧୦ ହଜାର କୋଟିର ବଜେଟ ଉପସ୍ଥାପନା କରାଯାଇଛି । ବଜେଟ୍ ୨୦୨୬-୨୭ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା ହୋଇଛି । ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ପାଇଁ ଯୋଜନା କାର୍ଯ୍ୟ କରିବ । ଗରିବ ଝିଅଙ୍କ ନାଁରେ ୨୦ ହଜାର ଟଙ୍କାର ସଞ୍ଚୟ ଉପକରଣ ସୃଷ୍ଟି ହେବ । […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ ଆରମ୍ଭରେ ହିଁ ପ୍ରଭୁ ଜଗନ୍ନାଥ ଓ ପୁରୀ ସହ ଜଡିତ ବିକାଶ ପ୍ରକଳ୍ପ ବାବଦରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ ୧ ହଜାର କୋଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ‘ସମର୍ପଣ’ ନାଁରେ ଅନଲାଇନ ଡିଜିଟାଲ ହୁଣ୍ଡି କରାଯିବ। ରତ୍ନଭଣ୍ଡାର ଗଣତିମଣତି ପାଇଁ ୫ କୋଟି ଟଙ୍କା […]
ଆସିଲା ରାଜ୍ୟ ବଜେଟ୍ ୨୦୨୬-୨୭। ବିଧାନସଭାରେ ବଜେଟ୍ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତବର୍ଷ ୩ ଲକ୍ଷ ୧୦ ହଜାର କୋଟିର ବଜେଟ୍ ଉପସ୍ଥାପନ କରାଯାଉଛି। ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି।ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟବସ୍ଥା ହୋଇଛି। ପଞ୍ଚାୟତିରାଜ ବିଭାଗ ପାଇଁ ୩୪ ହଜାର ୧୧୪.୧୪ କୋଟି ଏବଂ ୧୦୦ଟି ମଡେଲ ମଣ୍ଡି ପାଇଁ ବ୍ୟବସ୍ଥା ହୋଇଛି। ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ପୂର୍ବରୁ ଗୁରୁବାର ରାଜ୍ୟ ସରକାର ବିଧାନସଭାରେ ଅର୍ଥନୀତିକ ସର୍ଭ ଉପସ୍ଥାପନ କରିଥିଲେ । ଅର୍ଥନୈତିକ ସର୍ଭରେ ବିକାଶର ଗୋଲାପୀ ଚିତ୍ର ରଖିଥିଲେ ସରକାର । ବଜେଟର ଅର୍ଥନୀତିକ ସର୍ଭରେ କରାଯାଇଥିବା ଆଗୁଆ ଆକଳନକୁ ବାସ୍ତବ ରୂପ ଦେବା ପାଇଁ ପ୍ରୟାସ କରାଯାଇଛି !ଗତବର୍ଷ ରାଜ୍ୟ ସରକାର ୨ ଲକ୍ଷ ୯୦ ହଜାର କୋଟିର ପୂର୍ଣ୍ଣାଙ୍ଗ ବଜେଟ ଆଣିଥିଲେ […]
ଡ୍ରପ୍ ଆଉଟକୁ ନେଇ ବିଧାନସଭାରୁ ଆସିଛି ବଡ ଖବର । ପୁଣି ବଢ଼ିଛି ଡ୍ରପ୍ ଆଉଟ୍। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି।ନବମ ଓ ଦଶମ ଶ୍ରେଣୀରେ ୧୨.୫% ଝିଅ, ୧୭.୩ % ପୁଅ ପାଠ ଛାଡିଛନ୍ତି । ଷଷ୍ଠରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୩.୨% ଡ୍ରପ ଆଉଟ କରିଛନ୍ତି ଛାତ୍ରଛାତ୍ରୀ । ପ୍ରଥମରୁ ପଞ୍ଚମ ଶ୍ରେଣୀ ଭିତରେ ୦.୭% ପିଲା ପାଠ ଛାଡିଛନ୍ତି । ୨୦୨୪-୨୫ ଶିକ୍ଷାବର୍ଷରେ ୯ମ ଓ ୧୦ମର ସବୁଠୁ ଅଧିକ ଡ୍ରପ […]
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଭାରତ-ପାକିସ୍ତାନ ମଧ୍ୟରେ ଗତବର୍ଷ ହୋଇଥିବା ଯୁଦ୍ଧ ବନ୍ଦ କରିବାରେ ମଧ୍ୟସ୍ଥତା କରିଥିବା ନେଇ ଦାବି ଦୋହରାଇଛନ୍ତି। ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା ଯାହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ବ୍ୟାପକ ଭାବରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶାନ୍ତି ପାଇଁ ସମ୍ପୂର୍ଣ୍ଣ ଶ୍ରେୟ ନେଇଥିଲେ। ଏହା ବ୍ୟତୀତ, ସେ ପାକିସ୍ତାନ ପ୍ରଧାନମନ୍ତ୍ରୀ […]
ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି।ବାରମ୍ବାର ଗୃହ ମୁଲତବୀ ପରେ ମୁଲତବୀ କରୁଛନ୍ତି ବାଚସ୍ପତି ସୁରମା ପାଢୀ । ଚାଷୀ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ ଏଥିସହ ପ୍ଲାକାର୍ଡ ଧରି ନାରାବାଜି କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ତେବେ ଚାଷୀଙ୍କ ସମସ୍ୟା ସମାଧାନ ପାଇଁ ୩ଟି ଦାବି ରଖିଲା ବିଜେଡି । ମୁଖ୍ୟମନ୍ତ୍ରୀଙ୍କ ବିବୃତି ସହ ଯୋଗାଣ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି […]
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି । ପୁଣି କମିଲା ସୁନା କିନ୍ତୁ ଆଜି ରୂପା ଦର ଅପରିବର୍ତ୍ତିତ ରହିଛି । ଆଜି ୨୪କ୍ୟାରେଟ ସୁନାର ଦାମ୍ ୧୦ଗ୍ରାମ୍ ପ୍ରତି ୩୨୦ଟଙ୍କା ହ୍ରାସ ପାଇ ୧ଲକ୍ଷ ୫୬ହଜାର ୩୨୦ଟଙ୍କାରେ ପହଞ୍ଚିଛି । ଗତକାଲି ୨୪କ୍ୟାରେଟ ସୁନାର ଦାମ୍ ୧ଲକ୍ଷ ୫୬ହଜାର ୬୪୦ଟଙ୍କା ରହିଥିଲା । ସେହିପରି ୨୨କ୍ୟାରେଟ ସୁନାର ଦାମ୍ ଆଜି ୩ଶହ […]
