ଚୌଦ୍ଵାର ମଣ୍ଡଳ କାରାଗାରରରୁ ୨ କଏଦୀ ଫେରାର ଘଟଣାରେ ତେଜୁଛି ବିବାଦ । ପୂର୍ବତନ ଜେଲର ଓ ବର୍ତ୍ତମାନର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟଙ୍କ ମଧ୍ୟରେ ଚାଲିଛି ଛାୟା ଯୁଦ୍ଧ । ଚୌଦ୍ଵାର ଜେଲ୍ ଅଧିକ୍ଷକ ସୁଜିତ କୁମାର ରାଉଳ, ପୂର୍ବତନ ଜେଲର ସନ୍ତୋସିନୀ ଦାସଙ୍କ ବିରୋଧରେ ଚୌଦ୍ଵାର ଥାନାରେ ଆଜି ପାଲଟା ଏତଲା ଦେଇଛନ୍ତି । ଏତଲାରେ ପୂର୍ବତନ ଜେଲର ତଥା କଣ୍ଟାବାଞ୍ଜି ଜେଲର ବର୍ତ୍ତମାନ ଜେଲର ସନ୍ତୋଷିନୀ ଦାସ ତାଙ୍କ ବିରୋଧରେ ଯେଉଁ ଅଭିଯୋଗ ଆଣିଛନ୍ତି ତାହା […]
ଚିଲିକାରେ ଚଳିତ ବର୍ଷ ୧୧ ଲକ୍ଷରୁ ଅଧିକ ପକ୍ଷୀଙ୍କ ଆଗମନ । ଆସିଛନ୍ତି ଦେଶ ଓ ଵିଦେଶର ମୋଟ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର ୨୦୦ ପକ୍ଷୀ । ଚଳିତ ବର୍ଷ ପ୍ଲେନ ମାର୍ଟିନ ଏବଂ ବେଙ୍ଗଲ ବୁଶ ଲାର୍କ ପ୍ରଜାତିଙ୍କ ସଂଖ୍ୟା ଅଧିକ ରହିଛି। ଗତ ବର୍ଷ ଅର୍ଥାତ ୨୦୨୫ରେ ମଧ୍ୟ ୧୯୬ ପ୍ରଜାତିର ୧୧ ଲକ୍ଷ ୨୭ ହଜାର ୨୨୮ ପକ୍ଷୀ ଆସିଥିଲେ ।ଗତବର୍ଷ ଅପେକ୍ଷା ଚଳିତ ବର୍ଷ ଆସିଛନ୍ତି ୪ ହଜାର […]
ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]
ପ୍ରେସ ଆଣ୍ଡ ମିଡ଼ିଆ ୱେଲଫେର ଆସୋସିଏସନର ସଭ୍ୟ ତଥା ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ଆଶୁତୋଷ କୁମାର ପଟନାୟକ(ଝୁଲା)ଙ୍କ ଗତ 16 ତାରିଖରେ ହୃଦଘାତରେ ମୃତ୍ୟୁ ଘଟିଥିଲା ଲ ସ୍ବର୍ଗତ ଆଶୁତୋଷଙ୍କ ଆତ୍ମାର ସଦଗତି କାମନା କରି ଆଜି ରବିବାରରେ ଜିଲ୍ଲା ସଂସ୍କୃତି ବିଭାଗ କାର୍ଯ୍ୟାଳୟ ପରିସରରେ ଶ୍ରଧାଞ୍ଜଳି ସଭା ହୋଇଥିଲା l ଶ୍ରଦ୍ଧାଞ୍ଜଳି ସଭାରେ ଅତିରିକ୍ତ ଜିଲ୍ଲାପାଳ ନିହାର ରଞ୍ଜନ କହଁର ଓ ନବୀନ ଚନ୍ଦ୍ର ନାୟକ ଦିବଂଗତ ଆତ୍ମାଙ୍କ ଫୋଟୋ ଚିତ୍ରରେ ଦୀପ ପ୍ରଜ୍ବଳନ ଓ […]
ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ। ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]
ଆସନ୍ତା ସୋମବାର ଜାନୁଆରୀ ୧୯ରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ“ଜନଅଭିଯୋଗ ଶୁଣାଣି” ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର‘ଜନଅଭିଯୋଗ ଶୁଣାଣି’ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ।ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଦୁର୍ଘଟଣାରେ ଜଳିଗଲା ଅଟୋ – କାର୍ । ଏହି ଅଗ୍ନିକାଣ୍ଡରେ ଜଣେ ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା ମିଳିଛି । ଭେଟଖୋଲ ଘାଟି ପୂର୍ବରୁ ଦାତପାଜୁରେ ଘଟିଛି ଏହି ଭୟଙ୍କର ସଡକ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୨ ଜଣ ଆହତ ହୋଇଛନ୍ତି । ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି । ୩ ଜଣ ଗୁରୁତର ଫୁଲବାଣୀ ମେଡିକାଲ୍ରେ ଭର୍ତ୍ତି କରାଯାଇଛି । ଦୀର୍ଘ ସମୟର ପ୍ରୟାସ ପରେ […]
