ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଆସନ୍ତା କାଲି ଅର୍ଥାତ ୧ ମାର୍ଚ୍ଚ ୨୦୨୪ ଠାରୁ ୦୭ ମାର୍ଚ୍ଚ ଯାଏଁ ଦୀର୍ଘ ସାତ ଦିନ ବ୍ୟାପି ରାଜ୍ୟ ସ୍ତରୀୟ ନାଟ୍ୟମେଳା’ ପଠାଣି ସାମନ୍ତ ଅଡିଟୋରିୟମ ଠାରେ ଅନୁଷ୍ଠିତ ହେବ । ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦଙ୍କ ମିଳିତ ଆନୁକୁଲ୍ୟରେ ଚଳିତ ବର୍ଷ ଚତୁର୍ଥ ରାଜ୍ୟସ୍ତରୀୟ ନାଟ୍ୟମେଳାରେ ଦଶପଲ୍ଲା ଅଞ୍ଚଳର ବରିଷ୍ଠ ରାମଲୀଳା ନାଟ୍ୟଗୁରୁ ମଦନ ମୋହନ ସିଠ ଏବଂ ଇଟାମାଟି ମା’ ଚିତ୍ରାଳୟର ସତ୍ଵାଧିକାରୀ […]
ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଖୋର୍ଦ୍ଧା ଜିଲାର ଚିଲିକା ବିଜେଡି ବିଧାୟକ ଥିବା ପ୍ରଶାନ୍ତ ଜଗଦ୍ଦେବ ଭାଜପାରେ ଯୋଗ ଦେଇଛନ୍ତି। ଗୁରୁବାର ଅପରାହ୍ନରେ ସେ ତାଙ୍କ ସମର୍ଥକଙ୍କ ସହ ଦଳୀୟ କାର୍ଯ୍ୟାଳୟରେ ପହଞ୍ଚି ଭାଜପାରେ ଯୋଗଦେଇଛନ୍ତି। ପ୍ରଶାନ୍ତ ଜଗଦେବଙ୍କୁ ଦଳରୁ ବହିଷ୍କାର କରିଥିଲା ବିଜେଡ଼ି।ତେବେ ପ୍ରଶାନ୍ତ ବିଜେପିରୁ କେଉଁ ଆସନରୁ ଲଢ଼ିବେ, ତାହା ସ୍ପଷ୍ଟ ହୋଇନାହିଁ । ଉଭୟ ଖୋର୍ଦ୍ଧା ଓ ବେଗୁନିଆକୁ ନେଇ ବିଜେପିର ବରିଷ୍ଠ ନେତାଙ୍କ ସହ ଆଲୋଚନା ହୋଇଥିବା ତାଙ୍କ ନିକଟତମ […]
ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମାର୍ଚ୍ଚ ୫ ତାରିଖରେ ଓଡିଶା ଆସିବେ ବୋଲି ଜଣାପଡିଛି । ଓଡ଼ିଶା ଆସି ଚଣ୍ଡିଖୋଲରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ଗୁରୁବାର ଓଡିଶା ଭାଜପା ସଭାପତି ମନମୋହନ ସାମଲ ଏହି ପ୍ରସଙ୍ଗରେ ସୂଚନା ଦେଇଛନ୍ତି। ମୋଦିଙ୍କ ଓଡ଼ିଶା ଗସ୍ତ ବିଷୟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ରୁ ଆମେ ସୂଚନା ପାଇଛୁ, ତଥାପି ତାଙ୍କ ଗସ୍ତର ପ୍ରକୃତ ତାରିଖ ଏବଂ ବିବରଣୀ ପରେ ସରକାରୀ ଭାବେ ପ୍ରକାଶ […]
ଆନ୍ଧ୍ର ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ଆସୁଥିବାରୁ ପାଗ ମେଘୁଆ ରହିବା ସହ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ତଳେ ରହୁଛି। ତେବେ ଆସନ୍ତା ମାର୍ଚ୍ଚ ୨ ତାରିଖରୁ ବାୟୁ ପ୍ରବାହର ଦିଗ ପରିବର୍ତ୍ତନ ହେବା ସହ ତାତି ବଢ଼ିବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ଉପରକୁ ଉଠିଯିବ। ମାର୍ଚ୍ଚ ୩ ତାରିଖରେ ଭୁବନେଶ୍ୱରର ତାପମାତ୍ରା ୩୮ ଡିଗ୍ରୀ ପାର୍ କରିବ । ୪ […]
