ଆଖି ବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା। ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା । ବିଳମ୍ବିତ ରାତିରେ ହୃଦଘାତ ଯୋଗୁଁ ଅସୁସ୍ଥ ହୋଇପଡିଥିଲେ ସତ୍ୟାନାରାୟଣ ପୋଢ । ପରେ ପରିବାର ଲୋକେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ […]
ରାଜ୍ୟରେ ଆହୁରି ବଢ଼ିବ ରାତି ତାପମାତ୍ରା ଏବଂ କମିଯିବ ଶୀତ। ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ଆହୁରି ବଢ଼ିବ। ଫେବ୍ରୁଆରୀ ୧ ଯାଏ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ରହିବା ସହ କାକର ପଡ଼ିବ। ଆଜି ୬ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱରରେ ରାତିର ତାପମାତ୍ରା ଆସନ୍ତା ୨୪ ଘଣ୍ଟାରେ ୧୭ ଡିଗ୍ରୀ ରହିବ।ଗୁରୁବାର ଜଗତ୍ସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ନୟାଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, […]
ଆଜି ସଂସଦରେ ଉପସ୍ଥାପିତ ହେବ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ୨୦୨୫-୨୬ । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦିନ ୧୧ଟାରେ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ଉପସ୍ଥାପିତ କରିବେ ।ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ହେଉଛି ସରକାରଙ୍କ ଆର୍ଥିକ ପ୍ରଦର୍ଶନ ଓ ଦେଶରେ ଅର୍ଥନୈତିକ ସ୍ଥିତିର ଏକ ରିପୋର୍ଟ । ଯେଉଁଥିରେ ଅଭିବୃଦ୍ଧି ହାର, ମୁଣ୍ଡପିଛା ଆୟ ଓ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରର ଅଭିବୃଦ୍ଧି ତଥ୍ୟ ସାମ୍ନାକୁ ଆସିବ । କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରାଳୟର ଅର୍ଥନୈତିକ ବ୍ୟାପାର ବିଭାଗ […]
ମେଷଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ। ବୃଷଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ମଧ୍ୟଯୁଗୀୟ ଓଡ଼ିଆ ତଥା ବୈଷ୍ଣବ ସାହିତ୍ୟର ମହାନ କବି, ଓଡ଼ିଶା ଆକାଶର ଅନ୍ୟତମ ଉଜ୍ଜ୍ୱଳ ଜ୍ୟୋତିଷ୍କ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ମହାକବି କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମାଙ୍କ ୨୮୮ତମ ଜୟନ୍ତୀ ପାଳନ ସହିତ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଦିଆଯାଇଛି । କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାମଜସେବୀ ପ୍ରମୋଦ ପଟ୍ଟନାୟକ, […]
ନୟାଗଡ, (ଓଡ଼ିଶା ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ ଚାହାଳୀଙ୍କ ଆନୁକୁଲ୍ୟରେ ଉତ୍କଳ ସମ୍ମିଳନୀ ନୟାଗଡ ଜିଲ୍ଲା ଶାଖା ” ବନ୍ଦେ ମାତରମ” ର ୧୫୦ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ ଛାତ୍ର/ଛାତ୍ରୀ ମାନଙ୍କ ମଧ୍ୟରେ ସଚେତନତା ପାଇଁ ଏକ କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଅତିଥି ମାନଙ୍କୁ ଉପଢୌକନ ଓ ବୃକ୍ଷ ଦେଇ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା ।ଛାତ୍ରୀ ଅର୍ଚ୍ଚିତା ଆଚାର୍ଯ୍ୟ […]
