ନୂଆଦିଲ୍ଲୀ,(ଓଡିଶା ଦର୍ପଣ): ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଶାର ଗୌରବ ଜନଜାତି ଜନନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ଠାରେ ଭେଟି ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀମତୀ ମୁର୍ମୁଙ୍କ ଏହି ଐତିହାସିକ ବିଜୟରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ତାଙ୍କର ବିଜୟ ମହିଳା ସଶକ୍ତିକରଣ, ସାମାଜିକ ନ୍ୟାୟ, ମହିଳା ନେତୃତ୍ୱ, ବହୁସଂଖ୍ୟକ ଓ ସର୍ବସ୍ପର୍ଶୀ ସମାଜର ପ୍ରତୀକ, ଯାହା ନୂଆ ଭାରତର ପ୍ରତିବଦ୍ଧତାକୁ ଦର୍ଶାଉଛି। ଜଣେ ଓଡ଼ିଆ ଭାବରେ, ରାଷ୍ଟ୍ରପତି […]
ନୂଆଦିଲ୍ଲୀ,(ଓଡିଶା ଦର୍ପଣ): ବହୁ ଭୋଟ ବ୍ୟବଧାନରେ ଜିତିଲେ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ। ତାଙ୍କର ପ୍ରତିଦ୍ବନ୍ଦି ଯଶବନ୍ତ ସିହ୍ନାଙ୍କୁ ସେ ୨ ଲକ୍ଷ ୯୬ ହଜାର ୬୨୬ ଖଣ୍ଡ ଭୋଟରେ ପଛରେ ପକାଇ ବିଜୟ ଲାଭ କରିଛନ୍ତି। ଦ୍ରୌପଦୀ ମୁର୍ମୁ ୬ ଲକ୍ଷ ୭୬ ହଜାର ୮୦୩ ଭୋଟ ପାଇଥିବା ବେଳେ ୩ ଲକ୍ଷ ୮୦ ହଜାର ୧୭୭ ଭୋଟ ପାଇଛନ୍ତି ବିରୋଧୀ ପ୍ରାର୍ଥୀ ଯଶବନ୍ତ ସିହ୍ନା। ଏହାକୁ ସରକାରୀ ଭାବ ଘୋଷଣା କରିଛନ୍ତି ରାଜ୍ୟସଭା ମହାସଚିବ ତଥା […]
ନୂଆଦିଲ୍ଲୀ,(ଓଡିଶା ଦର୍ପଣ): କେନ୍ଦ୍ର ସରକାରଙ୍କ ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଆଜି କହିଛନ୍ତି ଯେ, ୨୦୨୧-୨୨ ମସିହାରେ ଦେଶର ସ୍ୱାର୍ଥ ବିରୋଧରେ କାର୍ଯ୍ୟ କରୁଥିବା ୟୁଟ୍ୟୁବ ଚ୍ୟାନେଲଗୁଡିକ ବିରୋଧରେ ମନ୍ତ୍ରଣାଳୟ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ ଶ୍ରୀ ଠାକୁର କହିଛନ୍ତି ଯେ, ମନ୍ତ୍ରଣାଳୟ ୯୪ ୟୁଟ୍ୟୁବ ଚ୍ୟାନେଲ, ୧୯ ଟି ସୋସିଆଲ ମିଡିଆ ଆକାଉଣ୍ଟ ଏବଂ ୭୪୭ ଟି ୟୁଆରଏଲ୍ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହିତ […]
ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଅବକାରୀ ବିଭାଗକୁ ବଡ ସଫଳତା । ୧୧୬ ଗ୍ରାମ ବ୍ରାଉନ ସୁଗାର ସହିତ ୧ ଲକ୍ଷ ୫ ହଜାର ଟଙ୍କା ଜବତ । ନୟାଗଡ଼ ଅବକାରୀ ପେଟ୍ରୋଲିଂ ସ୍କ୍ୱାର୍ଡ ନୟାଗଡ଼ ଜିଲ୍ଲା ଫତେଗଡ ଥାନା ଅନ୍ତର୍ଗତ ପଥରଚକଡା଼ ଗ୍ରାମର ଗଦାଧର ଦଳେଇକୁ ଗିରଫ କରିବା ସହ ତାଙ୍କ ଠାରୁ ଏକ ଲକ୍ଷ ପାଞ୍ଚ ହଜାର ଟଙ୍କା ଏବଂ ଗୋଟିଏ ମଟର ସାଇକେଲ ନମ୍ବର ଓ ଡି ୨୫ – ୯୨୯୬ ପଲସର […]
