ଆଜି ସରୁଛି ନକ୍ସଲଙ୍କ ଡେଡ୍ ଲାଇନ୍ । ନକ୍ସଲ ନିପାତ ପାଇଁ ମାର୍ଚ୍ଚ ୩୧କୁ ଡେଡଲାଇନ୍ ଦେଇଥିଲେ ଗୃହ ମନ୍ତ୍ରୀ ଅମିତ ଶାହ । ବହୁ ଟପ୍ ନେତା ସୁରକ୍ଷା ବାହିନୀ ଗୁଳିରେ ନିପାତ ହୋଇଥିବା ବେଳେ ଅନେକ ଆତ୍ମସମର୍ପଣ କରିଛନ୍ତି । ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୃହରେ ଜବାବ ରଖି କହିଛନ୍ତି ଯେ, ଯେଉଁ ଲୋକ ଦେଶର ବ୍ୟବସ୍ଥାକୁ ଅବଜ୍ଞା କରି ଅସ୍ତ୍ର ଉଠାଇବ, ତାକୁ ଏହାର ବହୁମୂଲ୍ୟ ଦେବାକୁ ହେବ। ସେମାନଙ୍କ ପାଇଁ […]
ହୋଲସେଲ୍ ବଜାରରେ ଆଳୁ ଏବେ ବେଶ୍ ଶସ୍ତା। ୫୦ କେଜି ଆଳୁର ଦର ୨୫୦ରୁ ୩୦୦ ଟଙ୍କା ଭିତରେ। ଅର୍ଥାତ କିଲୋ ପ୍ରତି ହୋଲସେଲ୍ ଦର ମାତ୍ର ୫ରୁ ୬ ଟଙ୍କା। କିନ୍ତୁ ଖୁଚୁରା ବଜାରରେ ଗ୍ରାହକ କିଣୁଛନ୍ତି ୧୨ରୁ ୧୭ ଟଙ୍କାରେ। ତେଣୁ ପ୍ରଶ୍ନ ଉଠୁଛି, ଆଳୁର ହୋଲସେଲ୍ ଓ ଖୁଚୁରା ଦର ଭିତରେ ଏତେ ଫରକ କାହିଁକି ? ସେପଟେ ଆଳୁ ଦର ବୃଦ୍ଧି ନେଇ ଗ୍ରାହକ କହୁଛନ୍ତି ଯେ, ଆଳୁ ଗଦିରେ ଏତେ […]
ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ । ବୃଷ : ଆଜି ବାଣିଜ୍ୟ, […]
ଭାରତରେ ଆଗାମୀ ଜନଗଣନା ୨୦୨୭ (Census 2027) ର ପ୍ରଥମ ପର୍ଯ୍ୟାୟ ଅର୍ଥାତ୍ ହାଉସ୍-ଲିଷ୍ଟିଂ (Houselisting) ପ୍ରକ୍ରିୟା ଏପ୍ରିଲ୍ ୧, ୨୦୨୬ ରୁ ଆରମ୍ଭ ହେବାକୁ ଯାଉଛି।ଏନେଇ ସୂଚନା ଦେଲେ ଭାରତୀୟ ଜନଗଣନା କମିଶନର ମୃତ୍ୟୁଞ୍ଜୟ କୁମାର ନାରାୟଣନ । କୋର୍ଟ ପାଖରେ ମଧ୍ୟ ପ୍ରମାଣପତ୍ର ଭାବେ ଗ୍ରହଣ କରାଯିବନି । କୌଣସି ଅଧିକାରୀ ମଧ୍ୟ ଏହି ତଥ୍ୟକୁ ଅନ୍ୟତ୍ର ବ୍ୟବହାର କରିବା ମନା ବୋଲି ସୂଚନା ଦେଇଛନ୍ତି ଭାରତୀୟ ଜନଗଣନା କମିଶନର ।ତେବେ ଏଠାରେ ଅନ୍ୟାନ୍ୟ […]
ଭୁବନେଶ୍ୱରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିଛି । ଏନେଇ ସୂଚନା ଦେଲେ ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ । ଯୁଦ୍ଧ ସ୍ଥିତି ପାଇଁ ଦୁବାଇକୁ ବିମାନ ପୂର୍ବରୁ ବନ୍ଦ ହୋଇଥିଲା । ବ୍ୟାଙ୍କକକୁ ଅନ୍ତର୍ଜାତୀୟ ବିମାନ ଉଡାଣ ଜାରି ରହିଛି । ଇନ୍ଦୋର, ଡେରାଡୁନ, କୋଚିନକୁ ମଧ୍ୟ ଉଡାଣ ବନ୍ଦ ରହିଛି । ଅଫ ସିଜିନ ପାଇଁ କିଛି ବିମାନ କମ୍ପାନୀ ଉଡାଣ ବନ୍ଦ କରିଛନ୍ତି । ଆଉ କିଛି ନୂଆ ସ୍ଥାନକୁ ଉଡାଣ […]
