*ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।* *ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।* *ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏକ ଅତ୍ୟାଧୁନିକ ସମ୍ମିଳନୀ କକ୍ଷ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି। ପ୍ରାୟ ଦେଢ଼କୋଟି ବ୍ୟୟ ବରାଦରେ ନିର୍ମିତ ଏହି ଦୁଇଶହ ଆସନ ବିଶିଷ୍ଟ ସମ୍ମିଳନୀ କକ୍ଷରେ ନୟାଗଡ଼ ଅଞ୍ଚଳରେ ଥିବା ବିଭିନ୍ନ ସହିତ୍ୟନୁଷ୍ଠାନ ମାନଙ୍କୁ ନେଇ ଆଜି ପ୍ରଥମ ସାହିତ୍ୟ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ନୟାଗଡ଼ ବିଧାୟକ ଡ.ଅରୁଣ ସାହୁ ଯୋଗଦେଇ ସାହିତ୍ୟ ଜୀବନକୁ ସରସ ସୁନ୍ଦର ଓ ସାବଲୀଳ […]
ଆଗକୁ ଉଦ୍ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଡକର ବସ୍ ଟର୍ମିନାଲରେ ଏକ ପୋଲିସ୍ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ୍ କର୍ମଚାରୀ ନିଯୁକ୍ତି ପାଇବେ। ଦୈନିକ ୩୫ ରୁ ୪୫ ହଜାର ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦେଖି ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି । 5T ଅଧ୍ୟକ୍ଷଙ୍କ କ୍ଷେତ୍ର ସମୀକ୍ଷା ବେଳେ ଏ ସମ୍ପର୍କରେ ହୋଇଥିଲା ଆଲୋଚନା । ଅବଗତ ହେବା ପରେ […]
ବିଶିଷ୍ଟ ଗଜଲ ଗାୟକ ପଙ୍କଜ ଉଧାସଙ୍କ ମୁମ୍ବାଇଠାରେ ପରଲୋକ ହୋଇଛି। କିଛିଦିନ ହେବା ଅସୁସ୍ଥ ଥିବା ଏହି ଗଜଲ ଗାୟକଙ୍କର ୭୨ ବର୍ଷ ବୟସରେ ପରଲୋକ ହୋଇଥିବା ସୂଚନା ମିଳିଛି। ପଙ୍କଜ ଉଧାସଙ୍କ ପରଲୋକ ନେଇ ତାଙ୍କ ଝିଅ ନାୟାବ ଉଧାସ ସୂଚନା ଦେଇଛନ୍ତି । ପଙ୍କଜଙ୍କ ପରଲୋକ ପରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି । ତାଙ୍କର ଅନେକ ଶ୍ରୋତା ସୋସିଆଲ୍ ମିଡିଆ ଜରିଆରେ ଶୋକ ପ୍ରକାଶ କରିଛନ୍ତି ।ଗଜଲ ଜଗତରେ ପଙ୍କଜ ଉଧାସ […]
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କମିଶନରେଟ ପୋଲିସର କଡା ସୁରକ୍ଷା । ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ ରହିବେ ୩୦ ପ୍ଲାଟୁନ ଫୋର୍ସ । ନିରୀକ୍ଷଣ ଦାୟିତ୍ୱରେ ରହିବେ ୮୫ ଜଣ ଅଫିସର । ୩ ଟି କ୍ୱିକ ରେସ୍ପନ୍ସ ଟିମ, ୨ ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ ସୁରକ୍ଷା ଦାୟିତ୍ୱରେ ରହିବେ । ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ସଭାସ୍ଥଳରେ ପ୍ରୋଟକଲ ମୁତାବକ […]
*ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।* *ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଶରଣକୁଳ ଥାନା ଶିଖରପୁରଠାରେ ସି.ପି.ଆଇ.(ଏମ୍) ପକ୍ଷରୁ ଏକ ବଡ଼ ଧରଣର କର୍ମୀ ସମ୍ମିଳନୀରେ କେନ୍ଦ୍ରରେ କୃଷକ-ଶ୍ରମିକ ବିରୋଧୀ ବିଜେପି ମେଣ୍ଟ ସରକାରକୁ ଏବଂ ତାକୁ ସମର୍ଥନ କରୁଥିବା ଓଡିଶାର ବିଜେଡ଼ି ଦଳକୁ ଆଗାମୀ ସାଧାରଣ ନିର୍ବାଚନରେ ପରାସ୍ତ କରିବା ପାଇଁ ନିଷ୍ପତ୍ତି ନେବା ସହିତ ସି.ପି.ଆଇ.ଏମ୍ ପ୍ରାର୍ଥୀଙ୍କୁ ବିଜୟୀ କରିବା ପାଇଁ ଅଣ୍ଟା ଭିଡିବାକୁ ଶପଥ ନିଆଯାଇଛି। ପାର୍ଟିର ବରିଷ୍ଠ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ରାଜ୍ୟ ସଂପାଦକ ମଣ୍ଡଳୀ […]
୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଶନିବାର ଭଦ୍ରକ ଜିଲା ଗସ୍ତରେ ଆସି ଭଣ୍ଡାରିପୋଖରୀ ଓ ଧାମନଗର ବ୍ଲକ ପରିଦର୍ଶନ କରିଛନ୍ତି। ନିଜେ ବାଇକ୍ ଚଳାଇ ସେ ବିଭିନ୍ନ ନଦୀବନ୍ଧ ବୁଲି ଦେଖିବା ସହ ଲୋକଙ୍କ ସମସ୍ୟା ବୁଝିଛନ୍ତି। 5-T ଅଧ୍ୟକ୍ଷ ନିଜେ ଗାଡି ଅଟକାଇ ନଦୀ କୂଳରେ ରହୁଥିବା ବାସିନ୍ଦାଙ୍କ ସହ କଥା ହୋଇଛନ୍ତି ଆଉ କହିଛନ୍ତି ଯେ, କିଛି ଅଭାବ କିମ୍ବା ଦାବି ଥିଲେ ମୋତେ ନିଜେ ଲିଖିତ ଭାବେ ଜଣାନ୍ତୁ । ଅନେକ ଲୋକେ […]
ନିକଟରେ ସୋନୁ ରାତ୍ରୀ ଭୋଜନ ପାଇଁ ଏକ ରେଷ୍ଟୁରାଣ୍ଟକୁ ଯାଇଥିଲେ । ଯେତେବେଳେ ସେ ବିଲ୍ ପେ କରିବାକୁ ଗଲେ ଜାଣିବାକୁ ପାଇଲେ ଯେ, ଜଣେ ଅପରିଚିତ ବ୍ୟକ୍ତି ତାଙ୍କର ପୁରା ବିଲ ପୈଠ କରିଛନ୍ତି। ଏଥିସହ ବ୍ୟକ୍ତି ଜଣକ ଅଭିନେତାଙ୍କ ପାଇଁ ଏକ ସୁନ୍ଦର ନୋଟ ମଧ୍ୟ ଶେୟାର କରିଛନ୍ତି।ସୋନୁ ସୁଦ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ସେୟାର କରି କହିଛନ୍ତି ଯେ ଯେତେବେଳେ ସେ ଦୁବାଇର ଏକ ରେଷ୍ଟୁରାଣ୍ଟରେ ଖାଇବାକୁ ଯାଇଥିଲେ, କେହି ଜଣେ ତାଙ୍କର […]
*ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।* *ବୃଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଓଡ଼ିଆ ମିଡିଆ ପ୍ରାଇଭେଟ୍ ଲିମିଟେଡ୍ ଆନୁକୂଲ୍ୟରେ ଆୟୋଜିତ ହେଉଛି ଜିଲ୍ଲାର ସର୍ବବୃହତ୍ ସାରସ୍ୱତ ସମାବେଶ ତୃତୀୟ ନୟାଗଡ଼ ସାହିତ୍ୟ ଉତ୍ସବ। ଆଜି ଅପରାହ୍ଣରେ ସ୍ଥାନୀୟ ସିନ୍ଦୁରିଆ ବିଦ୍ୟାଳୟ ପ୍ରାଙ୍ଗଣରେ ଏ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଆସନ୍ତା ମାର୍ଚ୍ଚ ୩ ତାରିଖ ରବିବାର ଦିନ ଏହି ଉତ୍ସବ ଆୟୋଜନ ପାଇଁ ନିଷ୍ପତ୍ତି ହୋଇଛି। ନବନିର୍ମିତ ବଲାଙ୍ଗି ବନ୍ଧ ପ୍ରମୋଦ ଉଦ୍ୟାନ ପରିସରରେ ଏହି ଉତ୍ସବ ଆୟୋଜିତ ହେବ ବୋଲି ବିଶିଷ୍ଟ ଲେଖକ […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ‘ସମବାୟ କ୍ଷେତ୍ରରେ ବିଶ୍ୱର ସର୍ବବୃହତ ଶସ୍ୟ ସଂରକ୍ଷଣ’ ପାଇଲଟ ପ୍ରକଳ୍ପର ଉଦଘାଟନ କରିଛନ୍ତି। ସୂଚନାଯୋଗ୍ୟ, ଏହା ୧୧ଟି ରାଜ୍ୟର ୧୧ ଟି ପ୍ରାଥମିକ କୃଷି କ୍ରେଡିଟ ସୋସାଇଟି (ପିଏସିଏସ) ରେ ପରିଚାଳିତ ହେଉଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ସମବାୟ କ୍ଷେତ୍ରର ଅନ୍ୟାନ୍ୟ ଯୋଜନାର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ବିକଶିତ ଭାରତର ଅମୃତ ଯାତ୍ରାରେ ଭାରତ ମଣ୍ଡପମ ଆଉ ଏକ ବଡ ଉପଲବ୍ଧିର ସାକ୍ଷୀ ପାଲଟିଥିବା […]