author

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଲା ଅଶୋକ ଚକ୍ର ସମ୍ମାନ

ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)କୁ ପ୍ରଥମ ଭାରତୀୟ ଭାବେ ଯାତ୍ରା କରି ଇତିହାସ ରଚିଥିବା ଶୁଭାଂଶୁ ଶୁକ୍ଳାଙ୍କୁ ଦେଶର ସର୍ବୋଚ୍ଚ ଶାନ୍ତିକାଳୀନ ବୀରତ୍ୱ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭାଂଶୁଙ୍କୁ ଅଶୋକ ଚକ୍ର ସମ୍ମାନରେ ସମ୍ମାନିତ କରିଛନ୍ତି।ଅଶୋକ ଚକ୍ର ଭାରତର ସର୍ବୋଚ୍ଚ ଶାନ୍ତିକାଳୀନ ସାମରିକ ସମ୍ମାନ । ଗ୍ରୁପ୍ କ୍ୟାପଟେନ ଶୁଭାଂଶୁ ଶୁକ୍ଳାଙ୍କୁ ଶାନ୍ତିକାଳୀନ ସର୍ବୋଚ୍ଚ ବୀରତା ସମ୍ମାନ ଅଶୋକ ଚକ୍ର ପ୍ରଦାନ କରାଯାଇଛି । ୨୦୨୫ ଜୁନ ୨୫ରେ ଐତିହାସିକ ଆକ୍ସିଅମ ମିଶନ-୪ରେ […]

କାହିଁକି ଜାନୁଆରୀ ୨୬ ପାଳନ କରାଯାଏ ?

ଆଜି ହେଉଛି ୭୭ ତମ ସାଧାରଣତନ୍ତ୍ର ଦିବସ । ୧୯୫୦ ମସିହା ଆଜିର ଦିନରେ ସ୍ବାଧୀନ ଭାରତର ନୂତନ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ୧୯୫୧ ମସିହା ଜାନୁଆରୀ ୨୬ ରେ ଦେଶ ପାଳିଥିଲା ପ୍ରଥମ ଗଣତନ୍ତ୍ର ଦିବସ । ଏହି ଦିନକୁ ଭାରତବାସୀ ଆନନ୍ଦ ଉଲ୍ଲାସରେ ପାଳନ କରିଆସୁଛନ୍ତି । ପ୍ରତିବର୍ଷ ଆଜିର ଦିନରେ ଦିଲ୍ଲୀଠୁ ପଲ୍ଲୀ ସବୁଠି ଫର୍‌ ଫର୍‌ ଉଡେ ତ୍ରିରଙ୍ଗା । ନୂଆଦିଲ୍ଲୀରେ ପ୍ରତିବର୍ଷ ଭବ୍ୟ କାର୍ଯ୍ୟକ୍ରମ ପାଳିତ ହୋଇଆସୁଛି । […]

ଦିଲ୍ଲୀରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ଦେଶର ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ସାମରିକ ଶକ୍ତି, ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ବାୟୁସେନାର ଅଭୂତପୂର୍ବ ଫ୍ଲାଇପାଷ୍ଟ ଦେଶର ଗର୍ବ, ପ୍ରଗତି ଓ ଏକତାର ପ୍ରତୀକ ସାଜିଛି । ଏହି ପରେଡ ଦେଖି ପ୍ରତ୍ୟେକ ଭାରତୀୟଙ୍କ ହୃଦୟ ଗର୍ବରେ ଭରିଯାଇଛି । ସାମରିକ ପରେଡ ସହିତ ରାଜ୍ୟ ଏବଂ […]

ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମ୍ବିଧାନ ଆମ ଜୀବନର ମାନଦଣ୍ଡ । ଆମ ସମ୍ବିଧାନ ଆମକୁ ଭାତୃଭାବରେ ବାନ୍ଧି ରଖିଛି । ମହାପୁରୁଶଙ୍କୁ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି । ଏହାସହ ବୀର ସଂଗ୍ରାମୀମାନଙ୍କୁ ମୋର ପ୍ରଣାମ । ଦେଶ ସ୍ବାଧୀନ ପରେ ୨ଟି ଚ୍ୟାଲେଞ୍ଜର […]

ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ୍‌, ଅଭିବାଦନ ଗ୍ରହଣ କଲେ ରାଜ୍ୟପାଳ

ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ । ଦିଲ୍ଲୀଠୁ ପଲ୍ଲୀ ସବୁଠି ଚଳଚଞ୍ଚଳ । ଏହିଅବସରରେ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ପତାକା ଉତ୍ତୋଳନ ସମାରୋହ ଅନୁଷ୍ଠିତ । ଜନପଥରେ ଗଣତନ୍ତ୍ର ଦିବସ ଅବସରରେ ପତାକା ଉତ୍ତୋଳନ କରିଲେ ରାଜ୍ୟପାଳ ହରିବାବୁ କମ୍ଭମପତି । ଏହାସହିତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମଧ୍ୟ ଉପସ୍ଥିତ ରହିଥିଲେ । ସେହିପରି ଅନେକ ବରିଷ୍ଠ ଅଧିକାରୀ ଗଣତନ୍ତ୍ର ଦିବସ ଅବସରରେ ଗାନ୍ଧୀମାର୍ଗରେ ଉପସ୍ଥିତ ରହିଥିଲେ ।

ରାୟଗଡ଼ାରେ KISS ଓ KIIT ପକ୍ଷରୁ ‘ଏଜୁକେସନ୍ ଫର୍ ଅଲ୍’ ମିନି ମାରାଥନ୍ ଅନୁଷ୍ଠିତ

ରାୟଗଡ଼ା: ‘ସମସ୍ତଙ୍କ ପାଇଁ ଶିକ୍ଷା’ର ବାର୍ତ୍ତା ନେଇ ରାୟଗଡ଼ା ଜିଲ୍ଲାରେ KISS ଓ KIIT ପକ୍ଷରୁ ଅଷ୍ଟମ ବାର୍ଷିକ ‘ଏଜୁକେସନ୍ ଫର୍ ଅଲ୍’ (Education for All) ମିନି ମାରାଥନ୍ ଅନୁଷ୍ଠିତ ହୋଇଯାଇଛି। କୁଲି ଗ୍ରାମପଞ୍ଚାୟତଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଜନସାଧାରଣ ସାମିଲ ହୋଇଥିଲେ। ଏହି ମାରାଥନ ରେସ ରେ କୁଲି , ବଡ ଆଲୁବାଡି, ପିପିଲିଗୁଡା, ବାଇଶିଂ ଓ ଦଙ୍ଗଲୋଡ଼ି ପଞ୍ଚାୟତର 3ଶହରୁ ଉର୍ଦ୍ଧ୍ବ ଯୁବପିଢି ଅଂଶ ଗ୍ରହଣ […]

ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାରଙ୍କ ପରଲୋକ

ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାରଙ୍କ ଦେହାନ୍ତ । ୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଆଖି ବୁଜିଲେ ଅଭିଜିତ୍‌। ତେବେ ଲିଭର୍ ଜନିତ ସମସ୍ୟା ପାଇଁ ଚିକିତ୍ସିତ ହେଉଥିଲେ । ତରଙ୍ଗ ଟିଭିର ‘ମେଲୋଡି ନାଇଟ୍ସ’ ଖୁବ୍‌ ଲୋକପ୍ରିୟ ହୋଇଥିଲା । ସେ ୭୦୦ରୁ ଅଧିକ ଗୀତରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ।

ଆଜିର ରାଶିଫଳ(୨୫ ଜାନୁଆରୀ, ୨୦୨୬)

ମେଷ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି । ବୃଷ–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ […]

ଆସ୍ଥାନ ଜମାଇଲେଣି ସାଧୁସନ୍ଥ; ମନ୍ତ୍ର ଧ୍ୱନିରେ କମ୍ପିବ ଖଣ୍ଡଗିରି

ଖଣ୍ଡଗିରି କୁମ୍ଭମେଳାରେ ନିଜ ନିଜ ଅସ୍ଥାୟୀ ମଠରେ ହୋମଯଜ୍ଞ କରିବାକୁ ପ୍ରସ୍ତୁତ ଆରମ୍ଭ କରିଲେଣି ସାଧୁସନ୍ଥ ଗଣ । ପ୍ରାରମ୍ଭିକ ପୂଜାପାଠ ସହ ଅନ୍ୟାନ୍ୟ ବିଧି ଆରମ୍ଭ କରିଛନ୍ତି । ପବିତ୍ର ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ପରେ ସାଧୁସନ୍ଥଙ୍କ ଆଗମନ ଆହୁରି ବୃଦ୍ଧି ପାଇବ । ରାଜ୍ୟ ତଥା ରାଜ୍ୟ ବାହାରୁ ୫୦୦ରୁ ଅଧିକ ସାଧୁସନ୍ଥ ଆସିବେ ବୋଲି ଆକଳନ କରାଯାଇଛି ।ଏହି ଖଣ୍ଡଗିରି ମେଳାରେ ନାଗା ସନ୍ନ୍ୟାସୀଙ୍କଠାରୁ ଆରମ୍ଭ କରି ଦଶନାମୀ, ବୈଷ୍ଣବ […]

