ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ମହିଳା ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ‘ଆମ ବସ୍’ ସେବା ସମୀକ୍ଷା ବୈଠକରେ ଏହି ଯୋଜନା ଉପରେ ମୋହର ବାଜିଛି। ଏହି ଅଭିଯାନର ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ମହିଳାଙ୍କୁ ମନୋନୀତ କରାଯାଇଛି। ଆସନ୍ତା ଜାନୁଆରୀ ୩୧ ତାରିଖରେ ଏହି ମହିଳା ଚାଳକମାନେ ଉନ୍ନତମାନର ତାଲିମ ପାଇଁ ପୁନେ […]
ରାଜ୍ୟରେ ଧିରେ ଧିରେ କମୁଛି ଶୀତ । ରାତିରେ ତାପମାତ୍ରା କମୁଥିବା ବେଳେ ଦିନରେ ତାପମାତ୍ରା ବୃଦ୍ଧି ପାଉଛି । ତେବେ ଭୋର ସମୟରେ ଶୀତ ଲହରୀ ଜାରି ରହିଥିବା ବେଳେ ଦିନସାରା ପବନ ଦେଉଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ପାରଦ ଏବେ ଉପରମୁହାଁ ହୋଇଛି । ତାପମାତ୍ରା ବୃଦ୍ଧି ପାଇବା ସହ ଶୀତ କମିଛି । ସେହିପରି ଆଗାମୀ ୫ ଦିନ ଅର୍ଥାତ ୨୪ ତାରିଖ ଯାଏଁ ରାଜ୍ୟର କିଛି […]
ମହାପ୍ରଭୁଙ୍କ AI ଭିଡିଓ ଭାଇରାଲ୍ ଘଟଣାରେ ପୁରୀ ସାଇବର ଥାନାରେ ମାମଲା ରୁଜୁ ହୋଇଛି। ପୁରୀ ପୋଲିସ ପକ୍ଷରୁ ମାମଲା ରୁଜୁ କରାଯାଇଥିବା ବେଳେ, ଭିଡିଓ ଭାଇରାଲ ହୋଇଥିବା ଓ୍ବେବସାଇଟକୁ ତଥ୍ୟ ମାଗିଛି ପୁରୀ ପୋଲିସ। କେଉଁ ଉଦ୍ଦେଶ୍ୟରେ ଏହି ଭିଡିଓ ପୋଷ୍ଟ କରାଯାଇଛି ତା’ର ତଦନ୍ତ ହେବ। ସୂଚନାଥାଉକି, ସୋମବାର vishvrajcreation ନାମକ ଏକ ଇନଷ୍ଟାଗ୍ରାମ ଆଇଡିରୁ ମହାପ୍ରଭୁ ଜଗନ୍ନାଥଙ୍କୁ ପୂଜାର୍ଚ୍ଚନା କରିବାର ଅବାଞ୍ଛିତ ଶୈଳୀକୁ ନେଇ ପ୍ରସ୍ତୁତ ଭିଡିଓ ପୋଷ୍ଟ ହୋଇଥିଲା। ବଡଦାଣ୍ଡରେ ଶ୍ରୀଜିଉଙ୍କ […]
ଜାନୁଆରୀ ୧୮ରେ ସମ୍ବଲପୁରର ହୀରାକୁଦ ଜଳଭଣ୍ଡାରରେ ଶେଷ ହୋଇଥିବା ବାର୍ଷିକ ପକ୍ଷୀ ଗଣନାରେ ପ୍ରବାସୀ ପକ୍ଷୀଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି।ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ୧୨୮ ପ୍ରଜାତିର ମୋଟ ୪.୨୧ ଲକ୍ଷ ପକ୍ଷୀଙ୍କ ଆଗମନ ରେକର୍ଡ କରିଛି।ଗତବର୍ଷ ଠାରୁ ଚଳିତ ଥର ହୀରକୁଦକୁ ଆସିଛନ୍ତି ପ୍ରାୟ ୪୪ ହଜାର ଅଧିକ ପକ୍ଷୀ।ସବୁଠାରୁ ଅଧିକ ଦେଖାଯାଉଥିବା ପକ୍ଷୀମାନଙ୍କ ମଧ୍ୟରେ ଲୋକପ୍ରିୟ ଜଳପକ୍ଷୀ ଏବଂ ୱାଡର ଯେପରିକି ଟଫ୍ଟେଡ୍ ଡକ୍ସ, ହ୍ୱିସିଲିଂ ଡକ୍ସ, ଗ୍ରେବସ୍, ବାର୍-ହେଡେଡ୍ ଗିଜ୍, ବ୍ରାହ୍ମଣୀ ଡକ୍ସ, ଗାଡୱାଲ୍ସ, […]
