author

ଓଏଏସ୍ ଅଧିକାରୀମାନଙ୍କୁ ବଦଳି କଲେ ଓଡ଼ିଶା ସରକାର

ଓଡ଼ିଶା ସରକାର ମଙ୍ଗଳବାର ଦିନ କିଛି ଓଡ଼ିଶା ପ୍ରଶାସନିକ ସେବା (OAS) ଅଧିକାରୀଙ୍କୁ ବଦଳି କରିବା ସହ ସେମାନଙ୍କୁ ନୂତନ ନିଯୁକ୍ତି ଦେଇଛନ୍ତି । ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ (GA&PG) ବିଭାଗ ସୂଚନା ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ୧.ସଂଗ୍ରାମ ଶେଖର ପଣ୍ଡା, ଓଏଏସ (SAG), ରେଜିଷ୍ଟ୍ରାର (ପ୍ରଶାସନ), MKCG ମେଡିକାଲ କଲେଜ ଏବଂ ହସ୍ପିଟାଲ, ବ୍ରହ୍ମପୁର। ତାଙ୍କୁ ବରଗଡ଼ର ପଦମପୁରର ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ ଭାବରେ ବଦଳି କରାଯାଇଛି। ୨. […]

ପୂଜା ପର୍ବାଣୀ ସମୟରେ ମହିଳାଙ୍କୁ ସୁରକ୍ଷା ଦେବା ପାଇଁ ଡିଜିପିଙ୍କ ନିର୍ଦ୍ଦେଶ

ପାଖେଇ ଆସୁଛି ପାର୍ବଣ ପୂଜା । ଧରାବତରଣ କରିବେ ଦଶଭୁଜା । ମହିଳାଙ୍କ ସୁରକ୍ଷା ନେଇ ବଢିଲା ପୋଲିସର ଚିନ୍ତା । ପୂଜା ସମୟରେ ମହିଳା ସୁରକ୍ଷା ନେଇ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ସମସ୍ତ ଥାନାକୁ ପୋଲିସ ଡିଜି ୱାଇ.ବି. ଖୁରାନିଆ ପରାମର୍ଶ ଦେଇଛନ୍ତି । ପୂଜା ପର୍ବାଣୀ ସମୟରେ ମହିଳାଙ୍କ ଉପରେ ବଢୁଥିବା ଅପରାଧ କମାଇବା ପାଇଁ ସମସ୍ତ ପୋଲିସ ଜିଲ୍ଲା ଏସ୍‌ପିଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ । ଭୁବନେଶ୍ବର ଏବେ ମହିଳାଙ୍କ ପାଇଁ ସୁରକ୍ଷିତ […]

ଥିପୁରି ତିରୁପତିଙ୍କ କାନ୍ଧରେ ମାଓ ସଙ୍ଗଠନ ଦାୟିତ୍ୱ

ଥିପୁରି ତିରୁପତିଙ୍କ କାନ୍ଧରେ ମାଓ ସଙ୍ଗଠନ ଦାୟିତ୍ୱ । ଥିପୁରି ତିରୁପତି ଓରଫ ଦେବୁଜୀ ସଙ୍ଗଠନର ସାଧାରଣ ସମ୍ପାଦକ ନିଯୁକ୍ତି ହୋଇଥିବା ସୂଚନା ମିଳିଛି । ବାସବରାଜୁଙ୍କ ମୃତ୍ୟୁ ପରେ ଖାଲି ପଡ଼ିଥିଲା ପଦବି । ତିରୁପତି, ଦେବୁଜି, କୁମା ଦାଦା, ଚେତନ ପରି ଅନେକ ନାଁରେ ସେ ପରିଚିତ । ଥିପୁରି ତିରୁପତି ମାଓବାଦୀଙ୍କ ସେଣ୍ଟ୍ରାଲ ମିଲିଟାରୀ କମାଣ୍ଡ ମୁଖ୍ଯ ଦାୟିତ୍ୱରେ ଥିଲେ। ସେ କେନ୍ଦ୍ରୀୟ କମିଟି ସଦସ୍ୟ, ପଲିଟ ବ୍ଯୁରୋ ସଦସ୍ଯ, ସେଣ୍ଟ୍ରାଲ ରିଜିଓନାଲ […]

ନେପାଳରେ ପରିସ୍ଥିତି ଅଣାୟତ୍ତ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଉଡାଣ ବନ୍ଦ, ଭାରତ-ନେପାଳ ସୀମାରେ ହାଇ ଆଲର୍ଟ