ସେବା ଯୋଗାଇବାର ଉତ୍ସାହ ହିଁ ସେବା ଉତ୍ସବ ନୟାଗଡ଼,(ଓଡିଶା ଦର୍ପଣ): ସେବା ଯୋଗାଇବାର ଉତ୍ସାହ ହିଁ ସେବା ଉତ୍ସବ। ଅଭାବ ଅନଟନ ଭିତରେ ଥିବା ନିରୁତ୍ସାହ ଲୋକଙ୍କୁ ସେବା ଯୋଗାଇବାର ଉତ୍ସାହ ହିଁ ସବୁଠୁ ବଡ଼ ଉତ୍ସବ, ଏଣୁ ଗାଁ ଠୁ ସହର ଯାଏଁ ଏହି ଉତ୍ସବ ଏକ ଜନ ଉତ୍ସବରେ ପରିଣତ ହେବା ଦରକାର। ନୟାଗଡ଼ ସେବା ଉତ୍ସବ ସମିତି ପକ୍ଷରୁ ଗତ ୧୫ଦିନ ଧରି ଆୟୋଜିତ ଷଷ୍ଠବାର୍ଷିକ ଜିଲ୍ଲାବ୍ୟାପି ସେବା ଉତ୍ସବରେ ଯୋଗଦେଇ ମଂଚାସୀନ ଅତିଥିମାନେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ୧୮ବର୍ଷ ବୟସରୁ ୫୯ବର୍ଷ ବୟସ ପର୍ଯ୍ୟନ୍ତ ସମସ୍ତ ନାଗରିକଙ୍କୁ precatuanary Dose or Booster dose ମାଗଣା ଦିଆଯିବାର ବ୍ୟବସ୍ଥା ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର Golden Jubilee Conference Hall ଠାରେ ଜିଲ୍ଲାପାଳ ଡା. ପୋମା ଟୁଡୁ ଶୁଭ ଉଦ୍ଘାଟନ କରିଛନ୍ତି । ଏଥି ନିମନ୍ତେ ଏକ ବୈଠକ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ସୁରେଶ ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଜିଲ୍ଲାପାଳ ଉପସ୍ଥିତ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ, ମହାବିଦ୍ୟାଳୟର କର୍ମଚାରୀ, […]
ଭୁବନେଶ୍ୱର,(ଓଡିଶା ଦର୍ପଣ): ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୮୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୦୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୦୪୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୬୦୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୩୪ ଜଣ ଅଛନ୍ତି। ତେବେ କେଉଁ ଜିଲ୍ଲାରୁ କେତେ ଚିହ୍ନଟ ପଢନ୍ତୁ… ବାଲେଶ୍ଵର ଜିଲ୍ଲାରୁ- ୨୦ ବରଗଡ […]
ଏନେଇ ଜିଲ୍ଲା କଂଗ୍ରେସର ପ୍ରେସମିଟ ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ ଜିଲ୍ଲା ସଦର ମହକୁମାରେ ଅବସ୍ଥିତ ନୟାଗଡ଼ ମହାବିଦ୍ୟାଳୟରୁ ୨୦୧୮ ଜାନୁଆରୀ ମାସରୁ ସ୍ୱୟଂଶାସିତ ମାନ୍ୟତା ସମ୍ପ୍ରସାରଣ ହୋଇପାରି ନାହିଁ, ଆଶ୍ଚର୍ଯ୍ୟ ହେଲେ ବି ଏହା ସତ୍ୟ କିନ୍ତୁ ମହାବିଦ୍ୟାଳୟ କର୍ତୃପକ୍ଷ ଲକ୍ଷାଧିକ ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ଅଭିଭାବକମାନଙ୍କୁ ଏହି ଗୁରୁତର ତଥ୍ୟ ଲୁଚାଇ ରଖିବା ସର୍ବୋପରି ନୟାଗଡ ଜିଲ୍ଲାବାସୀ ଯାହାର ଦ୍ବିଗୁଣିତ ଖଜଣା ଟଙ୍କାରେ ଏହି ଶିକ୍ଷାର ମନ୍ଦିର ପ୍ରତିଷ୍ଠିତ, ସେମାନଙ୍କ ପ୍ରତି ବିଶ୍ୱାସଘାତ କରିଛନ୍ତି ବୋଲି […]
