author

କନଷ୍ଟେବଳ ଶୁଭମିତ୍ରା ହତ୍ୟା ଘଟଣାରେ ନୂଆ ଟ୍ବିଷ୍ଟ: ସାମ୍ନାକୁ ଆସିଲା

ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କୁ ହତ୍ୟା ଘଟଣାରେ ନୂଆ ଟ୍ବିଷ୍ଟ ସାମ୍ନାକୁ ଆସିଛି। ପୂର୍ବରୁ ବିବାହିତ ଥିଲେ ଅଭିଯୁକ୍ତ ଦୀପକ ରାଉତ । ୨୦୨୨ରେ ଦୀପକଙ୍କ ପତ୍ନୀ ଖୁଣ୍ଟୁଣୀ ନିକଟରେ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ । ଏହାପରେ ପତ୍ନୀଙ୍କ ନାଁରେ ଥିବା ଇନ୍ସ୍ୟୁରାନ୍ସ କମ୍ପାନୀରୁ ୧ କୋଟି ଟଙ୍କା ପାଇଥିଲେ ଦୀପକ । ୨୦୨୪ ମସିହାରେ ଶୁଭମିତ୍ରାଙ୍କ ସହ ଦୀପକଙ୍କର ସମ୍ପର୍କ ଗଢି ଉଠିଥିଲା । ଏହି ସମୟରେ ଦୀପକ ଶୁଭମିତ୍ରାଙ୍କୁ ପ୍ରାୟ ୧୦ ଲକ୍ଷ ଟଙ୍କା […]

ଡିଜେ ଗାଡ଼ି ଉପରେ ଲାଗିଲା ଅଙ୍କୁଶ : ନିୟମ ଖିଲାପ କଲେ ଜରିମାନା

ପୂଜା ପୂର୍ବରୁ ଡିଜେ ଗାଡ଼ି ଉପରେ ଲାଗିଲା ଅଙ୍କୁଶ । ସର୍କୁଲାର ଜାରି କଲା ରାଜ୍ୟ ପରିବହନ ବିଭାଗ । ଗାଡ଼ି ରେଜିଷ୍ଟ୍ରେସନ ସମୟର ଦେଖାଯିବ ଗାଡ଼ିର ଦୈର୍ଘ୍ୟ, ପ୍ରସ୍ତ, ଉଚ୍ଚତା । କୌଣସି ଗାଡ଼ିକୁ ମୋଡିଫାଏ କରିପାରିବେନି ଡିଜେ ମାଲିକ । ଗାଡିର ମୂଳ ଢାଞ୍ଚାରେ ପରିବର୍ତ୍ତନ ଓ ନିୟମ ଉଲ୍ଲଘଂନ କଲେ ହେବ କାର୍ଯ୍ୟାନୁଷ୍ଠାନ । ନିର୍ଦ୍ଧାରିତ ସୀମା ପାର ଶବ୍ଦ ଏବଂ ଆଲୋକ ବ୍ୟବସ୍ଥା ଉପରେ କଟକଣା । ଆଇନ ଅନୁଯାୟୀ ଜରିମାନା […]

