author

ସରକାରୀ ଦଳ ପ୍ରସ୍ତୁତ ନୁହେଁ: ତାରା

ବିଧାନସଭାରେ ଚାଷୀ ପ୍ରସଙ୍ଗରେ ବିରୋଧୀ ବିଜେଡିର ନାରାବାଜି । ‘କହିଥିଲ ଠନ ଠନ.. ଦେଖାଇଦେଲ ଲଣ୍ଠନ..’ ଏମିତି ସ୍ଲୋଗାନରେ କଂପିଲା ଗୃହ। ଆଜି ମଧ୍ୟ ବିଧାନସଭା ଆରମ୍ଭରୁ ଧୋଇଗଲା ପ୍ରଶ୍ନକାଳ । ପ୍ରଶ୍ନକାଳ ଆରମ୍ଭରୁ ଉଭୟ ବିଜେଡି, କଂଗ୍ରେସ ବିଧାୟକମାନେ ବାଚସ୍ପତିଙ୍କ ପୋଡିୟମ ତଳକୁ ଆସି ବିରୋଧ ପ୍ରଦର୍ଶନ କରିଥିଲେ।ବିଧାନସଭା ଚଳାଇବା ପାଇଁ ସରକାରୀ ଦଳ ଇଚ୍ଛା ପ୍ରକାଶ କରୁନି । ଏନେଇ ବିଧାୟକଙ୍କ ତାରା ପ୍ରସାଦ ବାହିନୀ ପତି ପ୍ରତିକ୍ରିୟା ରଖି କହିଛନ୍ତି , ଆଲୋଚନା […]

ନବ ବଧୂକୁ ଅଧବାଟରୁ ଅପହରଣ ଘଟଣାରେ ଟ୍ବିଷ୍ଟ, ପ୍ରେମିକା ରଚିଥିଲା ଷଡଯନ୍ତ୍ର

ନବ ବଧୂ ଅପହରଣର ନୂଆ ମୋଡ଼ । ଫିଲ୍ମ ଷ୍ଟାଇଲରେ ନବ ବଧୂକୁ ଅଧବାଟରୁ ଉଠାଇ ନେଇଥିବା ପ୍ରେମିକ ଘଟଣାରେ ଟ୍ବିଷ୍ଟ । ପ୍ରେମିକ ନୁହେଁ ବରଂ ପ୍ରେମିକା ରଚିଥିଲା ଷଡଯନ୍ତ୍ର । ନିଜେ ପ୍ରେମିକକୁ ଡାକି ତାସହ ଫେରାର ମାରିଥିଲା ବୋଲି ପୋଲିସ ଜାଣିବାକୁ ପାଇଛି । ପୂର୍ବ ସମ୍ପର୍କକୁ କେନ୍ଦ୍ରକରି ଏଭଳି ଷଡ଼ଯନ୍ତ୍ର କରିଥିବା ପୋଲିସ କହିଛି ।ସୂଚନାଥାଉକି, ଖୁଜେନପାଲି ଗାଁର ହରିବନ୍ଧୁ ପୁଟେଲ (ରିଙ୍କୁ) ନାମକ ଯୁବକ କଣ୍ଟାମାଳର ରଶ୍ମୀକୁ ଗତ ରାତିରେ […]

IRS ବାବୁଙ୍କ ଯୁବତୀଙ୍କୁ ବଳାତ୍କାର ଘଟଣାରେ NHRCରେ ପହଞ୍ଚିଲା ମାମଲା

ଭୁବନେଶ୍ବର ଇନକମ୍ ଟ୍ୟାକ୍ସ ଅଫିସରେ କାର୍ଯ୍ୟରତ IRS ବିରୋଧରେ ଆସିଛି ଦୁଷ୍କର୍ମ ଅଭିଯୋଗ । ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ନେଇ ସହୀଦ ନଗର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଆଧାର କରି ସହୀଦ ଥାନାରେ କେସ ନମ୍ବର ୧୦୪/୨୬ରେ ମାମଲା ରୁଜୁ କରି ତନାଘନା କରୁଛି ପୋଲିସ । ପୀଡ଼ିତାଙ୍କ ବୟାନ ରେକର୍ଡ କରିଛି କମିଶନରେଟ୍ ପୋଲିସ । ଜିଏସଟି ବିଭାଗରେ ଯୁଗ୍ମ କମିଶନର ଭାବେ କାର୍ଯ୍ୟରତ ଆଇଆର୍‌ଏସ ବାବୁଙ୍କୁ ପୁଲିସ ଆଜି ଜେରା […]