ଛାତ୍ରଛାତ୍ରୀଙ୍କ ଆଗରେ ପିଟାପିଟି ହୋଇ ଲହୁଲୁହାଣ ହେଲେ ୨ ଶିକ୍ଷୟିତ୍ରୀ । ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ସମ୍ବଲପୁର ଜିଲ୍ଲାରୁ ।ବିଦ୍ୟାଳୟ ମଧ୍ୟରେ କୌଣସି କାରଣକୁ କେନ୍ଦ୍ରକରି ୨ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ସଂଘର୍ଷରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କ ମୁହଁରୁ ରକ୍ତ ସ୍ରାବ ହେଉଥିବାର ଏକ ଭାଇରାଲ ଭିଡିଓ ଏ ମୋବାଇଲରୁ ସେ ମୋବାଇଲକୁ ଘୂରିି ବୁଲୁଛି। ଉକ୍ତ ଭିଡିଓରେ ଉଭୟ ଶିକ୍ଷୟିତ୍ରୀ ନିଜ ନିଜ ମୋବାଇଲ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ରୋଟାରୀ କ୍ଳବ ଏକ୍ସିଲେନ୍ସିର ଆନୁକୂଲ୍ୟରେ ଗୃହ ମାନଙ୍କରେ କାର୍ଯ୍ୟରତ ଗୃହ ସହାୟିକା ମାନଙ୍କୁ ପୁରୁଣା ସହର କରଣସାହି ରୋଟାରୀ ଭଵନ ଠାରେ ଆଜି ଅପରାହ୍ନରେ କମ୍ବଳ ବଣ୍ଟନ କରାଯାଇଛି। ସଭାପତି ପ୍ରମୋଦ ପଟ୍ଟନାୟକ ଓ ସମ୍ପାଦକ ସଂଗ୍ରାମ କେଶରୀ ଗୁମାନ ସିଂଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଓକିଲ ସଙ୍ଘ ସଭାପତି ରଣଜିତ ଦାଶଙ୍କ ଉପସ୍ଥିତିରେ ୨୦ଜଣ ଗୃହରେ କାର୍ଯ୍ୟରତ ଗୃହ ସହାୟିକା ସାମିଲ ହୋଇ କମ୍ବଳ ଗ୍ରହଣ କରିଥିଲେ।ରୋଟାରୀଆନ ଲକ୍ଷ୍ମୀଧର […]
ଶ୍ରୀମନ୍ଦିରରେ ସେବାୟତଙ୍କ ଉପରେ ଲାଗିଲା ମୋବାଇଲ୍ କଟକଣା। ଏଣିକି ଖୋଲାଖୋଲି ମୋବାଇଲ୍ ବ୍ୟବହାର କରିପାରିବେନି ସେବାୟତ। କଥାବାର୍ତ୍ତା ପାଇଁ ଶ୍ରୀମନ୍ଦିର ଶାଖା କାର୍ଯ୍ୟାଳୟକୁ ଯାଇ ଫୋନ୍ ବ୍ୟବହାର କରିପାରିବେ। ନିୟମ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁସାରେ, ଶ୍ରୀମନ୍ଦିର ଭିତରେ ମୋବାଇଲରେ ବାରମ୍ବାର ଫଟୋ ଉଠୁଥିବାରୁ ଏଥିପାଇଁ କଡ଼ା ଆଇନ ଆସିବା ଆବଶ୍ୟକ। ଶ୍ରୀମନ୍ଦିର […]
ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା । ଚଳିତ ଶୀତ ଋତୁରେ ଆସିଥିବା ବିଦେଶୀ ପକ୍ଷୀଙ୍କ ଗଣନା କରାଯିବ । ଏଥିପାଇଁ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ଜଳଭଣ୍ଡାର ଓ ଆଖପାଖରେ ଥିବା ଜଳାଶୟ ସହିତ ଜଙ୍ଗଲକୁ ୨୧ଟି ସେକ୍ସନ କରାଯାଇଛି । ଅନ୍ୟପଟେ ଆସନ୍ତାକାଲି ଚିଲିକାରେ ହେବ ପକ୍ଷୀ ଗଣନା । ପ୍ରଶିକ୍ଷଣ ନେଉଛନ୍ତି ନିୟୋଜିତ କର୍ମଚାରୀ । ଆଜି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବଡକୁଳ ସ୍ଥିତ CDA କାର୍ଯ୍ୟାଳୟ […]
ରାଉରକେଲା ବିମାନ କ୍ରାସ ଘଟଣାରେ ଜଣେ ମୃତ । ଆଜି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଶୁଶାନ୍ତ ବିଶ୍ୱାଳ । ମୁମ୍ବାଇ ଏୟାର ଲିଫ୍ଟ ପାଇଁ ପ୍ରସ୍ତୁତି ବେଳେ ମୃତ୍ୟୁ ଘଟିଛି।ଗତ ୧୦ ତାରିଖରେ ହୋଇଥିଲା ବିମାନ ଦୁର୍ଘଟଣାଆହତ ସୁନୀଲ ଅଗ୍ରୱାଲ ଓ ତାଙ୍କ ପତ୍ନୀ ସବିତା ଆଗ୍ରୱାଲଙ୍କୁ ମୁମ୍ୱାଇ ଏୟାରଲିଫ୍ଟ କରାଯାଇଥିଲା । ଶୁଶାନ୍ତ ବିଶ୍ୱାଳ ମଧ୍ୟ ଏକ ଘରୋଇ ହସ୍ପିଟାଲ ରେ ଚିକିତ୍ସାଧୀନ ଥିଲେ […]