 ଆଜିଠୁ ନିଲାମ ହେବ ପିଏମ୍ ମୋଦିଙ୍କ ଉପହାର, ଅକ୍ସନରେ ରହିଛି ୧୦ ଲକ୍ଷରୁ ଅଧିକ ମୂଲ୍ୟର ସାମଗ୍ରୀ

କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଆଜାଦୀ କା ଅମୃତ ମହୋତ୍ସବର ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଇଥିବା ଉପହାରର ସପ୍ତମ ଇ-ନିଲାମ ଘୋଷଣା କରିଛି। ଏଥର ନିଲାମ ୧୭ ସେପ୍ଟେମ୍ବର, ୨୦୨୫ ରୁ ୨ ଅକ୍ଟୋବର, ୨୦୨୫ ପର୍ଯ୍ୟନ୍ତ ଚାଲିବ। ରିପୋର୍ଟ ଅନୁଯାୟୀ ଏଥର ୧୩୦୦ ରୁ ଅଧିକ ଉପହାର ଅନଲାଇନ୍ ବିଡିଂ ପାଇଁ ରଖାଯିବ। ଉକ୍ତ ଉପହାର ମଧ୍ୟରେ ରାମ ଦରବାରର ତାଞ୍ଜୋର ପେଣ୍ଟିଂ, ଧାତବ ନଟରାଜ ମୂର୍ତ୍ତି, ହାତବୁଣା ନାଗା ଶାଲ୍‌, ୨୦୨୪ ପାରାଅଲିମ୍ପିକ୍‌ […]

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ରାହୁଲ ଗାନ୍ଧି ଏବଂ କଂଗ୍ରେସ ଅଧ୍ୟକ୍ଷ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୫ ବର୍ଷ ବୟସରେ ପାଦ ଦେଇଛନ୍ତି। ଭାରତୀୟ ଜନତା ପାର୍ଟିର କର୍ମୀମାନେ ଦେଶବ୍ୟାପୀ କାର୍ଯ୍ୟକ୍ରମ ଆୟୋଜନ କରୁଛନ୍ତି ଏବଂ ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କଠାରୁ ଆରମ୍ଭ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପର୍ଯ୍ୟନ୍ତ, ଭାରତ ଏବଂ ବିଦେଶର ଅନେକ ନେତା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ବାର୍ତ୍ତା ପଠାଇଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ସୋସିଆଲ ମିଡିଆ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ବାର୍ତ୍ତା ପଠାଇଛନ୍ତି। ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ […]

ଶେଷରେ ମୁଣ୍ଡ ନୁଆଁଇଲା ଲାଲବାହିନୀ ,ଶସ୍ତ୍ର ତ୍ୟାଗ କରିବେ ମାଓବାଦୀ

ଶେଷରେ ମୁଣ୍ଡ ନୁଆଁଇଲା ଲାଲବାହିନୀ । ସୁରକ୍ଷା କର୍ମୀଙ୍କ ମାରାଥନ ମାଓ ବିରୋଧୀ ଅପରେସନ ପରେ ନରମିଲା ମାଓ ସଂଗଠନ । ଆଉ କୌଣସି ବାଟ ନପାଇ ଶେଷରେ ନିଃସର୍ତ୍ତ ଯୁଦ୍ଧବିରତି ଘୋଷଣା କରିଥିବା ମାଓ ସଂଗଠନ ମୁଖପାତ୍ର ଅଭୟ ସୂଚନା ଦେଇଛନ୍ତି । ଯୁଦ୍ଧ ବିରତି କରି ସରକାରଙ୍କ ଦ୍ବିପାକ୍ଷିକ ଆଲୋଚନା ଲାଗି ପ୍ରସ୍ତାବ। ଯୋଗାଯୋଗ ଲାଗି ଇ-ମେଲ ଓ ଫେସବୁକ ଆଇଡି ଜାରି କଲେ ମାଓବାଦୀ। ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ସମ୍ପୂର୍ଣ୍ଣ ନକ୍ସଲ […]

ବର୍ଷାରେ ଭିଜବ ପାର୍ବଣ । ୨୫ରେ ପୁଣି ଏକ ଲଘୁଚାପ

ବର୍ଷାରେ ଭିଜବ ପାର୍ବଣ । ୨୫ରେ ପୁଣି ଏକ ଲଘୁଚାପ । ଓଡ଼ିଶା ଉପରେ ସକ୍ରିୟ ରହୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା । ଆସନ୍ତା ୨୫, ୨୬ ତାରିଖ ଆଡଡକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।୨୯ ତାରିଖରେ ଅବପାତଟି ପଶ୍ଚିମ ଓଡ଼ିଶା ଦେଇ ଛତିଶଗଡ଼ ଓ ପରେ ନାଗପୁର ଆଡ଼କୁ ଯିବ। ୨୯ ତାରିଖରେ […]