ଭାରତରେ ସିସିଟିଭି କ୍ୟାମେରାକୁ ନେଇ ବଡ଼ ନିଷ୍ପତ୍ତି। ଗତ କିଛି ସମୟ ହେବ ଭାରତରେ ସିସିଟିଭିର ସିକ୍ୟୁରିଟିକୁ ନେଇ ପ୍ରଶ୍ନ ଉଠୁଛି। କାରଣ ଅଧିକାଂଶ ସିସିଟିଭି କ୍ୟାମେରା ଖୁବ୍ ବିପଦରେ ରହିଛି। ଏହାର କାରଣ ହେଉଛି ଦୁବଳ ସିକ୍ୟୁରିଟି ଏବଂ ପଲିସି। କାରଣ ଭାରତରେ କମ୍ ସିକ୍ୟୁରିଟି ଥିବା ଚାଇନା ସିସିଟିଭି କ୍ୟାମେରା ବିକ୍ରି କରାଯାଉଛି। ଯାହାକି ଲୋକଙ୍କ ସୁରକ୍ଷାକୁ ନେଇ ବଡ଼ ବିପଦ। ଏକ ରିପୋର୍ଟ ଅନୁସାରେ, ୧ ଏପ୍ରିଲରୁ Hikvision, Dahua ଓ TP-Link […]
ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ ନିର୍ମମ ଭାବରେ ହତ୍ୟା କରିଥିଲେ। କେବଳ ଏତିକି ନୁହେଁ ହତ୍ୟା ପରେ ସେ ମହିଳାଙ୍କ ଶରୀରକୁ ଅନେକ ଖଣ୍ଡ ଖଣ୍ଡ କରି ଏକ ଫ୍ରିଜରେ ରଖିଥିଲେ। ଅଭିଯୁକ୍ତ ସ୍ୱାମୀକୁ ଗିରଫ କରାଯାଇଛି ।ରିପୋର୍ଟ ଅନୁସାରେ, ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ରୁହନ୍ତି ଚିନ୍ତାଦା ରବୀନ୍ଦ୍ର । ପେଶାରେ ଭାରତୀୟ ନୌସେନାର ଜଣେ କର୍ମଚାରୀ […]
ଲାଞ୍ଚ ନେଇ ଧରା ପଡିଲେ ଟ୍ରେଜେରୀ କର୍ମଚାରୀ । ନୟାଗଡ଼ ଖଣ୍ଡପଡା ସଵ ଟ୍ରେଜେରୀ କର୍ମଚାରୀ ସରୋଜ ସାହୁ । ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ ।ଜଣେ ପେନସନଭୋଗୀଙ୍କ ସପକ୍ଷରେ ପେନସନଭୋଗୀଙ୍କଠାରୁ ୩ ହଜାର ଲାଞ୍ଚ ଦାବି କରିବା ଏବଂ ନେବା ସମୟରେ ଧରାପଡିଛନ୍ତି ।ଲାଞ୍ଚ ଦାବି କରି ସେ କହିଥିଲେ ଯେ, ଯଦି ତାଙ୍କୁ ଦାବି କରାଯାଇଥିବା ଲାଞ୍ଚ ପ୍ରଦାନ କରାନଯାଏ, ତେବେ ସେ ବିଲ୍ ପାସ୍ କରିବାରେ ବାଧା […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଗତ ପାଞ୍ଚ ଦିନ ଧରି ନୟାଗଡ଼ ବ୍ଲକ ଅନ୍ତର୍ଗତ ଶ୍ୟାମବନ୍ଧୁ ସରକାରୀ ହାଇସ୍କୁଲ, ମାଛିପଡ଼ା