ଗରିବ ଲୋକଙ୍କ ପାଇଁ ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ସହରାଞ୍ଚଳରେ ବସବାସ କରୁଥିବା ସ୍ବଳ୍ପ ଆୟକାରୀ ବର୍ଗର ଲୋକଙ୍କୁ ସୁଲଭ ମୂଲ୍ୟରେ ଭଡ଼ା ଘର ମିଳିବ। ବିଭିନ୍ନ ଜିଲାରେ ଖାଲି ପଡ଼ିଥିବା ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଘରଗୁଡ଼ିକୁ ମରାମତି କରି ଆର୍ଥିକ ଅନଗ୍ରସର ଲୋକଙ୍କୁ ରହିବା ପାଇଁ ଭଡ଼ା ସୂତ୍ରରେ ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ସହର ୨.୦ ଅଧୀନରେ ସୁଲଭ ଭଡ଼ା ବାସଗୃହ (ଏଆରଏଚ୍) କାର୍ଯ୍ୟକ୍ରମ ଆରମ୍ଭ କରାଯିବ। […]
ଦଶମ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ। ରାଉରକେଲା ପୁଲିସ ଜିଲ୍ଲା ଅଧୀନରେ ଥିବା ବିସ୍ରା ଥାନା ଅନ୍ତର୍ଗତ ଜାମବେର୍ଣ୍ଣା ଗ୍ରାମରେ ଏଭଳି ଘଟଣା ଘଟିଛି।ନାବାଳିକା ଜଣଙ୍କ ଦଶମ ଶ୍ରେଣୀରେ ପଢନ୍ତି। ଗତକାଲି ସକାଳ ସାଢେ ୯ଟାରେ ନାବାଳିକା ସାଇକଲରେ ୮ କିମି ଦୂର ସ୍କୁଲ ବାହାରିଥିଲେ। କିନ୍ତୁ ବାଟରେ ତାଙ୍କୁ କିଛି ଦୁର୍ବୃତ୍ତ ଅପହରଣ କରିନେଇଥିଲେ। ନାବଳିକାଙ୍କ ବାପା ମଧ୍ୟ ସେହି ସ୍କୁଲରେ ଶିକ୍ଷକତା କରନ୍ତି। କିନ୍ତୁ ବାପା କାଲି ସ୍କୁଲ ଯାଇ ନଥିଲେ ଝିଅ […]
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ ପୁନଃ ବୃଦ୍ଧି କରାଯାଇଛି। ଏଥିପାଇଁ www.msp.odisha.gov.inରେ ଆବେଦନ କରିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମେଷ : ଆଜି କୋର୍ଟ-କଚେରୀ ବିଷୟରେ ନ ପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ। ବୃଷ : ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର […]
ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବୃଆରୀ ୬ ତାରିଖ ଦିବା ୧୧ ଘଟିଟା ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା […]
ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ବହୁ ସମୟରେ ଅପବ୍ୟବହାର ହେଉଥିବା ଅଭିଯୋଗ ନେଇ ଓଡ଼ିଶା ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାର ଶୁଣାଣି କରି ରାଷ୍ଟ୍ରୀୟ ପ୍ରତୀକ ଅପବ୍ୟବହାର ରୋକିବାକୁ ହାଇକୋର୍ଟ କଡା ନିର୍ଦ୍ଦେଶ ଦେଇଛନ୍ତି । ୫ଟି ବିଭାଗର ବରିଷ୍ଠ ଅଧିକାରୀଙ୍କୁ ନେଇ କମିଟି ଗଠନ କରିବାକୁ ନିର୍ଦ୍ଦେଶ ହୋଇଛି। ଜାତୀୟ ପ୍ରତୀକର ଅପବ୍ୟବହାର ସମ୍ପର୍କରେ ଅଭିଯୋଗ ପାଇଁ ସ୍ୱତନ୍ତ୍ର ପୋର୍ଟାଲ ଖୋଲିବାକୁ ମଧ୍ୟ ନିର୍ଦ୍ଦେଶ ହୋଇଛି। ପୋର୍ଟାଲ ଜରିଆରେ ଅଭିଯୋଗ ପାଇବାର ୬ ସପ୍ତାହ ମଧ୍ୟରେ […]
ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ଅଧିକ ରହିବ । ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ପାରଦ ୧୬-୧୭ ଡିଗ୍ରୀ ପାଖାପାଖି ରହିପାରେ । କିନ୍ତୁ ଶୁକ୍ରବାରଠାରୁ ପାରଦ ସାମାନ୍ୟ ଖସିବ । ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୨ରୁ ୧୪ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ରାଜଧାନୀ ରାଜରାସ୍ତାରେ ନିଶାସକ୍ତ ଅଟୋ ଚାଳକଙ୍କ ହାଇଡ୍ରାମା । ନିଜ ଅଟୋକୁ ନିଜେ ଦୁର୍ଘଟଣା ଘଟାଇ ପଥଚାରୀଙ୍କୁ ଗାଳିଗୁଲଜ କଲେ । ଏପରିକି ବାହୁବଳୀ ଭାବେ ଓଲଟିପଡିିଥିବା ନିିଜ ଅଟୋକୁ ନିିଜେ ଶକ୍ତି ଲଗାଇ ପୁଣି ଛିଡା କରିଦେଇଥିଲେ। ଯାହାର ଭିଡିଓ ସୋସିଆଲ ମିିଡିଆରେ ଭାଇରାଲ ହେବା ପରେ ଘଟଣା ଅଧିକ ଚର୍ଚ୍ଚା ସୃଷ୍ଟି କରିଛି। ପିସିଆର ଟିମ ମଧ୍ୟ ମଦ୍ୟପ ଅଟୋ ଚାଳକକୁ କାବୁ କରିବାକୁ ନାକେଦମ ହୋଇଛନ୍ତି । ୨ ଟି ପୋଲିସ ଟିମ […]
ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଉଷା ପାଢ଼ୀଙ୍କୁ ଇଡ୍କୋ (IDCO) ଅଧ୍ୟକ୍ଷା ଭାବେ ଦାୟିତ୍ୱ ମିଳିଛି। ଏହା ସହିତ ସେ ନଗର ଉନ୍ନୟନ ବିଭାଗର ଦାୟିତ୍ୱରେ ମଧ୍ୟ ରହିବେ। ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି। ଏହା ବ୍ୟତୀତ ସେ ସାଧାରଣ ପ୍ରଶାସନ ବିଭାଗର କାର୍ଯ୍ୟ ମଧ୍ୟ ତୁଲାଇବେ। ବିଷ୍ଣୁପଦ ସେଠୀଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ (OFDC) ର ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଥିବା ବେଳେ ତାଙ୍କୁ […]
ପାରମ୍ପରିକ ରାଶନ ବଣ୍ଟନ ବ୍ୟବସ୍ଥା (PDS)କୁ ଆହୁରି ଆଧୁନିକୀକରଣ କରିବା ପାଇଁ ସରକାର e-RUPI (ଡିଜିଟାଲ ଭାଉଚର୍) ବ୍ୟବହାର କରିବାକୁ ଯାଉଛନ୍ତି। ଚଣ୍ଡିଗଡ଼ ଭଳି ସହରରେ ସଫଳ ପରୀକ୍ଷଣ ଆରମ୍ଭ ହୋଇଛି। ହିତାଧିକାରୀମାନଙ୍କୁ ଆଉ ଶସ୍ୟ ପାଇଁ ଲମ୍ବା ଧାଡ଼ିରେ ଅପେକ୍ଷା କରିବାକୁ ପଡ଼ିବ ନାହିଁ ବରଂ ସେମାନଙ୍କ ମୋବାଇଲ ଫୋନକୁ ଏକ ଡିଜିଟାଲ ଭାଉଚର୍ ଏବଂ ଖାତାକୁ ଟଙ୍କା ପଠାଯାଇପାରେ। ପ୍ରାଥମିକ ଉଦ୍ଦେଶ୍ୟ ହେଉଛି ଦୁର୍ନୀତିକୁ ରୋକିବା ଏବଂ ହିତାଧିକାରୀମାନେ ବଜାରରୁ ସେମାନଙ୍କ ପସନ୍ଦର ଗୁଣାତ୍ମକ […]
ଭାଗଚାଷୀଙ୍କ ପାଇଁ ନୂଆ ଆଇନ ଆଣିପାରନ୍ତି ସରକାର । ଏନେଇ ରାଜସ୍ୱ ବିଭାଗ ବିଚାର କରିବାକୁ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ହୋଇପାରିଲେ ଭାଗଚାଷୀମାନେ ସରକାରୀ ସୁବିଧା ପାଇ ପାରିବେ । ଭାଗ ଚାଷୀ ପ୍ରସଙ୍ଗରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୁଜାରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ଭାଗ ଚାଷୀ ଆଇନ ପ୍ରସଙ୍ଗରେ କୃଷି ବିଭାଗ, ସମବାୟ ବିଭାଗ ସହିତ ଆଲୋଚନା ହୋଇଛି। ଆଗକୁ ବିଭିନ୍ନ ଷ୍ଟେକ୍ ହୋଲ୍ଡର୍ସଙ୍କ ସହିତ ଆଲୋଚନା କରାଯିବ। […]
ଆମ ସାଥୀ ୟୁନିଫାଏଡ ହ୍ୱାଟସଆପ ବଟ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉନ୍ମୋଚନ କରିଛନ୍ତି ।ରାଜସ୍ବ ବିଭାଗରେ ମଧ୍ୟସ୍ଥି ଯୁଗ ଶେଷ । ରାଜସ୍ବ ସେବା ଓ ଲେକଙ୍କ ମଧ୍ୟରେ ରହିବେନି ତୃତୀୟ ପାର୍ଟି । ଆଉ ବାରମ୍ବାର ଦୌଡ଼ିବାକୁ ପଡ଼ିବନି ତହସିଲ୍ କାର୍ଯ୍ୟାଳୟ । ଏଣିକି ଗୋଟିଏ କ୍ଲିକରେ ଜମିଜମା କାର୍ଯ୍ୟ । ଘରେ ବସି ହ୍ୱାଟସଆପ୍ ମାଧ୍ୟମରେ ମିଳିବ ରାଜସ୍ବ ସେବା । ସେ […]
