ଆସନ୍ତା ସପ୍ତାହେ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା। ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଆନ୍ଧ୍ର ଉପକୂଳ ଓ ପାଶ୍ୱବର୍ତ୍ତୀ ୟାନମ ଉପରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଜ୍ରପାତ ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ଏବଂ […]
ଆଜି ପବିତ୍ର ଇଦ୍-ଉଲ୍-ଫିତର୍। ମୁସଲମାନଙ୍କ ବଡ଼ ପର୍ବ ଇଦ୍। ସାରା ରାଜ୍ୟରେ ପାଳନ ହେଉଛି ଇଦ୍। ଏନେଇ ଚଳ ଚଞ୍ଚଳ ସମସ୍ତ ମସଜିଦ୍। ମସଜିଦ୍ରେ ସମୂହ ନମାଜ ପାଠ ଚାଲିଛି । ମାସେ ଧରି ରମଜାନ ପାଳନ ପରେ ତ୍ୟାଗର ଏହି ପର୍ବ ପାଳନ କରୁଛନ୍ତି ଇସଲାମ ଧର୍ମାବଲମ୍ବୀ। ପରସ୍ପରକୁ ଇଦର ଶୁଭେଚ୍ଛା ଜଣାଉଛନ୍ତି। ଓଡ଼ିଶାରେ ମଧ୍ୟ ବିଭିନ୍ନ ମସଜିଦରେ ଇଦ୍ ପାଳନ କରାଯାଉଛି। ସାଙ୍ଗସାଥୀ ଓ ବନ୍ଧୁବାନ୍ଧବଙ୍କ ସହ ଇଦ୍ ପାଳନ କରୁଛନ୍ତି ମୁସଲମାନ ସମ୍ପ୍ରଦାୟ। […]
ମେଷଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]
ଇସ୍ରାଏଲ- ଇରାନ ଯୁଦ୍ଧ ଯୋଗୁ ହୋର୍ମୁଜ ପ୍ରଣାଳୀକୁ ଇରାନ ବନ୍ଦ କରିଥିବାରୁ ବିଶ୍ବର ଅନେକ ଦେଶ ପାଇଁ ସମସ୍ୟା ସୃଷ୍ଟି ହୋଇଛି। ଏପର୍ଯ୍ୟନ୍ତ କେବଳ ୯ଟି ଅଶୋଧିତ ତେଲ ଏବଂ ଗ୍ୟାସର ଜାହାଜ ଅତିକ୍ରମ କରିପାରିଛି। ଏମିତିରେ ଭାରତରେ ମଧ୍ୟ ଏଲପିଜି ଗ୍ୟାସର ଅଭାବ ପରିଲକ୍ଷିତ ହୋଇଛି। ସରକାର କହିଛନ୍ତି ଘରୋଇ ଉପଭୋକ୍ତାଙ୍କ ସୁବିଧା ପାଇଁ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେଉଛନ୍ତି। ଏଥିପାଇଁ ଘରୋଇ ଉପଭୋକ୍ତାଙ୍କ ପାଖରେ ୧୦୦% ଏଲପିଜି ପହଞ୍ଚାଯାଉଛି। ଅବଶ୍ୟ ସ୍ଥିତି ଏବେବି […]
ଆସନ୍ତା ୨୫ ତାରିଖ ଅର୍ଥାତ୍ ବୁଧବାର ହେବ ରତ୍ନଭଣ୍ଡାରରୁ ଅଳଙ୍କାର ଗଣତିମଣତି।ମାହେନ୍ଦ୍ର ବେଳା ମାର୍ଚ୍ଚ ୨୫ ଚୈତ୍ର ଶୁକ୍ଳ ସପ୍ତମୀ ତିଥି ୧୨.୦୯ ରୁ ୧.୪୫ ମଧ୍ୟରେ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି। ଭିଡିଓଗ୍ରାଫି, ଫଟୋଗ୍ରାଫି, 3D MAPPING ହେବ। ପ୍ରଥମେ ଚଳନ୍ତି ରତ୍ନଭଣ୍ଡାର ଗଣତିମଣତି ହେବ। ୧୯୭୮ମସିହାର ଗଣତି ମଣତି ପୂର୍ଣ୍ଣାଙ୍ଗ ତାଲିକା ରହିଛି। ତାଲିକା ଅନୁଯାୟୀ ମେଳକ ହେବ।