ଇନ୍ଦୋରର ବହୁ ଚର୍ଚ୍ଚିତ “କୋଟିପତି ଭିକାରୀ” ମଙ୍ଗିଲାଲ ମାମଲାରେ ନୂଆ ମୋଡ଼ । ପ୍ରଶାସନ ଦ୍ୱାରା ଭିକାରୀ ଭାବେ ଉଦ୍ଧାର କରାଯାଇଥିବା କୁଷ୍ଠ ରୋଗୀ ମଙ୍ଗିଲାଲଙ୍କ ପରିବାର ଏବେ ସାମ୍ନାକୁ ଆସି ସରକାରଙ୍କ ଦାବିକୁ ମିଥ୍ୟା ବୋଲି କହିଛନ୍ତି । ସୂଚନାମୁତାବକ ଗତ ଶନିବାର ବିଳମ୍ବିତ ରାତିରେ ଯେତେବେଳେ ଉଦ୍ଧାରକାରୀ ଟିମ୍ ସରାଫା ଅଞ୍ଚଳରେ ନିୟମିତ ଭିକ ମାଗୁଥିବା ଜଣେ କୁଷ୍ଠ ରୋଗୀ ଭାବେ ମଙ୍ଗିଲାଲଙ୍କୁ ଉଠାଇଲେ, ତାଙ୍କ ସମ୍ପତ୍ତି ବିଷୟରେ ଜାଣି ଚକିତ ହୋଇଗଲେ । […]
ଜେଲ ଭିତରକୁ ଫିଙ୍ଗିଲେ ଡିଟେକ୍ଟ ହେବ ଜିନିଷ । ନିଶା ଦ୍ରବ୍ୟ କିମ୍ବା କୌଣସି ସନ୍ଦେହ ଜିନିକ ପଦାର୍ଥ ଫିଙ୍ଗିଲେ ହେବ ଡିକ୍ଟେକ୍ଟ ।ଜେଲ୍ରେ କଏଦୀଙ୍କ ଗତିବିଧି ଉପରେ ନଜର ରଖିବାକୁ ଲାଗିବ AI କ୍ୟାମେରା । ଏନେଇ ସୂଚନା ଦେଇଛନ୍ତି ଜେଲ୍ ଡିଆଇଜି ବୀରେନ୍ ସାହୁ । ଜେଲ୍ ଡିଆଇଜି କହିଛନ୍ତି, “ପ୍ରଥମ ପର୍ଯ୍ୟାୟରେ ୧୮ଟି ଜେଲ୍ରେ ଏଆଇ କ୍ୟାମେରା ଲଗାଯିବ । ପ୍ରଥମ ପର୍ଯ୍ୟାୟରେ ଢେଙ୍କାନାଳ ଜିଲ୍ଲା କାରାଗାରରେ ଏଆଇ କ୍ୟାମେରା ଲାଗିଛି । […]
ଜମିର ସଠିକ ପରିଚାଳନା ଏବଂ ଆଗାମୀ ଶହେ ବର୍ଷ ପାଇଁ ସରକାରୀ ଜମି ସୁରକ୍ଷିତ ରଖିବାକୁ ନୂଆ ଆଇନ ଆଣିବେ ସରକାର।ସରକାରୀ ଜମିର ହୋଇପାରିବନି ଦୁରୁପଯୋଗ । ଲିଜ ନେଇ ଜମିର ଦୁରୁପଯୋଗ କରିଥିଲେ ହେବ କାର୍ଯ୍ୟାନୁଷ୍ଠାନ । ଉକ୍ତ ଜମିକୁ ରାଜସ୍ବ ବିଭାଗ ଫେରାଇ ଆଣିବ । ଜମିର ସଠିକ ପରିଚାଳନା ଏବଂ ଆଗାମୀ ୧୦୦ ବର୍ଷକୁ ଆଖି ଆଗରେ ରଖି ସରକାରୀ ଜମିକୁ ସୁରକ୍ଷା ଦେବାକୁ ଦୁଇଟି ଆଇନରେ ସଂଶୋଧନ ହେବ । ଏହା […]
୨୭ ତାରିଖରୁ ଆରମ୍ଭ ହେବ ଖଣ୍ଡଗିରି ଯାତ୍ରା । ୭ଟି ପେଣ୍ଡାଲରେ ଜଲୱା ଦେଖାଇବେ ୧୫ ପାର୍ଟି।ତେବେ ଯାତ୍ରା ହେବା ପୂର୍ବରୁ କମିଟିମାନଙ୍କ ଉପରେ ବିଏମସିର ଲଗାମ। NOC ଦେବା ପୂର୍ବରୁ ବିଏମସିର ଯାତ୍ରା ଏସଓପି। ଅଶ୍ଳୀଳତାକୁ କରାଯିବନି ଆଦୌ ବରଦାସ୍ତ। ପାର୍କିଂ, ସଫେଇ ଓ ବ୍ୟାରିକେଡକୁ ଗୁରୁତ୍ଵ। ଅଶ୍ଳୀଳ ପ୍ରଦର୍ଶନ କଲେ ଏନଓସି କ୍ୟାନସଲ୍। ଯାତ୍ରା ପରିବେଷଣ ଉପରେ ନଜର ରଖିବ ବିଏମ୍ସି ର ସ୍ଵତନ୍ତ୍ର ସ୍କ୍ଵାଡ୍। ଗଣମାଧ୍ୟମ ରିପୋର୍ଟ ଆଧାରରେ ବି ହୋଇପାରେ ଆକ୍ସନ।ବିଏମସି […]