ହସ୍ପିଟାଲରେ ରକ୍ତ ଭଣ୍ଡାର ଖାଲି । କଲବଲ ହେଉଛନ୍ତି ରୋଗୀ ଓ ପରିଜନ

ଓଡ଼ିଶାରେ ବର୍ଷକୁ ୬ଲକ୍ଷ ୟୁନିଟ୍ ରକ୍ତ ଆବଶ୍ୟକ । ହେଲେ ସଂଗ୍ରହ ହେଉଛି ସାଢେ ୫ଲକ୍ଷ ୟୁନିଟ୍ । ଆହୁରି ଦରକାର ୫୦ହଜାର ୟୁନିଟ୍ । କିନ୍ତୁ ସଂଗ୍ରହ ହୋଇପାରୁନି। କଲବଲ ହେଉଛନ୍ତି ରୋଗୀ ଓ ପରିଜନ । ସୁପର ସ୍ପେସିଆଲ ଚିକିତ୍ସା, ହେପାଟୋଲୋଜି ଚିକିତ୍ସା, ନ୍ୟୁରୋ ଟ୍ରାନ୍ସପ୍ଲାଣ୍ଟ, କିଡ୍ନୀ ଟ୍ରାନ୍ସପ୍ଲାଣ୍ଟ, ଓପନ ହାର୍ଟ ସର୍ଜରୀ ଚିକିତ୍ସା ବ୍ୟାପକ ହେଉଛି । ମାତ୍ର ଅଧିକାଂଶ ସମୟରେ ରୋଗୀଙ୍କୁ ରକ୍ତ ମିଳିବାରେ ସମସ୍ୟା ଦେଖାଦେଉଛି । ଥାଲାସେମିଆ, ସିକିଲସେଲ […]

ବିଧାନସଭା ବଜେଟ୍ ଅଧିବେଶନ । ଷଷ୍ଠ ଦିନରେ ବି ଗୃହ ଅଚଳ

ବିଧାନସଭା ବଜେଟ୍ ଅଧିବେଶନ । ଷଷ୍ଠ ଦିନରେ ବି ଗୃହ ଅଚଳ । ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀ ସଦସ୍ୟଙ୍କ ହୋହାଲ୍ଲା ଏବଂ ହଟ୍ଟଗୋଳ । ଯାହାଫଳରେ ବିଧାନସଭାକୁ ଦିନ ସାଢେ ୧୧ଟା ଯାଏ ମୁଲତବୀ ରଖିଲେ ବାଚସ୍ପତି । ତେବେ ଗୃହରେ ଆଜି ଅର୍ଥ, ସ୍ବରାଷ୍ଟ୍ର, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ଇଲେକ୍ଟ୍ରୋନିକ୍ସ ସୂଚନା ପ୍ରଯୁକ୍ତି, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନଉତ୍ତର କାର୍ଯ୍ୟକ୍ରମ ରହିଛି। ସେହିପରି ସାଧାରଣ ବଜେଟ […]