କେବେ ସଂପୂର୍ଣ୍ଣ ଗଣତିମଣତି ସରିବ ସେ କଥା କହି ହେବନି। କନ୍ତୁ ପାରମ୍ପରିକ ବସ୍ତ୍ର ପିନ୍ଧି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନାଟ୍ୟଧାରା ପକ୍ଷରୁ ଚାଲିଥିବା ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ୬ଷ୍ଠ ଦିବସରେ ‘ସୂର, ସମ୍ବଲପୁର’ ଅନୁଷ୍ଠାନ ପକ୍ଷରୁ ପ୍ରସ୍ତୁତ ସମ୍ବଲପୁରୀ ନାଟକ ‘ସମୁଦ୍ର’ ସଫଳତାର ସହ ପଠାଣି ସାମନ୍ତ ପ୍ରେକ୍ଷାଳୟରେ ମଞ୍ଚସ୍ଥ ହୋଇଯାଇଛି। ଡକ୍ଟର ପ୍ରସନ୍ନ କୁମାର ସାହୁଙ୍କ ଲିଖିତ ଏହି ନାଟକଟି ନିଜର ନିଆରା କଥାବସ୍ତୁ ଓ ଜୀବନ୍ତ ଅଭିନୟ ମାଧ୍ୟମରେ ଦର୍ଶକଙ୍କ ମନ ଜିଣିବାରେ ସଫଳ ହୋଇଛି।ନାଟକର କାହାଣୀ ଜଣେ ଜଙ୍ଗଲୀ ଯୁବକ ‘କମ୍ବୁ’ ଓ ଜାହାଜ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା […]
ସହରାଞ୍ଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ ସ୍ୱଚ୍ଛ ଶକ୍ତି ବ୍ୟବହାରକୁ ପ୍ରୋତ୍ସାହିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସିଟି ଗ୍ୟାସ୍ ଡିଷ୍ଟ୍ରିବ୍ୟୁସନ ନେଇ ଏକ ନୀତି ପ୍ରଣୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି।ଏହି ସମ୍ପର୍କରେ ଆଜି ଖାରବେଳ ଭବନଠାରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ୍କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ […]
ରାଜ୍ୟସଭା ନିର୍ବାଚନରେ ୬ ବିଜେଡି ବିଧାୟକ କ୍ରସ ଭୋଟିଂ କରିଥିଲେ। ଦଳୀୟ ହ୍ବିପ୍ ନମାନି ଏହି ବିଧାୟକମାନେ କ୍ରସ ଭୋଟିଂ କରଥିବାରୁ ଏହାକୁ ସହଜରେ ଗ୍ରହଣ କରିପାରିନଥିଲା ବିଜେଡି। ଏମିତିରେ ସୋ କଜ୍ ନୋଟିସ ଜାରି କରିଥିଲା ଦଳ। ଯାହାର ଉତ୍ତର ରଖିଛନ୍ତି ବିଧାୟକ। ତେବେ କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟା ରଖିଛନ୍ତି ପ୍ରମିଳା ମଲ୍ଲିକ। ସେ କହିଛନ୍ତି,ଚିଠି ଗୋଟେ ଅଫିସରୁ ବସି ଟାଇପ ହୋଇଛି। ଏମାନେ ଦସ୍ତଖତ କରିଛନ୍ତି ବୋଲି ସେ କହିଛନ୍ତି। […]