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସେବା ଉତ୍ସବ ସମିତି ଆନୁକୂଲ୍ୟରେ ଦୀର୍ଘ 15ଦିନ ଧରି ଅନୁଷ୍ଠିତ ହେଉଥିବା ଜିଲ୍ଲାବ୍ୟାପି ସେବା ଉତ୍ସବ -2022 ଆଜି ରାଜସୁନାଖଳାର ବିଭିର୍ଣ୍ଣ ସ୍ଥାନରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ କୋଟଗଡ଼, ରାଜସୁନାଖଳା ଓ ବଧିପାଟଣା ଅଂଚଳର କିଛି ଗରିବ ଓ ଅସହାୟଲୋକଙ୍କୁ ବସ୍ତ୍ର ବଣ୍ଟନ କରାଯାଇଥିଲା l ସମିତିର କର୍ମକର୍ତା ଓ କଲେଜ ଛାତ୍ରଛାତ୍ରୀ ମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ଘର ଘର ବୁଲି ଅସହାୟ ଲୋକଙ୍କୁ ବସ୍ତ୍ର ଓ […]
ଭୁବନେଶ୍ୱର,(ଓଡିଶା ଦର୍ପଣ): ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ବିମାନବନ୍ଦରରୁ ସେ ରାଜ୍ୟ ଅତିଥୀ ଭବନକୁ ଯାଇଥିଲେ। ସେଠାରୁ ସେ ବିଧାନସଭା ଯାଇ ବିଧାୟକ ସାଂସଦଙ୍କୁ ସେ ଭୋଟ ପାଇଁ ଅନୁରୋଧ କରିବେ। ବିମାନ ବନ୍ଦରରେ ତାଙ୍କୁ ଉଭୟ ବିଜେଡି ଓ ବିଜେପି ତରଫରୁ ସ୍ବାଗତ କରାଯାଇଛି। ସେଠାରେ ଆଦିବାସୀ ନୃତ୍ୟରେ ତାଙ୍କୁ ସ୍ବାଗତ କରାଯାଇଛି। ଉଭୟ ବିଜେଡି ଓ ବିଜେପିର […]
ଭୁବନେଶ୍ୱର,(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସଦର ମହକୁମା ସ୍ଥିତ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଶ୍ରମ ଦିବସ ଜିଲ୍ଲା ଶ୍ରମ ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଭାଗୀୟ ଶ୍ରମ ଆୟୁକ୍ତ ପ୍ରଦୀପ ମହାନ୍ତି ସଂଯୋଜନା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ପୌରାଧ୍ୟକ୍ଷା ନିରୁପମା ଖଟେଇ ଯୋଗଦେଇଥିଲେ। ମୁଖ୍ୟବକ୍ତାଭାବେ ନୟାଗଡ଼ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ସମ୍ମାନିତ ଅତିଥିଭାବେ ନୟାଗଡ଼ ବ୍ଳକର ଅତିରିକ୍ତ […]
ନୟାଗଡ଼:(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲାରେ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ନେଇ ନୟାଗଡ଼ ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦିବ୍ୟାଙ୍ଗଙ୍କ ଶିକ୍ଷା ପାଇଁ ସଦାସର୍ବଦା ଚ଼େଷ୍ଟିତ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ ସଂଘର ବହୁ ସଂଖ୍ୟକ ଶିକ୍ଷକ ଶିକ୍ଷୟିତ୍ରୀମାନେ ଯୋଗ ଦେଇଥିଲେ। RPWD ଆଇନ ଓ ସୁପ୍ରିମକୋର୍ଟଙ୍କ ଆଦେଶ ମୁତାବକ ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ବିଦ୍ୟାଳୟ ଓ […]