ନେପାଳରେ ସୋସିଆଲ ମିଡିଆ ଆପ୍ ବନ୍ଦ ହେବା ପରେ ଜେନ-ଜି ପିଢି ଭୟଙ୍କର ବିକ୍ଷୋଭ କରୁଛନ୍ତି । ଫଳରେ ଅଶାନ୍ତ ନେପାଳ ପାଇଁ ଓ କାଠମାଣ୍ଡୁ ସାରା ହିଂସା ଲାଗି ରହିଥିବାରୁ ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଉଡାଣ ବନ୍ଦ କରାଯାଇଛି ।ଭାରତରୁ ନେପାଳ ଯାଉଥିବା ୨ଟି ବିମାନ ମଧ୍ୟ ଅଧାରୁ ଫେରି ଆସିଛି । ଦିଲ୍ଲୀ ଓ ମୁମ୍ବାଇରୁ କାଠମାଣ୍ଡୁ ଯାଉଥିବା ୨ଟି ଇଣ୍ଡିଗୋ ବିମାନ ଫେରି ଆସିଛି । ତ୍ରିଭୁବନ ବିମାନବନ୍ଦରରେ […]

ଏହି ସମସ୍ୟା ପାଇଁ ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହେଲେ ଐଶ୍ୱର୍ଯ୍ୟା ରାୟ ବଚନ

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଅନୁମତି ବିନା ବାଣିଜି୍ୟକ ଲାଭ ପାଇଁ ଫଟୋଗ୍ରାଫ ଇତ୍ୟାଦି ବ୍ୟବହାର କରିଥିବା କମ୍ପାନୀ ବିରୋଧରେ ଅଭିନେତ୍ରୀ ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଏକ ଆବେଦନ ଦାଖଲ କରି, ଐଶ୍ୱର୍ଯ୍ୟା ତାଙ୍କ ବ୍ୟକ୍ତିତ୍ୱ ଅଧିକାରର ସୁରକ୍ଷା ପାଇଁ ଦାବି କରିଛନ୍ତି। ଐଶ୍ୱର୍ଯ୍ୟା ତାଙ୍କ ଆବେଦନରେ କହିଛନ୍ତି, ତାଙ୍କର ‘ଫେକ୍ ଅନ୍ତରଙ୍ଗ ଫଟୋଗୁଡ଼ିକର କପି, ମଗ୍ ଏବଂ ଅନ୍ୟାନ୍ୟ ଜିନିଷକୁ ବିକ୍ରି କରିବା ପାଇଁ ବ୍ୟବହାର କରାଯାଇଛି। ସେହି ସମୟରେ ସ୍କ୍ରିନସଟରେ ଥିବା […]

ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଲାଗୁ

ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଜାରି। ଗାଇଡଲାଇନ୍ ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ । ପାଇପ୍ ଲାଇନ୍ ବିଛାଇବା ପାଇଁ ୱାଟର୍‌ ବଡି କ୍ରସିଂ ଅନୁମତିପତ୍ର ଦେବା ବାଧ୍ୟତାମୂଳକ ।ଏହାପରେ ଯାଇ ସମ୍ପୃକ୍ତ ସଂସ୍ଥାକୁ ଜଳ ସମ୍ପଦ ବିଭାଗ ଅନୁମତି ଦେବ । ପାଇପ୍ ଲାଇନ୍ କରିଡର୍ ପାଇଁ ROW ଅନୁମତି ପାଇଁ ଜାରି ହୋଇଛି SOP । ଜଳସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି, ଆବେଦକ […]

ରିଲ୍ସ ନିଶା ବଢ଼ାଉଛି ଘରୋଇ ହିଂସା- ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ରିଲ୍ସ ନିଶା ବଢ଼ାଉଛି ଘରୋଇ ହିଂସା । ଘରୋଇ ହିଂସାରୁ ମହିଳା ମାନଙ୍କୁ ସୁରକ୍ଷା ଅଧିନିୟମ – ୨୦୨୫ ଏବଂ ଯୌତୁକ ନିଷେଧ ଅଧିନିୟମ – ୧୯୬୧ ବିଷୟରେ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଏହା ଉପରେ ଗୁରୁତ୍ବ ଦେବା ନେଇ କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପୂଜା ସମୟରେ ଉପବାସରେ ରହିବା ଭଳି ରିଲ୍ସ, ସୋସିଆଲ ମିଡିଆ ଓ ମୋବାଇଲଠାରୁ କିଛି ସମୟ ମହିଳା ବିରତି ନିଅନ୍ତୁ ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି […]

ଏବେ ୨୨ କ୍ୟାରେଟ୍‌ ସୁନା ଟପିଲା ଲକ୍ଷେ ଟଙ୍କା

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୦,୨୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୧,୧୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୦,୨୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୧,୧୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ୯୯,୮୫୦ ଟଙ୍କା ଥିଲା । ଏଥିରେ ୧,୨୫୦ ଟଙ୍କା ବୃଦ୍ଧି ହୋଇଛି ।୧୮ […]

