ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀ ଆନନ୍ଦ ନାରାୟଣ ମହାରଣାଙ୍କ ଅନୁମତି କ୍ରମେ, ଆରକ୍ଷୀ ପ୍ରଶିକ୍ଷଣ ବିଦ୍ୟାଳୟରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି । ବିଦ୍ୟାଳୟ ଅଧ୍ୟକ୍ଷ ଭବେଶ କୁମାର ନାୟକ ଅତିଥି ପରିଚୟ ଏବଂ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ସଡ଼କ ସୁରକ୍ଷା ଏବଂ ତଦ ଜନିତ ଆଇନ, ପରିବର୍ତ୍ତିତ କ୍ଷତିପୂରଣ ଧାରା ଏବଂ ବିଭିନ୍ନ ପ୍ରକାରର ଶ୍ରମ ଏବଂ ଶ୍ରମିକ […]
ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି ଜରିଆରେ ଅନେକ ସଫଳତା ମିଳିଛି । ତେଣୁ ମାଟ୍ରିକ୍ ପରୀକ୍ଷା କେନ୍ଦ୍ରମାନଙ୍କରେ ଆଗକୁ ଆଉ ସେଭଳି ବିଭ୍ରାଟ ହେବନାହିଁ ବୋଲି ଆଶା ପ୍ରକଟ କରିଛି ମାଧ୍ୟମିକ ଶିକ୍ଷା ପରିଷଦ । ତେବେ ଚଳିତ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ ମାତୃଭାଷା ପରୀକ୍ଷାରେ କେତେକ ପରୀକ୍ଷାକେନ୍ଦ୍ରର ଅବ୍ୟବସ୍ଥା ସମ୍ପର୍କରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି (ଏଆଇ) ସର୍ଭିଲାନ୍ସ ଅବଗତ କରାଇଛି। ପରୀକ୍ଷା ଡ୍ୟୁଟିରେ ଥିବା ଏଥିରେ ସମ୍ପୃକ୍ତ ଅଛନ୍ତି। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ମୁଖ୍ୟାଳୟର କଣ୍ଟ୍ରୋଲ ରୁମ୍ରେ ସିସିଟିଭି […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ):ୟୁନେସ୍କୋ ଦ୍ୱାରା ନିର୍ଦ୍ଧାରିତ ଫେବୃଆରୀ ଏକୋଇଶି ବିଶ୍ଵ ମାତୃଭାଷା ଦିବସକୁ ନୟାଗଡ଼ର ବିଭିନ୍ନ ସାହିତ୍ୟ ଅନୁଷ୍ଠାନମାନେ ପାଳନ କରିଛନ୍ତି । କବି ନିର୍ମଳ ଶୁରଦେଓଙ୍କ ସଭାପତିତ୍ବରେ ଆୟୋଜିତ ମାତୃଭାଷା ଦିବସରେ ବହୂଭାଷୀ କବିତା ଆସର ଅନୁଷ୍ଠିତ ହୋଇଥିଲା । ଏଥିରେ ଅତିଥି ଭାବରେ ସମାଜସେବୀ ପ୍ରମୋଦ ପଟ୍ଟନାୟକ ଓ ସୁକବି ତଥା ଅଭିନେତା ଦେବେନ୍ଦ୍ର ପରମଗୁରୁ ଯୋଗଦେଇ ମାତୃଭାଷାର ସୁରକ୍ଷା ଉପରେ ବକ୍ତବ୍ୟ ରଖିଥିଲେ । କବୟିତ୍ରୀ ସୂକ୍ଷ୍ମଣୀ ଆନନ୍ଦ ହିନ୍ଦୀ, ନୀଳିମା ନନ୍ଦ ସଂସ୍କୃତ, […]