୭୫ ବର୍ଷରେ ପ୍ରଧାନମନ୍ତ୍ରୀ ମୋଦି

ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନ । ଏହି ଅବସରରେ ସାରା ଦେଶର ମହିଳାଙ୍କୁ ମିଳିବ ବଡ଼ ଉପହାର । ଏହାରି ମଧ୍ୟରେ ଦେଶରେ ସ୍ବାସ୍ଥ୍ୟ ନାରୀ,ସଶକ୍ତ ପରିବାର ଅଭିଯାନ ଆରମ୍ଭ ହୋଇଛି । ଯାହାକି ୧୭ ସେପ୍ଟେମ୍ବରରୁ ୨ ଅକ୍ଟୋବର ପର୍ଯ୍ୟନ୍ତ ଚାଲୁ ରହିବ ।ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କଠାରୁ ଆରମ୍ଭ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପର୍ଯ୍ୟନ୍ତ, ଭାରତ ଏବଂ ବିଦେଶର ଅନେକ ନେତା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ବାର୍ତ୍ତା ପଠାଇଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ […]

ଥଣ୍ଡା କ୍ଷୀର: ଶରୀର ଓଜନ କମାଇବା ସହ ଦେଇଥାଏ ଉଜ୍ବଳ ତ୍ବଚା

ନିୟମିତ କ୍ଷୀର ପିଇଲେ ଶରୀର ସୁସ୍ଥ ରହିଥାଏ। ହେଲେ ଏହି କ୍ଷୀରକୁ କେହି ଉଷୁମ ଅବସ୍ଥାରେ ପିଅନ୍ତି ତ ଆଉ କେହି ଥଣ୍ଡା କ୍ଷୀର ପିଇବାକୁ ପସନ୍ଦ କରିଥାଆନ୍ତି। ହେଲେ ଉଷୁମ କ୍ଷୀର ଅପେକ୍ଷା ଥଣ୍ଡା କ୍ଷୀର ଆମ ଶରୀର ପାଇଁ ଅଧିକ ଉପକାରୀ ଏକଥା ଅନେକଙ୍କୁ ଜଣା ନ ଥିବ।ଲୋକମାନେ ଓଜନ କମାଇବାକୁ ବିଭିନ୍ନ ପ୍ରକାର ଉପାୟ ଆପଣେଇଥାନ୍ତି। ତଥାପି ସେମାନଙ୍କର ଓଜନ କମି ନଥାଏ। ଏଭଳି ପରିସ୍ଥିତିରେ ଆପଣ ଗରମ କ୍ଷୀର ବଦଳରେ ଥଣ୍ଡା […]

ମହିଳା ଟ୍ରାଫିକ କନେଷ୍ଟବଲ ନିଖୋଜ ମାମଲା,ହତ୍ୟା ପରେ ଫିଙ୍ଗିଦେଲା ପ୍ରେମିକ

ଭୁବନେଶ୍ୱରରୁ ମହିଳା ଟ୍ରାଫିକ କନେଷ୍ଟବଲ ନିଖୋଜ ଘଟଣା । ୧୨ ଦିନ ପରେ ମିଳିଲା ନିଖୋଜ ଟ୍ରାଫିକ କନେଷ୍ଟବଲଙ୍କ ମୃତଦେହ । କେନ୍ଦୁଝର ଜିଲ୍ଲା ଘଟଗାଁ ଜଙ୍ଗଲରେ ମୃତଦେହ ପଡିଥିବା ସୂଚନା ମିଳିଛି।ଗତ ୬ ତାରିଖରୁ ନିଖୋଜ ଥିଲେ ମହିଳା କନେଷ୍ଟବଳ ଶୁଭମିତ୍ରା ସାହୁ । କନଷ୍ଟେବଳ ନିଖୋଜ ପରଠୁ ସଂଦେହ ଘେରରେ ଥିଲା ପୁରୁଷ ବନ୍ଧୁ । ପୋଲିସ ସେବା ଭବନରେ ଆକାଉଣ୍ଟ ଡିପାର୍ଟମେଣ୍ଟରରେ କାର୍ଯ୍ୟ କରେ ଦୀପକ । ପୂର୍ବରୁ ନିଖୋଜ ନେଇ ପୋଷ୍ଟର […]