ରାଜ୍ୟରେ ଆଗୁଆ ହୋଇପାରେ ପଞ୍ଚାୟତ ନିର୍ବାଚନ

ରାଜ୍ୟରେ ଆଗୁଆ ହୋଇପାରେ ପଞ୍ଚାୟତ ନିର୍ବାଚନ। ଏ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଜନଗଣନା ପାଇଁ ଆଗୁଆ ପଞ୍ଚାୟତ ନିର୍ବାଚନ ସମ୍ଭାବନା ରହିଛି। ନିର୍ଦ୍ଧାରିତ ସମୟର ୨ରୁ ୩ ମାସ ପୂର୍ବରୁ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏଥିପାଇଁ ୬ମାସ ମଧ୍ୟରେ ଅଧୁରା କାମ ଶେଷ କରିବାକୁ ସେ ବିଜେପିର ପଞ୍ଚାୟତ ପ୍ରତିନିଧିଙ୍କୁ ଟାସ୍କ ଦେଇଛନ୍ତି । ପୂର୍ବରୁ ରାଜ୍ଯ ନିର୍ବାଚନ କମିସନ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । […]

ମହାକାଶରେ ଭାରତର ଭାରତୀୟ ମହାକାଶ ଷ୍ଟେସନ (BAS)!, କାମ ଆରମ୍ଭ କଲା ISRO

ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ଏବେ ମହାକାଶ ଜଗତରେ ଏକ ଐତିହାସିକ ମାଇଲଖୁଣ୍ଟ ସ୍ଥାପନ କରିବାକୁ ପ୍ରସ୍ତୁତ ହେଉଛି। ଚନ୍ଦ୍ର ଏବଂ ସୂର୍ଯ୍ୟ ମିଶନର ସଫଳତା ପରେ, ISRO ଏହାର ସବୁଠାରୁ ମହତ୍ୱାକାଂକ୍ଷୀ ପ୍ରକଳ୍ପ, ଭାରତୀୟ ମହାକାଶ ଷ୍ଟେସନ (BAS), ନିମ୍ନ ପୃଥିବୀ କକ୍ଷପଥରେ ସ୍ଥାପନ କରିବାକୁ ପ୍ରସ୍ତୁତ ହୋଇଛି। ବିକ୍ରମ ସାରାଭାଇ ସ୍ପେସ୍ ସେଣ୍ଟର (VSSC) BAS ର ପ୍ରଥମ ମଡ୍ୟୁଲ୍, BAS-01 ର ବିକାଶ ଏବଂ ନିର୍ମାଣ ପାଇଁ ଭାରତୀୟ ଘରୋଇ କମ୍ପାନୀଗୁଡ଼ିକୁ […]

ନିଜକୁ ଶ୍ରମ ବିଭାଗର ବଡ଼ ଅଧିକାରୀ କହି ମହିଳାମାନଙ୍କୁ ଟାର୍ଗେଟ କରି ଲୁଟୁଥିଲେ୪୨୦ ମହିଳା

ନିଜକୁ ଶ୍ରମ ବିଭାଗର ବଡ଼ ଅଧିକାରୀ କହି ମହିଳାମାନଙ୍କୁ ଟାର୍ଗେଟ କରି ଲୁଟୁଥିଲା ମହିଳା । ଜାଲିଆ ମହିଳାଙ୍କୁ ଭୁବନେଶ୍ୱରରୁ ଉଠାଇ ଆଣିଛି କପ୍ତିପଦା ପୋଲିସ।କେଉଁଝର ଜିଲ୍ଲା ବଲାଣି ଥାନା ଅଞ୍ଚଳର ବିନୋଦିନୀ ନାୟକ ନିଜକୁ ଶ୍ରମ ବିଭାଗର ଅଧିକାରୀ କହିବା ସହିତ ମହିଳାଙ୍କୁ ଲୋନ କରାଇ ଦେବେ ବୋଲି କହି କପ୍ତିପଦା ଥାନା ପରାସୀବାଡ଼ି ଅଂଚଳରୁ ପ୍ରାୟ ୩୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ନେଇ ଯାଇଥିବା ବେଳେ ତାହା ଫେରାଇ ନ ଥିଲେ କି ଋଣ […]