ଭୁବନେଶ୍ବର(ଓଡ଼ିଶା ଦର୍ପଣ): ବର୍ତ୍ତମାନ ରାଜ୍ୟରେ ଗରମ ପ୍ରବାହ ଆରମ୍ଭ ହୋଇଗଲାଣି। ମାଘ ମାସରେ ଯେପରି ଗରମ ହେଉଛି ସେଥିରୁ ଜଣାପଡିଛି ଯେ, ଗ୍ରୀଷ୍ଣ ଋତୁରେ କଣ ହେବ ପରିସ୍ଥିତି। ତେବେ ଏହି ଗ୍ରୀଷ୍ଣ ପ୍ରବାହ ପୂର୍ବରୁ ରାଜ୍ୟ ସରକାର ଜାରି କରିଛନ୍ତି ପରାମର୍ଶ। ରାଜ୍ୟରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ, ଅଫିସ ଏବଂ ଜନସାଧାରଣ ତାହାକୁ ପାଳନ କରିବା ପାଇଁ ନିବେଦନ କରାଯାଇଛି। ସେଗୁଡିକ ହେଲା.. ଗ୍ରୀଷ୍ମ ପ୍ରବାହ ଜନିତ ରୋଗ ଓ କ୍ଷୟକ୍ଷତି ରୋକିବା ପାଇଁ ଜନସଚେତନତା […]
ନୟାଗଡ଼, (ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଏନଏସି ଅଞ୍ଚଳରେ ଗତ ୩ ଦିନ ଧରି ଦେଖାଦେଇଛି ଅଘଟଣ । ଯାହାକୁ ନେଇ ସବୁଆଡ଼େ ଚର୍ଚ୍ଚା ଜାରି ରହିଛି । ସରକାରୀ କାର୍ଯ୍ୟରେ ଯାଇଥିବା ଜଣେ ଯତ୍ନୀଙ୍କୁ ମାଡ଼ ମାରିଛନ୍ତି ଜଣେ ନେତା । ଯାହାକୁ ନେଇ ସଂଘ ପକ୍ଷରୁ ଗିରଫ ଦାବି ପ୍ରଦାନ କରାଯାଇଛି ।ସୂଚନାନୁସାରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର କିଛି ଅଧିକାରୀ ପୁରୀପରିକ୍ରମା ପ୍ରକଳ୍ପ ଦର୍ଶନ କରିବା ପାଇଁ ଦଶପଲ୍ଲା ଅଞ୍ଚଳର ଅନେକ ଭକ୍ତ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ):ନୟାଗଡ଼ ଲେଖନପୁର ଠାରେ ଥିବା ସମର୍ପଣ ବୃଦ୍ଧାଶ୍ରମ ପରିସରରେ ଅନୁଷ୍ଠାନର ଷଷ୍ଠ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏହା ସହିତ ସମର୍ପଣ ପରିସରରେ ଗଢିଉଠିଥିବା ପ୍ଳେସ୍କୁଲକୁ ମୁଖ୍ଯ ଅତିଥି ନୟାଗଡ଼ ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ରିବନ୍ କାଟି ଉଦଘାଟନ କରିଛନ୍ତି। ଏହି ଉପଲକ୍ଷେ ଆୟୋଜିତ ସଭାରେ ସମର୍ପଣ ପରିଚାଳନା କମିଟିର କାର୍ଯ୍ଯନିର୍ବାହୀ ସଦସ୍ଯ ପ୍ରସନ୍ନ କୁମାର ବସନ୍ତିଆ ସଭାପତିତ୍ୱ କରିଥିଲା ବେଳେ ସମ୍ମାନିତ ଅତିଥି ଭାବେ ପୌରପରିଷଦ ପୌରଧ୍ଯକ୍ଷା ନିରୁପମା ଖଟେଇ, […]
*ମେଷ: ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।* *ବୃଷ: ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଆମ ଭାବନା ଓ ବିଚାରକୁ ସ୍ପଷ୍ଟ ବ୍ୟକ୍ତ କରିବାର ମାଧ୍ୟମ ହେଉଛି ମାତୃଭାଷା। ବହୁରାଷ୍ଟ୍ରୀୟକରଣ ସମୟରେ ମାତୃଭାଷା, ଗାଁ ଗହଳିର ଢଗଢମାଳିର ସଂରକ୍ଷଣ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ। ବର୍ତ୍ତମାନ ସମୟରେ ବିଭିନ୍ନ ବୈଦ୍ଧିକ ପ୍ରାଚୀନ କୀର୍ତ୍ତି ସବୁର ରକ୍ଷାକରିବା ତଥା ମାତୃଭାଷାର ସଂରକ୍ଷଣ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ।ଓଡିଆ ଭାଷା ସାହିତ୍ୟ ବେଶ୍ ସମୃଦ୍ଧ ଏବଂ ଆସନ୍ତା ସମୟରେ ଆମର ମାତୃଭାଷା ସମଗ୍ର ବିଶ୍ୱର ଭାଷାକୁ ପ୍ରଭାବିତ କରିବ ବୋଲି କଳା, ସାହିତ୍ୟ, ସଂସ୍କୃତି ଅନୁଷ୍ଠାନ ତଥାସ୍ତୁ ଆନୁକୁଲ୍ୟରେ […]
