ରାଜ୍ୟରେ ମତ୍ସ୍ୟ ଉତ୍ପାଦନକୁ ଦ୍ବିଗୁଣିତ କରାଯିବ । ଏଥିପାଇଁ ମତ୍ସ୍ୟ ଚାଷୀଙ୍କୁ ରାଜ୍ୟ ତଥା କେନ୍ଦ୍ର ସରକାର ବିଭିନ୍ନ ପ୍ରୋତ୍ସାହନ ଦେଉଛନ୍ତି ।ସମ୍ବଲପୁର ଜିଲ୍ଲା ତଥା ଆଖ ପାଖ ଜିଲ୍ଲାରେ ମାଛ ଚାଷର ବ୍ୟାପକ ସମ୍ଭାବନାକୁ ଦୃଷ୍ଟିରେ ରଖି ସମ୍ବଲପୁର ଗୋଶାଳା, ବାସନ୍ତପୁର ଠାରେ 100 ଏକର ପରିମିତ ଜମିରେ ସରକାର ଏବେ ଏକ ଆକ୍ଵା ପାର୍କ ତିଆରି କରିବାକୁ ଯାଉଛନ୍ତି । ଏଥିପାଇଁ ଇଡ଼କୋ ଜମି ଚିହ୍ନଟ କରି ବର୍ତ୍ତମାନ ବାଉଣ୍ଡ୍ରି ୱାଲ କାମ ଆରମ୍ଭ […]
ଆଜି ପ୍ରଧାନ ବିଚାରପତିଙ୍କୁ ଆକ୍ରମଣ ଉଦ୍ୟମ ହୋଇଛି । କୋର୍ଟ ଚାଲିଥିବା ବେଳେ ପ୍ରଧାନ ବିଚାରପତିଙ୍କ ଉପରେ ଓକିଲ ପୋଷାକ ପନ୍ଧିଥିବା ଜଣେ ବ୍ୟକ୍ତି କିଛି ଜିନିଷ ଫିଙ୍ଗିବାକୁ ଚେଷ୍ଟା କରିଥିଲା । ସମ୍ପୃକ୍ତ ବ୍ୟକ୍ତିକୁ ସୁରକ୍ଷାକର୍ମୀ କାବୁ କରିନେଇଛନ୍ତି । ଏଥିପାଇଁ କିଛି ମିନିଟ୍ ଲାଗି କୋର୍ଟ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା । ଏହି ଘଟଣାକୁ ଆଇନଜୀବୀମାନେ ନିନ୍ଦା କରିଛନ୍ତି ।ଉଲ୍ଲେଖଯୋଗ୍ୟ, ଓକିଲ ଭାରତର ମୁଖ୍ୟ ବିଚାରପତି (ସିଜେଆଇ) ବି.ଆର. ଗଭାଇଙ୍କ ସମ୍ମୁଖରେ କୋର୍ଟରେ ହଙ୍ଗାମା […]
ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ। ଛତିଶଗଡ଼ ଗରିଆବନ୍ଧ ଏସ୍ପିଙ୍କ ପାଖରେ ଆତ୍ମସମର୍ପଣ କରିଥିବା ନେଇ ମିଳିଛି ସୂଚନା। ଧରାଇଦେବାକୁ ପ୍ରତ୍ୟେକଙ୍କ ପାଇଁ ୧ ଲକ୍ଷ ଲେଖାଏଁ ପୁରସ୍କାର ଥିଲା।ସମସ୍ତ ନକ୍ସଲ ଗତ ୫ ବର୍ଷରୁ ୮ ବର୍ଷ ପର୍ଯ୍ୟନ୍ତ ସଂଗଠନ ସହ ଜଡ଼ିତ ଥିଲେ। ଏମାନେ ବଡ ବଡ଼ମାଓ ନେତାଙ୍କ ସହ ମଧ୍ୟ କାମ କରିଥିବା ସ୍ବୀକାର କରିଥିଲେ। ପୁଲିସ ଉପରେ ଆକ୍ରମଣ କରିବା ସହ ଲୋକଙ୍କୁ ମାରପିଟ, ଲୁଟପାଟ, ଲ୍ୟାଣ୍ଡମାଇନ ଖଞ୍ଜିବା ଇତ୍ୟାଦି ହିଂସାରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ଇଟାମାଟି ପଞ୍ଚାୟତର ଅବସର ପ୍ରାପ୍ତ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ପ୍ରଫୁଲ୍ଲ ସାହୁ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ଏହି ଚୟନ ପ୍ରକ୍ରିୟା ସଭାରେ ସର୍ବସମ୍ମତି କ୍ରମେ ଡ. ସୁକାନ୍ତି ମହାନ୍ତି ସଭାପତି ଭାବେ ମନୋନୀତ ହୋଇଥିବା ବେଳେ ଉପସଭାପତି ଭାବେ ପ୍ରକାଶ କୁମାର ପଟ୍ଟନାୟକ ,ସମ୍ପାଦକ ରାଜକିଶୋର ନାୟକ ,ସହ ସଂପାଦକ ରବି ନାରାୟଣ ପାତ୍ର ,କୋଷାଧ୍ୟକ୍ଷ ଶ୍ୟାମ ସୁନ୍ଦର ପାତ୍ର ,ହିସାବ […]