ବିଜେଡିର ଉତ୍ତରାଧିକାରୀ ଚର୍ଚ୍ଚାକୁ କଡା କାଉଣ୍ଟର କଲେ ଅରୁଣ ସାହୁ । ସେ କହିଛନ୍ତି ଯେ ଉତ୍ତରାଧିକାରୀ ବ୍ୟବସ୍ଥା ସାମନ୍ତବାଦୀ ଚିନ୍ତାଧାରା, ମୁଁ ସହମତ ନୁହେଁ । କିଏ କେତେ ଯୋଗ୍ୟ ଦନସାଧାରଣଙ୍କ ଆଶୀର୍ବାଦ ଉପରେ ନିର୍ଭର କରିବ । କଳିକେଶଙ୍କୁ ନେଇ ଦିବ୍ୟଶଙ୍କର ମିଶ୍ରଙ୍କ ବୟାନ ଉପରେ ରଖିଲେ ମତ । ସେ ଆହୁରି କହିଛନ୍ତି ମହାନଦୀ ଜଳ ବିବାଦକୁ ନେଇ ସରକାର କିଛି ପଦକ୍ଷେପ ନେଲେ ନାହିଁ । ଲୋକେ ଧୀରେ ଧୀରେ ତାତିଲେଣି […]
ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଲାଇସେନ୍ସ ବାତିଲ ନେଇ ବିଏମସିର ଚେତାବନୀ । ଏନେଇ ବିଏମ୍ସିର ସାଧାରଣ ପରିଷଦ ବୈଠକରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଆଗକୁ ବିଏମ୍ସି ପକ୍ଷରୁ ଜୋରଦାର ହେବ ଗୁଟଖା ଏନଫୋର୍ସମେଣ୍ଟ ।ବୁଧବାର ଭୁବନେଶ୍ୱର ମହାନଗର ନିଗମ (BMC)ର ୩୮ ତମ ସାଧାରଣ ପରିଷଦ ଓ ସ୍ୱତନ୍ତ୍ର ଚିଠା ବଜେଟ୍ ଉପସ୍ଥାପନ ବୈଠକ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । […]
ରାଜ୍ୟରେ ପୂର୍ତ୍ତ ବିଭାଗରେ କାମ କରୁଥିବା ଠିକାଦାରଙ୍କ ପାଇଁ ନୂଆ ବ୍ୟବସ୍ଥା । ଠିକାଦାର ଡାଟାବେସ୍ ମ୍ୟାନେଜମେଣ୍ଟ ସିଷ୍ଟମ ୩.୦ର ଶୁଭାରମ୍ଭ ହୋଇଛି । ଶୁଭାରମ୍ଭ କଲେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଠିକାଦାର ପରିଚାଳନା ବ୍ୟବସ୍ଥାକୁ ଅଧିକ ସ୍ଵଛ, ସରଳ ଓ କାର୍ଯ୍ୟକ୍ଷମ କରିବ । ଠିକାଦାରଙ୍କ ବାବଦରେ ସୂଚନା, ଲାଇସେନ୍ସ, କାର୍ଯ୍ୟଦକ୍ଷତା ସଂରକ୍ଷିତ ରହିବ । ଜଳସମ୍ପଦ, ଗୃହ ଓ ନଗର ଉନ୍ନୟନ ବିଭାଗ , ଗ୍ରାମ୍ୟ ଉନ୍ନୟନ ଓ […]
PMAY Urban 2.0 ଫେଜରେ ଏବେ ବଡ଼ ନିୟମ ପରିବର୍ତ୍ତନ କରାଯାଇଛି।ଏବେ Eligibility Beneficiary Certificate ଅନିବାର୍ଯ୍ୟ କରାଯାଇଛି। ଏହା ପାଇଁ ଆବେଦକଙ୍କୁ PMAY ଅଫିସିଆଲ୍ ପୋର୍ଟାଲରେ ରେଜିଷ୍ଟ୍ରେସନ୍ କରିବାକୁ ପଡ଼ିବ। ପରେ ନଗର ନିଗମ ଦ୍ୱାରା ଫିଜିକାଲ୍ ଭେରିଫିକେସନ୍ କରାଯିବ ଏବଂ ସବୁଠିକ୍ ଥିଲେ ୪ଟି କିସ୍ତିରେ ଟଙ୍କା ଦିଆଯିବ| ତେବେ ଏଥିପାଇଁ ଡକ୍ୟୁମେଣ୍ଟ ଆବଶ୍ୟକ ଅଟେ | ଯୋଗ୍ୟତା ପ୍ରମାଣ ପାଇଁ ୩୧ ଅଗଷ୍ଟ ୨୦୨୪ ପୂର୍ବର ବିଦ୍ୟୁତ କିମ୍ବା ପାଣି ବିଲ୍, ମ୍ୟୁନିସିପାଲ୍ […]
ଅମାନିଆ ଲୋକ ଏବଂ ବେପରୁଆ ଗାଡି ଚାଳକଙ୍କୁ ଅଟକାଇ ସତର୍କ କରାଉଥିଲେ ଯମ ସାଥିରେ ଥିଲେ ମନ୍ତ୍ରୀ ଚିତ୍ରଗୁପ୍ତ।ହେଲମେଟ୍ ଲଗାଇ ବାଇକ୍ ଚଳାଇବାକୁ ନିର୍ଦ୍ଦେଶ ଦେଉଥିଲେ । ମଦ୍ୟପାନ କରି ଗାଡ଼ି ନଚଳାଇବାକୁ ପରାମର୍ଶ ଦେଉଥିଲେ । ଏ ହେଉଛି ଗଂଜାମ ଜିଲ୍ଲା ଭଂଜନଗର ଠାରେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଆୟୋଜିତ “ପଥୋତ୍ସବ” କାର୍ଯ୍ୟକ୍ରମ । ଏହି ଅବସରରେ କଳାକାରଙ୍କ ଦ୍ବାରା କରାଯାଇଥିଲା ସଚେତନତା କାର୍ଯ୍ୟକ୍ରମ । “ସଡକ ସୁରକ୍ଷା ମାସ” କାର୍ଯ୍ୟକ୍ରମ ଜରିଆରେ ଆୟୋଜିତ […]
୨୦୨୬ରେ ବହୁତ କିଛି ହେବ। ରାଜ୍ୟସଭା ନିର୍ବାଚନକୁ ନେଇ ଆଜି କିଛି ଏମିତି ଇଙ୍ଗିତ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ। କେତେବେଳେ କଣ ଗେମ୍ ହେବ କିଛି କହି ହେବ ନାହିିଁ। ଅପେକ୍ଷା କରନ୍ତୁ, ରାଜନୀତିରେ କିଛି ଅସମ୍ଭବ ନୁହେଁ ବୋଲି ବଡ଼ ଇସାରା ଦେଇଛନ୍ତି ମନ୍ତ୍ରୀ କୃଷ୍ଣ ପାତ୍ର।କେଉଁଠି କିଏ ବକ୍ତବ୍ୟ ଦେଲେ ନଜର ରଖିଛୁ । ଯେଉଁଠି କିଏ ଭୋଜିଭାତ କରି ମେଳି କଲେ, ତା ଉପରେ ବି ନଜର ରଖାଯାଇଛି । ବହୁତ […]