ନୟାଗଡ଼, (ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ଲି ପକ୍ଷରୁ ଆଜି ୬୫ ତମ ବାର୍ଷିକ ସାଧାରଣ ସଭା ନୟାଗଡ଼ଡିଆରଡିଏର ସୃଜନ ଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ରବିନ୍ଦ୍ର ନାଥ ସାହୁଙ୍କସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥ୍ ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ଯୋଗ ଦେଇଥିଲେ । କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ପାଦକ ପ୍ରଶନ୍ନ କୁମାର ପାଲ ବାର୍ଷିକ ବିବରଣୀ […]
ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲିଙ୍କ ଘରେ ପୁଣି ହସ ଫୁଟୁଛି। ଏହି ଦମ୍ପତି ସେମାନଙ୍କର ଦ୍ୱିତୀୟ ସନ୍ତାନକୁ ସ୍ବାଗତ କରିଛନ୍ତି। ଉଭୟଙ୍କ ଔରସରୁ ଏକ ପୁତ୍ର ସନ୍ତାନ ଜନ୍ମ ହୋଇଛି। ମଙ୍ଗଳବାର ଉଭୟ ବିରାଟ କୋହଲି ଓ ଅନୁଷ୍କା ଶର୍ମା ନିଜ ନିଜର ଇନଷ୍ଟାଗ୍ରାମ ପେଜ୍ରେ ଏହାର ସୂଚନା ଦେଇଛନ୍ତି। ପୁତ୍ର ସନ୍ତାନର ନାଁ ଅକାୟ ନାମକରଣ କରାଯାଇଛି। ଏହି ଖବର ପରେ ଦମ୍ପତ୍ତିକୁ ଚାରି ଆଡୁ ଅଭିନନ୍ଦନର ସୂଅ ଛୁଟିବାରେ […]
*ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।* *ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]
ନୟାଗଡ଼(ଲକ୍ଷ୍ମୀଧର ସାହୁ):ନୟାଗଡ଼ ସହର ପ୍ରଗତିର ଆଉ ଏକ ମାଇଲ ଖୁଣ୍ଟ। ନବୀନ ପଟ୍ଟନାୟକ ନୟାଗଡ଼ ସହରବାସୀଙ୍କୁ ଦେଇଛନ୍ତି ନୂତନ ଭେଟି। ନୟାଗଡ଼ର ବିଭିନ୍ନ ରାସ୍ତାଘାଟର ଉନ୍ନତି କରଣ ନିମନ୍ତେ ୯ କୋଟି ୬୪ଲକ୍ଷ ଟଙ୍କା ଅନୁଦାନ ପ୍ରଦାନ କରିଛନ୍ତି।ଏହାଦ୍ୱାରା ସମସ୍ତ ରାସ୍ତା ଓ ଗଳିକନ୍ଦି ରାସ୍ତା ଉନ୍ନତି କରଣ ହେବ। ଏଥି ନିମନ୍ତେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ବିଧାୟକ ଡ଼ ଅରୁଣ କୁମାର ସାହୁ ଶିଳାନ୍ୟାସ କରିଛନ୍ତି । ପୁରୁଣା ସହର ଠାରେ ଥିବା ବଡ଼ମଠ […]