ଠାରେ ଚାଲିଥିବା ବ୍ଲକ ସ୍ତରୀୟ ଶିକ୍ଷକ ପ୍ରଶିକ୍ଷଣ ଶିବିର ‘ପ୍ରବୋଧନ’ ଆଜି ଉଦଯାପିତ ହୋଇଯାଇଛି । ଜାତୀୟ ଶିକ୍ଷା ନୀତି-୨୦୨୦ ଏବଂ ଓଡ଼ିଶା ପାଠ୍ୟକ୍ରମ ରୂପରେଖ ଓ ବିଦ୍ୟାଳୟ ଶିକ୍ଷା-୨୦୨୫କୁ ଆଧାର କରି ଏହି ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଥିଲା । ସୂଚନା ଯୋଗ୍ୟ ଯେ ଆସନ୍ତା ଶିକ୍ଷାବର୍ଷରୁ ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପାଠ୍ୟ […]
ଚାଷୀଙ୍କ ପାଇଁ ବଡ଼ ଅପ୍ଡେଟ୍। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ ଡେଡ୍ଲାଇନ୍ ଧାର୍ଯ୍ୟ ହୋଇଥିବା ବେଳେ ଦରକାର ପଡ଼ିଲେ ଆଉ୨ ଦିନ ପର୍ଯ୍ୟନ୍ତ ଅବଧି ବଢ଼ିପାରେ କହିଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର।ସରକାରୀ ତଥ୍ୟ ଅନୁସାରେ, ବର୍ତ୍ତମାନ ସୁଦ୍ଧା ୭୬ ଲକ୍ଷ ୮୪ ହଜାର ୪୯୫ ମେଟ୍ରିକ ଟନ୍ ଧାନ ସଂଗ୍ରହ କରାଯାଇ ସାରିଛି । ପ୍ରାୟ ୧୮ ଲକ୍ଷ ୫୫ […]
ବିଧାନସଭାରୁ ଆସିଲା ସାଂଘାତିକ ତଥ୍ୟ। ଭୋଟର ଜାଲିଆତିରେ ବଡ଼ ଖୁଲାସା କରିଛନ୍ତି ନିର୍ବାଚନ ଅଧିକାରୀ । ରାଜ୍ୟରେ ଭୋଟର ତାଲିକା ସଂଶୋଧନରେ ବାଦ୍ ପଡ଼ିଲେ ୭ ଲକ୍ଷ ୬୮ ହଜାର ୫୨୧ ଜଣ ଭୋଟର ବୋଲି ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତ ବର୍ଷ ଜାନୁଆରୀ ୬ରୁ ଚଳିତ ବର୍ଷ ମାର୍ଚ୍ଚ ୨୨ ପର୍ଯ୍ୟନ୍ତ ତଥ୍ୟ ରଖିଲେ । ମୃତ୍ୟୁ ଜନିତ କାରଣରୁ ୨ ଲକ୍ଷ ୩ ହଜାର ୩୯୬ ଭୋଟର […]
ଆଜି ବିଶ୍ୱ ଇଟିଲି ଦିବସ । ପ୍ରତିବର୍ଷ ମାର୍ଚ୍ଚ ୩୦ ତାରିଖରେ ପାଳନ କରାଯାଏ। ଏହି ଦିନଟି ଲୋକପ୍ରିୟ ଦକ୍ଷିଣ ଭାରତୀୟ ଜଳଖିଆ ‘ଇଟିଲି’ ସମ୍ମାନ ଜଣାଇବା ଏବଂ ଏହାର ସ୍ୱାଦ ଓ ସହଜରେ ହଜମ ହେଉଥିବାରୁ ଉତ୍ସବ ଭାବରେ ପାଳନ କରିବା ପାଇଁ ଉଦ୍ଧିଷ୍ଟ। ଏହି ଦିବସର ଆରମ୍ଭ ୨୦୧୫ରେ ହୋଇଥିଲା। ଚେନ୍ନାଇର ଜଣେ ପ୍ରସିଦ୍ଧ ଇଟିଲି କ୍ୟାଟରର୍ ଏବଂ ଉଦ୍ୟୋଗୀ ଏନିୟାଭାନ୍ ଏହାର ପ୍ରସ୍ତାବକ। ସେ ଇଟିଲିର ବିଭିନ୍ନ ପ୍ରକାର ଏବଂ ନବତ୍କାର ପାଇଁ […]