ଆଜିର ରାଶିଫଳ(୧୭ ସେପ୍ଟେମ୍ବର, ୨୦୨୫)

ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ। ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […]

ମସ୍ତିଷ୍କ ଖିଆ ପୋକଙ୍କୁ ସାବଧାନ !୧୮ ମଲେଣି

କେରଳର ଅନେକ ଲୋକ ଏକ ଜୀବନ୍ତ ସୁକ୍ଷ୍ମଜୀବାଣୁ ଯୋଗୁଁ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ଜୀବାଣୁର ନାମ ନେଗ୍ଲେରିଆ ଫାଉଲେରି, ଯାହାକୁ ସାଧାରଣ ଭାଷାରେ ‘ମସ୍ତିଷ୍କ ଖାଉଥିବା ଆମିବା’ କୁହାଯାଏ। ଚଳିତ ବର୍ଷ ଏପର୍ଯ୍ୟନ୍ତ କେରଳରେ ଅମିବିକ୍ ମେନିଙ୍ଗୋ ଏନ୍‌ସେଫାଲାଇଟିସ୍‌ର ୬୭ଟି ମାମଲା ସାମ୍ନାକୁ ଆସିଛି । ଯେଉଁଥିରୁ ୧୮ ଜଣଙ୍କର ମୃତ୍ୟୁ ହୋଇସାରିଛି। ବର୍ଦ୍ଧିତ ତାପମାତ୍ରା ଯୋଗୁଁ ଏହି ଆମିବିକ୍ ମେନିଞ୍ଜାଇଟିସ୍‌ର ମାମଲା ବୃଦ୍ଧି ପାଉଛି। ନେଗ୍ଲେରିଆ ଫାଉଲେରି ଆମିବା ଦ୍ୱାରା ହେଉଥିବା ଏହି […]

ପୁରୀ ଶ୍ରୀମନ୍ଦିର ଓ ମନ୍ଦିର ନିକଟବର୍ତ୍ତୀ ଅଞ୍ଚଳରେ ଲାଗିବ ଆଣ୍ଟି ଡ୍ରୋନ

ଓଡିଶା ପୋଲିସ ଶ୍ରୀମନ୍ଦିର ସୁରକ୍ଷା ପାଇଁ ପୁରୀ ଶ୍ରୀମନ୍ଦିର ଓ ମନ୍ଦିର ନିକଟବର୍ତ୍ତୀ ଅଞ୍ଚଳରେ ଲଗାଇବାକୁ ଯାଉଛି ଆଣ୍ଟି ଡ୍ରୋନ ପ୍ରଣାଳୀ(Anti Drone System) । ଆଣ୍ଟି ଡ୍ରୋନ ପ୍ରଣାଳୀ କିଣିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ନୋ ଫ୍ଲାଇଂ ଜୋନ କରାଯାଇ କିପରି ଏହା କାର୍ଯ୍ୟକ୍ଷମ କରାଯିବ ଏଥିପାଇଁ ସରକାର ଚିନ୍ତା କରୁଛନ୍ତି ବୋଲି କେନ୍ଦ୍ରାଞ୍ଚଳ ଡିଆଇଜି କହିଛନ୍ତି । ଆଣ୍ଟି ଡ୍ରୋନ ପ୍ରଣାଳୀ କାର୍ଯ୍ୟକ୍ଷମ ହେଲେ ଆଉ ଡ୍ରୋନ ଉଡି ପାରିବନାହିଁ । […]