ରାଉରକେଲା ବିମାନ ଦୁର୍ଘଟଣା। ସୁସ୍ଥ ହୋଇ ଘରକୁ ଫେରିଛନ୍ତି ପାଇଲଟ୍ ନବୀନ କଡଙ୍ଗା ।ରାଉରକେଲା କଂସର ଗ୍ରାମରେ ଗତ ୧୦ ତାରିଖ ଦିନ ହୋଇଥିବା ମର୍ମନ୍ତୁଦ ବିମାନ ଦୁର୍ଘଟଣାରେ ନିଜର ବୁଦ୍ଧି ବଳରେ ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ବିମାନରୁ ଲ୍ୟାଣ୍ଡିଂ କରିଥିଲେ ସାହସୀ ପାଇଲଟ ନବୀନ କାଡେଙ୍ଗା । ଦୀର୍ଘ ଦଶ ଦିନ ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ପାଇଲଟ ।ତେବେ ଗ୍ରାମବାସୀ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ଧନ୍ୟବାଦ ଜଣାଇଛନ୍ତି ପାଇଲଟ। ପାଇଲଟଙ୍କ ମୁଣ୍ଡ ସହ […]
ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟରେ ୩୦ ଦିନ ଧରି ଚାଲିବ ଗଣନା । ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା ହେବ । ତେବେ ମିଳିଥିବା ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବ ପାତ୍ର ଗଣନା ହେବ। ଆଉ ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନଗଣନା।ଏନେଇ […]
ଆଉ ମାତ୍ର କିଛି ଦିନ ପରେ ଦେଶ ପାଳନ କରିବ ୭୭ ତମ ସାଧାରଣତନ୍ତ୍ର ଦିବସ । ଏହି ଦିନରେ ରାଜ୍ୟ ପ୍ରାୟ ସମସ୍ତ ଜିଲ୍ଲା ସମେତ ରାଜଧାନୀ ଭୁବନେଶ୍ବରରେ ହେବ ପତାକା ଉତ୍ତୋଳନ ।ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ପାଇଁ ପ୍ରକାଶ ପାଇଲା ଅତିଥି ତାଲିକା।କଟକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କୋରାପୁଟରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପୁରୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପତାକା ଉତ୍ତୋଳନ କରିବେ। ମହାତ୍ମାଗାନ୍ଧି ମାର୍ଗରେ ମହାମହିମ ରାଜ୍ୟପାଳ […]
କର୍ଣ୍ଣାଟକ ଡିଜିପି ତଥା ବରିଷ୍ଠ ଆଇପିଏସ ଅଧିକାରୀ ରାମଚନ୍ଦ୍ର ରାଓଙ୍କୁ ସସପେଣ୍ଡ କରାଯାଇଛି । ସୋସିଆଲ ମିଡିଆରେ ଅଶ୍ଳୀଳ ଭିଡିଓ ଭାଇରଲ ହେବା ପରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସୋସିଆଲ ମିଡିଆରେ ରାମଚନ୍ଦ୍ର ରାଓଙ୍କ କିଛି ଭିଡିଓ ଖୁବ୍ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓରେ ଜଣେ ପୋଲିସ ଅଧିକାରୀ ତାଙ୍କ ଅଫିସରେ ପୋଲିସ ବର୍ଦ୍ଦିରେ ବସିଥିବା ନଜର ଆସୁଛନ୍ତି । ଭିଡିଓରେ ଜଣେ ମହିଳା ପୋଲିସ ଅଧିକାରୀଙ୍କ ସହିତ ଅଛନ୍ତି […]