ରାୟଗଡ଼ା ତା ୦୬/୧୦ (ନିପ୍ର) ଗୁଣିଗାରେଡି ସଂନ୍ଦେହରେ ଲୋକଙ୍କ ଆକ୍ରୋଶର ଶିକାର ହୋଇଥିବା ପରିବାର ଆଜି ନ୍ଯାୟ ଭିକ୍ଷା ପାଇଁ ଜିଲ୍ଲା ପ୍ରଶାସନ ର ଦ୍ବାରସ୍ଥ ହୋଇଛନ୍ତି। ଅଭିଯୁକ୍ତ ମାନେ ଜାମିନରେ ବାହାରି ପୁଣି ମାନସିକ ନିର୍ଯ୍ଯାତନା ଦେଉଥିବା ବେଳେ ବିଳମ୍ବିତ ରାତିରେ ଘର ଉପରକୁ ଟେକାପଥର ଫିଙ୍ଗୁଥିବା ଅଭିଯୋଗ କରିଛନ୍ତି ରାୟଗଡା ଜିଲ୍ଲା ପଦ୍ମପୁର ଅଞ୍ଚଳର ମହିଳା ସଂଞ୍ଜୁ ସାହୁ। ଗତ ଏପ୍ରିଲ ମାସ ୨୧ତାରିଖ ଦିନ ପଦ୍ମପୁର ଥାନା ଖଟମନପୁର ସାହିର ଭୈରବ ସାହୁଙ୍କୁ […]
ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍ ନେଇ ତାରିଖ ଘୋଷଣା କଲା CHSE । ରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୨୦ରୁ ନଭେମ୍ବର ୬ ଭିତରେ ଭରିବେ । ଏକ୍ସରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୧୩ରୁ ୨୫ ଭିତରେ ଫର୍ମ ଭରିବେ । ୨୦୦ ଟଙ୍କା ଫାଇନ୍ରେ ନଭେମ୍ବର ୧୦ରୁ ୧୪ ମଧ୍ୟରେ ଫର୍ମ ଫିଲଅପ୍। ସେହିପରି ୬ ଶହ ଟଙ୍କା ଫାଇନ୍ରେ ନଭେମ୍ବର ୧୭ରୁ ୧୯ ମଧ୍ୟରେ ଭରିପାରିବେ ।
ନୂଆପଡାରେ ୨ ଲକ୍ଷ ୪୮ ହଜାର ଭୋଟର । ନୂଆପଡା ଉପନିର୍ବାଚନ ନେଇ ସିଇଓ ଙ୍କ ସୂଚନା । ପୋଲିଂ ଷ୍ଟେସନ ସଂଖ୍ୟା ୩୫୮, ନୂଆ ପୋଲିଂ ଷ୍ଟେସନ ସଂଖ୍ୟା ୫୬ । ଆସନ୍ତା ୧୦ ତାରିଖ ଯାଏଁ ନାମ ଯୋଡି ପାରିବେ ଭୋଟର । ନୂଆପଡାର ସବୁ ବୁଥରେ ୱେବକାଷ୍ଟିଂ ହେବ । ତେବେ ଆସନ୍ତା ନଭେମ୍ବର ୧୧ରେ ନୂଆପଡା ଉପନିର୍ବାଚନ । ଏନେଇ ସାମ୍ବାଦିକ ସମ୍ମିଳନୀ କରି ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର […]
ଚାପା ଉତ୍ତେଜନା ସତ୍ତ୍ବେ ନିୟନ୍ତ୍ରଣରେ ସ୍ଥିତି। ଦ୍ବିତୀୟ ଦିନରେ କଟକରେ କର୍ଫ୍ୟୁ।ଆସନ୍ତାକାଲି ସକାଳ ୧୦ଟା ଯାଏ ବନ୍ଦ ରହିବ କଟକ। ତେବେ ବନ୍ଦ ସତ୍ତ୍ବେ କଟକରେ ବସ୍ ଚଳାଚଳ ସ୍ବାଭାବିକ ରହିଛି।କର୍ଫ୍ୟୁରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ, ଶିକ୍ଷାନୁଷ୍ଠାନ ବାଦ ରହିଛି । ସମସ୍ତ ସରକାରୀ ଅଫିସ ବି ଖୋଲା ରହିବା ସହ ଜରୁରୀ ସେବା ଜାରି ରହିଛି। ତେବେ ଗତକାଲି ବନ୍ଦ ସପକ୍ଷରେ ବାହାରିଥିଲା ବିଶାଳ ଶୋଭାଯାତ୍ରା। କିନ୍ତୁ ଏହି ସମୟରେ ବି ସୃଷ୍ଟି ହୋଇଥିଲା ତୀବ୍ର ଉତ୍ତେଜନା। […]