ଆସନ୍ତା କାଲିଠାରୁ ଅଯୋଧ୍ୟାକୁ ତୀର୍ଥଯାତ୍ରା: ସୁଲୋଚନା

ଆସନ୍ତାକାଲି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ଆରଂଭ ହେବ ତୀର୍ଥଯାତ୍ରା । ଏନେଇ ସୂଚନା ଦେଲେ ଭୁବନେଶ୍ୱର ମେୟର ସୁଲୋଚନା ଦାସ । ଓଡିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ବରିଷ୍ଠ ନାଗରିକ ଯିବେ । ଭୀମଭୋଇ ଦୃଷ୍ଟିବାଧିତ ସ୍କୁଲ ଓ କ୍ୟାପିଟାଲ ହାଇସ୍କୁଲରେ ରହଣି ବ୍ୟବସ୍ଥା ରହିଛି । ସ୍କାଉଟ ଗାଇଡ କ୍ୟାମ୍ପସରେ ବରିଷ୍ଠ ନାଗରିକଙ୍କ ରହଣି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ରହିଛି ।

ଆସନ୍ତାକାଲି ବସିବ ସୁଭଦ୍ରା ସମୀକ୍ଷା ବୈଠକ

ସୁଭଦ୍ରା ଯୋଜନାରେ ସାମିଲ ହୋଇପାରନ୍ତି ବାଦ୍ ପଡ଼ିଥିବା ହିତାଧିକାରୀ । ସୁଭଦ୍ରା ଯୋଜନାର ସମୀକ୍ଷା ବୈଠକରେ ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ସାମିଲ ନେଇ ଆଲୋଚନା ହେବ ବୋଲି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।ସୁଭଦ୍ରା ପୋର୍ଟଲରେ ମୃତ ହିତାଧିକାରୀ ପ୍ରସଙ୍ଗ ଉପରେ ପ୍ରତିକ୍ରିୟା ରଖିଥିଲେ ପ୍ରଭାତୀ ପରିଡ଼ା। ସମସ୍ତ ଜୀବିତ ଅଧିକାରୀ ସୁଭଦ୍ରା ତୃତୀୟ କିସ୍ତି ଟଙ୍କା ପାଇବେ। କେୱାଇସି ଡେଟା ଏଣ୍ଟ୍ରିରେ ସମସ୍ତଙ୍କ ପାଇଁ ଏହି ତ୍ରୁଟି ଉପୁଜିଥିବା ଦେଖିବାକୁ ମିଳିଛି ବୋଲି […]

ସର୍ପାଘାତ ଜନିତ ମୃତ୍ୟୁରୁ ବଞ୍ଚାଇବ ସିପିଆର୍ (CPR) !

ସାପ କାମୁଡ଼ାରେ ଶିକାର ହୋଇଥିବା ବ୍ୟକ୍ତିଙ୍କୁ ମୃତ୍ୟୁ ମୁଖରୁ ବଞ୍ଚିବାରେ ସହାୟକ ହେବ ସିପିଆର୍ (CPR)। ଏପରି କି ୩୦ ଘଣ୍ଟା ଯାଏଁ ବି ସିପିଆର ଦ୍ୱାରା ଲୋକଙ୍କୁ ବଞ୍ଚାଯାଇପାରିବ । ଏହାକୁ ନେଇ ବିଏମସି ଡାକ୍ତରଖାନା ତରଫରୁ ସ୍ନେକ୍ ହେଲ୍ପ ଲାଇନ ସଦସ୍ୟଙ୍କୁ ସିପିଆର ପ୍ରଶିକ୍ଷଣ ଦିଆଯାଇଛି । ଅନେକ ସମୟରେ ସାପ କାମୁଡ଼ିବା ପରେ ରୋଗୀଙ୍କୁ ନିଶ୍ବାସ ପ୍ରଶ୍ଵାସ ନେବାରେ କଷ୍ଟ ଅନୁଭବ ହେବା ସହ ହାର୍ଟ ମଧ୍ୟ ବନ୍ଦ ହେବାରେ ଲାଗିଥାଏ । […]

୫୮ ବର୍ଷରେ ପାଦ ଥାପିଲେ ଅକ୍ଷୟ କୁମାର, ବାଲୁକା କଳାରେ ଜନ୍ମଦିନ ଶୁଭେଛା

ବଲିଉଡ ଅଭିନେତା ତଥା ଖିଲାଡ଼ି କୁମାର ଅକ୍ଷୟ କୁମାରଙ୍କ ଆଜି ଜନ୍ମଦିନ । ତେବେ ତାଙ୍କ ଜନ୍ମଦିନରେ ଛୁଟୁଛି ଶୁଭେଚ୍ଛାର ସୁଅ । ଏହି ଖାସ୍ ଅବସରରେ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ତାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି ।ପୁରୀ ବେଳାଭୂମିରେ ଏକ ବାଲୁକା ଚିତ୍ର କଳା କରି ଅକ୍ଷୟଙ୍କୁ ୫୮ ତମ ଜନ୍ମଦିନର ଶୁଭେଛା ଜଣାଇଛନ୍ତି । ବାଲୁକା କଳାରେ ଖିଲାଡ଼ି ଷ୍ଟାର ଅକ୍ଷୟ କୁମାରଙ୍କ ପ୍ରତିକୃତି କରିଛନ୍ତି ସୁଦର୍ଶନ । ଏଥିସହ […]