*ମେଷ ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।* *ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ):ନୟାଗଡ଼ ସ୍ଥିତ ପୁଲିସ ପ୍ରଶିକ୍ଷଣ ବିଦ୍ୟାଳୟରେ ୫୪ତମ ଆରକ୍ଷୀ ପ୍ରଶିକ୍ଷଣ ପାସିଂ ଆଉଟ ସମାରୋହଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ବିଜୁ ପଟ୍ଟନାୟକ ଷ୍ଟେଟ୍ ପୁଲିସ୍ ଏକାଡେମୀର ଆରକ୍ଷୀ ମହାନିର୍ଦ୍ଦେଶକ ସାଇନି ଏସ୍ ଯୋଗ ଦେଇ ପ୍ୟାରେଡ୍ରେ ଅଭିବାଦନ ଗ୍ରହଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ନୟାଗଡ଼ ଏସପି ରାହୁଲ୍ ଜୈନ, ପ୍ରଶିକ୍ଷଣ କେନ୍ଦ୍ର ଅଧ୍ୟକ୍ଷ ଭବେଶ କୁମାର ନାୟକ ଏହି ଉତ୍ସବରେ ଯୋଗ ଦେଇଥିଲେ । ୨୦୨୩ ମସିହା ମଇମାସରେ ଏହି ପ୍ରଶିକ୍ଷଣ କେନ୍ଦ୍ରରେ […]
୧୦୦ ଟଙ୍କାରେ କ୍ୟାନସର ଚିକିତ୍ସା । ମୁମ୍ୱାଇର ଟାଟା ଇନଷ୍ଟିଚ୍ୟୁଟ୍ ଗବେଷଣାରେ ଦାବି । କେମୋ ଥେରାପି ବଦଳରେ ରାମବାଣ ସାଜିବ ବଟିକା । ମୁମ୍ବାଇର ଟାଟା ମେମୋରିଆଲ ହସ୍ପିଟାଲ, ଭାରତର ସବୁଠୁ ବଡ ଏବଂ ସର୍ବୋତ୍ତମ କର୍କଟ ଡାକ୍ତରଖାନା। ଭାରତରେ ବଢୁଥିବା କର୍କଟ ରୋଗକୁ ଦୃଷ୍ଟିରେ ରଖି ଟାଟା ଇନଷ୍ଟିଚ୍ୟୁଟ ଅଫ ଫଣ୍ଡାମେଣ୍ଟାଲ ରିସର୍ଚ୍ଚର ବୈଜ୍ଞାନିକମାନେ ଏକ ଟାବଲେଟ ପ୍ରସ୍ତୁତ କରିଛନ୍ତି। ଯାହା କର୍କଟ ରୋଗର ଚିକିତ୍ସା ତଥା ଦ୍ୱିତୀୟ ଥର କର୍କଟ ରୋଗକୁ ରୋକିବାରେ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ):ସ୍ଥାନୀୟ ମଡେଲ ଡିଗ୍ରୀ କଲେଜ ଠାରେ ଜାତୀୟ ବିଜ୍ଞାନମେଳା ଅଧ୍ୟକ୍ଷ ଡ.ମାନସ ରଞ୍ଜନ ଶତପଥୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଅଛି। ନୋବେଲ ବିଜେତା ପଦାର୍ଥ ବିଜ୍ଞାନୀ ସାର ସି. ଭି. ରମଣଙ୍କ ବହୁ ଚର୍ଚ୍ଚିତ ରମଣ ପ୍ରଭାବ ଘୋଷଣା କୁ ମନେ ପକାଇବା ଉଦେଶ୍ୟରେ ସମସ୍ତ ବିଜ୍ଞାନ ଛାତ୍ରଛାତ୍ରୀ ଏକତ୍ରିତ ହୋଇ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ କରିଥିଲେ. ପ୍ରାୟ ୨୫ ଗୋଟି ବିଜ୍ଞାନ ପରିକଳ୍ପନା ଓ ୧୫ ଗୋଟି ତତ ସମ୍ବନ୍ଧୀୟ ପୋଷ୍ଟର ପ୍ରଦର୍ଶିତ ହୋଇଥିଲା। ଅନ୍ତର୍ଜାତୀୟ […]
ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ବରପଦା ଇଂଜିନିୟରିଂ କଲେଜ ଜମି ମାମଲାରେ ହାଜର ହୋଇଛନ୍ତି । ବିଧାୟକ ପ୍ରଫୁଲ୍ଲ ସାମଲ ଏବଂ ତାଙ୍କ ପୁଅଙ୍କୁ ହାଜର ହେବାକୁ ନୋଟିସ କରିଥିଲା ଇଡି । ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ହାଜର ହେବାକୁ ଇଡି ଫେବୃୟାରୀ ୧୭ ତାରିଖରେ ନୋଟିସ କରିଥିଲା। ସ୍ବାସ୍ଥ୍ୟଗତ ସମସ୍ୟା ଜଣାଇ ଇଡିରେ ହାଜର ହେବାକୁ ଓକିଲ ଜରିଆରେ ସମୟ ମାଗିଥିଲେ ପ୍ରଫୁଲ୍ଲ । ପରବର୍ତ୍ତୀ […]
ଅଭିନେତ୍ରୀ ତଥା ପୂର୍ବତନ ଏମ୍ପି ଜୟପ୍ରଦା ଦୁଇଟି ମାମଲାରେ ଶୁଣାଣି ପାଇଁ ହାଜର ନ ହେବାରୁ ଏକ ସ୍ବତନ୍ତ୍ର ଅଦାଲତ ତାଙ୍କୁ ଫେରାର ଘୋଷଣା କରିଛନ୍ତି। ୨୦୧୯ ଲୋକ ସଭା ନିର୍ବାଚନ ବେଳେ ଆଚରଣ ବିଧିର ଉଲ୍ଲଂଘନ କରିଥିବା ନେଇ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ସେତେବେଳେ ସେ ଭାଜପାରୁ ପ୍ରାର୍ଥୀ ହୋଇଥିଲେ। ଏହି ମାମଲାରେ ଜୟ ପ୍ରଦାଙ୍କ ବିରୋଧରେ ୭ ଥର ଜାମିନି ବିହୀନ ପରୱାନା ଜାରି ହୋଇଥିବା ବେଳେ ସେ କୋର୍ଟରେ ହାଜର […]
କଟକ ବାରବାଟୀ ଷ୍ଟାଡିୟମ୍ର ନବୀକରଣ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହେବାକୁ ଥିବା ୪୧ଟି କ୍ରିକେଟ୍ ଏକାଡେମୀର ମଧ୍ୟ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଛନ୍ତି । ଭର୍ଚ୍ଚୁଆଲ ମାଧ୍ୟମରେ ଏହାର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ଭର୍ଚ୍ଚୁଆଲ ମାଧ୍ୟମରେ ବୁଧବାର ଏହାର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ବାରବାଟୀ ଷ୍ଟାଡିୟମକୁ ୱାଲର୍ଡ କ୍ଲାସ କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିବା ସହିତ ନବୀକରଣ କାର୍ଯ୍ୟ ବେଳେ ବାରବାଟୀ […]
ସ୍ୱର୍ଗତଃ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲା। ବର୍ତ୍ତମାନ ତାଙ୍କ ଘରେ ଖୁସି ଖବର ଆସିବାକୁ ଯାଉଛି। ସିଦ୍ଧୁଙ୍କ ମାଆ ଚରଣ କୌର ସିଂ ଖୁବ୍ ଶୀଘ୍ର ମାଆ ହେବାକୁ ଯାଉଛନ୍ତି । ଆସନ୍ତା ମାସରେ ସେ ଏକ ଶିଶୁକୁ ଜନ୍ମ ଦେବେ। , ସିଦ୍ଧୁ ମୁସେୱାଲାଙ୍କ ମା’ ଏକ ସ୍ବତନ୍ତ୍ର କୌଶଳ ମାଧ୍ୟମରେ ଏକ ସନ୍ତାନ ପ୍ରସବ କରିବାକୁ ଯାଉଛନ୍ତି । ସିଦ୍ଧୁ ମୁସେୱାଲାଙ୍କ ମାମୁଁ ଚାମକୌର ସିଂ ନିଜେ ଏହା ନିଶ୍ଚିତ କରିଛନ୍ତି। ସିଦ୍ଧୁ ମୁସେୱାଲାଙ୍କ […]