ବାହାଘର ଦିନ ଆଖି ବୁଜିଲେ ଦୁଇ ଭଉଣୀ, ବିଷ ପିଇ ହାରିଲେ ଜୀବନ

ବାହାଘର ପ୍ରସ୍ତୁତି ଚାଲିଥିଲା । ସମସ୍ତେ ବାହାଘରକୁ ନେଇ ଉତ୍ସାହିତ ଥିଲେ । ବର ଆସିଥାନ୍ତା ବାହାଘର ପରେ ଶାଶୂଘରକୁ ଯାଇଥାନ୍ତେ । ହେଲେ ନିମିଷକେ ସବୁ କିଛି ସରିଗଲା । ବିବାହ ଉତ୍ସବ ଶୋକରେ ବୁଡିଗଲା । ବିବାହ ଦିନ ଉଠିଲା ଦୁଇ ଭଉଣୀଙ୍କ କୋକେଇ । ରାଜସ୍ଥାନର ଯୋଧପୁର ଜିଲା ଅନ୍ତର୍ଗତ ମାନାଇ ଗ୍ରାମରେ ଦୁଇ ଭଉଣୀ ଗତ ଶୁକ୍ରବାର ବିଷପାନ କରି ଆତ୍ମହତ୍ୟା କରିଛନ୍ତି।ମୃତ ଦୁଇ ଭଉଣୀ ହେଲେ ଶୋଭା (୨୫) ଓ […]

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍ । ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଜଷ୍ଟିସ୍ ବେଲା ଏମ୍. ତ୍ରିବେଦୀ, ଟ୍ରିବ୍ୟୁନାଲର ସଦସ୍ୟ ଏବଂ ତାଙ୍କ ପରିବାର ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏଥିରେ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଓ ସଦସ୍ୟଙ୍କ ସହ ୧୦ ଜଣ ରହିବେ । ରାଜ୍ୟ ସରକାର ଏହି ଟିମ୍‌କୁ ରାଜ୍ୟ ଅତିଥି ଭାବେ ଘୋଷଣା କରିଛନ୍ତି । ଏହି ଟିମ୍ ରାଜ୍ୟର ବିଭିନ୍ନ ସ୍ଥାନରେ ପରିଦର୍ଶନ ବେଳେ ଆବଶ୍ୟକ […]

ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ । ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆକାଶ ମେଘୁଆ ରହିବ । ଘଡ଼ଘଡ଼ି ସହ ବର୍ଷା ନେଇ ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଯାଜପୁର ଏବଂ କଳାହାଣ୍ଡି […]

ଆଜିର ରାଶିଫଳ(୨୩ ଫେବୃଆରୀ, ୨୦୨୬)

ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ। ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]

ଆଜିର ରାଶିଫଳ(୨୨ ଫେବୃଆରୀ, ୨୦୨୬)

ମେଷଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, […]

ପ୍ରତିବର୍ଷ ୫୦ ଏକର ଜମି ଯୋଗାଇଦେବେ ରାଜ୍ୟ ସରକାର

ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ବାସହୀନ ଓ ନିମ୍ନ ମଧ୍ୟବିତ୍ତ ପରିବାରଙ୍କୁ ସୁଲଭ ମୂଲ୍ୟରେ ପକ୍କାଘର ଯୋଗାଇଦେବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ର ସଫଳ ରୂପାୟନକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ୨୦୨୬-୨୭ ଆର୍ଥିକ ବର୍ଷ ବଜେଟରେ ‘ପିଏମଏୱାଇ-ଅର୍ବାନ ବନ୍ଧୁ’ (PMAY-Urban BANDHU: Beneficiary Assistance for Nurturing Development of Housing Units) କାର୍ଯ୍ୟକ୍ରମ ପାଇଁ ସ୍ୱତନ୍ତ୍ର ପାଣ୍ଠିର ବ୍ୟୟବରାଦ କରାଯାଇଛି । ଏହି […]

ସ୍କୁଲରେ ଗ୍ରୀଷ୍ମ ମୁକାବିଲା ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ

ଆଗକୁ ଆସୁଛି ଗୀଷ୍ମ | ତେଣୁ ଏହାର ମୁକାବିଲା ପାଇଁ ସ୍କୁଲମାନଙ୍କରେ ପ୍ରସ୍ତୁତି ଏବଂ ସତର୍କତାମୂଳକ ପଦକ୍ଷେପ ନେବା ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଚିଠି । ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପଦକ୍ଷେପ ନେବାକୁ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।ସ୍କୁଲଗୁଡ଼ିକରେ ପାନୀୟ ଜଳର ବ୍ୟବସ୍ଥା, ଆବଶ୍ୟକସ୍ଥଳେ ନଳକୂପ ମରାମତି କରିବା ଏବଂ ଛାତ୍ର ଓ […]