ଶୁକ୍ରବାର ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିୟମିତ ହେଲେ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୩ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ ।ଏହି ଶିକ୍ଷକମାନେ ସେମାନଙ୍କର ଚାକିରୀରେ ଯୋଗଦାନ ସମୟ ଠାରୁ ନିୟମିତ ହୋଇଛନ୍ତି । ତେବେ, ସେମାନେ […]
ମହାରାଷ୍ଟ୍ରର ନାସିକରେ ଜଣେ ୩୫ ବର୍ଷୀୟ ମହିଳାଙ୍କୁ ବାରମ୍ବାର ଦୁଷ୍କର୍ମ ସହ ବ୍ଲାକମେଲ କରିବା ଅଭିଯୋଗରେ ଜଣେ ଖ୍ୟାତନାମା ଜ୍ୟୋତିଷଙ୍କୁ ପୋଲିସ ଗିରଫ କରିଛି । ତାଙ୍କ ନାମ ଅଶୋକ ଖରାତ (୬୭) ବୋଲି ଜଣାପଡିଛି। ପୋଲିସ କହିଛି ଯେ ପୀଡିତା ପ୍ରଥମେ ୨୦୧୯ ମସିହାରେ ଜଣେ ସମ୍ପର୍କୀୟଙ୍କ ସହିତ ଅଶୋକଙ୍କ ଆଶ୍ରମକୁ ତାଙ୍କ ବିବାହ ସମ୍ପର୍କରେ ପରାମର୍ଶ ନେବାକୁ ଯାଇଥିଲେ। କିନ୍ତୁ, କୋଭିଡ-୧୯ ମହାମାରୀ ଯୋଗୁ, କିଛି ସମୟ ପାଇଁ ତାଙ୍କ ସହ ତାଙ୍କର ଯୋଗାଯୋଗ […]
ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ ବିଜେଡି ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲା। ଏହାର ଉତ୍ତର ରଖିଛନ୍ତି ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ରମାକାନ୍ତ ଭୋଇ ଓ ଚକ୍ରମଣୀ କହଁର । ସେମାନେ ଉତ୍ତରରେ ଲେଖିଛନ୍ତି କି, ଦଳ ଆମ ଉପରେ ଭିତ୍ତିହୀନ କାରଣ ଦର୍ଶାଅ ନୋଟିସ ଜାରି କରିଛି, ଏହା ବେଆଇନ ଓ ଦଳୀୟ ନେତୃତ୍ୱଙ୍କ ସ୍ୱେଚ୍ଛାଚାରିତା ବୋଲି ସେମାନେ କହିଛନ୍ତି । ଏହାସହ ସେମାନେ କହିଛନ୍ତି କି, ଦଣ୍ଡନୀୟ କାର୍ଯ୍ୟାନୁଷ୍ଠାନର […]
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନିଜର ଗସ୍ତ ସମୟରେ ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିଛନ୍ତି । ଆଜି ସକାଳେ ରାଷ୍ଟ୍ରପତି ‘ଶ୍ରୀ ହିତ ରାଧା କେଳି କୁଞ୍ଜ ଆଶ୍ରମ’ରେ ପହଞ୍ଚିଥିଲେ, ଯେଉଁଠାରେ ସେ ପ୍ରେମାନନ୍ଦ ମହାରାଜଙ୍କ ଦର୍ଶନ କରିବା ସହ ତାଙ୍କ ସହ ଆଲୋଚନା କରିଥିଲେ ।ସୂଚନାନୁଯାୟୀ, ଦୁଇ ଜଣ ଏକାନ୍ତରେ ବସି ଆଧ୍ୟତ୍ମିକତା, ସେବା ଏବଂ ଜନ କଲ୍ୟାଣ ସମ୍ପର୍କରେ ଆଲୋଚନା କରିଥିଲେ । ରାଷ୍ଟ୍ରପତି ପ୍ରେମାନନ୍ଦ ମହାରାଜଙ୍କ ସରଳ ଜୀବନଯାପନ ଏବଂ […]