ବିହାର ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ବିହାର ବିଧାନସଭା ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ନଭେମ୍ବର ୬ ଏବଂ ୧୧ ତାରିଖରେ ମତଦାନ ହେବ ଏବଂ ନଭେମ୍ବର ୧୪ ତାରିଖରେ ଫଳାଫଳ ଘୋଷଣା କରାଯିବ। ବିହାରର ୨୪୩ ସିଟ୍ ପାଇଁ ନିର୍ବାଚନ ହେବ । ୨୪୩ ସଦସ୍ୟ ବିଶିଷ୍ଟ ବିହାର ବିଧାନସଭାର କାର୍ଯ୍ୟକାଳ ନଭେମ୍ବର ୨୨ରେ ଶେଷ ହେଉଛି । ବିହାରରେ ପୋଲିଂ ବୁଥକୁ ମୋବାଇଲ ମନା କରାଯାଇଥିବା ବେଳେ ବାହାରେ ରଖିବା ବ୍ୟବସ୍ଥା […]
ନୋବେଲ୍ ପ୍ରାଇଜ୍-୨୦୨୫ ଘୋଷଣା । ମେଡିସିନ ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି । ଆମେରିକାର ସିଆଟଲ ସହରରେ ରହୁଥିବା ମ୍ୟାରୀ ଇ. ବ୍ରୁଙ୍କୋ, ସାନ ଫ୍ରାନ୍ସିସ୍କୋର ଫ୍ରେଡ୍ ରାମସଡେଲ୍ ଏବଂ ଜାପାନର ଶିମୋନ୍ ସାକାଗୁଚିଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ବ୍ରୁଙ୍କୋ ଇନଷ୍ଟିଚ୍ୟୁଟ୍ ଅଫ୍ ସିଷ୍ଟମ୍ସ ବାୟୋଲୋଜିରେ କାମ କରୁଥିବା ବେଳେ ରାମସଡେଲ୍, ସୋନୋମା ବାୟୋଥେରାପିଉଟିକ୍ସ ସହିତ ଏବଂ ସାକାଗୁଚି ଜାପାନର ଓସାକା ବିଶ୍ୱବିଦ୍ୟାଳୟରେ କାର୍ଯ୍ୟ କରନ୍ତି । ନୋବେଲ ପୁରସ୍କାରର ଏକ୍ସ ହ୍ୟାଣ୍ଡେଲରେ […]
ନୂଆପଡ଼ା ଉପ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ଆସନ୍ତା ନଭେମ୍ବର ୧୧ ରେ ହେବ ନୂଆପଡା ଉପନିର୍ବାଚନ | ଘୋଷଣା କଲେ ନିବରଚନା କମିଶନ | ଏହା ସହ ବିହାର ବିଧାନସଭା ନିର୍ବାଚନ ହେବ। ଏଥର ୨ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ । ନଭେମ୍ବର ୬ ଏବଂ ୧୧ ତାରିଖରେ ମତଦାନ ହେବ ଏବଂ ନଭେମ୍ବର ୧୪ ତାରିଖରେ ଫଳାଫଳ ଘୋଷଣା କରାଯିବ। ପ୍ରଥମ ପର୍ଯ୍ୟାୟ ଭୋଟ୍ – ନଭେମ୍ବର […]
ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ଚରଣ ମାଝୀଙ୍କ ବଡ଼ ଘୋଷଣା । ପ୍ରଥମେ ଜିଲ୍ଲାକୁ ୧୧୦୧ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଥିବା ବେଳେ କୋମନା ଓ ସିନାପାଲିକୁ ମିଳିଲା ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା (ଏନ୍ଏସ୍ସି )ତେବେ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ଜିଲ୍ଲା ପାଇଁ ଅନେକ ବିକାଶ ମୂଳକ କାର୍ଯ୍ୟର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ସହ ଶୁଭ ଉଦ୍ଘାଟନ ହୋଇଛି ମୁଖ୍ୟମନ୍ତ୍ରୀ । ନୂଆପଡ଼ା ମିନି ଷ୍ଟାଡିୟମରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ […]
